-+91-9937148622 |

prerana_bgr@rediffmail.com |

  Sunday 8th March 2026 |

| | | |

R.N.I. Regd No. ODIODI/2010/46693

Breaking News

୧୪-୧୫ ବର୍ଷୀୟ କିଶୋରୀମାନଙ୍କ ପାଇଁ ଦେଶବ୍ୟାପୀ ଏଚ୍‌ପିଭି ଟୀକାକରଣ କାର୍ଯ୍ୟକ୍ରମର ଶୁଭାରମ୍ଭ   (07-Mar-2026)       ||      ଓଡ଼ିଆ ଚଳଚ୍ଚିତ୍ର "ଲାଇନବାଲା"ର ପୋଷ୍ଟର ଉନ୍ମୋଚନ ଓ ଟିଜର ରିଲିଜ୍   (07-Mar-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ସମୀକ୍ଷା ବୈଠକ    (07-Mar-2026)       ||      ସଶକ୍ତ ମହିଳାଙ୍କ ସମର୍ପଣର ପର୍ବ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ   (07-Mar-2026)       ||      ସର୍ବଭାରତୀୟ ସିଭିଲ ସର୍ଭିସ ପରୀକ୍ଷାରେ  ୧୦୦ ତମ ସ୍ଥାନ ହାସଲ କରିଥିବା ସାତ୍ତ୍ୱିକ ସତ୍ୟକାମଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ   (07-Mar-2026)       ||      ବରପାଲି ପ୍ରାଥମିକ କୃଷି ସମବାୟ ସମିତି ର ବାର୍ଷିକ ସାଧାରଣ ସଭା   (07-Mar-2026)       ||      ରେଶମ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ୧୨୫ ବର୍ଷ ପୂର୍ତ୍ତି ଅବସରରେ ମହୋତ୍ସବ ପାଳନ ପାଇଁ ମୁଖ୍ୟମନ୍ତ୍ରୀ ଏବଂ ରାଜ୍ୟପାଳ ଙ୍କୁ ନିମନ୍ତ୍ରଣ   (07-Mar-2026)       ||      ଏକ ଦିବସୀୟ ଜାତୀୟ ସଂଗୋଷ୍ଠୀ ଅନୁଷ୍ଠିତ    (07-Mar-2026)       ||      ୮ କ୍ଵିଣ୍ଟାଲ ୯୧ କେଜି ଗଞ୍ଜେଇ ଜବତ; ୧ ଗିରଫ*- *ସୁବର୍ଣ୍ଣପୁର ପୋଲିସ କୁ ବଡ଼ ସଫଳତା*-   (07-Mar-2026)       ||      ସୁନ୍ଦରଗଡ଼ରେ ସାଇବର୍ ଥାନା ଉଦ୍‌ଘାଟିତ   (07-Mar-2026)       ||      ବିସ୍ଥାପିତ ପ୍ରତିଭା ସମ୍ମାନ- ସୁକତେଲ ମହୋତ୍ସବ ଅବସରରେ ପ୍ରଶଂସନୀୟ ଉଦ୍ୟମ    (07-Mar-2026)       ||      ରେଶମ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶତପଞ୍ଚବିଂଶତି ଜୟନ୍ତୀ ପାଳନ ଉପଲକ୍ଷେ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ   (07-Mar-2026)       ||      କେନ୍ଦ୍ର ପର୍ଯ୍ୟଟନ କମିଶନରଙ୍କ କନ୍ଧମାଳ ଗସ୍ତ, ବିଭିନ୍ନ ପ୍ରକଳ୍ପ ସହ ଅଙ୍ଗନବାଡ଼ି ଓ ଉପସ୍ୱାସ୍ଥ୍ୟକେନ୍ଦ୍ର ବୁଲିଲେ   (07-Mar-2026)       ||      ମାଟିରେ ମିଶିଲା ଶତାୟୁଅନୁଷ୍ଠାନ “ସୁନ୍ଦରକୁମାରୀ ଲେଡିଜ କ୍ଲବ”   (07-Mar-2026)       ||      ଆଗଲପୁର ରେ ନୂତନ ଥାନା ଗୃହର ଶୁଭ ଉଦଘାଟନ   (07-Mar-2026)       ||      ଡୁଙ୍ଗୁରିପାଲି ଧରିତ୍ରୀ ସାମ୍ବାଦିକଙ୍କ ପିତୃ ବିୟୋଗ |   (07-Mar-2026)       ||      ସୁଧୁରୁନାହିଁ ଟ୍ରାଫିକ ସମସ୍ୟା: ପୋଲିସ ନିରବ, ପ୍ରଶାସନ ଚୁପ   (07-Mar-2026)       ||      *ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ସୁବର୍ଣ୍ଣପୁର ରେ ଯୋଗ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ*   (06-Mar-2026)       ||      ଆନ୍ତର୍ଜାତୀୟ ମହିଳା ଦିବସ ଉପଲକ୍ଷେ ଜିଲ୍ଲାସ୍ତରୀୟ ସମୂହ ଯୋଗ ଶିବିର   (06-Mar-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ଠିକାଦାର ସଂଘ ପକ୍ଷରୁ ମୂଖ୍ୟମନ୍ତ୍ରୀ ଙ୍କୁ ଦାବୀ ପତ୍ର ପ୍ରଦାନ*-   (06-Mar-2026)       ||     

HOME   ରାଜ୍ୟ

ବୁମ୍ ଦେଖାଇ ଦାଦା ବଟି ପାର୍ଟ-୨ । ସାମ୍ବାଦିକ ନାଁରେ ଦଲାଲ ମାଗୁଥିଲେ ଲକ୍ଷେ ଟଙ୍କାର ବଟି

27-Oct-2020



ଭୁବନେଶ୍ବର(ପ୍ରେରଣା ଖବାର)ବୁମ୍ ଦେଖାଇ ଦାଦା ବଟି ପାର୍ଟ-୨ । ସାମ୍ବାଦିକ ନାଁରେ ଦଲାଲ ମାଗୁଥିଲେ ଲକ୍ଷେ ଟଙ୍କାର ବଟି । ୬ ସାମ୍ବାଦିକ ଗିରଫ ପରେ ସାହସ ଜୁଟାଇ ପୋଲିସ ପାଖରେ ଅଭିଯୋଗ କଲେ ଘିଅ କମ୍ପାନୀ ମାଲିକ । ସିସିଟିଭି ଫୁଟେଜ ଆଧାରର ପୁଲିସର ତଦନ୍ତ!!ସାମ୍ବାଦିକର ପରିଚୟ ଦେଇ ରାଜଧାନୀରେ ଦଲାଲ ଓ ଦୁର୍ବୃତମାନେ ଲୁଟପାଟ କରୁଛନ୍ତି । ଏଭଳି ଅଭିଯୋଗରେ ଗତକାଲି ଗୋଟିଏ ୱେବ୍ ଚ୍ୟାନେଲର ୬ ସାମ୍ବାଦିକ ଗିରଫ ହୋଇ ଜେଲ ଯାଇଥିବାବେଳେ ଆଜି ସମାନ ଅଭିଯୋଗ ଆଣିଛନ୍ତି ଆଉ ଜଣେ ବ୍ୟବସାୟୀ । ଏନେଇ ଥାନାରେ ଲିଖିତ ଅଭିଯୋଗ ପରେ କାରଖାନାରେ ଲାଗିଥିବା ସିସିଟିଭି ଫୁଟେଜକୁ ଜବତ କରି ଫୁଟେଜ ଆଧାରରେ ତଦନ୍ତ ଆରମ୍ଭ କରିଛି ପୁଲିସ! ଯେପର୍ଯ୍ୟନ୍ତ ପରଦା ଆଢୁଆଳରେ ସବୁ କିଛି ଚାଲିଥିଲା, କିଛି ଜଣାପଡୁନଥିଲା । କ୍ୟାମେରା, ବୁମ୍ ଓ ଗାଡ଼ି ଧରି ସାମ୍ବାଦିକର ପରିଚୟ ଦେଇ ବେଧଡକ୍ ଚାଲିଥିଲା ଦଲାଲଗିରି । ଯାହାକୁ ଟାର୍ଗେଟ୍ କରୁଥିଲେ, ତାକୁ ଲୁଟୁଥିଲେ । ହେଲେ, ୬ ଜଣ ନକଲି ସାମ୍ବାଦିକ ଗିରଫ ହେବା ପରେ ଫିଟୁଛି ଗୋଟିଏ ପରେ ଗୋଟିଏ ନକଲି ସାମ୍ବାଦିକଙ୍କ ଗୁମର!! ତମାଣ୍ଡୋ ଅଂଚଳରେ ଥିବା ଲକ୍ଷ୍ମୀ ଫୁଡ ପ୍ରଡକ୍ଟ କାର୍ଯ୍ୟାଳୟରେ ପୁଲିସ୍ ଟିମ୍ର ତଦନ୍ତ ପଛରେ ରହିଛି, ସେମିତି ଏକ କାହାଣୀ, ଯାହା ପୂର୍ବରୁ ସାମ୍ନାକୁ ଆସିଥିଲା!!କଂପାନୀର ମାଲିକ ଯତୀନ କୁମାର ସାହୁଙ୍କୁ ଧମକ ଚମକଚମକ୍ ଦେଇ ଦଲାଲ୍ମାନେ ଲୁଟି ନେଇଛନ୍ତି ୧ଲକ୍ଷ ଟଙ୍କା । ଅପମିଶ୍ରିତ ଘିଅ ବିକ୍ରି କରାଯାଉଛି ଏବଂ ଟିଭିରେ ଦେଖାଇ ଦେବୁ ବୋଲି ଧମକ ଦେଇଥିଲେ । ବ୍ୟବସାୟ ଉପରେ ଏହାର ପ୍ରଭାବ ପଡ଼ିବା ଆଶଙ୍କା କରି ଟଙ୍କା ଦେଇ ଦେଇଥିଲେ ଯତିନ ସାହୁ । ଆଉ ଯେତେବେଳେ ୬ଜଣ ନକଲି ସାମ୍ବାଦିକ ଗିରଫ ହେଲେ ଯତୀନଙ୍କ ସାହସ ଆସିଲା । ଆଉ ଏନେଇ ଥାନାରେ ଅଭିଯୋଗ କରିଥିଲେ ଏହି ବ୍ୟବସାୟୀ!!*


News Comment




Photo in News

Advertisment
Lastest News
  ଜିଲ୍ଲା  
୧୪-୧୫ ବର୍ଷୀୟ କିଶୋରୀମାନଙ୍କ ପାଇଁ ଦେଶବ୍ୟାପୀ ଏଚ୍‌ପିଭି ଟୀକାକରଣ କାର୍ଯ୍ୟକ୍ରମର ଶୁଭାରମ୍ଭ   07-Mar-2026
  ଜିଲ୍ଲା  
ଓଡ଼ିଆ ଚଳଚ୍ଚିତ୍ର "ଲାଇନବାଲା"ର ପୋଷ୍ଟର ଉନ୍ମୋଚନ ଓ ଟିଜର ରିଲିଜ୍   07-Mar-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ସମୀକ୍ଷା ବୈଠକ   07-Mar-2026
  ଜିଲ୍ଲା  
ସଶକ୍ତ ମହିଳାଙ୍କ ସମର୍ପଣର ପର୍ବ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ   07-Mar-2026
  ଜିଲ୍ଲା  
ସର୍ବଭାରତୀୟ ସିଭିଲ ସର୍ଭିସ ପରୀକ୍ଷାରେ  ୧୦୦ ତମ ସ୍ଥାନ ହାସଲ କରିଥିବା ସାତ୍ତ୍ୱିକ ସତ୍ୟକାମଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ   07-Mar-2026
  ଜିଲ୍ଲା  
ବରପାଲି ପ୍ରାଥମିକ କୃଷି ସମବାୟ ସମିତି ର ବାର୍ଷିକ ସାଧାରଣ ସଭା   07-Mar-2026
  ଜିଲ୍ଲା  
ରେଶମ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ୧୨୫ ବର୍ଷ ପୂର୍ତ୍ତି ଅବସରରେ ମହୋତ୍ସବ ପାଳନ ପାଇଁ ମୁଖ୍ୟମନ୍ତ୍ରୀ ଏବଂ ରାଜ୍ୟପାଳ ଙ୍କୁ ନିମନ୍ତ୍ରଣ   07-Mar-2026
  ଜିଲ୍ଲା  
ଏକ ଦିବସୀୟ ଜାତୀୟ ସଂଗୋଷ୍ଠୀ ଅନୁଷ୍ଠିତ   07-Mar-2026
  ଜିଲ୍ଲା  
୮ କ୍ଵିଣ୍ଟାଲ ୯୧ କେଜି ଗଞ୍ଜେଇ ଜବତ; ୧ ଗିରଫ*- *ସୁବର୍ଣ୍ଣପୁର ପୋଲିସ କୁ ବଡ଼ ସଫଳତା*-   07-Mar-2026
  ଜିଲ୍ଲା  
ସୁନ୍ଦରଗଡ଼ରେ ସାଇବର୍ ଥାନା ଉଦ୍‌ଘାଟିତ   07-Mar-2026
  ଜିଲ୍ଲା  
ବିସ୍ଥାପିତ ପ୍ରତିଭା ସମ୍ମାନ- ସୁକତେଲ ମହୋତ୍ସବ ଅବସରରେ ପ୍ରଶଂସନୀୟ ଉଦ୍ୟମ   07-Mar-2026
  ଜିଲ୍ଲା  
ରେଶମ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶତପଞ୍ଚବିଂଶତି ଜୟନ୍ତୀ ପାଳନ ଉପଲକ୍ଷେ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ   07-Mar-2026

You Might Also Like