-+91-9937148622 |

prerana_bgr@rediffmail.com |

  Thursday 15th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   (15-Oct-2026)       ||      ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   (15-Oct-2026)       ||      ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   (15-Oct-2026)       ||      ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   (14-Oct-2026)       ||      ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   (14-Oct-2026)       ||      *ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   (14-Oct-2026)       ||      ୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ    (14-Oct-2026)       ||      ଜିଲ୍ଲାର ପଞ୍ଜିକୃତଗାଡିକୁ ଟୋଲଟେକ୍ସ ଫ୍ରି କରିବାକୁ ବଲାଙ୍ଗୀର ଟୋଲପ୍ଲାଜା ଏକ୍ସନକମିଟିର ଦାବି   (14-Oct-2026)       ||      ନବ ନିର୍ମିତ ପୂଜା ମଣ୍ଡପ (ଗାନ୍ଧି ପାଠାଗାର) ଟିକ୍ରାପଡା ର ଉଦ୍‌ଘାଟନୀ ଉତ୍ସବ ୧୬ରେ    (14-Oct-2026)       ||      ସିଦ୍ଧାର୍ଥ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ହତ୍ୟା ଧମକ(ପୋଲିସ ଛାଉଣୀରେ କଲେଜ ପରିସର)   (14-Oct-2026)       ||      *ଡାବୁଗାଁରେ ବ୍ଲକ୍ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ ଅନୁଷ୍ଠିତ*   (14-Oct-2026)       ||      ନଭେମ୍ବର ୧ରେ ପିତାମ୍ବର ସ୍ଵରାକି ଫୁଟବଲ ଟୁର୍ଣ୍ଣାମେଣ୍ଟ   (14-Oct-2026)       ||      ସିନ୍ଦୁରପଙ୍କରେ ବିଜୟା ଦଶମୀରେ ରାବଣ ଦରବାର ମହାରାଜ ରାବଣ ଭୂମିକାରେ ଅଭିନୟ କରିବେ ବିଶିଷ୍ଟ କଳାକାର କମଳ ଲୋଚନ ପଣ୍ଡା   (14-Oct-2026)       ||      ସମ୍ବଲପୁର ଜିଲ୍ଲାର ୧୪ଟି ସ୍ୱାସ୍ଥ୍ୟକେନ୍ଦ୍ରରେ ନିଯୁକ୍ତ ହେଲେ ନୂତନ ଡାକ୍ତର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ହସ୍ତକ୍ଷେପକୁ ଶ୍ରେୟ; ଜିଲ୍ଲାପାଳଙ୍କୁ ମଧ୍ୟ କୃତଜ୍ଞତା ଜଣାଇଲେ ମିତ୍ରଭାନୁ ଓ ଡା. ରାଜାରାମ   (14-Oct-2026)       ||      ନଅଗାଁ-କ କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ   (14-Oct-2026)       ||      ବଲାଙ୍ଗୀରଠାରେ ଅନୁଷ୍ଠିତ ହେଲା ଅଖିଳ ଓଡ଼ିଶା ନ୍ୟାୟିକ କର୍ମଚାରୀ ସଂଘର ରାଜ୍ୟସ୍ତରୀୟ ସାଧାରଣ ପରିଷଦ ବୈଠକ   (13-Oct-2026)       ||      ୩ ହଜାର ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ସଇଁତଲା ଆର ଆଇ ଙ୍କୁ ଧରିଲା ଭିଜିଲାନ୍ସ ବିଭାଗ    (13-Oct-2026)       ||      *ନବରଙ୍ଗପୁରରେ ନୂତନ ଜିଲ୍ଲାପାଳଙ୍କ ଦାୟିତ୍ୱ ଗ୍ରହଣ*   (13-Oct-2026)       ||      ବଲାଙ୍ଗୀର ତହସିଲର ଅବ୍ୟବସ୍ଥା ନେଇ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ସଭାପତି ଙ୍କ ପ୍ରତିକ୍ରିୟା: କପି ଟିଏ ପାଇବା ପାଇଁ ଲୋକଙ୍କୁ ମାସ ମାସ ଧରି ଅପେକ୍ଷା କରିବାକୁ ପଡୁଛି    (13-Oct-2026)       ||      ଚନ୍ଦ୍ରଘଣ୍ଟା ବେଶରେ ଦର୍ଶନ ଦେଲେ ମାଁ ଚରଦେଇ   (13-Oct-2026)       ||     

HOME   ଜିଲ୍ଲା

ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ତରଫରୁ ବିଶ୍ୱ ଜନ ସଂଖ୍ୟା ସଚେତନତା ପକ୍ଷ ପାଳନ

08-Jul-2021



ସୁବର୍ଣ୍ଣପୁର(ମନୋରଞ୍ଜନ ତ୍ରିପାଠୀ) ଆଜି ଜିଲ୍ଲା ମୁଖ୍ୟଚିକିତ୍ସାଳୟ  ସୁବର୍ଣ୍ଣପୁର ପରିସରରୁ ବିଶ୍ଵ ଜନ ସଂଖ୍ୟା  ସଚେତନତା ପକ୍ଷ ପାଳନ ଅବସରରେ ବ୍ୟାପକ ସଚେତନତା ପାଇଁ ଏକ ସଚେତନତା ରଥ ର ଶୁଭାରମ୍ଭ ହୋଇଯାଇଛି । ଭାରପ୍ରାପ୍ତ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନ ସ୍ବାସ୍ଥ୍ୟ ଅଧିକାରୀ ଡା. ମାନସ ରଞ୍ଜନ ଦଣ୍ଡପାଟ ସବୁଜ ପତାକା ପ୍ରଦର୍ଶନ ପୂର୍ବକ ଏହି ରଥ ର ଶୁଭାରମ୍ଭ କରିଥିଲେ । ଶୁଭାରମ୍ଭ ଉତ୍ସବ ଅତିରିକ୍ତ ଜିଲ୍ଲା ଜନସ୍ବାସ୍ଥ ଅଧିକାରୀ ଡା. ନବ କିଶୋର ବେହେରା ଙ୍କ ପ୍ରତକ୍ଷ୍ଯତତ୍ବାବଧାନ ରେ ଅନୁଷ୍ଠିତ ହୋଇଥିବାବେଳେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ର ଭାରପ୍ରାପ୍ତ ଅତିରିକ୍ତ ଜିଲ୍ଲା ଜନସ୍ବାସ୍ଥ୍ୟ ଅଧିକାରୀ (ମେଡିକାଲ) ଡ. ତ୍ରିବିକ୍ରମ ପାଣ୍ଡିଆ ଙ୍କ ସମେତ ସମସ୍ତ ଉପବିଭାଗ ର ଅଧିକାରୀ ଉପସ୍ଥିତ ଥିଲେ । ଏହି ଅବସରରେ ଜିଲ୍ଲା ମୁଖ୍ୟ ଚିକିତ୍ସାଲୟ ରୁ ଶୁଭାରମ୍ଭ କରାଯାଇଥିବା ସଚେତନତା ରଥ ଜିଲ୍ଲା ମ୍ୟୁନିସିପାଲିଟି  ଅଂଚଳର ସମସ୍ତ ୱାର୍ଡ ରେ ବ୍ୟାପକ ସଚେତନତା ସୃଷ୍ଟି କରାଇବ । ଏଥି ସହ  ଜିଲ୍ଲା ର ସମସ୍ତ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ଗୁଡିକରେ ମଧ୍ୟ  ସମାନ ଢଙ୍ଗର କାର୍ଯ୍ୟକ୍ରମ ବିଭାଗ ତରଫରୁ ଅନୁଷ୍ଠିତ କରାଯିବ l 

ଅତିରିକ୍ତ ଜିଲ୍ଲା ଜନ ସ୍ୱାସ୍ଥ୍ୟଅଧିକାରୀ ଡା. ନବ କିଶୋର ବେହେରା ଙ୍କ ସୂଚନା  ଅନୁସାରେ ବିଶ୍ବ ଜନସଂଖ୍ୟା ପକ୍ଷ ପ୍ରତି ବର୍ଷ ଜୁନ ୨୭ ତାରିଖ ରୁ ଜୁଲାଇ ୨୪ ତାରିଖ ପର୍ଯ୍ୟନ୍ତ ୨ ଟି ପର୍ଯ୍ୟାୟ ରେ ପାଳିତ ହୋଇଥାଏ ଯଥା: ଜୁନ ୨୭ ତାରିଖ ରୁ ଜୁଲାଇ ୧୦ ତାରିଖ ପର୍ଯ୍ୟନ୍ତ ବିଶ୍ବ ଜନ ସଂଖ୍ୟା ସଚେତନତା ପକ୍ଷ ଓ ଜୁଲାଇ  ୧୧ ତାରିଖରୁ ଜୁଲାଇ ୨୪ ତାରିଖ ପର୍ଯ୍ୟନ୍ତ  ବିଶ୍ଵ ଜନସଂଖ୍ୟା ସ୍ଥିରତା ପକ୍ଷ l ବିଶ୍ୱ ଜନସଂଖ୍ୟା  ସଚେତନତା ପକ୍ଷ ରେ ବିଭିନ୍ନ ମାଧ୍ୟମ ଅବଲଂବନ କରି ଜନ ସଂଖ୍ୟା ସ୍ଥିରତା ଉପରେ ବ୍ୟାପକ ସଚେତନାତା ସୃଷ୍ଟି କରାଯାଉ ଥିବା ବେଳେ ସ୍ଥିରତା ପକ୍ଷରେ ଜନସଂଖ୍ୟା ନିୟନ୍ତ୍ରଣ ପାଇଁ ଉପଲବ୍ଧ ବିଭିନ୍ନ ପରିବାର ନିୟୋଜନ ପଦ୍ଧତି (ବାସ୍କେଟ ଚଏସ )ମଧ୍ୟରୁ ଯଥା:ଗର୍ଭ ନିରୋଧକ ବଟିକା ଓ କଣ୍ଡମ, ଅନ୍ତରା ଇଞ୍ଜେକ୍ସନ, ପ୍ରସବ ପରବର୍ତ୍ତି ଆ.ୟୁ ସି ଡି, ଆ. ୟୁ.ସି. ଡି., ମହିଳା ବନ୍ଧ୍ୟା କରଣ, ପୁରୁଷ ବନ୍ଧ୍ୟା କରଣ ଇତ୍ୟାଦି ସେବା ସବୁ ମଧ୍ୟରୁ ସନ୍ତାନ ଜନ୍ମକ୍ଷମ ଦମ୍ପତ୍ତିଙ୍କ ମନ ପସନ୍ଦର ଗୋଟିଏ ପଦ୍ଧତି ଆପଣେଇବାର ସେବା ପ୍ରଦାନ କରାଯାଇଥାଏ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   15-Oct-2026
  ଜିଲ୍ଲା  
ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   15-Oct-2026
  ଜିଲ୍ଲା  
ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   15-Oct-2026
  ଜିଲ୍ଲା  
ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   14-Oct-2026
  ଜିଲ୍ଲା  
ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   14-Oct-2026
  ଜିଲ୍ଲା  
*ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   14-Oct-2026
  ଜିଲ୍ଲା  
୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ   14-Oct-2026
  ଜିଲ୍ଲା  
ଜିଲ୍ଲାର ପଞ୍ଜିକୃତଗାଡିକୁ ଟୋଲଟେକ୍ସ ଫ୍ରି କରିବାକୁ ବଲାଙ୍ଗୀର ଟୋଲପ୍ଲାଜା ଏକ୍ସନକମିଟିର ଦାବି   14-Oct-2026
  ଜିଲ୍ଲା  
ନବ ନିର୍ମିତ ପୂଜା ମଣ୍ଡପ (ଗାନ୍ଧି ପାଠାଗାର) ଟିକ୍ରାପଡା ର ଉଦ୍‌ଘାଟନୀ ଉତ୍ସବ ୧୬ରେ    14-Oct-2026
  ଜିଲ୍ଲା  
ସିଦ୍ଧାର୍ଥ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ହତ୍ୟା ଧମକ(ପୋଲିସ ଛାଉଣୀରେ କଲେଜ ପରିସର)   14-Oct-2026
  ଜିଲ୍ଲା  
*ଡାବୁଗାଁରେ ବ୍ଲକ୍ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ ଅନୁଷ୍ଠିତ*   14-Oct-2026
  ଜିଲ୍ଲା  
ନଭେମ୍ବର ୧ରେ ପିତାମ୍ବର ସ୍ଵରାକି ଫୁଟବଲ ଟୁର୍ଣ୍ଣାମେଣ୍ଟ   14-Oct-2026

You Might Also Like