-+91-9937148622 |

prerana_bgr@rediffmail.com |

  Thursday 15th October 2026 |

| | | |

R.N.I. Regd No. ODIODI/2010/46693

Breaking News

ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   (15-Oct-2026)       ||      ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   (15-Oct-2026)       ||      ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   (15-Oct-2026)       ||      ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   (15-Oct-2026)       ||      ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   (14-Oct-2026)       ||      ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   (14-Oct-2026)       ||      *ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   (14-Oct-2026)       ||      ୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ    (14-Oct-2026)       ||      ଜିଲ୍ଲାର ପଞ୍ଜିକୃତଗାଡିକୁ ଟୋଲଟେକ୍ସ ଫ୍ରି କରିବାକୁ ବଲାଙ୍ଗୀର ଟୋଲପ୍ଲାଜା ଏକ୍ସନକମିଟିର ଦାବି   (14-Oct-2026)       ||      ନବ ନିର୍ମିତ ପୂଜା ମଣ୍ଡପ (ଗାନ୍ଧି ପାଠାଗାର) ଟିକ୍ରାପଡା ର ଉଦ୍‌ଘାଟନୀ ଉତ୍ସବ ୧୬ରେ    (14-Oct-2026)       ||      ସିଦ୍ଧାର୍ଥ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ହତ୍ୟା ଧମକ(ପୋଲିସ ଛାଉଣୀରେ କଲେଜ ପରିସର)   (14-Oct-2026)       ||      *ଡାବୁଗାଁରେ ବ୍ଲକ୍ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ ଅନୁଷ୍ଠିତ*   (14-Oct-2026)       ||      ନଭେମ୍ବର ୧ରେ ପିତାମ୍ବର ସ୍ଵରାକି ଫୁଟବଲ ଟୁର୍ଣ୍ଣାମେଣ୍ଟ   (14-Oct-2026)       ||      ସିନ୍ଦୁରପଙ୍କରେ ବିଜୟା ଦଶମୀରେ ରାବଣ ଦରବାର ମହାରାଜ ରାବଣ ଭୂମିକାରେ ଅଭିନୟ କରିବେ ବିଶିଷ୍ଟ କଳାକାର କମଳ ଲୋଚନ ପଣ୍ଡା   (14-Oct-2026)       ||      ସମ୍ବଲପୁର ଜିଲ୍ଲାର ୧୪ଟି ସ୍ୱାସ୍ଥ୍ୟକେନ୍ଦ୍ରରେ ନିଯୁକ୍ତ ହେଲେ ନୂତନ ଡାକ୍ତର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ହସ୍ତକ୍ଷେପକୁ ଶ୍ରେୟ; ଜିଲ୍ଲାପାଳଙ୍କୁ ମଧ୍ୟ କୃତଜ୍ଞତା ଜଣାଇଲେ ମିତ୍ରଭାନୁ ଓ ଡା. ରାଜାରାମ   (14-Oct-2026)       ||      ନଅଗାଁ-କ କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ   (14-Oct-2026)       ||      ବଲାଙ୍ଗୀରଠାରେ ଅନୁଷ୍ଠିତ ହେଲା ଅଖିଳ ଓଡ଼ିଶା ନ୍ୟାୟିକ କର୍ମଚାରୀ ସଂଘର ରାଜ୍ୟସ୍ତରୀୟ ସାଧାରଣ ପରିଷଦ ବୈଠକ   (13-Oct-2026)       ||      ୩ ହଜାର ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ସଇଁତଲା ଆର ଆଇ ଙ୍କୁ ଧରିଲା ଭିଜିଲାନ୍ସ ବିଭାଗ    (13-Oct-2026)       ||      *ନବରଙ୍ଗପୁରରେ ନୂତନ ଜିଲ୍ଲାପାଳଙ୍କ ଦାୟିତ୍ୱ ଗ୍ରହଣ*   (13-Oct-2026)       ||      ବଲାଙ୍ଗୀର ତହସିଲର ଅବ୍ୟବସ୍ଥା ନେଇ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ସଭାପତି ଙ୍କ ପ୍ରତିକ୍ରିୟା: କପି ଟିଏ ପାଇବା ପାଇଁ ଲୋକଙ୍କୁ ମାସ ମାସ ଧରି ଅପେକ୍ଷା କରିବାକୁ ପଡୁଛି    (13-Oct-2026)       ||     

HOME   ଜିଲ୍ଲା

କରାଟେ ସ୍କୁଲ ତରଫରୁ ବନମହୋତ୍ସବ     

07-Jul-2021



ବଲାଙ୍ଗିର, ବଲାଙ୍ଗିର କରାଟେ ସ୍କୁଲ ଦେଓଗାଁ ଶାଖା ତରଫରୁ ଦେଓଗାଁ ମିନିଷ୍ଟେଡିୟମ ଠାରେ ୭୨ତମ ବନମହୋତ୍ସବ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଦେଓଗାଁ ଶାଖାର ସଂଯୋଜକ ବଦ୍ରିନାଥ ହୋତାଙ୍କର ଅଧ୍ୟକ୍ଷତା କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବରେ ତହସିଲଦାର ଯୁଗଲ ବିଶ୍ୱାଲ ଓ ସମ୍ମାନିତ ଅତିଥି ଭାବରେ ଡେଙ୍ଗ ବିଦ୍ୟାଳୟର ପ୍ରକୃତିବନ୍ଧୁ ଶିକ୍ଷକ ତଥା ଜୁନିଅର ରେଡକ୍ରସ କାଉନସିଲର ରାମ ନାରାୟଣ ଦାଶ, ଫରେଷ୍ଟ ଗାର୍ଡ ବିପିନ ବିହାରୀ ଭୋଇ, ଡେଙ୍ଗ ବିଦ୍ୟାଳୟର ସ୍କାଉଟ ମାଷ୍ଟର ହିମାଂଶୁ ଶେଖର ବିଶ୍ୱାଲ ଯୋଗଦାନ କରିଥିଲେ । ଗଛ ବିନା ଆମେ ବଞ୍ଚିବା ଅସମ୍ଭବ । ଗଛ ନଷ୍ଟ କଲେ ପରିବେଶ ନଷ୍ଟ ହେବ । ମୃର୍ତ୍ତିକା କ୍ଷୟଠାରୁ ଆରମ୍ଭ କରି ଉତ୍ତାପ ବୃଦ୍ଧି, ପାଣି ପାଗର ଅନିୟମତା, ବନ୍ୟା, ବାତ୍ୟା ମରୁଡି ଭଳି

ପ୍ରାକୃତିକ ବିପର୍ଯୟ ବଢି ଚାଲିବ । ଏହି ସବୁ ପ୍ରକୃତିକ ଦୂର୍ବିପାକରୁ ପ୍ରାଣୀ ଜଗତକୁ ସୁରକ୍ଷିତ ରଖିବାକୁ ହେଲେ ବୃକ୍ଷ ରୋପଣ କରି  ଜଙ୍ଗଲ ସୃଷ୍ଟି ହିଁ ଏକମାତ୍ର ହିଁ ବିକଳ୍ପ ବୋଲି ଅତିଥିଗଣ ମତ ପ୍ରକାଶ କରିଥିଲେ ।  ଚାରା ବଡ ହେବା ପର୍ଯ୍ୟନ୍ତ ଉପଯୁକ୍ତ ଯତ୍ନ ନେବା ଆବଶ୍ୟକତା ଅଛି ବୋଲି ସୂଚାଇ ଥିଲେ । ପରେ ଦେଓଗାଁ ମିନିଷ୍ଟେଡିୟମ ଠାରେ ଜାମ୍ବୁ, ପଣସ, କୃଷ୍ଫଚୂଡା, ନିମ୍ବ, କନିୟର, କରଞ୍ଜ ପ୍ରଭୃତି ଗଛ ରୋପଣ କରାଯାଇଥିଲା ।  କାର୍ଯ୍ୟକ୍ରମରେ ବନ ବିଭାଗ କର୍ମଚାରିୀ ନରେନ୍ଦ୍ର ବିଶ୍ୱାଲ,  ଶରତ ଧରୁଆ, କନକ ବର୍ଦ୍ଧନ ବାରିକ, ସୁଜିତ ସାହୁ ପ୍ରମୁଖ ଉପସ୍ଥିତ ଥିଲେ । କରାଟେ ସ୍କୁଲ୍‌ର କୋଚ ତଥା ସେଂଚୁରିୟନ ବିଦ୍ୟାଳୟର ଜୁନିଅର ରେଡକ୍ରସ କାଉନସିଲର  ଚନ୍ଦ୍ରଶେଖର ସେଠ କାର୍ଯ୍ୟକ୍ରମ ପରିଚାଳନା ସହିତ ଧନ୍ୟବାଦ ଅର୍ପଣ କରିଥିଲେ ।  


News Comment




Photo in News

Advertisment
Lastest News
  ଜିଲ୍ଲା  
ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   15-Oct-2026
  ଜିଲ୍ଲା  
ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   15-Oct-2026
  ଜିଲ୍ଲା  
ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   15-Oct-2026
  ଜିଲ୍ଲା  
ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   15-Oct-2026
  ଜିଲ୍ଲା  
ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   14-Oct-2026
  ଜିଲ୍ଲା  
ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   14-Oct-2026
  ଜିଲ୍ଲା  
*ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   14-Oct-2026
  ଜିଲ୍ଲା  
୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ   14-Oct-2026
  ଜିଲ୍ଲା  
ଜିଲ୍ଲାର ପଞ୍ଜିକୃତଗାଡିକୁ ଟୋଲଟେକ୍ସ ଫ୍ରି କରିବାକୁ ବଲାଙ୍ଗୀର ଟୋଲପ୍ଲାଜା ଏକ୍ସନକମିଟିର ଦାବି   14-Oct-2026
  ଜିଲ୍ଲା  
ନବ ନିର୍ମିତ ପୂଜା ମଣ୍ଡପ (ଗାନ୍ଧି ପାଠାଗାର) ଟିକ୍ରାପଡା ର ଉଦ୍‌ଘାଟନୀ ଉତ୍ସବ ୧୬ରେ    14-Oct-2026
  ଜିଲ୍ଲା  
ସିଦ୍ଧାର୍ଥ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ହତ୍ୟା ଧମକ(ପୋଲିସ ଛାଉଣୀରେ କଲେଜ ପରିସର)   14-Oct-2026
  ଜିଲ୍ଲା  
*ଡାବୁଗାଁରେ ବ୍ଲକ୍ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ ଅନୁଷ୍ଠିତ*   14-Oct-2026

You Might Also Like