-+91-9937148622 |

prerana_bgr@rediffmail.com |

  Thursday 15th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||      ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   (15-Oct-2026)       ||      ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   (15-Oct-2026)       ||      ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   (15-Oct-2026)       ||      ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   (15-Oct-2026)       ||      ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   (15-Oct-2026)       ||      ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   (14-Oct-2026)       ||      ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   (14-Oct-2026)       ||      *ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   (14-Oct-2026)       ||      ୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ    (14-Oct-2026)       ||      ଜିଲ୍ଲାର ପଞ୍ଜିକୃତଗାଡିକୁ ଟୋଲଟେକ୍ସ ଫ୍ରି କରିବାକୁ ବଲାଙ୍ଗୀର ଟୋଲପ୍ଲାଜା ଏକ୍ସନକମିଟିର ଦାବି   (14-Oct-2026)       ||      ନବ ନିର୍ମିତ ପୂଜା ମଣ୍ଡପ (ଗାନ୍ଧି ପାଠାଗାର) ଟିକ୍ରାପଡା ର ଉଦ୍‌ଘାଟନୀ ଉତ୍ସବ ୧୬ରେ    (14-Oct-2026)       ||      ସିଦ୍ଧାର୍ଥ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ହତ୍ୟା ଧମକ(ପୋଲିସ ଛାଉଣୀରେ କଲେଜ ପରିସର)   (14-Oct-2026)       ||      *ଡାବୁଗାଁରେ ବ୍ଲକ୍ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ ଅନୁଷ୍ଠିତ*   (14-Oct-2026)       ||      ନଭେମ୍ବର ୧ରେ ପିତାମ୍ବର ସ୍ଵରାକି ଫୁଟବଲ ଟୁର୍ଣ୍ଣାମେଣ୍ଟ   (14-Oct-2026)       ||      ସିନ୍ଦୁରପଙ୍କରେ ବିଜୟା ଦଶମୀରେ ରାବଣ ଦରବାର ମହାରାଜ ରାବଣ ଭୂମିକାରେ ଅଭିନୟ କରିବେ ବିଶିଷ୍ଟ କଳାକାର କମଳ ଲୋଚନ ପଣ୍ଡା   (14-Oct-2026)       ||      ସମ୍ବଲପୁର ଜିଲ୍ଲାର ୧୪ଟି ସ୍ୱାସ୍ଥ୍ୟକେନ୍ଦ୍ରରେ ନିଯୁକ୍ତ ହେଲେ ନୂତନ ଡାକ୍ତର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ହସ୍ତକ୍ଷେପକୁ ଶ୍ରେୟ; ଜିଲ୍ଲାପାଳଙ୍କୁ ମଧ୍ୟ କୃତଜ୍ଞତା ଜଣାଇଲେ ମିତ୍ରଭାନୁ ଓ ଡା. ରାଜାରାମ   (14-Oct-2026)       ||     

HOME   ଜିଲ୍ଲା

 କେନ୍ଦ୍ର ସରକାରଙ୍କ ତୈଲ ଦର ବୃଦ୍ଧି ପ୍ରତିବାଦରେ ବିନିକା କଂଗ୍ରେସ ଦଳ ତରଫରୁ ବ୍ଲକ କାର୍ଯ୍ୟାଳୟରେ ବିକ୍ଷୋଭ ପ୍ରଦର୍ଶନ

07-Jul-2021



ବିନିକା (ହିମାଂଶୁ ଶେଖର ପୁଟେଲ) : କେନ୍ଦ୍ରର ବିଜେପି ସରକାର ବିରୁଦ୍ଧରେ ସାରା ରାଜ୍ୟ ସମେତ ବିନିକା ବ୍ଲକ କଂଗ୍ରେସ ତରଫରୁ ଆଜି ବ୍ଲକ କାର୍ଯ୍ୟାଳୟରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି l ବ୍ଲକ କଂଗ୍ରେସ ସଭାପତି ରବୀନ୍ଦ୍ର କୁମାର ହୋତାଙ୍କ ନେତୃତ୍ୱରେ ବହୁ କଂଗ୍ରେସ କର୍ମୀ ଏଥିରେ ସାମିଲ ହୋଇ କେନ୍ଦ୍ର ମନଇଚ୍ଛା ଭାବରେ ପେଟ୍ରୋଲ,ଡିଜେଲ ଓ ରନ୍ଧନ ଗ୍ୟାସର ଦରବୃଦ୍ଧି କରୁଥିବାରୁ କରୋନା ସମୟରେ ସାଧାରଣ ଲୋକଙ୍କ ଆର୍ଥିକ ସ୍ତିତିପ୍ରତି ବୋଝ ପଡିବା ସହ ଜୀବନ ଯାପନ ଦୁର୍ବିସହ ହୋଇପଡିଛି lସେହିପରି ଧାନ କୁଇଣ୍ଟାଲ ପିଛା ୨୯୩୦ ଟଙ୍କା ବୃଦ୍ଧି କରିବା,ଧାନବିକ୍ରିରୁ ବଞ୍ଚିତ ଚାଷୀଙ୍କ ଧାନକୁ ତୁରନ୍ତ ସରକାର କିଣିବା,ଟୋକନ ଅବଧି ସମୟ ବୃଦ୍ଧି କରିବା,ଚଲିତ ଖରିଫ ଋତୁରେ ଚାଷୀଙ୍କୁ ବିହନ,ସାର ଯୋଗାଇଦେବା ଆଦି କଂଗ୍ରେସ ତରଫରୁ ଦାବି କରାଯାଇଛି l ଅନୁଷ୍ଟିତ ଏହି ବିକ୍ଷୋଭ କାର୍ଯ୍ୟକ୍ରମରେ କଂଗ୍ରେସ ନେତା ପ୍ରଦୀପ ସେଠୀ,ନରେନ୍ଦ୍ର ପଣ୍ଡା,ନରେନ୍ଦ୍ର ସାହୁ,ସପନେଶ୍ୱର ପୃଷ୍ଟି,ଗୋବିନ୍ଦା ଝାଂକର,ଗୋପୀନାଥ ପଣ୍ଡା,

ଟିକୁ ହୋତା,ସୁମନ୍ତ ସାହୁ,ବିଜୟ ଭୋଇ ପ୍ରମୁଖ ସାମିଲ ହୋଇଥିଲେ l ସେହିପରି ବିନିକା ଅଞ୍ଚଳର ଚାଷୀଙ୍କ ଧାନବିକ୍ରି ସମସ୍ୟା ନେଇ ତହସିଲ କାର୍ଯ୍ୟାଳୟରେ ଚାଲିଥିବା ଧାରଣା ଆଜି ୧୫ଦିନ ସମ୍ପୂର୍ଣ ହୋଇଥିଲେ ହେଁ ଧାରଣାରତ ଚାଷୀ ଓ କଂଗ୍ରେସ କର୍ମୀଙ୍କ ପାଖକୁ ସଦ୍ୟ ଯୋଗଦେଇଥିବା ସୁବର୍ଣ୍ଣପୁର ଜିଲ୍ଲାପାଳ ଅବୋଳି ସୁନିଲ ନରୱେନେ ସମସ୍ୟା ସମାଧାନ ନେଇ ପହଞ୍ଚି ନ ଥିବାରୁ ଚାଷୀ ମହଲରେ ଘୋର ଅସନ୍ତୋଷ ପ୍ରକାଶ ପାଇଛି l ସମାଧାନ ନ ହେବା ପର୍ଯ୍ୟନ୍ତ ତହସିଲ ଓ ରେଜିଷ୍ଟ୍ରି କାର୍ଯ୍ୟାଳୟକୁ ଅଚଳ ରଖାଯିବ ବୋଲି ଆନ୍ଦୋଳନକାରୀ ଚେତାବନୀ ଦେଇଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼   15-Oct-2026
  ଜିଲ୍ଲା  
ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   15-Oct-2026
  ଜିଲ୍ଲା  
ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   15-Oct-2026
  ଜିଲ୍ଲା  
ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   15-Oct-2026
  ଜିଲ୍ଲା  
ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   15-Oct-2026
  ଜିଲ୍ଲା  
ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   15-Oct-2026
  ଜିଲ୍ଲା  
ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   15-Oct-2026
  ଜିଲ୍ଲା  
ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   15-Oct-2026
  ଜିଲ୍ଲା  
ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   15-Oct-2026
  ଜିଲ୍ଲା  
ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   14-Oct-2026
  ଜିଲ୍ଲା  
ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   14-Oct-2026
  ଜିଲ୍ଲା  
*ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   14-Oct-2026

You Might Also Like