-+91-9937148622 |

prerana_bgr@rediffmail.com |

  Thursday 15th October 2026 |

| | | |

R.N.I. Regd No. ODIODI/2010/46693

Breaking News

କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||      ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   (15-Oct-2026)       ||      ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   (15-Oct-2026)       ||      ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   (15-Oct-2026)       ||      ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   (15-Oct-2026)       ||      ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   (15-Oct-2026)       ||      ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   (14-Oct-2026)       ||      ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   (14-Oct-2026)       ||      *ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   (14-Oct-2026)       ||      ୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ    (14-Oct-2026)       ||      ଜିଲ୍ଲାର ପଞ୍ଜିକୃତଗାଡିକୁ ଟୋଲଟେକ୍ସ ଫ୍ରି କରିବାକୁ ବଲାଙ୍ଗୀର ଟୋଲପ୍ଲାଜା ଏକ୍ସନକମିଟିର ଦାବି   (14-Oct-2026)       ||      ନବ ନିର୍ମିତ ପୂଜା ମଣ୍ଡପ (ଗାନ୍ଧି ପାଠାଗାର) ଟିକ୍ରାପଡା ର ଉଦ୍‌ଘାଟନୀ ଉତ୍ସବ ୧୬ରେ    (14-Oct-2026)       ||      ସିଦ୍ଧାର୍ଥ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ହତ୍ୟା ଧମକ(ପୋଲିସ ଛାଉଣୀରେ କଲେଜ ପରିସର)   (14-Oct-2026)       ||      *ଡାବୁଗାଁରେ ବ୍ଲକ୍ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ ଅନୁଷ୍ଠିତ*   (14-Oct-2026)       ||      ନଭେମ୍ବର ୧ରେ ପିତାମ୍ବର ସ୍ଵରାକି ଫୁଟବଲ ଟୁର୍ଣ୍ଣାମେଣ୍ଟ   (14-Oct-2026)       ||     

HOME   ଜିଲ୍ଲା

ସଇଁତଳା : ଅତ୍ୟାବଶ୍ୟକ ସମାଗ୍ରୀ ଓ ତୈଳ ଦର ବୃଦ୍ଧିକୁ ବିରୋଧ କରି କଂଗ୍ରେସ ଦଳ ର ପ୍ରତିବାଦ ସଭା

07-Jul-2021



ସଇଁତଳା (ପ୍ରେରଣା ଖବର) : କରୋନା ମହାମାରୀକୁ ନେଇ ସାରା ରାଜ୍ୟରେ ମହାମାରୀ ଥମିବାର ନାଁ ନେଉନଥିବା ବେଳେ କେନ୍ଦ୍ର ଓ ରାଜ୍ୟ ସରକାର କ୍ରମାଗତ ଭାବରେ ଡିଜେଲ, ପେଟ୍ରୋଲ, ରନ୍ଧନ ଗ୍ୟାସ, ଖାଇବା ତେଲ, ଡାଲି ଜାତୀୟ ଦ୍ରବ୍ୟ ଠାରୁ ଆରମ୍ଭ କରି ନିତ୍ୟ ବ୍ୟବହୃତ ସାମଗ୍ରୀର ଦର ବୃଦ୍ଧି କରିବାରେ ଲାଗିଛନ୍ତି । ସେହିପରି ସାଧାରଣଙ୍କ ଆର୍ଥିକ ଅବସ୍ଥା ଅତ୍ୟନ୍ତ ଶୋଚନୀୟ ଥିବା ବେଳେ ଏପରି ସରକାରଙ୍କ ଅର୍ଥ ବୃଦ୍ଧି କେତେଦୂର ଯୁକ୍ତିଯୁକ୍ତ ବୋଲି ମତ ପ୍ରକାଶ ପାଇଛି ।ଫଳରେ ସାଧାରଣ ଜନତା ତଥା ଖାଉଟିଙ୍କ ପାଇଁ ବେଡି ଉପରେ କରୋଡା ମାଡ଼ ସାଜିଛି। ଏହାର ପ୍ରତିବାଦରେ ଆଜି ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ସୁରେନ୍ଦ୍ର ସିଂ ଭୋଇଙ୍କ ନେତୃତ୍ୱରେ ବ୍ଲକ୍ କଂଗ୍ରେସ ସଭାପତି ଗୁଣ ସାଗର ମାଝୀଙ୍କ ସଭାପତିତ୍ୱରେ ସ୍ଥାନୀୟ ସଇଁତଲା ବ୍ଳକ କାର୍ଯ୍ୟାଳୟ ପରିସରରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା।

    ସଇଁନ୍ତଳା ବିଡିଓ ଦେବାଶିଷ ସାମଲଙ୍କ ଜରିଆରେ ମହାମହିମ ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ କରାଯାଇଥିବା ବେଳେ ଦାବିପତ୍ରରେ ଉଲ୍ଲେଖ ରହିଛି ଯେ, ଡିଜେଲ, ପେଟ୍ରୋଲ, ରନ୍ଧନ ଗ୍ୟାସ ତଥା ନିତ୍ୟ ବ୍ୟବହୃତ ସାମଗ୍ରୀର ତୁରନ୍ତ ଦରଦାମ ହ୍ରାସ କରାଯାଉ। ଧାନର ଦର ୨୯୩୦କୁ ବୃଦ୍ଧି

କରାଯାଉ, ଧାନ କିଣିବାର ଟୋକନ ଅବଧିକୁ ଜୁନ ୩୦ ପରିବର୍ତ୍ତେ ଜୁଲାଇ ୨୫କୁ ବୃଦ୍ଧି କରିବା ସହ କଟନି ଛଟନୀ ସମ୍ପୂର୍ଣ୍ଣ ବନ୍ଦ କରାଯାଉ ଏହିପରି   ଅନେକ ଦାବି ମଧ୍ୟ କଂଗ୍ରେସ ଦଳ ପକ୍ଷରୁ ଦାବି କରାଯାଇଛି । ଅନ୍ୟପଟେ ବ୍ଲକରେ ଦିନକୁ ଦିନ ଦୁର୍ନୀତି ସୀମାରେଖା ମଧ୍ୟ ବଢି ଚାଲିଥିବା ବେଳେ ଏହାକୁ ନେଇ ବ୍ଲକ୍ ପ୍ରଶାସନକୁ କଂଗ୍ରେସ ଦଳ ମଧ୍ୟ ବର୍ଷିଥିଲା।
ଏଥିରେ ବ୍ଲକ୍ ଉପାଧ୍ୟକ୍ଷ ପ୍ରମୋଦ ଭୋଇ, ସେନାପତି ମଲ୍ଲିକ, ଗଦାଧର ସାହୁ, ଟିଟିଲାଗଡ଼ ମିଡ଼ିଆ ସେଲ ସଂଯୋଜକ ସୁବ୍ରତ ବେହେରା, ଦୀପକ ଅଗ୍ରୱାଲ, ବୈକୁଣ୍ଠ ଭୋଇ, ପାଣ୍ଡବ ଭୋଇ, ସୁବ୍ରତ ପଟ୍ଟନାୟକ, ଜିତେନ୍ଦ୍ର ଜାଲ ସମେତ ଶତାଧିକ କଂଗ୍ରେସ କର୍ମୀ ସାମିଲ ହୋଇଥିଲେ। ତେବେ ସଇଁନ୍ତଳା ପୁଲିସ ପକ୍ଷରୁ ଆନ୍ଦୋଳନକୁ ନିୟନ୍ତ୍ରଣ କରିବା ପାଇଁ ଏକ ପ୍ଲାଟୁନ ଫୋର୍ସ ମଧ୍ୟ ମୁତୟନ କରାଯାଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   15-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   15-Oct-2026
  ଜିଲ୍ଲା  
ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼   15-Oct-2026
  ଜିଲ୍ଲା  
ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   15-Oct-2026
  ଜିଲ୍ଲା  
ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   15-Oct-2026
  ଜିଲ୍ଲା  
ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   15-Oct-2026
  ଜିଲ୍ଲା  
ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   15-Oct-2026
  ଜିଲ୍ଲା  
ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   15-Oct-2026
  ଜିଲ୍ଲା  
ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   15-Oct-2026
  ଜିଲ୍ଲା  
ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   15-Oct-2026
  ଜିଲ୍ଲା  
ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   15-Oct-2026
  ଜିଲ୍ଲା  
ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   14-Oct-2026

You Might Also Like