-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଶି‍କ୍ଷା ଓ ନିଯୁକ୍ତି

କିସ୍ ଶିକ୍ଷାନୁଷ୍ଠାନ ତରଫରୁ ପଞ୍ଚମ ପର୍ଯ୍ୟାୟ ପାଠ୍ୟଉପକରଣ ବଣ୍ଟନ

27-Oct-2020



ଗୁଡ଼ଭେଲା, (ପ୍ରେରଣା ଖବର) ବଲାଙ୍ଗୀର ଜିଲ୍ଲାର  ଗୁଡ଼ଭେଲା ବ୍ଲକରେ ବିଶ୍ୱର ସର୍ବ ବୃହତ ଜନଜାତି ବିଦ୍ୟାଳୟ  ଭୁବନେଶ୍ୱର ସ୍ଥିତ କିସ୍ ଶିକ୍ଷାନୁଷ୍ଠାନ ତରଫରୁ  ପଞ୍ଚମ ପର୍ଯ୍ୟାୟ କ୍ରମେ 'କିସ୍'ରେ ପାଠ ପଢ଼ୁଥିବା ସମସ୍ତ ଛାତ୍ରଛାତ୍ରୀ ମାନଙ୍କ ପାଇଁ ଶୁଖିଲା ଖାଦ୍ୟ ବିସ୍କୁଟ, ଚୂଡ଼ା, ଚିନି ,ସମେତ ଅତ୍ୟାବଶ୍ୟକ ପାଠ୍ୟଉପକରଣ ମାନ ଯୋଗାଇ ଦିଆଯାଇଅଛି l ଏହା ସହିତ କନ୍ଧମାଳ ସାଂସଦ ତଥା 'କିସ୍' 'କିଟ୍'ର ପ୍ରତିଷ୍ଠାତା  ଡ଼ ଅଚ୍ୟୁତ ସାମନ୍ତ ଏହି ସାମଗ୍ରୀ ବଣ୍ଟନରେ ସାହାଯ୍ୟ ସହଯୋଗ କରିଥିବା  ଗୁଡ଼ଭେଲା ବ୍ଲକର  ଆଦିବାସୀ ସଂଘୀୟ କର୍ମକର୍ତ୍ତା ଘନଶ୍ୟାମ ପଧାନୀ, ଚିତ୍ରସେନ ଭୋଇ, ବିକ୍ରମ ଭୋଇ, ତପି କୁଁଅର ପ୍ରମୁଖ ନେତୃତ୍ୱ  ବୃନ୍ଦଙ୍କୁ ମଧ୍ୟ କିଛି ଉପହାର ମଧ୍ୟ ପ୍ରଦାନ କରାଯାଇଅଛି l ଉକ୍ତ ସାମଗ୍ରୀ ବଣ୍ଟନରେ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ ସନ୍ତୋଷ ପୁଟା ( ବ୍ଲକ ସ୍ଥରୀୟ ଆଦିବାସୀ ସଂଘ ସଭାପତି ସାଇଁତଲା )
ଘନଶ୍ୟାମ ପଧାନୀ ( ଗୁଡ଼ଭେଲା ବ୍ଲକ ଆଦିବାସୀ ସଂଘ ସଭାପତି ), ହରି ମାଝୀ (ଉପ ସଭାପତି), ଚୁମନ ମାଝୀ (କୋଷlଧକ୍ଷ), ରାଧାକାନ୍ତ ପୁଟା,କୈଳାସ ଭୋଇ (ସହ ସମ୍ପାଦକ), ବିଧୁଭୂଷଣ ଭୋଇ (ସମ୍ପାଦକ ), ଅଶୋକ ମାଝୀ, ଶରତ ଚନ୍ଦ୍ର ଭୋଇ, ଇନ୍ଦ୍ରମଣି ଭୋଇ, ଗଗନ ବିହାରୀ ମାଝୀ ଓ ମହିଳା ନେତୃତ୍ବ ମଣ୍ଡଳୀ ସଦସ୍ୟl ଦମୟନ୍ତି ଭୋଇ, ରଶ୍ମିତା ଭୋଇ, ଯଶୋବନ୍ତି ଭୋଇ ପ୍ରମୁଖ ଉପସ୍ଥିତ ଥିଲେ, ଏହି ପରି ପେକ୍ଷିରେ ଏହି କରୋଣା ମହାମାରୀ ସମୟରେ ଛାତ୍ରଛାତ୍ରୀଙ୍କ ଭବିଷ୍ୟତ କୁ ଆଗେଇ ନେବା ପାଇଁ ଡ଼ ଅଚ୍ୟୁତ ସାମନ୍ତଙ୍କ ପ୍ରୟାସକୁ  ଗୁଡ଼ଭେଲା ବ୍ଲକ ଆଦିବାସୀ ସଂଘ ତରଫରୁ ଅନେକ ସୁବେଚ୍ଛl ସହ ଉଚ୍ଚ ପ୍ରଶଂସା ମଧ୍ୟ କରିଥିଲେ  l


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like

           
  ଶି‍କ୍ଷା ଓ ନିଯୁକ୍ତି  

୯୩% ମାର୍କ ରଖ୍ ସଫଳତା ପାଇଲେ ସନ୍ଦୀପ

           
  ଶି‍କ୍ଷା ଓ ନିଯୁକ୍ତି  

ଆଜିଠାରୁ ହେବ ସକାଳୁଆ ସ୍କୁଲ