-+91-9937148622 |

prerana_bgr@rediffmail.com |

  Friday 16th October 2026 |

| | | |

R.N.I. Regd No. ODIODI/2010/46693

Breaking News

କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||      ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   (15-Oct-2026)       ||      ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   (15-Oct-2026)       ||      ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   (15-Oct-2026)       ||      ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   (15-Oct-2026)       ||      ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   (15-Oct-2026)       ||      ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   (14-Oct-2026)       ||      ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   (14-Oct-2026)       ||      *ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   (14-Oct-2026)       ||      ୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ    (14-Oct-2026)       ||      ଜିଲ୍ଲାର ପଞ୍ଜିକୃତଗାଡିକୁ ଟୋଲଟେକ୍ସ ଫ୍ରି କରିବାକୁ ବଲାଙ୍ଗୀର ଟୋଲପ୍ଲାଜା ଏକ୍ସନକମିଟିର ଦାବି   (14-Oct-2026)       ||      ନବ ନିର୍ମିତ ପୂଜା ମଣ୍ଡପ (ଗାନ୍ଧି ପାଠାଗାର) ଟିକ୍ରାପଡା ର ଉଦ୍‌ଘାଟନୀ ଉତ୍ସବ ୧୬ରେ    (14-Oct-2026)       ||      ସିଦ୍ଧାର୍ଥ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ହତ୍ୟା ଧମକ(ପୋଲିସ ଛାଉଣୀରେ କଲେଜ ପରିସର)   (14-Oct-2026)       ||      *ଡାବୁଗାଁରେ ବ୍ଲକ୍ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ ଅନୁଷ୍ଠିତ*   (14-Oct-2026)       ||      ନଭେମ୍ବର ୧ରେ ପିତାମ୍ବର ସ୍ଵରାକି ଫୁଟବଲ ଟୁର୍ଣ୍ଣାମେଣ୍ଟ   (14-Oct-2026)       ||     

HOME   ଜିଲ୍ଲା

୭୨ତମ ବନମହୋତ୍ସବ ସପ୍ତାହ ଉଦଯାପିତ

07-Jul-2021



କଣ୍ଟାବାଞ୍ଜି(ଆନନ୍ଦ କୁମାର ମୋଟେ) : କଣ୍ଟାବାଞ୍ଜି ବନାଞ୍ଚଳ ତରଫରୁ ଚାଲିଥିବା ୭୨ତମ ବନମହୋତ୍ସବ ସପ୍ତାହ ଉଦଯାପିତ ହୋଇଯାଇଛି।ଆଜି ସପ୍ତମ ଦିବସରେ ପ୍ରଥମେ ଚଟୁଅନକା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ମାଝୀପଡା ପ୍ରାଥମିକ ବିଦ୍ୟାଳୟରେ ବନ ମହୋତ୍ସବ ଅନୁଷ୍ଠିତ ହୋଇଥିଲା।ପ୍ରକୃତିବନ୍ଧୁ ତଥା ଜୁନିୟର ରେଡକ୍ରସ ପରାମର୍ଶ ଦାତା ବିରଞ୍ଚି ନାରାୟଣ ଦାଶଙ୍କ ତତ୍ତ୍ୱାବଧାନରେ ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ପୂର୍ଣ୍ଣ ନିଆଲଙ୍କ ସଭାପତିତ୍ୱରେ ଅନୁଷ୍ଠିତ

ସଭାରେ ଭା.ଜ.ପା ବଲାଙ୍ଗୀର ଜିଲ୍ଲା ସଭାପତି ଶିବାଜୀ ମହାନ୍ତି, ବନାଞ୍ଚଳ ଅଧିକାରୀ ଶ୍ରଦ୍ଧାଦେବ ବଡମାଳି, ପ୍ରକୃତିପ୍ରେମୀ ଜଗନ୍ନାଥ ନାଗ,ପ୍ରକୃତିବନ୍ଧୁ ଡୋଳାମଣି ମହତ,ଜବାହରଲାଲ ଆଦିବାସୀ କ୍ଳବ ସଭାପତି ସହଦେବ ମାଝୀ, ସମାଜସେବୀ ଥମିର ଛତ୍ରିଆ,ଫରେଷ୍ଟର ଆଦିତ୍ୟ ମିଶ୍ର, ସତ୍ୟ ନାରାୟଣ ମାଝୀ,ଅଜୟ ଶର୍ମା ଅତିଥି ଭାବେ ଯୋଗ ଦେଇଥିଲେ।ମାଝୀପଡା ପ୍ରାଥମିକ ବିଦ୍ୟାଳୟ ଓ ଜବାହରଲାଲ ନେହେରୁ ଆଦିବାସୀ କ୍ଳବର ମିଳିତ ଆନୁକୂଲ୍ୟରେ ବିଦ୍ୟାଳୟ ପରିସରରେ ଅତିଥି ମାନେ ବୃକ୍ଷ ରୋପଣ କରିଥିଲେ।ଏହି କାର୍ଯ୍ୟକ୍ରମରେ ଶିକ୍ଷକ କିଶୋର ବରିହା, ଶିକ୍ଷୟିତ୍ରୀ ଦେବକୀ ତାଣ୍ଡି,,ସୁବାଷ ମାଝୀ, ଜନକ ମାଝୀ, ତପନ ମାଝୀ, ରୁପାଧର ମାଝୀ, ଗୋବିନ୍ଦ ମାଝୀ,ଆଶିଷ ଜୈନଆଦି ସହଯୋଗ କରିଥିଲେ।ତାପରେ କଣ୍ଟାବାଞ୍ଜି କୋର୍ଟ ପରିସରରେ ବୃକ୍ଷ ରୋପଣ କରାଯାଇଥିଲା।ଏଥିରେ ଅତିଥି ଭାବରେ ଏଡିଜେ ପବିତ୍ର ମୋହନ ସାମଲ,ସବଜଜ ବିନୋଦ ବିହାରୀ ସାହୁ,ଜେଏମଏଫସି ଲିଙ୍କିପ୍ରିୟା ସାହୁ,ଅତିରିକ୍ତ ତହସିଲଦାର ଯୋଗେଶ୍ୱର ଧରୁଆ,ବନାଞ୍ଚଳ ଅଧିକାରୀ ଶ୍ରଦ୍ଧାଦେବ ବଡମାଳି,ଜୁନିୟର ରେଡକ୍ରସ ପରାମର୍ଶ ଦାତା ବିରଞ୍ଚି ନାରାୟଣ ଦାଶ,କୋର୍ଟ କର୍ମଚାରୀ ବାବୁଲାଲ ପାଢ଼ୀ, ସୁନିଲ ମିଶ୍ର,ଓକିଲ ସଂଘ ସଭାପତି ସମିମ ମହମଦ ଖାନ,ସମ୍ପାଦକ ଏସ,ଜଗନ୍ନାଥ ରାଓ,ସହସମ୍ପାଦକ ବୃନ୍ଦାବନ ରାଉତ,କୋଷାଧ୍ୟକ୍ଷ ବେଣୁ ଜାଲ,ଅଧିବକ୍ତା ଅରୁଣ କୁମାର ବାଗ,ପ୍ରମୋଦ କୁମାର ପାଣିଗ୍ରାହୀ, ସତ୍ୟ ନାରାୟଣ ରାଏ,ବ୍ରଜଶ୍ୟାମ ଗୁରୁ, ମନୋଜ କୁମାର ଦାସ, ମୋହନଲାଲ ଶର୍ମା, ସଞ୍ଜୟ ନାଥ,ରବି ନାରାୟଣ ତ୍ରିପାଠୀ ଉପସ୍ଥିତ ରହି କୋର୍ଟ ପରିସରରେ ଜାମୁ, କଦମ୍ବ, ଚାକୁଣ୍ଡା,ଅଁଳା,ଆଦି ବୃକ୍ଷ ରୋପଣ କରିଥିଲେ।ତାପରେ ସାଲେପଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବୃକ୍ଷ ରୋପଣ କରାଯାଇଥିଲା।ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟର ପ୍ରଧାନଶିକ୍ଷକ ପ୍ରକୃତିବନ୍ଧୁ ସୂର୍ଯ୍ୟକାନ୍ତ ରଣାଙ୍କ ଉଦ୍ୟମରେ ବିଜଦ ରାଜ୍ୟ ସମ୍ପାଦକ ଫିରୋଜ ଖାନ,ପ୍ରକୃତିବନ୍ଧୁ ତଥା ଜୁନିୟର ରେଡକ୍ରସ ପରାମର୍ଶ ଦାତା ବିରଞ୍ଚି ନାରାୟଣ ଦାଶ, ପ୍ରକୃତିବନ୍ଧୁ ଡୋଳାମଣି ମହତ,ଫରେଷ୍ଟଗାର୍ଡ ରୀତାଞ୍ଜଳି ନିଆଲ,ଚନ୍ଦ୍ରକାନ୍ତୀ ସୁନା,ଆଶିଷ ଜୈନ,ଶିକ୍ଷକ କୃଷ୍ଣଚନ୍ଦ୍ର ରଣା,ସୁରେଶ ମାଝୀ, ଅଙ୍ଗନବାଡ଼ି କର୍ମୀ ସୁଷମା କୁମ୍ଭାରଆଦି ଅତିଥି ମାନେ ବିଦ୍ୟାଳୟ ପରିସରରେ ବୃକ୍ଷ ରୋପଣ 

କରିଥିଲେ।ଆଜିର ଉଦଯାପିତ ଉତ୍ସବରେ ଫରେଷ୍ଟର ବିନୋଦ ବିହାରୀ  ଧରୁଆ, ପାରାସ୍କୁଆଡ ରାମ ମାଝୀ, କେଶବ ନାଗ,ଧନେଶ୍ବର ମାଝୀ, ଜଳନ୍ଧର ବନଛ୍ଛୋର, ପରମାନନ୍ଦ ଭାଟି, ପୀତାମ୍ବର କୁମ୍ଭାର ଉପସ୍ଥିତ ରହି କାର୍ଯ୍ୟକ୍ରମକୁ ସଫଳ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   15-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   15-Oct-2026
  ଜିଲ୍ଲା  
ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼   15-Oct-2026
  ଜିଲ୍ଲା  
ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   15-Oct-2026
  ଜିଲ୍ଲା  
ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   15-Oct-2026
  ଜିଲ୍ଲା  
ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   15-Oct-2026
  ଜିଲ୍ଲା  
ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   15-Oct-2026
  ଜିଲ୍ଲା  
ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   15-Oct-2026
  ଜିଲ୍ଲା  
ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   15-Oct-2026
  ଜିଲ୍ଲା  
ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   15-Oct-2026
  ଜିଲ୍ଲା  
ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   15-Oct-2026
  ଜିଲ୍ଲା  
ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   14-Oct-2026

You Might Also Like