-+91-9937148622 |

prerana_bgr@rediffmail.com |

  Thursday 15th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   (15-Oct-2026)       ||      ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   (15-Oct-2026)       ||      ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   (15-Oct-2026)       ||      ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   (14-Oct-2026)       ||      ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   (14-Oct-2026)       ||      *ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   (14-Oct-2026)       ||      ୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ    (14-Oct-2026)       ||      ଜିଲ୍ଲାର ପଞ୍ଜିକୃତଗାଡିକୁ ଟୋଲଟେକ୍ସ ଫ୍ରି କରିବାକୁ ବଲାଙ୍ଗୀର ଟୋଲପ୍ଲାଜା ଏକ୍ସନକମିଟିର ଦାବି   (14-Oct-2026)       ||      ନବ ନିର୍ମିତ ପୂଜା ମଣ୍ଡପ (ଗାନ୍ଧି ପାଠାଗାର) ଟିକ୍ରାପଡା ର ଉଦ୍‌ଘାଟନୀ ଉତ୍ସବ ୧୬ରେ    (14-Oct-2026)       ||      ସିଦ୍ଧାର୍ଥ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ହତ୍ୟା ଧମକ(ପୋଲିସ ଛାଉଣୀରେ କଲେଜ ପରିସର)   (14-Oct-2026)       ||      *ଡାବୁଗାଁରେ ବ୍ଲକ୍ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ ଅନୁଷ୍ଠିତ*   (14-Oct-2026)       ||      ନଭେମ୍ବର ୧ରେ ପିତାମ୍ବର ସ୍ଵରାକି ଫୁଟବଲ ଟୁର୍ଣ୍ଣାମେଣ୍ଟ   (14-Oct-2026)       ||      ସିନ୍ଦୁରପଙ୍କରେ ବିଜୟା ଦଶମୀରେ ରାବଣ ଦରବାର ମହାରାଜ ରାବଣ ଭୂମିକାରେ ଅଭିନୟ କରିବେ ବିଶିଷ୍ଟ କଳାକାର କମଳ ଲୋଚନ ପଣ୍ଡା   (14-Oct-2026)       ||      ସମ୍ବଲପୁର ଜିଲ୍ଲାର ୧୪ଟି ସ୍ୱାସ୍ଥ୍ୟକେନ୍ଦ୍ରରେ ନିଯୁକ୍ତ ହେଲେ ନୂତନ ଡାକ୍ତର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ହସ୍ତକ୍ଷେପକୁ ଶ୍ରେୟ; ଜିଲ୍ଲାପାଳଙ୍କୁ ମଧ୍ୟ କୃତଜ୍ଞତା ଜଣାଇଲେ ମିତ୍ରଭାନୁ ଓ ଡା. ରାଜାରାମ   (14-Oct-2026)       ||      ନଅଗାଁ-କ କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ   (14-Oct-2026)       ||      ବଲାଙ୍ଗୀରଠାରେ ଅନୁଷ୍ଠିତ ହେଲା ଅଖିଳ ଓଡ଼ିଶା ନ୍ୟାୟିକ କର୍ମଚାରୀ ସଂଘର ରାଜ୍ୟସ୍ତରୀୟ ସାଧାରଣ ପରିଷଦ ବୈଠକ   (13-Oct-2026)       ||      ୩ ହଜାର ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ସଇଁତଲା ଆର ଆଇ ଙ୍କୁ ଧରିଲା ଭିଜିଲାନ୍ସ ବିଭାଗ    (13-Oct-2026)       ||      *ନବରଙ୍ଗପୁରରେ ନୂତନ ଜିଲ୍ଲାପାଳଙ୍କ ଦାୟିତ୍ୱ ଗ୍ରହଣ*   (13-Oct-2026)       ||      ବଲାଙ୍ଗୀର ତହସିଲର ଅବ୍ୟବସ୍ଥା ନେଇ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ସଭାପତି ଙ୍କ ପ୍ରତିକ୍ରିୟା: କପି ଟିଏ ପାଇବା ପାଇଁ ଲୋକଙ୍କୁ ମାସ ମାସ ଧରି ଅପେକ୍ଷା କରିବାକୁ ପଡୁଛି    (13-Oct-2026)       ||      ଚନ୍ଦ୍ରଘଣ୍ଟା ବେଶରେ ଦର୍ଶନ ଦେଲେ ମାଁ ଚରଦେଇ   (13-Oct-2026)       ||     

HOME   ଜିଲ୍ଲା

ପୂର୍ବତନ ଓଡିଶା ୱେର ହାଉସ ସୁପରିଷ୍ଟେଣ୍ଡେଣ୍ଟ ଗଣେଷ ପୁରୋହିତଙ୍କ ଘରେ ଭିଜିଲାନ୍ସ ଚଢାଉ

08-Jul-2021



ବଲାଙ୍ଗୀର (ସନ୍ତୋଷ କୁମାର ଠାକୁର) : ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ଛନ୍ଦି ହୋଇଛନ୍ତି ଗଣେଷ ପୂରୋହି। 

   ସୂଚନା ଅନୁଯାୟୀ ଆଜି ସକାଳ ବଡି ଭୋରରୁ ୱେର ହାଉସ କର୍ପୋରେସନ ର ଅବସରପ୍ରାପ୍ତ ସୁପରିଷ୍ଟେଣ୍ଡେଣ୍ଟ ଗଣେଷ ପୁରୋହିତଙ୍କ ଘରେ ବଲାଙ୍ଗୀର ଭିଜିଲାନ୍ସ ବିଭାଗର ତତ୍ତ୍ଵାବଧାନରେ ବରଗଡ, ସମ୍ବଲପୁର, ସୋନପୁର ଭିଜିଲାନ୍ସ ବିଭାଗର ଚଢଉ ଜାରି ରହିଛି। ଯେଉଁଥିରେ ଗଣେଷ ପୁରୋହିତ ରହୁଥିବା ପେଲେସଲାଇନ ବାସଭବନ, ନିର୍ମାଣଧୀନ ଇଛାପଡା ସ୍ଥତି କୋଠା ଓ ପୂର୍ବରୁ ଥିବା ମହିଳା ମହା ବିଦ୍ୟାଳୟ ନିକଟସ୍ଥ ଥିବା ଦୁଇ ମହଲା ବିଶିଷ୍ଟ କୋଠାରେ ବଲାଙ୍ଗୀର ସମେତ ତିନୋଟି ଭିଜିଲାନ୍ସ ବିଭାଗର ଚଢାଉ ଜାରି ରହିଛି ।  ଏପର୍ଯ୍ୟନ୍ତ ସଠିକ ଆକଳନ ହୋଇ ପାରି ନଥିବା ସୂଚନା ରହିଛି । ଅନ୍ୟପଟେ ଗଣପତି

ପୁରୋହିତଙ୍କ ପତ୍ନି ସରକାରୀ କ୍ଷେତ୍ରରେ ଶିକ୍ଷୟତ୍ରୀ ରହିଥିବା ମଧ୍ୟ ସୂଚନା ରହିଛି। ସେପଟେ ଗଣପତି ପୁରୋହିତଙ୍କ ସମେତ ଆଧାର କାର୍ଡ ପାନ୍ କାର୍ଡ୍ ବେଙ୍କ ଆକାଉଣ୍ଟାଣ୍ଟ ଖାତା ଅନ୍ୟ ଅନ୍ୟ ଦସ୍ତାବେଜ ଜବତ କରି ତନ୍ନ ତନ୍ନ କରି ତଦନ୍ତ ପ୍ରକିୟା ଜାରି ରହିଥିବା ବଲାଙ୍ଗୀର ଭିଜିଲାନ୍ସ ଡ଼ିଏସପି ଶ୍ରୀ ସଦାନନ୍ଦ ପାଣି ସୂଚନା ଦେଇଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   15-Oct-2026
  ଜିଲ୍ଲା  
ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   15-Oct-2026
  ଜିଲ୍ଲା  
ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   15-Oct-2026
  ଜିଲ୍ଲା  
ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   14-Oct-2026
  ଜିଲ୍ଲା  
ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   14-Oct-2026
  ଜିଲ୍ଲା  
*ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   14-Oct-2026
  ଜିଲ୍ଲା  
୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ   14-Oct-2026
  ଜିଲ୍ଲା  
ଜିଲ୍ଲାର ପଞ୍ଜିକୃତଗାଡିକୁ ଟୋଲଟେକ୍ସ ଫ୍ରି କରିବାକୁ ବଲାଙ୍ଗୀର ଟୋଲପ୍ଲାଜା ଏକ୍ସନକମିଟିର ଦାବି   14-Oct-2026
  ଜିଲ୍ଲା  
ନବ ନିର୍ମିତ ପୂଜା ମଣ୍ଡପ (ଗାନ୍ଧି ପାଠାଗାର) ଟିକ୍ରାପଡା ର ଉଦ୍‌ଘାଟନୀ ଉତ୍ସବ ୧୬ରେ    14-Oct-2026
  ଜିଲ୍ଲା  
ସିଦ୍ଧାର୍ଥ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ହତ୍ୟା ଧମକ(ପୋଲିସ ଛାଉଣୀରେ କଲେଜ ପରିସର)   14-Oct-2026
  ଜିଲ୍ଲା  
*ଡାବୁଗାଁରେ ବ୍ଲକ୍ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ ଅନୁଷ୍ଠିତ*   14-Oct-2026
  ଜିଲ୍ଲା  
ନଭେମ୍ବର ୧ରେ ପିତାମ୍ବର ସ୍ଵରାକି ଫୁଟବଲ ଟୁର୍ଣ୍ଣାମେଣ୍ଟ   14-Oct-2026

You Might Also Like