-+91-9937148622 |

prerana_bgr@rediffmail.com |

  Thursday 5th March 2026 |

| | | |

R.N.I. Regd No. ODIODI/2010/46693

Breaking News

ପୁରାତନ ଛାତ୍ରଙ୍କ ପକ୍ଷରୁ ଗୁରୁଙ୍କୁ ସମ୍ବର୍ଦ୍ଧନା   (05-Mar-2026)       ||      ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ   (05-Mar-2026)       ||      ହରିହର ଭେଟ ସମ୍ପନ୍ନ   (05-Mar-2026)       ||      ୟୁଜିସି ଆଇନ ସମର୍ଥନରେ ଜିଲ୍ଲା ଓବିସି ଏସ୍ ଟି ଏସ୍ ସି ମଞ୍ଚ ର ଗଣଧାରଣା ଏବଂ ବିକ୍ଷୋଭ   (05-Mar-2026)       ||      ଯୁବୋଦୟ ଛାତ୍ରଛାତ୍ରୀଙ୍କ ପାଇଁ ମାଛଚାଷ ଉପରେ ପ୍ରାୟୋଗିକ ପ୍ରଶିକ୍ଷଣ   (05-Mar-2026)       ||      ଖବର ପ୍ରସାରଣ ପରେ ମଧ୍ୟ ହେଉନି କାର୍ଯ୍ୟାନୁଷ୍ଠାନ♦️ଚେତୁନି ପ୍ରଶାସନ କି ରାଜସ୍ବ ବିଭାଗ    (05-Mar-2026)       ||      ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ  ସଚିବସ୍ତରୀୟ  ସମୀକ୍ଷା ବୈଠକ   (05-Mar-2026)       ||      ଆଗଲପୁରରେ ଦୋଳ ମହୋତ୍ସବ ୨୦୨୬ ପାଳନ   (05-Mar-2026)       ||      ସାଲେପାଲି ଗ୍ରାମ ମଙ୍ଗଳ ପାଠାଗାରରେ ହୋଲି ଉତ୍ସବ ପାଳିତ   (05-Mar-2026)       ||      ଲିଟିଲ୍ ବଡ୍ଡି ଇଣ୍ଟରନେସନାଲ ପ୍ଲେ ସ୍କୁଲ ଉଦଘାଟିତ   (05-Mar-2026)       ||      *ସ୍ୱଚ୍ଛ ଭାରତ ସଙ୍ଗଠନ ପକ୍ଷରୁ ହୋଲି ଉତ୍ସବ ଛିନା ଛକା ପାଳନ*- - *ଜିଲ୍ଲାପାଳ ଓ ପୋଲିସ ଅଫିସର ଗୀତ ଗାଇ ଲୋକ ଙ୍କ ମନ ଜିଣିଲେ*-   (05-Mar-2026)       ||      ଶନିଶ୍ଚରମହାଗ୍ରହ ମନ୍ଦିରର ପ୍ରତିଷ୍ଠା ପାଇଁ ଉତ୍ସବମୁଖର ତରଭା ଅଞ୍ଚଳ    (05-Mar-2026)       ||      ବଲାଙ୍ଗୀର : କିଛି ଔଷଧ ବିତରକ ସଂସ୍ଥାରେ ନିମ୍ନମାନର ଏବଂ ସ୍ୱଳ୍ପ ଅବଧି ଥିବା ଔଷଧ ମହଜୁଦ    (04-Mar-2026)       ||      ରାଜାରାଜୁଡା ଅମଳର ଜଳାଶୟ ରାଣୀ ବନ୍ଧର ସୁରକ୍ଷା ଓ ପୁନଃରୁଦ୍ଧାର ପାଇଁ ବ୍ୟାପକ ଅଭିଯାନ, ସରକାରୀ ଅନୁଦାନର ସଠିକ ବିନିଯୋଗ ନହଲେ ଆନ୍ଦୋଳନ ପାଇଁ ଚେତାବନୀ ଦେଲା ରାଣୀ ବନ୍ଧ ସୁରକ୍ଷା କମିଟି   (04-Mar-2026)       ||      ହୋଲିରେ ଅଘଟଣ: ରଙ୍ଗ ଖେଳ ପରେ ଗାଧୋଇବାକୁ ଯାଇ ଯୁବକ ମୃତ୍ୟୁ   (04-Mar-2026)       ||      ହୃଦୟକୁ ହୃଦୟର ସହ ଯୋଡିବାର ପବିତ୍ର ହୋଲି ପର୍ବ ମହାସମାରୋହରେ ପାଳିତ    (04-Mar-2026)       ||      ଏକ ଭିନ୍ନ ଶିକ୍ଷକ   (04-Mar-2026)       ||      ବରପାଲି ରେ ରାଜ୍ୟ ସ୍ତରୀୟ ସାହିତ୍ୟ ସମ୍ମିଳନୀ ଆଦ୍ୟ ଫଗୁଣ   (04-Mar-2026)       ||      *ଡାବୁଗାଁ ରେ ଧୂମଧାମ ରେ ପାଳିତ ହେଲା ରଙ୍ଗର ପର୍ବ ହୋଲି, ଜନସାଧାରଣ ଙ୍କ ସହ ହୋଲି ଖେଳିଲେ ଡାବୁଗାଁ ବିଧାୟକ*   (04-Mar-2026)       ||      କୁଶଙ୍ଗ ଦୋଳଯାତ୍ରା ଉଦ୍‌ଯାପିତ   (04-Mar-2026)       ||     

HOME   ଜିଲ୍ଲା

ବୃକ୍ଷ ହେଉଛି ଶିବ: ବନ ମହୋତ୍ସବ

07-Jul-2021



ସୋନପୁର,(ପ୍ରେରଣା ଖବର) :ସଦର ବ୍ଲକ ଅନ୍ତର୍ଗତ ପ୍ରତାପପୁର ଉ.ପ୍ରା. ବିଦ୍ୟାଳୟର ଜୁନିୟର ରେଡକ୍ରସ୍‌ ଯୁନିଟ୍ ତରଫରୁ ବନ ମହୋତ୍ସବ ପାଳିତ ହୋଇଯାଇଛି। ଜିଲ୍ଲା ଜୁନିୟର ରେଡ୍‌କ୍ରସ୍‌ ଅଫିସର୍ ରବିଚନ୍ଦ୍ର ପସାୟତଙ୍କ ମାର୍ଗଦର୍ଶନରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ପ୍ରଧାନ ଶିକ୍ଷକ ତଥା ରେଡ୍ କ୍ରସ୍‌ ପରାମର୍ଶଦାତା ଶିକ୍ଷକ ଗୋପେଶ ପଣ୍ଡାଙ୍କ ସଂଯୋଜନାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ସମ୍ମାନୀତ ଅତିଥି ଭାବରେ ସୋନପୁର ରେଞ୍ଜର୍ ମନୋରଞ୍ଜନ ବାଘ, ଫରେଷ୍ଟର୍ ଦେବରାଜ ଛାତ୍ରିଆ , ଫରେଷ୍ଟ ଗାର୍ଡ ସୁଜ୍ଞାନୀ ମିଶ୍ର, ଫରେଷ୍ଟ କୋଡ଼ିନେଟର୍ ତପନ କୁମାର ପୁଝାରୀ ଏବଂ  ସିଆରସି ମହେଶ୍ଵର କ୍ଷେତୀ ପ୍ରମୁଖ ଯୋଗଦେଇ ଚାରା ରୋପଣ କରିଥିଲେ । ବୃକ୍ଷ ଅଙ୍ଗାରକାମ୍ଳ ବାଷ୍ପ ପରି ବିଷକୁ ପାନ କରି ଅମ୍ଳଜାନ ବାଷ୍ପ ପରି ଅମୃତ କୁ ପ୍ରଦାନ କରିଥାଏ । ତେଣୁ ବୃକ୍ଷ ହେଉଛି ପ୍ରତ୍ୟକ୍ଷ "ଶିବ"ଙ୍କ ସ୍ୱରୂପ ବୋଲି ଉପସ୍ଥିତ ଥିବା ପରିବେଶବିତ୍‌ ମାନେ ମତ ପ୍ରକାଶ କରିଥିଲେ । ଏହି ଅବସରରେ ନିମ୍ବ, ବଉଳ, ଅଶୋକ, ଜାମୁ, ଅଂଳା , ବେଲ , ସ୍ୱର୍ଣ୍ଣ ଚମ୍ପା, ପ୍ରଭୃତି ବୃକ୍ଷର ଚାରା ରୋପଣ କରାଯାଇଥିବା ବେଳେ ତନ୍ମଧ୍ଯରୁ ନିମ ଗଛର ନାମ "ବୋଧିଦ୍ରୁମ" ବୋଲି ଜୁନିୟର୍ ରେଡ୍‌କ୍ରସ୍‌ ୟୁନିଟ୍ ତରଫରୁ ନାମିତ କରାଯାଇଥିଲା । କାର୍ଯ୍ୟକ୍ରମରେ ଶିକ୍ଷକ ଜୟରାମ ପଣ୍ଡା, ମହେନ୍ଦ୍ରୀ ପଣ୍ଡା, ଅକ୍ଷୟ କୁମାର ଜେନା ଉପରସ୍ଥିତ ଥିବାବେଳେ ପାନୁ କଠାର, ଗୋବର୍ଦ୍ଧନ କଠାର, ହୃଷି ବାଘ, ହେମ ସାଗର କଠାର, ନରେନ୍ଦ୍ର ମାଝି, ରଜନୀ କଠାର,  ଯଶୋବନ୍ତୀ ଆଡଯୁଆଡି ପ୍ରମୁଖ ଗ୍ରାମ ବାସୀ ତଥା ବିଦ୍ୟାଳୟ ପରିଚାଳନା କମିଟୀର ସଦସ୍ୟ ସଦସ୍ୟା କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ ଏବଂ ବିଦ୍ୟାଳୟ ପରିଚାଳନା କମିଟୀର ସଭାପତି ଉମାକାନ୍ତ କଠାର ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପୁରାତନ ଛାତ୍ରଙ୍କ ପକ୍ଷରୁ ଗୁରୁଙ୍କୁ ସମ୍ବର୍ଦ୍ଧନା   05-Mar-2026
  ଜିଲ୍ଲା  
ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ   05-Mar-2026
  ଜିଲ୍ଲା  
ହରିହର ଭେଟ ସମ୍ପନ୍ନ   05-Mar-2026
  ଜିଲ୍ଲା  
ୟୁଜିସି ଆଇନ ସମର୍ଥନରେ ଜିଲ୍ଲା ଓବିସି ଏସ୍ ଟି ଏସ୍ ସି ମଞ୍ଚ ର ଗଣଧାରଣା ଏବଂ ବିକ୍ଷୋଭ   05-Mar-2026
  ଜିଲ୍ଲା  
ଯୁବୋଦୟ ଛାତ୍ରଛାତ୍ରୀଙ୍କ ପାଇଁ ମାଛଚାଷ ଉପରେ ପ୍ରାୟୋଗିକ ପ୍ରଶିକ୍ଷଣ   05-Mar-2026
  ଜିଲ୍ଲା  
ଖବର ପ୍ରସାରଣ ପରେ ମଧ୍ୟ ହେଉନି କାର୍ଯ୍ୟାନୁଷ୍ଠାନ♦️ଚେତୁନି ପ୍ରଶାସନ କି ରାଜସ୍ବ ବିଭାଗ   05-Mar-2026
  ଜିଲ୍ଲା  
ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ  ସଚିବସ୍ତରୀୟ  ସମୀକ୍ଷା ବୈଠକ   05-Mar-2026
  ଜିଲ୍ଲା  
ଆଗଲପୁରରେ ଦୋଳ ମହୋତ୍ସବ ୨୦୨୬ ପାଳନ   05-Mar-2026
  ଜିଲ୍ଲା  
ସାଲେପାଲି ଗ୍ରାମ ମଙ୍ଗଳ ପାଠାଗାରରେ ହୋଲି ଉତ୍ସବ ପାଳିତ   05-Mar-2026
  ଜିଲ୍ଲା  
ଲିଟିଲ୍ ବଡ୍ଡି ଇଣ୍ଟରନେସନାଲ ପ୍ଲେ ସ୍କୁଲ ଉଦଘାଟିତ   05-Mar-2026
  ଜିଲ୍ଲା  
*ସ୍ୱଚ୍ଛ ଭାରତ ସଙ୍ଗଠନ ପକ୍ଷରୁ ହୋଲି ଉତ୍ସବ ଛିନା ଛକା ପାଳନ*- - *ଜିଲ୍ଲାପାଳ ଓ ପୋଲିସ ଅଫିସର ଗୀତ ଗାଇ ଲୋକ ଙ୍କ ମନ ଜିଣିଲେ*-   05-Mar-2026
  ଜିଲ୍ଲା  
ଶନିଶ୍ଚରମହାଗ୍ରହ ମନ୍ଦିରର ପ୍ରତିଷ୍ଠା ପାଇଁ ଉତ୍ସବମୁଖର ତରଭା ଅଞ୍ଚଳ   05-Mar-2026

You Might Also Like