-+91-9937148622 |

prerana_bgr@rediffmail.com |

  Thursday 15th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   (15-Oct-2026)       ||      ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   (15-Oct-2026)       ||      ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   (15-Oct-2026)       ||      ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   (14-Oct-2026)       ||      ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   (14-Oct-2026)       ||      *ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   (14-Oct-2026)       ||      ୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ    (14-Oct-2026)       ||      ଜିଲ୍ଲାର ପଞ୍ଜିକୃତଗାଡିକୁ ଟୋଲଟେକ୍ସ ଫ୍ରି କରିବାକୁ ବଲାଙ୍ଗୀର ଟୋଲପ୍ଲାଜା ଏକ୍ସନକମିଟିର ଦାବି   (14-Oct-2026)       ||      ନବ ନିର୍ମିତ ପୂଜା ମଣ୍ଡପ (ଗାନ୍ଧି ପାଠାଗାର) ଟିକ୍ରାପଡା ର ଉଦ୍‌ଘାଟନୀ ଉତ୍ସବ ୧୬ରେ    (14-Oct-2026)       ||      ସିଦ୍ଧାର୍ଥ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ହତ୍ୟା ଧମକ(ପୋଲିସ ଛାଉଣୀରେ କଲେଜ ପରିସର)   (14-Oct-2026)       ||      *ଡାବୁଗାଁରେ ବ୍ଲକ୍ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ ଅନୁଷ୍ଠିତ*   (14-Oct-2026)       ||      ନଭେମ୍ବର ୧ରେ ପିତାମ୍ବର ସ୍ଵରାକି ଫୁଟବଲ ଟୁର୍ଣ୍ଣାମେଣ୍ଟ   (14-Oct-2026)       ||      ସିନ୍ଦୁରପଙ୍କରେ ବିଜୟା ଦଶମୀରେ ରାବଣ ଦରବାର ମହାରାଜ ରାବଣ ଭୂମିକାରେ ଅଭିନୟ କରିବେ ବିଶିଷ୍ଟ କଳାକାର କମଳ ଲୋଚନ ପଣ୍ଡା   (14-Oct-2026)       ||      ସମ୍ବଲପୁର ଜିଲ୍ଲାର ୧୪ଟି ସ୍ୱାସ୍ଥ୍ୟକେନ୍ଦ୍ରରେ ନିଯୁକ୍ତ ହେଲେ ନୂତନ ଡାକ୍ତର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ହସ୍ତକ୍ଷେପକୁ ଶ୍ରେୟ; ଜିଲ୍ଲାପାଳଙ୍କୁ ମଧ୍ୟ କୃତଜ୍ଞତା ଜଣାଇଲେ ମିତ୍ରଭାନୁ ଓ ଡା. ରାଜାରାମ   (14-Oct-2026)       ||      ନଅଗାଁ-କ କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ   (14-Oct-2026)       ||      ବଲାଙ୍ଗୀରଠାରେ ଅନୁଷ୍ଠିତ ହେଲା ଅଖିଳ ଓଡ଼ିଶା ନ୍ୟାୟିକ କର୍ମଚାରୀ ସଂଘର ରାଜ୍ୟସ୍ତରୀୟ ସାଧାରଣ ପରିଷଦ ବୈଠକ   (13-Oct-2026)       ||      ୩ ହଜାର ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ସଇଁତଲା ଆର ଆଇ ଙ୍କୁ ଧରିଲା ଭିଜିଲାନ୍ସ ବିଭାଗ    (13-Oct-2026)       ||      *ନବରଙ୍ଗପୁରରେ ନୂତନ ଜିଲ୍ଲାପାଳଙ୍କ ଦାୟିତ୍ୱ ଗ୍ରହଣ*   (13-Oct-2026)       ||      ବଲାଙ୍ଗୀର ତହସିଲର ଅବ୍ୟବସ୍ଥା ନେଇ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ସଭାପତି ଙ୍କ ପ୍ରତିକ୍ରିୟା: କପି ଟିଏ ପାଇବା ପାଇଁ ଲୋକଙ୍କୁ ମାସ ମାସ ଧରି ଅପେକ୍ଷା କରିବାକୁ ପଡୁଛି    (13-Oct-2026)       ||      ଚନ୍ଦ୍ରଘଣ୍ଟା ବେଶରେ ଦର୍ଶନ ଦେଲେ ମାଁ ଚରଦେଇ   (13-Oct-2026)       ||     

HOME   ଜିଲ୍ଲା

‘ବୃକ୍ଷ ମଣିଷ ଜୀବନକୁ ସୁରକ୍ଷିତ କରେ’   ହରଭଙ୍ଗା ସ୍କୁଲ ତରଫରୁ ବନମହୋତ୍ସବ   

08-Jul-2021



ସାଲେଭଟା,(ପ୍ରେରଣା ଖବର)- ଆଗଲପୁର ବ୍ଲକ ଅନ୍ତର୍ଗତ ହରଭଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ୟୁଥ ଏଣ୍ଡ ଇକୋ କ୍ଲବ ତରଫରୁ କୋଭିଡ ଗାଇଡଲାଇନ ଅନୁପାଳନ କରି ୭୨ ତମ ବନମହୋତ୍ସବ ସପ୍ତାହ  ପାଳିତ    ହୋଇଯାଇଛି । ବିଦ୍ୟାଳୟର ପ୍ରଧାନଶିକ୍ଷକ ଗୋବିନ୍ଦ ସାହୁଙ୍କ ସଭାପତିତ୍ୱରେ ହୋଇଥିବା ବୃକ୍ଷରୋପଣ କାର୍ଯ୍ୟକ୍ରମରେ ଆଗଲପୁର ଏବିଇଓ ପ୍ରଭାତ କୁମାର ପାତ୍ର ମୁଖ୍ୟଅତିଥି ଭାବରେ ଯୋଗଦେଇଥିଲେ । ସାଲେଭଟା ବିଦ୍ୟାଳୟର ପ୍ରଧାନଶିକ୍ଷକ ତଥା ଜୁନିଅର ରେଡକ୍ରସ ପରାମର୍ଶଦାତା ଦୂର୍ଯ୍ୟୋଧନ ପଶାୟତ, ସିଆରସିସି ସଦାନନ୍ଦ ଭୁଏ, ପରିଚାଳନା କମିଟି ସଭାପତି ଜଗତ ବିଶ୍ୱାଳ ପ୍ରମୁଖ ସମ୍ମାନୀତ ଅତିଥି ଭାବରେ ଯୋଗଦେଇଥିଲେ । ବୃକ୍ଷ ହିଁ ଜିୀବନ । ପ୍ରକୃତିକୁ ସୁସ୍ଥ ଓ ସୁନ୍ଦର ଭାବରେ ବଂଚେଇ ରଖିବାରେ ବୃକ୍ଷର ଆବଶ୍ୟକତା ଅପରିହାର୍ଯ୍ୟ ବୋଲି ଅତିଥି ବୃନ୍ଦ ମତବ୍ୟକ୍ତ କରିଥିଲେ ।  ବିଦ୍ୟାଳୟ ପରିସରରେ ନିମ୍ବ, ଦେବଦାରୁ,ପଣସ, ପିଜୁଲି, ଆମ୍ବ ଆଦି ବୃକ୍ଷ ରୋପଣ କରାଯାଇଥିଲା । ଜିଲ୍ଲା ଜୁନିଅର ରେଡକ୍ରସର ଆହ୍ୱାନକ୍ରମେ ରୋପଣ କରାଯାଇଥିବା ଗୋଟିଏ ନିମ୍ବ ଗଛକୁ  ‘ଲିଟିଲ ସିକସ୍‌’ ନାମରେ ନାମିତ କରାଯାଇଛିି । କାର୍ଯ୍ୟକ୍ରମକୁ ଶିକ୍ଷକ ସୁସାନ୍ତ କୁମାର ନନ୍ଦ ପରିଚାଳନା କରିଥିଲେ । ଅନ୍ୟ ମାନଙ୍କ ମଧ୍ୟରେ

ଶିକ୍ଷକ ରାଜକିଶୋର ମାହାକୁର, ପିଙ୍କି କର୍ଣ୍ଣ, ମଂଟେଶ କୁମାର ସାହୁ, ପରିଚାଳନା କମିଟି ସଦସ୍ୟ ମଲୟ ବିଶ୍ୱାଲ, ସୁଜାତା ବିଶ୍ୱାଲ, ଭାଗ୍ୟ ସାହୁ, ପଙ୍କଜିନୀ ସେଠ, ସୁଲୋଚନା ସେଠ, ବିମଲା ଠାକୁର, ଶବ୍ୟା ଥନାପତି ପ୍ରମୁଖ କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ । ଶିକ୍ଷକ ରାଜ କଶୋର ମାହାକୁର ଧନ୍ୟବାଦ ଅର୍ପଣ କରିଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   15-Oct-2026
  ଜିଲ୍ଲା  
ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   15-Oct-2026
  ଜିଲ୍ଲା  
ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   15-Oct-2026
  ଜିଲ୍ଲା  
ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   14-Oct-2026
  ଜିଲ୍ଲା  
ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   14-Oct-2026
  ଜିଲ୍ଲା  
*ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   14-Oct-2026
  ଜିଲ୍ଲା  
୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ   14-Oct-2026
  ଜିଲ୍ଲା  
ଜିଲ୍ଲାର ପଞ୍ଜିକୃତଗାଡିକୁ ଟୋଲଟେକ୍ସ ଫ୍ରି କରିବାକୁ ବଲାଙ୍ଗୀର ଟୋଲପ୍ଲାଜା ଏକ୍ସନକମିଟିର ଦାବି   14-Oct-2026
  ଜିଲ୍ଲା  
ନବ ନିର୍ମିତ ପୂଜା ମଣ୍ଡପ (ଗାନ୍ଧି ପାଠାଗାର) ଟିକ୍ରାପଡା ର ଉଦ୍‌ଘାଟନୀ ଉତ୍ସବ ୧୬ରେ    14-Oct-2026
  ଜିଲ୍ଲା  
ସିଦ୍ଧାର୍ଥ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ହତ୍ୟା ଧମକ(ପୋଲିସ ଛାଉଣୀରେ କଲେଜ ପରିସର)   14-Oct-2026
  ଜିଲ୍ଲା  
*ଡାବୁଗାଁରେ ବ୍ଲକ୍ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ ଅନୁଷ୍ଠିତ*   14-Oct-2026
  ଜିଲ୍ଲା  
ନଭେମ୍ବର ୧ରେ ପିତାମ୍ବର ସ୍ଵରାକି ଫୁଟବଲ ଟୁର୍ଣ୍ଣାମେଣ୍ଟ   14-Oct-2026

You Might Also Like