-+91-9937148622 |

prerana_bgr@rediffmail.com |

  Thursday 15th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||      ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   (15-Oct-2026)       ||      ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   (15-Oct-2026)       ||      ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   (15-Oct-2026)       ||      ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   (15-Oct-2026)       ||      ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   (15-Oct-2026)       ||      ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   (14-Oct-2026)       ||      ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   (14-Oct-2026)       ||      *ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   (14-Oct-2026)       ||      ୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ    (14-Oct-2026)       ||      ଜିଲ୍ଲାର ପଞ୍ଜିକୃତଗାଡିକୁ ଟୋଲଟେକ୍ସ ଫ୍ରି କରିବାକୁ ବଲାଙ୍ଗୀର ଟୋଲପ୍ଲାଜା ଏକ୍ସନକମିଟିର ଦାବି   (14-Oct-2026)       ||      ନବ ନିର୍ମିତ ପୂଜା ମଣ୍ଡପ (ଗାନ୍ଧି ପାଠାଗାର) ଟିକ୍ରାପଡା ର ଉଦ୍‌ଘାଟନୀ ଉତ୍ସବ ୧୬ରେ    (14-Oct-2026)       ||      ସିଦ୍ଧାର୍ଥ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ହତ୍ୟା ଧମକ(ପୋଲିସ ଛାଉଣୀରେ କଲେଜ ପରିସର)   (14-Oct-2026)       ||      *ଡାବୁଗାଁରେ ବ୍ଲକ୍ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ ଅନୁଷ୍ଠିତ*   (14-Oct-2026)       ||      ନଭେମ୍ବର ୧ରେ ପିତାମ୍ବର ସ୍ଵରାକି ଫୁଟବଲ ଟୁର୍ଣ୍ଣାମେଣ୍ଟ   (14-Oct-2026)       ||      ସିନ୍ଦୁରପଙ୍କରେ ବିଜୟା ଦଶମୀରେ ରାବଣ ଦରବାର ମହାରାଜ ରାବଣ ଭୂମିକାରେ ଅଭିନୟ କରିବେ ବିଶିଷ୍ଟ କଳାକାର କମଳ ଲୋଚନ ପଣ୍ଡା   (14-Oct-2026)       ||      ସମ୍ବଲପୁର ଜିଲ୍ଲାର ୧୪ଟି ସ୍ୱାସ୍ଥ୍ୟକେନ୍ଦ୍ରରେ ନିଯୁକ୍ତ ହେଲେ ନୂତନ ଡାକ୍ତର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ହସ୍ତକ୍ଷେପକୁ ଶ୍ରେୟ; ଜିଲ୍ଲାପାଳଙ୍କୁ ମଧ୍ୟ କୃତଜ୍ଞତା ଜଣାଇଲେ ମିତ୍ରଭାନୁ ଓ ଡା. ରାଜାରାମ   (14-Oct-2026)       ||      ନଅଗାଁ-କ କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ   (14-Oct-2026)       ||     

HOME   ଜିଲ୍ଲା

ପୁଇଁନ୍ତଲା ବ୍ଲକ କଂଗ୍ରେସ ପକ୍ଷରୁ ଗଣ ବିକ୍ଷୋଭ

07-Jul-2021



ବଲାଙ୍ଗିର,(ପ୍ରେରଣା ଖବର) ପ୍ରଦେଶ କଂଗ୍ରେସ କମିଟି ଡାକରାରେ ପେଟ୍ରୋଲ, ଡିଜେଲ, ରନ୍ଧନ ଗ୍ୟାସ, ଖାଇବା ତେଲ ପ୍ରଭୃତି ନିତ୍ୟବ୍ୟବହାର୍ଯ୍ୟ ଜିନିଷ ଦରଦାମ ବୃଦ୍ଧି ବନ୍ଦ କରିବା ଏବଂ ସାର, ବିହନ ରିହାତି ଦରରେ ଯୋଗାଇ ଦେବା ଓ ଧାନର ସର୍ବନିମ୍ନ ସହାୟକ ମୁଲ୍ୟ ୨୯୩୦ ଟଙ୍କା କରିବା ଦାବିରେ ପୁଇଁନ୍ତଲା ବ୍ଲକ କଂଗ୍ରେସ ପକ୍ଷରୁ ସଭାପତି ଉମାକାନ୍ତ ସାହୁଙ୍କ ନେତୃତ୍ୱରେ ସ୍ଥାନୀୟ ବ୍ଲକ କଂଗ୍ରେସ କାର୍ଯ୍ୟାଳୟରେ ଏକ ପ୍ରତିବାଦ ସଭା ଅନୁଷ୍ଠିତ ହୋଇଯାଇଥିଲା । କେନ୍ଦ୍ର ଓ ରାଜ୍ୟ ସରକାର ବିରୁଦ୍ଧରେ ମୁଖ୍ୟ ଅତିଥି ଜିଲ୍ଲା କଂଗ୍ରେସ କମିଟି ସଭାପତି ଦିଲିପ ବେହେରା, ଉପ-ସଭାପତି ମନୀଷ ମିଶ୍ର, ଟାଉନ କଂଗ୍ରେସ ସଭାପତି ବୁଲୁ ଦାନି, କିଶାନ କଂଗ୍ରେସ ଅଧ୍ୟକ୍ଷ ସାନନ୍ଦ ମିଶ୍ର, ବିଧାୟକ ପ୍ରତିନିଧି ଓମ୍ ପ୍ରକାଶ କୁମ୍ଭାର, ପୂର୍ବତନ ବ୍ଲକ ଅଧ୍ୟକ୍ଷ ହୃଦାନନ୍ଦ ଭୋଇ, ଫଜଲୁଦ୍ଦିନ ଖାନ, ବରିଷ୍ଠ କଂଗ୍ରେସ ନେତା ସତ୍ୟାନନ୍ଦ ସୁନା, ଦଳିତ ନେତା ଜ୍ୟୋତିଷ ମୁଗ୍ରୀ, ନାରୀ ନେତ୍ରୀ ରଂଜିତା ପଟେଲ, ଛାତ୍ର ନେତା ଅଙ୍କିତ ସାହୁ, ଟୁଲୁ ସେନ, ବିଦୁ ବିଶି, ବଳଦେବ ସେଠ, ପ୍ରେମ ମହାକୁର, ଅଚ୍ୟୁତ କଲତା, ସତ୍ୟ ନାଗ ପ୍ରମୁଖ ବିଷୋଦଗାର କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ସନ୍ତୋଷ ଦାଶ, ବଜରଂଗ ଅମାତ, ଜଗଦିଶ ରଣା, ନିର୍ମଦ ରଣା, ଫକିର କଲତା, ଲଳିତ ପଟେଲ ବସୁଦେବ ନାଏକ, ଟଙ୍କଧର ନାଏକ, ବ୍ରଜ କିଶୋର ମେର୍ଲି, ଜ୍ଞାନ ଷଡଙ୍ଗି, ଲୋକନାଥ ସାଏ ଙ୍କ ସମେତ ଶତାଧିକ କର୍ମୀ ଓ ମହିଳା ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   15-Oct-2026
  ଜିଲ୍ଲା  
ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   15-Oct-2026
  ଜିଲ୍ଲା  
ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   15-Oct-2026
  ଜିଲ୍ଲା  
ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   15-Oct-2026
  ଜିଲ୍ଲା  
ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   15-Oct-2026
  ଜିଲ୍ଲା  
ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   15-Oct-2026
  ଜିଲ୍ଲା  
ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   15-Oct-2026
  ଜିଲ୍ଲା  
ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   15-Oct-2026
  ଜିଲ୍ଲା  
ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   14-Oct-2026
  ଜିଲ୍ଲା  
ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   14-Oct-2026
  ଜିଲ୍ଲା  
*ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   14-Oct-2026
  ଜିଲ୍ଲା  
୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ   14-Oct-2026

You Might Also Like