-+91-9937148622 |

prerana_bgr@rediffmail.com |

  Thursday 15th October 2026 |

| | | |

R.N.I. Regd No. ODIODI/2010/46693

Breaking News

କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||      ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   (15-Oct-2026)       ||      ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   (15-Oct-2026)       ||      ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   (15-Oct-2026)       ||      ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   (15-Oct-2026)       ||      ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   (15-Oct-2026)       ||      ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   (14-Oct-2026)       ||      ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   (14-Oct-2026)       ||      *ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   (14-Oct-2026)       ||      ୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ    (14-Oct-2026)       ||      ଜିଲ୍ଲାର ପଞ୍ଜିକୃତଗାଡିକୁ ଟୋଲଟେକ୍ସ ଫ୍ରି କରିବାକୁ ବଲାଙ୍ଗୀର ଟୋଲପ୍ଲାଜା ଏକ୍ସନକମିଟିର ଦାବି   (14-Oct-2026)       ||      ନବ ନିର୍ମିତ ପୂଜା ମଣ୍ଡପ (ଗାନ୍ଧି ପାଠାଗାର) ଟିକ୍ରାପଡା ର ଉଦ୍‌ଘାଟନୀ ଉତ୍ସବ ୧୬ରେ    (14-Oct-2026)       ||      ସିଦ୍ଧାର୍ଥ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ହତ୍ୟା ଧମକ(ପୋଲିସ ଛାଉଣୀରେ କଲେଜ ପରିସର)   (14-Oct-2026)       ||      *ଡାବୁଗାଁରେ ବ୍ଲକ୍ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ ଅନୁଷ୍ଠିତ*   (14-Oct-2026)       ||      ନଭେମ୍ବର ୧ରେ ପିତାମ୍ବର ସ୍ଵରାକି ଫୁଟବଲ ଟୁର୍ଣ୍ଣାମେଣ୍ଟ   (14-Oct-2026)       ||     

HOME   ଜିଲ୍ଲା

କେନ୍ଦ୍ର ସରକାର ବିରୁଦ୍ଧରେ ବ୍ଲକ କଂଗ୍ରେସ ର ବିକ୍ଷୋଭ ଓ ଧାରଣା ପ୍ରଦର୍ଶନ 

07-Jul-2021



ବଲାଙ୍ଗିର,କେନ୍ଦର ର ମୋଦୀ ସରକାରଙ୍କ ଜନମାରଣ ନିତୀ ବିରୁଦ୍ଧରେ ସାରା ରାଜ୍ୟ ସମେତ ବଲାଙ୍ଗିର ସମସ୍ତ ବ୍ଲକ କାଯ୍ୟାଳୟ ସମ୍ମୁଖରେ ବ୍ଲକ କଂଗ୍ରେସ ତରଫରୁ ବିକ୍ଷୋଭ ଓ ଧାରଣ ପ୍ରଦର୍ଶନ କରାଯାଇଛି । ସେହିକ୍ରମରେ ବଲାଙ୍ଗିର ସଦର ବ୍ଲକ କଂଗ୍ରେସ ଅଧ୍ୟକ୍ଷ ରାମପ୍ରସାଦ ମିଶ୍ରଙ୍କ ନେତୃତ୍ୱରେ ଶତାଧିକ କର୍ମକର୍ତ୍ତା ବଲାଙ୍ଗିର ଜିଲ୍ଲାପାଳ କାର୍ଯ୍ୟଳୟ ସମ୍ମୁଖରେ କେନ୍ଦ୍ର ସରକାର ବିରୁଦ୍ଧରେ ନାରାବାଜି କରିବା ସହ  କେନ୍ଦ୍ରର ଜନବିରୋଧି ନୀତି ବିରୁଦ୍ଧରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି ।   ଦେଶବାସୀ କରୋନା ମହାମାରୀରେ ନିଜର ସର୍ବଶ୍ୱ ହରାଇ ତ୍ରାହି ତ୍ରାହି ଡାକୁଥିବାବେଳେ କେନ୍ଦ୍ରର ମୋଦୀ ସରକାର ଗତ ଦୁଇ ମାସରେ ୨୯ ଥର ତୈଳଦର ବୃଦ୍ଧି କରି ସରକାରୀ ଖଜଣା ଭରିବାରେ ବ୍ୟସ୍ତ ରହିଛି । ତୈଲଦର ବୃଦ୍ଧି ଯୋଗୁଁ  ବିଭୀନ୍ନ

ଅତ୍ୟାବଶକୀୟ ଓ ନିତ୍ୟବ୍ୟବହାର୍ଯ୍ୟ ସାମଗ୍ରୀର ଦରଦାମ ଆକାଶ ଛୁଆଁ ହୋଇଛି । ଯଦ୍ୱାରା ଦେଶର ସାଧାରଣ ନାଗରୀକର ଜିବନ ଯାପନ ଦୁର୍ବିସହ ହୋଇ ପଡିଛି । ସେହିପରି ଅଚ୍ଛେଦିନର ସ୍ୱପ୍ନ ଦେଖାଇ ଗାଦୀକୁ ଆସିଥିବା କେନ୍ଦ୍ର ସରକାର ଦେଶର ଚାଷୀଙ୍କ ଜିବନ ନର୍କରେ ପରିଣତ କରିଥିବା କଂଗ୍ରେସ ଅଭିଯୋଗ କରିଛି । ଏଭଳି ସ୍ଥିତିରେ ତୈଳଦର ତଥା ନିତ୍ୟ ବ୍ୟବହାର୍ଯ୍ୟ ଓ ଖାଦ୍ୟ ସାମଗ୍ରୀ ମାନଙ୍କ ଦର ନିୟନ୍ତ୍ରଣ କରିବା, ଧାନର କ୍ୱିନ୍ଟାଲ ପିଛା ଏମଏସପିକୁ ୨୯୩୦ ପର୍ଯ୍ୟନ୍ତ ବୃଦ୍ଧି କରିବା, ଟୋକନ ଅବଧିକୁ ଜୁଲାଇ ୨୫ ପର୍ଯ୍ୟନ୍ତ ବୃଦ୍ଧି କରିବା, କଟନୀ ଛଟନୀକୁ ସମ୍ପୁର୍ଣ୍ଣ ବନ୍ଦ କରିବା , ଖରିପ ରୁତୁରେ ଚାଷୀଙ୍କୁ ବିହନ, ସାର ଯୋଗାଇ ଦେବା ଓ ରବି ରୁତୁରେ ଅକିଣା ବଳକା ଧାନ ପାଇଁ ଚାଷୀଙ୍କୁ ସହାୟତା ପ୍ରଦାନ କରିବା ପାଇଁ ବ୍ଲକ କଂଗ୍ରେସ ଦାବୀ କରିଛି । ଆଜିର ଏହି କାର୍ଯ୍ୟକ୍ରମରେ ବ୍ଲକ କଂଗ୍ରେସ ଅଧ୍ୟକ୍ଷ ଶ୍ରୀ ମିଶ୍ରଙ୍କ ସମେତ ଅଖିଳ ମୋହନ ଥାଟି, ବିଶ୍ୱଜିତ ନାଥ, ସଂକିର୍ତନ ମେହେର, କମଲ ନନ୍ଦ, ସଂଜିବ ପ୍ରଧାନ, ଗଗନ ନାଥ, ପ୍ରକାଶ ବରାଇ, ଟୁନା ପାଣୀଗ୍ରାହୀ, ସଞ୍ଜୟ ମିଶ୍ର, ଖ୍ରୀଷ୍ଟ ବାଗ, ଫକରି ଷାଣ୍ଡ, ସାନ୍ତନୁ ସାଏ, ତରଣୀ ଚନ୍ଦନ ଓ ତ୍ରିନାଥ ରାଉତ ପ୍ରମୂଖ ଉପସ୍ଥିତ ଥିଲେ ।    


News Comment




Photo in News

Advertisment
Lastest News
  ଜିଲ୍ଲା  
କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   15-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   15-Oct-2026
  ଜିଲ୍ଲା  
ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼   15-Oct-2026
  ଜିଲ୍ଲା  
ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   15-Oct-2026
  ଜିଲ୍ଲା  
ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   15-Oct-2026
  ଜିଲ୍ଲା  
ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   15-Oct-2026
  ଜିଲ୍ଲା  
ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   15-Oct-2026
  ଜିଲ୍ଲା  
ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   15-Oct-2026
  ଜିଲ୍ଲା  
ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   15-Oct-2026
  ଜିଲ୍ଲା  
ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   15-Oct-2026
  ଜିଲ୍ଲା  
ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   15-Oct-2026
  ଜିଲ୍ଲା  
ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   14-Oct-2026

You Might Also Like