-+91-9937148622 |

prerana_bgr@rediffmail.com |

  Thursday 15th October 2026 |

| | | |

R.N.I. Regd No. ODIODI/2010/46693

Breaking News

ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||      ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   (15-Oct-2026)       ||      ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   (15-Oct-2026)       ||      ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   (15-Oct-2026)       ||      ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   (15-Oct-2026)       ||      ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   (15-Oct-2026)       ||      ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   (14-Oct-2026)       ||      ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   (14-Oct-2026)       ||      *ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   (14-Oct-2026)       ||      ୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ    (14-Oct-2026)       ||      ଜିଲ୍ଲାର ପଞ୍ଜିକୃତଗାଡିକୁ ଟୋଲଟେକ୍ସ ଫ୍ରି କରିବାକୁ ବଲାଙ୍ଗୀର ଟୋଲପ୍ଲାଜା ଏକ୍ସନକମିଟିର ଦାବି   (14-Oct-2026)       ||      ନବ ନିର୍ମିତ ପୂଜା ମଣ୍ଡପ (ଗାନ୍ଧି ପାଠାଗାର) ଟିକ୍ରାପଡା ର ଉଦ୍‌ଘାଟନୀ ଉତ୍ସବ ୧୬ରେ    (14-Oct-2026)       ||      ସିଦ୍ଧାର୍ଥ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ହତ୍ୟା ଧମକ(ପୋଲିସ ଛାଉଣୀରେ କଲେଜ ପରିସର)   (14-Oct-2026)       ||      *ଡାବୁଗାଁରେ ବ୍ଲକ୍ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ ଅନୁଷ୍ଠିତ*   (14-Oct-2026)       ||      ନଭେମ୍ବର ୧ରେ ପିତାମ୍ବର ସ୍ଵରାକି ଫୁଟବଲ ଟୁର୍ଣ୍ଣାମେଣ୍ଟ   (14-Oct-2026)       ||      ସିନ୍ଦୁରପଙ୍କରେ ବିଜୟା ଦଶମୀରେ ରାବଣ ଦରବାର ମହାରାଜ ରାବଣ ଭୂମିକାରେ ଅଭିନୟ କରିବେ ବିଶିଷ୍ଟ କଳାକାର କମଳ ଲୋଚନ ପଣ୍ଡା   (14-Oct-2026)       ||      ସମ୍ବଲପୁର ଜିଲ୍ଲାର ୧୪ଟି ସ୍ୱାସ୍ଥ୍ୟକେନ୍ଦ୍ରରେ ନିଯୁକ୍ତ ହେଲେ ନୂତନ ଡାକ୍ତର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ହସ୍ତକ୍ଷେପକୁ ଶ୍ରେୟ; ଜିଲ୍ଲାପାଳଙ୍କୁ ମଧ୍ୟ କୃତଜ୍ଞତା ଜଣାଇଲେ ମିତ୍ରଭାନୁ ଓ ଡା. ରାଜାରାମ   (14-Oct-2026)       ||      ନଅଗାଁ-କ କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ   (14-Oct-2026)       ||      ବଲାଙ୍ଗୀରଠାରେ ଅନୁଷ୍ଠିତ ହେଲା ଅଖିଳ ଓଡ଼ିଶା ନ୍ୟାୟିକ କର୍ମଚାରୀ ସଂଘର ରାଜ୍ୟସ୍ତରୀୟ ସାଧାରଣ ପରିଷଦ ବୈଠକ   (13-Oct-2026)       ||     

HOME   ଜିଲ୍ଲା

ଲୋଇସିଂହା :ରାଜ୍ୟ ସରକାରଙ୍କ ପ୍ରଧାନମନ୍ତ୍ରୀ ଆବାସ ଯୋଜନାର ପାତରଅନ୍ତର ନୀତିକୁ ବିରୋଧ କରି ବିଜେପିର ବିକ୍ଷୋଭ

07-Jul-2021



ଲୋଇସିଂହା, (ବିନୋଦ କୁମାର ଦୀପ ): ଲୋଇସିଂହା ନିର୍ବାଚନ ମଣ୍ଡଳୀ ଲୋଇସିଂହା ଠାରେ ଓଡିଶା ସରକାରଙ୍କ ପ୍ରଧାନମନ୍ତ୍ରୀ ଆବାସ ଯୋଜନାର ପାତରଅନ୍ତର ନୀତିକୁ ବିରୋଧ କରି ଲୋଇସିଂହାରେ ବିଜେପି ପକ୍ଷରୁ ବିରୋଧ ପ୍ରଦର୍ଶନ କରାଯାଇଛି l ଲୋଇସିଂହା ମଣ୍ଡଳ ସଭାପତି ସରୋଜ ସାହୁ ଓ କୁସମେଲ ମଣ୍ଡଳ ସଭାପତି କିଶୋର କୁମାର

ପଟେଲଙ୍କ ନେତୃତ୍ୱରେ ଆଜି ଲୋଇସିଂହା ଠାରେ ବିଜେପି ପକ୍ଷରୁ ଓଡିଶା ସରକାରଙ୍କ ପାତରଅନ୍ତର ନୀତିକୁ ବିରୋଧ ପ୍ରଦର୍ଶନ କରାଯାଇଛି l ଆଜିର ମୁଖ୍ୟଅତିଥି ଲୋଇସିଂହା ବିଧାୟକ ଡ଼. ମୁକେଶ ମହାଲିଙ୍ଗଙ୍କ ଅଭିଭାଷଣରେ ଓଡିଶା ସରକାରଙ୍କ ପଶ୍ଚିମଓଡିଶା ପ୍ରତି ଉଦାସୀନତା ମନୋଭାବକୁ ପୂଖାନୁପୁଙ୍ଖ ଭାବେ ଲୋକଙ୍କ ସାମ୍ନାକୁ ଆଣିଛନ୍ତି l ପ୍ରଧାନମନ୍ତ୍ରୀ ଆବାସ ଯୋଜନା ବଣ୍ଟନରେ ଘୋର ଦୁର୍ନୀତି ହୋଇଛି l କେନ୍ଦ୍ରୀୟ ରିପୋର୍ଟନୁସାରେ ୫ ଟି ଜିଲ୍ଲା ୯ଟି ବ୍ଲକରେ ହଜାରେ କୋଟି ଟଙ୍କାର ଦୁର୍ନୀତି ହୋଇଛି, ପୁଣି ପୂର୍ବ ଓଡିଶାର ଆବାସ ଯୋଜନାର ସୁଅ ଛୁଟିଲା ବେଳେ ପଶ୍ଚିମ ଓଡିଶାବାସୀଙ୍କୁ ନୀଚ ଦୃଷ୍ଟିରେ ଦେଖିବା କେତେ ଯେ ଦୁଃଖଦାୟକ, ପଶ୍ଚିମଓଡିଶା କଣ ଓଡିଶା ବାହାରେ l ୨୦୨୧-୨୨ ରେ ୮  ଲକ୍ଷ ୧୭ ହଜାର ଘର ଲିଷ୍ଟ 

କଲାପରେ ଅଢେଇ ଲକ୍ଷ ଜବକାର୍ଡ ଫିଡିଙ୍ଗ ହୋଇଛି ହେଲେ ପଶ୍ଚିମଓଡିଶା ପ୍ରତି ବୈମାତୃକ ମନୋଭାବ ତଥା ଦୁଃଖର ବିଷୟ ବୋଲି ଡ. ମୁକେଶ ମହାଲିଙ୍ଗ ନିଜ ଅଭିଭାଷଣ ରେ କହିଥିଲେ  l ବିଜେପିର ଏମ ପି ନୋମିନି ବାଳକୃଷ୍ଣ ଧରୁଆ, ଭୂତନାଥ ନାଏକ, ଗୌରାଙ୍ଗ ନାଏକ,  ଟଙ୍କଧର ପଧାନ, ସୁନିଲ ଦାଶ, ରଘୁନାଥ ସାହୁ, ଵାହାଦୁର ନନ୍ଦ, ଗୌତମ କୁଅଁର, ରାଜୁ ସାହୁ, ବୁଲୁ ବାଦୀ, ଶଙ୍କର ସାହୁ, ପ୍ରଶାନ୍ତ ସାହୁ, ଜୋତିର୍ମୟ ରାଉତ, ସରୋଜ ଦାଶ, ଜମିଦାର ପାତ୍ର, ନୀଳାଚଳ, ସତ୍ୟ ସେଠ ପ୍ରମୁଖ ସହଯୋଗ କରି କାର୍ଯ୍ୟକୁ ସଫଳ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   15-Oct-2026
  ଜିଲ୍ଲା  
ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   15-Oct-2026
  ଜିଲ୍ଲା  
ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   15-Oct-2026
  ଜିଲ୍ଲା  
ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   15-Oct-2026
  ଜିଲ୍ଲା  
ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   15-Oct-2026
  ଜିଲ୍ଲା  
ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   15-Oct-2026
  ଜିଲ୍ଲା  
ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   15-Oct-2026
  ଜିଲ୍ଲା  
ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   14-Oct-2026
  ଜିଲ୍ଲା  
ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   14-Oct-2026
  ଜିଲ୍ଲା  
*ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   14-Oct-2026
  ଜିଲ୍ଲା  
୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ   14-Oct-2026
  ଜିଲ୍ଲା  
ଜିଲ୍ଲାର ପଞ୍ଜିକୃତଗାଡିକୁ ଟୋଲଟେକ୍ସ ଫ୍ରି କରିବାକୁ ବଲାଙ୍ଗୀର ଟୋଲପ୍ଲାଜା ଏକ୍ସନକମିଟିର ଦାବି   14-Oct-2026

You Might Also Like