-+91-9937148622 |

prerana_bgr@rediffmail.com |

  Thursday 15th October 2026 |

| | | |

R.N.I. Regd No. ODIODI/2010/46693

Breaking News

ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   (15-Oct-2026)       ||      ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   (15-Oct-2026)       ||      ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   (15-Oct-2026)       ||      ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   (15-Oct-2026)       ||      ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   (14-Oct-2026)       ||      ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   (14-Oct-2026)       ||      *ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   (14-Oct-2026)       ||      ୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ    (14-Oct-2026)       ||      ଜିଲ୍ଲାର ପଞ୍ଜିକୃତଗାଡିକୁ ଟୋଲଟେକ୍ସ ଫ୍ରି କରିବାକୁ ବଲାଙ୍ଗୀର ଟୋଲପ୍ଲାଜା ଏକ୍ସନକମିଟିର ଦାବି   (14-Oct-2026)       ||      ନବ ନିର୍ମିତ ପୂଜା ମଣ୍ଡପ (ଗାନ୍ଧି ପାଠାଗାର) ଟିକ୍ରାପଡା ର ଉଦ୍‌ଘାଟନୀ ଉତ୍ସବ ୧୬ରେ    (14-Oct-2026)       ||      ସିଦ୍ଧାର୍ଥ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ହତ୍ୟା ଧମକ(ପୋଲିସ ଛାଉଣୀରେ କଲେଜ ପରିସର)   (14-Oct-2026)       ||      *ଡାବୁଗାଁରେ ବ୍ଲକ୍ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ ଅନୁଷ୍ଠିତ*   (14-Oct-2026)       ||      ନଭେମ୍ବର ୧ରେ ପିତାମ୍ବର ସ୍ଵରାକି ଫୁଟବଲ ଟୁର୍ଣ୍ଣାମେଣ୍ଟ   (14-Oct-2026)       ||      ସିନ୍ଦୁରପଙ୍କରେ ବିଜୟା ଦଶମୀରେ ରାବଣ ଦରବାର ମହାରାଜ ରାବଣ ଭୂମିକାରେ ଅଭିନୟ କରିବେ ବିଶିଷ୍ଟ କଳାକାର କମଳ ଲୋଚନ ପଣ୍ଡା   (14-Oct-2026)       ||      ସମ୍ବଲପୁର ଜିଲ୍ଲାର ୧୪ଟି ସ୍ୱାସ୍ଥ୍ୟକେନ୍ଦ୍ରରେ ନିଯୁକ୍ତ ହେଲେ ନୂତନ ଡାକ୍ତର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ହସ୍ତକ୍ଷେପକୁ ଶ୍ରେୟ; ଜିଲ୍ଲାପାଳଙ୍କୁ ମଧ୍ୟ କୃତଜ୍ଞତା ଜଣାଇଲେ ମିତ୍ରଭାନୁ ଓ ଡା. ରାଜାରାମ   (14-Oct-2026)       ||      ନଅଗାଁ-କ କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ   (14-Oct-2026)       ||      ବଲାଙ୍ଗୀରଠାରେ ଅନୁଷ୍ଠିତ ହେଲା ଅଖିଳ ଓଡ଼ିଶା ନ୍ୟାୟିକ କର୍ମଚାରୀ ସଂଘର ରାଜ୍ୟସ୍ତରୀୟ ସାଧାରଣ ପରିଷଦ ବୈଠକ   (13-Oct-2026)       ||      ୩ ହଜାର ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ସଇଁତଲା ଆର ଆଇ ଙ୍କୁ ଧରିଲା ଭିଜିଲାନ୍ସ ବିଭାଗ    (13-Oct-2026)       ||      *ନବରଙ୍ଗପୁରରେ ନୂତନ ଜିଲ୍ଲାପାଳଙ୍କ ଦାୟିତ୍ୱ ଗ୍ରହଣ*   (13-Oct-2026)       ||      ବଲାଙ୍ଗୀର ତହସିଲର ଅବ୍ୟବସ୍ଥା ନେଇ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ସଭାପତି ଙ୍କ ପ୍ରତିକ୍ରିୟା: କପି ଟିଏ ପାଇବା ପାଇଁ ଲୋକଙ୍କୁ ମାସ ମାସ ଧରି ଅପେକ୍ଷା କରିବାକୁ ପଡୁଛି    (13-Oct-2026)       ||     

HOME   ରାଜ୍ୟ

୩୦ରୁ ଅଧିକ ଦେଶରେ ଚିହ୍ନଟ ହେଲାଣି କରୋନାର ଆଉ ଏକ ରୂପାନ୍ତରିତ ପ୍ରକାର:. ବ୍ରିଟେନ ସ୍ୱାସ୍ଥ୍ୟ ମନ୍ତ୍ରାଳୟ କହିଲା ‘ଡେଲଟା’ ଠାରୁ ଆହୁରି ଭୟଙ୍କର ‘ଲାମ୍ବଡା

08-Jul-2021



ଭୁବନେଶ୍ବର (ପ୍ରେରଣା ଖବର ବ୍ୟୁରୋ) : କରୋନାର ଆଉ ଏକ ରୂପାନ୍ତରିତ ପ୍ରକାର। ୩୦ଟି ଦେଶରେ ଚିହ୍ନଟ ହୋଇଛି, ଯାହାକୁ ଲାମ୍ବଡ଼ା ପ୍ରଜାତି ବୋଲି କୁହାଯାଉଛି। ଏହା ଡେଲ୍‌ଟାଠାରୁ ମଧ୍ୟ ଅଧିକ ଭୟଙ୍କର ବୋଲି ବ୍ରିଟେନ୍ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ସୋମବାର ୟୁକେ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଟୁଇଟ୍ କରି କୁହାଯାଇଛି ଯେ, ‘ଦ ଷ୍ଟାର୍’ର ରିପୋର୍ଟ ଅନୁସାରେ ଏହି ଲାମ୍ବଡ଼ା ଭାରିଆଣ୍ଟ ପେରୁଠାରେ ଉତ୍ପତ୍ତିଲାଭ କରିଛି, ଯେଉଁ ଦେଶରେ କୋଭିଡ୍‌-ଜନିତ ମୃତ୍ୟୁହାର ବିଶ୍ବରେ ସର୍ବାଧିକ। ଇଂଲଣ୍ଡରେ ମଧ୍ୟ ଲାମ୍ବଡ଼ା ଭାରିଆଣ୍ଟ ଚିହ୍ନଟ ହୋଇଛି ବୋଲି ଏକ ଅଷ୍ଟ୍ରେଲୀୟ ନ୍ୟୁଜ୍ ପୋର୍ଟାଲ ନ୍ୟୁଜ୍.କମ୍ ପ୍ରକାଶ କରିଥିବା ଏଥିରେ କୁହାଯାଇଛି l ଏହି ପୋର୍ଟାଲର ରିପୋର୍ଟ ଅନୁସାରେ, ଅଦ୍ୟାବଧି ଇଂଲଣ୍ଡରେ ଲାମ୍ବଡ଼ା ଭାରିଆଣ୍ଟ ସଂକ୍ରମଣର ଛଅଟି ମାମଲା ଚିହ୍ନଟ ହୋଇଛି। ତେବେ ଏହି ଭାରିଆଣ୍ଟ ଡେଲ୍‌ଟାଠାରୁ ମଧ୍ୟ ଅଧିକ ସଂକ୍ରାମକ ହୋଇଥିବାରୁ ଗବେଷକମାନେ ଚିନ୍ତିତ ହୋଇପଡ଼ିଛନ୍ତି। ମେ ଓ ଜୁନ୍‌ରେ ଲାମ୍ବଡ଼ା ପେରୁରେ ୮୨ ପ୍ରତିଶତ ସଂକ୍ରମଣର କ‌ାରଣ ହୋଇଥିଲା ବୋଲି ୟୁରୋ ନ୍ୟୁଜ୍‌ ପ୍ରକାଶ କରିଛି। ପବ୍ଲିକ୍ ହେଲ୍‌ଥ ଇଂଲଣ୍ଡର ରିପୋର୍ଟ ଅନୁସାରେ ଦେଶରେ ଲାମ୍ବଡ଼ା ସଂକ୍ରମଣର ଅଳ୍ପ କେତୋଟି ମାମଲା ଚିହ୍ନଟ ହୋଇଛି ଏବଂ ଏହି ଭାରିଆଣ୍ଟର ସଂକ୍ରମଣ କ୍ଷମତା ଅଧିକ ଏବଂ ଏହା ବିରୋଧରେ ଆଣ୍ଟିବଡ଼ି ବି କାମ କରୁନାହିଁ। ଲାଟିନ୍ ଆମେରିକା ଓ ଆରିବିୟାନର ୮ଟି ଦେଶରେ ସଂକ୍ରମିତ ହେବା ସହ କ୍ରମଶଃ ଅନ୍ୟ ଦେଶରେ ବି ସଂକ୍ରମିତ ହେବାରେ ଲାଗିଛି ବୋଲି ରିପୋର୍ଟରେ କୁହାଯାଇଛି। ଭାରତରେ ଏ ପର୍ଯ୍ୟନ୍ତ ଲାମ୍ବଡ଼ା ପ୍ରଜାତି ଠାବ ହୋଇନାହିଁ!.


News Comment




Photo in News

Advertisment
Lastest News
  ଜିଲ୍ଲା  
ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   15-Oct-2026
  ଜିଲ୍ଲା  
ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   15-Oct-2026
  ଜିଲ୍ଲା  
ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   15-Oct-2026
  ଜିଲ୍ଲା  
ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   15-Oct-2026
  ଜିଲ୍ଲା  
ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   14-Oct-2026
  ଜିଲ୍ଲା  
ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   14-Oct-2026
  ଜିଲ୍ଲା  
*ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   14-Oct-2026
  ଜିଲ୍ଲା  
୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ   14-Oct-2026
  ଜିଲ୍ଲା  
ଜିଲ୍ଲାର ପଞ୍ଜିକୃତଗାଡିକୁ ଟୋଲଟେକ୍ସ ଫ୍ରି କରିବାକୁ ବଲାଙ୍ଗୀର ଟୋଲପ୍ଲାଜା ଏକ୍ସନକମିଟିର ଦାବି   14-Oct-2026
  ଜିଲ୍ଲା  
ନବ ନିର୍ମିତ ପୂଜା ମଣ୍ଡପ (ଗାନ୍ଧି ପାଠାଗାର) ଟିକ୍ରାପଡା ର ଉଦ୍‌ଘାଟନୀ ଉତ୍ସବ ୧୬ରେ    14-Oct-2026
  ଜିଲ୍ଲା  
ସିଦ୍ଧାର୍ଥ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ହତ୍ୟା ଧମକ(ପୋଲିସ ଛାଉଣୀରେ କଲେଜ ପରିସର)   14-Oct-2026
  ଜିଲ୍ଲା  
*ଡାବୁଗାଁରେ ବ୍ଲକ୍ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ ଅନୁଷ୍ଠିତ*   14-Oct-2026

You Might Also Like