-+91-9937148622 |

prerana_bgr@rediffmail.com |

  Thursday 20th August 2026 |

| | | |

R.N.I. Regd No. ODIODI/2010/46693

Breaking News

*ଲେହିଡି ଗାଁରେ ଗୋଶାଳା ପାଇଁ ଭୁମି ପୂଜନ ଓ ବୃକ୍ଷ ରୋପଣ କାର୍ଯ୍ୟ କ୍ରମ*-   (20-Aug-2026)       ||      ବଗଡ଼ାରେ ଗ୍ରୀନ୍ ଇଗଲ୍ ଆର୍ମି ପକ୍ଷରୁ ବନମହୋତ୍ସବ   (20-Aug-2026)       ||      ରାଷ୍ଟ୍ରୀୟ ପ୍ରବାସୀ ଓଡିଆ ପରିବାର ଦ୍ୱାରା ସ୍ୱାସ୍ଥ୍ୟ ଶିବିର ଆୟୋଜନ   (20-Aug-2026)       ||      ସୁବର୍ଣ୍ଣପୁର ଠାରେ ବିଜେଡି ପକ୍ଷରୁ ଶିକ୍ଷା ବଞ୍ଚାଅ ଆନ୍ଦୋଳନ   (20-Aug-2026)       ||      ନବରଙ୍ଗପୁର ଜିଲ୍ଲାର ନୀରିହ ଆଦିବାସୀ ଯୁବକର ୧ ଲକ୍ଷ ୨୦ହଜାର ଟଙ୍କା ଖାଇଗଲେ କେନ୍ଦୁଝର ର ଝିଅ   (20-Aug-2026)       ||      ବିଶ୍ୱ ଫୋଟୋଗ୍ରାଫି ଦିବସରେ ଜିଲ୍ଲା ସାମ୍ବାଦିକ ସଂଘ ପକ୍ଷରୁ ଫଟୋ ପ୍ରଦର୍ଶନୀ ll ପ୍ରଦର୍ଶିତ ହୋଇଛି ସଂସ୍କୃତି, ପରମ୍ପରା ଓ ଐତିହ୍ୟ ର ଅନେକ ଫଟୋ ll   (19-Aug-2026)       ||      ଆରପାରିରେ ବିଶିଷ୍ଟ କୀର୍ତ୍ତନ ଗାୟକ ମକ୍ତାରି ସାହୁ। କୀର୍ତ୍ତନ ଜଗତର ଏକ ସ୍ୱର୍ଣ୍ଣିମ ଅଧ୍ୟାୟର ଅବସାନ।   (19-Aug-2026)       ||      ନାକଟିଦେଉଳ ମାଟିର ଝିଅ କୁମୁଦିନୀଙ୍କୁ ଡିଜିପି ଡିସ୍କ କର୍ତ୍ତବ୍ୟନିଷ୍ଠା ଓ ଉଲ୍ଲେଖନୀୟ ସେବା ପାଇଁ କ୍ରାଇମବ୍ରାଞ୍ଚ ପକ୍ଷରୁ ମଧ୍ୟ ସମ୍ବର୍ଦ୍ଧନା   (19-Aug-2026)       ||      ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ୍ ଲିଗ ଦ୍ୱିତୀୟ ଦିବସ, ଖୁର୍ଡିଆବାହଲ,ସିଲାଟି, କଦଳିପାଳି,ଖଇରମାଲ ବିଜୟୀ।   (19-Aug-2026)       ||      *ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ପ୍ରତିଷ୍ଠା ଲାଗି ସମୀକ୍ଷା ବୈଠକ*-   (19-Aug-2026)       ||      ଗୁଣ୍ଡା ସାହୁ ଅପହରଣ କାଣ୍ଡ ♦️ତଥାପି ଅପହରଣର କାରଣ ଅସ୍ପଷ୍ଟ !   (19-Aug-2026)       ||      ଭୀମପାହାଡରେ ସହିଦ ଧରମସିଂମାଝୀ ମାନଧାତାଙ୍କ ପ୍ରତିମୂର୍ତ୍ତି ସ୍ଥାପନ ଦାବି   (19-Aug-2026)       ||      ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   (18-Aug-2026)       ||      ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   (18-Aug-2026)       ||      ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   (18-Aug-2026)       ||      ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   (18-Aug-2026)       ||      ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   (18-Aug-2026)       ||      ବରୀ ରେ ବନ୍ୟା   (18-Aug-2026)       ||      *ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   (18-Aug-2026)       ||      କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!    (18-Aug-2026)       ||     

HOME   ଜିଲ୍ଲା

କଳାହାଣ୍ଡି ଜିଲ୍ଲା ବିଜେଡି ଏସସି ସେଲ ର ଉପସଭାପତି ରୂପେ କୌଉତୁକ ଖମାରୀ ମନୋନୀତ।।

08-Jul-2021



ନର୍ଲା- (ସଞ୍ଜୀବ ଦାସ) ନର୍ଲା ବ୍ଲକ ଅନ୍ତର୍ଗତ କୁରମେଲ ପଞ୍ଚାୟତ ର ଗୋରକୋଲ ଗ୍ରାମର କୌତୁକ ଖମାରୀ କଳାହାଣ୍ଡି ଜିଲ୍ଲା ବିଜୁ ଜନତା ଦଳ ର ଅନୁସୂଚିତ ଜାତି ସେଲ ର ଉପସଭାପତି ରୂପେ ମନୋନୀତ ହୋଇଥିବାରୁ ଅଞ୍ଚଳରେ ଆନନ୍ଦ ପ୍ରକାଶ ପାଇଛି। ଭବାନୀପାଟଣା ଠାରେ ଜିଲ୍ଲା ବିଜୁ ଜନତା ଦଳ ପକ୍ଷରୁ ଆୟୋଜିତ ସଭା ରେ ଜିଲ୍ଲା ସଭାପତି  ତଥା ପୂର୍ବତନ ମନ୍ତ୍ରୀ ପୁଷ୍ପେନ୍ଦ୍ର ସିଂ ଦେଓ ଙ୍କ ଅଧକ୍ଷ୍ୟତାରେ ଏକ ସାଂଗଠନିକ ବୈଠକ ଅନୁଷ୍ଠିତ ହୋଇ ଏ ସମ୍ପର୍କରେ ଘୋଷଣା କରାଯାଇଥିଲା।  ଏ ଖବର ପ୍ରଚାରିତ ହେବ ପରେ ଶ୍ରୀ ଖମାରୀ ଙ୍କୁ ବିଭିନ୍ନ ସଂଗଠନ ତରଫରୁ ଶୁଭେଚ୍ଛା ର ସୁଅ ଛୁଟିଛି। ପ୍ରକାଶ ଥାଉକି ଏହା ପୂର୍ବରୁ ଶ୍ରୀ ଖମାରୀ ଜିଲ୍ଲା ପରିଷଦ ସଭ୍ୟ ରୂପେ ଦକ୍ଷତାର ସହ ପାଞ୍ଚ ବର୍ଷ କାର୍ଯ୍ୟତୁଲାଇ ସମସ୍ତଙ୍କର ଆସ୍ଥାଭାଜନ ହୋଇ ପାରିଥିଲେ। ବହୁ ଦିନରୁ  ବିଜୁବାବୁଙ୍କ ଜୀବନୀ ରୁ ଅନୁପ୍ରାଣିତ ହୋଇ ନିଷ୍ଠା ସହ  ଦଳ ପାଇଁ ସିପାହୀ ହୋଇ କାର୍ୟ୍ଯ କରିଚାଲିଛନ୍ତି। ଉପରୋକ୍ତ ସଭାରେ ଅନ୍ୟ ମାନଙ୍କ ମଧରେ ଶକ୍ତି ଓ ଗୃହ ମନ୍ତ୍ରୀ କେପଟେନ ଦିବ୍ୟଶଙ୍କର ମିଶ୍ର, ନର୍ଲା ବିଧାୟକ ଭୁପିନ୍ଦ୍ର ସିଂ, ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ସଭ୍ୟ ପୁଷ୍ପେନ୍ଦ୍ର ସିଂଦେଓ( ପୁଶୁ ବାବୁ) ପରେଶ ପ୍ରଧାନ ବ୍ଲକ ସଭାପତି, ହାମେଶ ଜୈନ ବିଧାୟକ ଙ୍କ ସ୍ୱତନ୍ତ୍ର ପ୍ରତିନିଧି, ହରିଶଙ୍କର ମାଝୀ ବ୍ଲକ ଯୁବ ସଭପତି, ଓମ ପୁଝାରି ଛତ୍ର ସଭାପତି ପ୍ରମୁଖ ଉପସ୍ଥିୟ ରହି ନୂତନ ଉପସଭାପତି ଶ୍ରୀ ଖମାରୀ ଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଲେହିଡି ଗାଁରେ ଗୋଶାଳା ପାଇଁ ଭୁମି ପୂଜନ ଓ ବୃକ୍ଷ ରୋପଣ କାର୍ଯ୍ୟ କ୍ରମ*-   20-Aug-2026
  ଜିଲ୍ଲା  
ବଗଡ଼ାରେ ଗ୍ରୀନ୍ ଇଗଲ୍ ଆର୍ମି ପକ୍ଷରୁ ବନମହୋତ୍ସବ   20-Aug-2026
  ଜିଲ୍ଲା  
ରାଷ୍ଟ୍ରୀୟ ପ୍ରବାସୀ ଓଡିଆ ପରିବାର ଦ୍ୱାରା ସ୍ୱାସ୍ଥ୍ୟ ଶିବିର ଆୟୋଜନ   20-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ଠାରେ ବିଜେଡି ପକ୍ଷରୁ ଶିକ୍ଷା ବଞ୍ଚାଅ ଆନ୍ଦୋଳନ   20-Aug-2026
  ଜିଲ୍ଲା  
ନବରଙ୍ଗପୁର ଜିଲ୍ଲାର ନୀରିହ ଆଦିବାସୀ ଯୁବକର ୧ ଲକ୍ଷ ୨୦ହଜାର ଟଙ୍କା ଖାଇଗଲେ କେନ୍ଦୁଝର ର ଝିଅ   20-Aug-2026
  ଜିଲ୍ଲା  
ବିଶ୍ୱ ଫୋଟୋଗ୍ରାଫି ଦିବସରେ ଜିଲ୍ଲା ସାମ୍ବାଦିକ ସଂଘ ପକ୍ଷରୁ ଫଟୋ ପ୍ରଦର୍ଶନୀ ll ପ୍ରଦର୍ଶିତ ହୋଇଛି ସଂସ୍କୃତି, ପରମ୍ପରା ଓ ଐତିହ୍ୟ ର ଅନେକ ଫଟୋ ll   19-Aug-2026
  ଜିଲ୍ଲା  
ଆରପାରିରେ ବିଶିଷ୍ଟ କୀର୍ତ୍ତନ ଗାୟକ ମକ୍ତାରି ସାହୁ। କୀର୍ତ୍ତନ ଜଗତର ଏକ ସ୍ୱର୍ଣ୍ଣିମ ଅଧ୍ୟାୟର ଅବସାନ।   19-Aug-2026
  ଜିଲ୍ଲା  
ନାକଟିଦେଉଳ ମାଟିର ଝିଅ କୁମୁଦିନୀଙ୍କୁ ଡିଜିପି ଡିସ୍କ କର୍ତ୍ତବ୍ୟନିଷ୍ଠା ଓ ଉଲ୍ଲେଖନୀୟ ସେବା ପାଇଁ କ୍ରାଇମବ୍ରାଞ୍ଚ ପକ୍ଷରୁ ମଧ୍ୟ ସମ୍ବର୍ଦ୍ଧନା   19-Aug-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ୍ ଲିଗ ଦ୍ୱିତୀୟ ଦିବସ, ଖୁର୍ଡିଆବାହଲ,ସିଲାଟି, କଦଳିପାଳି,ଖଇରମାଲ ବିଜୟୀ।   19-Aug-2026
  ଜିଲ୍ଲା  
*ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ପ୍ରତିଷ୍ଠା ଲାଗି ସମୀକ୍ଷା ବୈଠକ*-   19-Aug-2026
  ଜିଲ୍ଲା  
ଗୁଣ୍ଡା ସାହୁ ଅପହରଣ କାଣ୍ଡ ♦️ତଥାପି ଅପହରଣର କାରଣ ଅସ୍ପଷ୍ଟ !   19-Aug-2026
  ଜିଲ୍ଲା  
ଭୀମପାହାଡରେ ସହିଦ ଧରମସିଂମାଝୀ ମାନଧାତାଙ୍କ ପ୍ରତିମୂର୍ତ୍ତି ସ୍ଥାପନ ଦାବି   19-Aug-2026

You Might Also Like