-+91-9937148622 |

prerana_bgr@rediffmail.com |

  Friday 16th October 2026 |

| | | |

R.N.I. Regd No. ODIODI/2010/46693

Breaking News

କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||      ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   (15-Oct-2026)       ||      ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   (15-Oct-2026)       ||      ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   (15-Oct-2026)       ||      ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   (15-Oct-2026)       ||      ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   (15-Oct-2026)       ||      ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   (14-Oct-2026)       ||      ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   (14-Oct-2026)       ||      *ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   (14-Oct-2026)       ||      ୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ    (14-Oct-2026)       ||      ଜିଲ୍ଲାର ପଞ୍ଜିକୃତଗାଡିକୁ ଟୋଲଟେକ୍ସ ଫ୍ରି କରିବାକୁ ବଲାଙ୍ଗୀର ଟୋଲପ୍ଲାଜା ଏକ୍ସନକମିଟିର ଦାବି   (14-Oct-2026)       ||      ନବ ନିର୍ମିତ ପୂଜା ମଣ୍ଡପ (ଗାନ୍ଧି ପାଠାଗାର) ଟିକ୍ରାପଡା ର ଉଦ୍‌ଘାଟନୀ ଉତ୍ସବ ୧୬ରେ    (14-Oct-2026)       ||      ସିଦ୍ଧାର୍ଥ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ହତ୍ୟା ଧମକ(ପୋଲିସ ଛାଉଣୀରେ କଲେଜ ପରିସର)   (14-Oct-2026)       ||      *ଡାବୁଗାଁରେ ବ୍ଲକ୍ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ ଅନୁଷ୍ଠିତ*   (14-Oct-2026)       ||      ନଭେମ୍ବର ୧ରେ ପିତାମ୍ବର ସ୍ଵରାକି ଫୁଟବଲ ଟୁର୍ଣ୍ଣାମେଣ୍ଟ   (14-Oct-2026)       ||     

HOME   ଜିଲ୍ଲା

କଇରାଝୁଲି  ବିଦ୍ୟାଳୟରେ ବନମହୋତ୍ସବ      

07-Jul-2021



ଉଲୁଣ୍ଡା,  କରୋନା ସମୟରେ ଅମ୍ଲଜାନର ଅଭାବ ଆମ ସମସ୍ତଙ୍କୁ ଚେତେଇ ଦେଇଛି ଯେ ଗଛ ଆମ ପାଇଁ କେତେ ଉପକାରୀ । ବୃକ୍ଷ ରୋପଣ ଏବଂ ସଂରକ୍ଷଣ ପରିବଶକୁ ସନ୍ତୁଳନ କରିଥାଏ । ସବୁଜ ବଲୟ ପରିବେଶ  ସମାଜର ପ୍ରଗତି ସୂଚାଇ ଥାଏ ବୋଲି ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଲକ ଅନ୍ତର୍ଗତ କାଇରାଝୁଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ ହୋଇଥିବା ଅନ୍ତିମ ଦିବସର ବନମହୋତ୍ସବ ସପ୍ତାହ ପାଳନ ଅବସରରେ ଯୋଗଦେଇଥିବା ଅତିଥି ବୃନ୍ଦ ମତ ପ୍ରକାଶ କରିଛନ୍ତି । ୨୦୨୧ ବର୍ଷ ଜୁଲାଇ ପ୍ରଥମ ସପ୍ତାହରେ ସମଗ୍ର ଦେଶ ପାଳନ କରୁଛି ୭୨ ତମ  ବନମହୋତ୍ସବ ।  ଆଜି ବୁଧବାର ଏହାର ଅନ୍ତିମ ଦିବସରେ ମୁଖ୍ୟଅତିଥି ଭାବରେ ସୁବର୍ଣ୍ଣପୁର ଜିଲ୍ଲା ଶିକ୍ଷା ଅଧିକାରୀ ଲକ୍ଷ୍ମଣ ଭୋଇ ଯୋଗଦେଇଥିଲେ । ସମ୍ମାନୀତ ଅତିଥି ଭାବରେ ଅତିରକ୍ତ ଜିଲ୍ଲା ଶିକ୍ଷାଧିକାରୀ ଡ.ରାଧାକାନ୍ତ ଗଡତିଆ, ଉଲୁଣ୍ଡା ଗୋଷ୍ଠି ଶିକ୍ଷାଧିକାରୀ ିରାଜେନ୍ଦ୍ର କୁମାର ମିଶ୍ର, ସାମ୍ବାଦିକ କୁଶ ବଘାର ଯୋଗଦାନ କରି ବିଦ୍ୟାଳୟ ପରିସରରେ ବୃକ୍ଷରୋପଣ କରିଥିଲେ । ବୃକ୍ଷରୋପଣ ପୂର୍ବରୁ ନିମ୍ବ ଚାରା ଗୁଡିକୁ ଅତିଥିମାନଙ୍କ ଦ୍ୱାରା ପୂଜାର୍ଚ୍ଚନା କରାଯାଇଥିଲା । ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଜନାର୍ଦ୍ଦନ ସାହୁ କାର୍ଯ୍ୟକ୍ରମରେ ସଭାପିତିତ୍ୱ କରିଥିଲେ । ଜାଲୋଏ ସିଆରସିସି ଦାଶରଥ ନାଏକ, ପରିଚାଳନା କିମିଟି ସଭାପତି ସଚିତ ଜଗଦଲା, ପରିଚାଳନା କମିଟି ବରିଷ୍ଠ ସଦସ୍ୟ ବିଶିକେଶନ ମାହାକୁର,  ସମେତ ଗ୍ରାମବାସୀ ମାନେ ବୃକ୍ଷରୋପଣ କାର୍ଯ୍ୟକ୍ରମରେ ଯୋଗଦେଇଥିଲେ । ବିଦ୍ୟାଳୟର ଜୁନିଅର ରେଡକ୍ରସ ପରାମର୍ଶଦାତା ହୁଷିକେଶ ଚାନ୍ଦଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଅନୁଷ୍ଠିତ ହୋଇଥିବା ବନମହୋତ୍ସବରେ  ବିଦ୍ୟାଳୟର ଶିକ୍ଷକ ସୁରେଶ ପଧାନ, ବିଭିଷଣ ଧରୁଆ , ଯିତେନ୍ଦ୍ର ପର୍ଡିଆ, କିଶାର ସାହୁ, ଶରତ ନାଏକ ଚୈତନ୍ୟ  ଜଗଦଲା, ଶିକ୍ଷାକର୍ମଚାରୀ ନରେନ୍ଦ୍ର ପଧାନ, ନିର୍ମଲ ଜଗଦଲା, ମାଗିଖିଆ ମେଣ୍ଡେଲିଙ୍କ ସମେତ କମିଟି ସଦସ୍ୟ ନାୟକ ଜଗଦଲା, ସୁବାଷ ମାହାକୁର, ବୃକ୍ଷରୋପଣ କାର୍ଯ୍ୟକ୍ରମରେ ସହଯୋଗକରିଥିଲେ । ବିଦ୍ୟାଳୟ ପରିସରରେ୧୫ଟି ନିମ୍ବ ଗଛ ସମେତ ସମୁଦାୟ ୨୫ଟି ଗଛ ଲଗାଯାଇଥିଲା । ଜିଲ୍ଲା ଜୁନିଅର ରେଡକ୍ରସର ଆହ୍ୱାନକ୍ରମେ ଗୋଟିଏ ନିମ୍ବ ଗଛକୁ ‘ବୋଧିଦୃମ’   ନାମରେ ନାମିତ କରାଯାଇଥିଲା । ପରିଶେଷରେ ପରାମର୍ଶଦାତା ହୃଷିକେଶ ଚାନ୍ଦ ଧନ୍ୟବାଦ ଅର୍ପଣ କରିଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   15-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   15-Oct-2026
  ଜିଲ୍ଲା  
ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼   15-Oct-2026
  ଜିଲ୍ଲା  
ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   15-Oct-2026
  ଜିଲ୍ଲା  
ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   15-Oct-2026
  ଜିଲ୍ଲା  
ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   15-Oct-2026
  ଜିଲ୍ଲା  
ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   15-Oct-2026
  ଜିଲ୍ଲା  
ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   15-Oct-2026
  ଜିଲ୍ଲା  
ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   15-Oct-2026
  ଜିଲ୍ଲା  
ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   15-Oct-2026
  ଜିଲ୍ଲା  
ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   15-Oct-2026
  ଜିଲ୍ଲା  
ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   14-Oct-2026

You Might Also Like