-+91-9937148622 |

prerana_bgr@rediffmail.com |

  Thursday 15th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   (15-Oct-2026)       ||      ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   (15-Oct-2026)       ||      ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   (14-Oct-2026)       ||      ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   (14-Oct-2026)       ||      *ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   (14-Oct-2026)       ||      ୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ    (14-Oct-2026)       ||      ଜିଲ୍ଲାର ପଞ୍ଜିକୃତଗାଡିକୁ ଟୋଲଟେକ୍ସ ଫ୍ରି କରିବାକୁ ବଲାଙ୍ଗୀର ଟୋଲପ୍ଲାଜା ଏକ୍ସନକମିଟିର ଦାବି   (14-Oct-2026)       ||      ନବ ନିର୍ମିତ ପୂଜା ମଣ୍ଡପ (ଗାନ୍ଧି ପାଠାଗାର) ଟିକ୍ରାପଡା ର ଉଦ୍‌ଘାଟନୀ ଉତ୍ସବ ୧୬ରେ    (14-Oct-2026)       ||      ସିଦ୍ଧାର୍ଥ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ହତ୍ୟା ଧମକ(ପୋଲିସ ଛାଉଣୀରେ କଲେଜ ପରିସର)   (14-Oct-2026)       ||      *ଡାବୁଗାଁରେ ବ୍ଲକ୍ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ ଅନୁଷ୍ଠିତ*   (14-Oct-2026)       ||      ନଭେମ୍ବର ୧ରେ ପିତାମ୍ବର ସ୍ଵରାକି ଫୁଟବଲ ଟୁର୍ଣ୍ଣାମେଣ୍ଟ   (14-Oct-2026)       ||      ସିନ୍ଦୁରପଙ୍କରେ ବିଜୟା ଦଶମୀରେ ରାବଣ ଦରବାର ମହାରାଜ ରାବଣ ଭୂମିକାରେ ଅଭିନୟ କରିବେ ବିଶିଷ୍ଟ କଳାକାର କମଳ ଲୋଚନ ପଣ୍ଡା   (14-Oct-2026)       ||      ସମ୍ବଲପୁର ଜିଲ୍ଲାର ୧୪ଟି ସ୍ୱାସ୍ଥ୍ୟକେନ୍ଦ୍ରରେ ନିଯୁକ୍ତ ହେଲେ ନୂତନ ଡାକ୍ତର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ହସ୍ତକ୍ଷେପକୁ ଶ୍ରେୟ; ଜିଲ୍ଲାପାଳଙ୍କୁ ମଧ୍ୟ କୃତଜ୍ଞତା ଜଣାଇଲେ ମିତ୍ରଭାନୁ ଓ ଡା. ରାଜାରାମ   (14-Oct-2026)       ||      ନଅଗାଁ-କ କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ   (14-Oct-2026)       ||      ବଲାଙ୍ଗୀରଠାରେ ଅନୁଷ୍ଠିତ ହେଲା ଅଖିଳ ଓଡ଼ିଶା ନ୍ୟାୟିକ କର୍ମଚାରୀ ସଂଘର ରାଜ୍ୟସ୍ତରୀୟ ସାଧାରଣ ପରିଷଦ ବୈଠକ   (13-Oct-2026)       ||      ୩ ହଜାର ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ସଇଁତଲା ଆର ଆଇ ଙ୍କୁ ଧରିଲା ଭିଜିଲାନ୍ସ ବିଭାଗ    (13-Oct-2026)       ||      *ନବରଙ୍ଗପୁରରେ ନୂତନ ଜିଲ୍ଲାପାଳଙ୍କ ଦାୟିତ୍ୱ ଗ୍ରହଣ*   (13-Oct-2026)       ||      ବଲାଙ୍ଗୀର ତହସିଲର ଅବ୍ୟବସ୍ଥା ନେଇ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ସଭାପତି ଙ୍କ ପ୍ରତିକ୍ରିୟା: କପି ଟିଏ ପାଇବା ପାଇଁ ଲୋକଙ୍କୁ ମାସ ମାସ ଧରି ଅପେକ୍ଷା କରିବାକୁ ପଡୁଛି    (13-Oct-2026)       ||      ଚନ୍ଦ୍ରଘଣ୍ଟା ବେଶରେ ଦର୍ଶନ ଦେଲେ ମାଁ ଚରଦେଇ   (13-Oct-2026)       ||      ଜିଲ୍ଲା ସମବାୟ ବିଭାଗ, ହସ୍ତତନ୍ତ ଓ ବୟନ ଶିଳ୍ପ ବିଭାଗର ମିଳିତ ଆନୁକୂଲ୍ୟରେ ରଙ୍ଗୋଲି ରାଷ୍ଟ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ   (13-Oct-2026)       ||     

HOME   ଜିଲ୍ଲା

ପ୍ରଧାନମନ୍ତ୍ରୀ ଆବାସ ଯୋଜନା ରେମହାଦୁର୍ନିତି କୁ ନେଇଁ ବିଜେପି ପକ୍ଷରୁ ବିଡ଼ିଓ ଙ୍କୁ ଦାବିପତ୍ର ପ୍ରଦାନ ।

08-Jul-2021



କଳାହାଣ୍ଡି.କୋକସରା(ତ୍ରିନାଥ ବେଶ୍ରା )
 କେନ୍ଦ୍ର ସରକାର  ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ବର୍ଷ କୁ ବର୍ଷକୋଟି କୋଟି ଟଙ୍କା ବ୍ୟୟବରାଦ କରିଆସୁଥିବା ବେଲେ ତାହାର ସଦ ବିନିଯୋଗ ହୋଇ ପାରୁନାହିଁ ।ଏଥିପାଇଁ ରାଜ୍ୟ ସରକାର କୁ ସମ୍ପୂର୍ଣ୍ଣ ଦାୟୀ କରି ଗୁରୁବାର ବିଜେପି ପକ୍ଷରୁ ଅନେକ ଦାବି ରଖି କୋକସରା ବିଡ଼ିଓ  ଶ୍ରୀମତୀ - ମନିଷା ଦାସ ଙ୍କ ମାଧ୍ୟମରେ ରାଜ୍ୟ ପାଳ ଙ୍କୁ ଏକ ଦାବି ପତ୍ର ପ୍ରଦାନ କରିଥିଲେ । ଏବଂ କୋକସରା ବ୍ଳକବଡପୋଡାଗୁଡା ଗ୍ରାମ ପାୟତରେ ହୋଇଥିବା ପ୍ରଧାନମନ୍ତ୍ରୀ ଆବାସ ଯୋଜନା ରେ ଟଙ୍କା ହଡପ ଘଟଣାପାଇଁ ଦାୟିତ୍ୱ ରେ ଥିବା ସରକାରୀ ବାବୁ ମାନେ ମଧ୍ୟ ଏଥିପାଇଁ ଦାୟି ବୋଲି ମତ ରଖିବା ସହ ଆଗକୁ ଯଦି ସେହି ହିତାଧିକାରୀ ମାନଙ୍କୁ ଗୃହ ନ ଯୋଗାଇ ଦିଆଯାଏ ଏବଂ ଏହାର ତଦନ୍ତ କରିଉଚିତ ପଦକ୍ଷେପ ନେବାସହ କାର୍ଯ୍ୟ ରେ ଅଵହେଲା କରିଥିବା ସରକାରୀ ବାବୁ ମାନଙ୍କ ଉପରେ ଯଦି କୌଣଷି କାର୍ଯ୍ୟ ନୁଷ୍ଠାନ ନ ନିଆଯାଏ ତାହେଲେ 
ବଡପୋଡାଗୁଡା ଗ୍ରାମପଞ୍ଚାୟତ ଓ ବ୍ଳକ ସମ୍ମୁଖରେ ଧାରଣା ଦିଆଯିବ ବୋଲି କହିଥିଲେ ।

କଲାହାଣ୍ଡି ଜିଲ୍ଲା ବିଜେପି ଉପ ସଭାପତି  ବଦ୍ରି ପଟ୍ଟନାୟକ ଙ୍କ ନେତୃତ୍ୱରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିବା ବେଳେ ଏଠାରେ  ନବରଙ୍ଗପୁର ପ୍ରଭାରୀ ଲକ୍ଷ୍ମୀ କାନ୍ତ ବାଗ , କୋକସରା ଜୋନ ସଭାପତି ତ୍ରିନାଥ ବାଗ ,ଆମପାଣି ଜୋନ ସଭାପତି ଅର୍ଜୁନ ଭାଟି ,ଆମପାଣି ଜୋନ ଜିଲ୍ଲା ପରିଷଦ ସଭ୍ୟା ହେମାଙ୍ଗିନି ହଂସ,ମୋଟେର ଜୋନ ଜିଲ୍ଲା ପରିଷଦ ସଭ୍ୟ ଅମ୍ବୁଜ କୁମାର ପଣ୍ଡା , କୋକସରା ଜୋନ ଜିଲ୍ଲା ପରିଷଦ ସଭ୍ୟା ଜାହ୍ନବୀ ବାଗ ,ଆମପାଣି ଜୋନ ପ୍ରଭାରୀ ଗୋଦାବରୀଶ ପାତ୍ର,କୋକସରା ଜୋନ ପ୍ରଭାରୀ ଗରୁଡ଼ ଧ୍ୱଜ ମାଝି , ଘନଶ୍ୟାମ ନାଏକ , ପ୍ରମୋଦ କୁମାର ପଣ୍ଡା  ଗଣେଶ ନନ୍ଦ, ଦୁର୍ଗା ପ୍ରସାଦ ପ୍ରଧାନି ,ଙ୍କ ସହ ଅନେକ  କର୍ମ କର୍ତ୍ତା ଉପସ୍ଥିତ ଥିଲେ।ଶେଷ ରେ ଦଳିୟ କାର୍ଯ୍ୟ କର୍ତ୍ତା କୁ ନେଇ ଏକ ବୈଠକ ଅନୁଷ୍ଠିତ ହୋଇଥିଲା ଏଥିରେ ଦଳକୁ କିଭଳି ଭାବରେ ସୁଦୃଢ କରାଯାଇ ପାରିବ ଏବଂ  ଦଳର ସଂଗଠନ ପ୍ରତି ସମସ୍ତେ କେମିତି ଏକତ୍ରିତ ହେବା ସାଙ୍ଗକୁ ନିଜ ନିଜ ଅଞ୍ଚଳର ସମସ୍ୟା କୁ ଆମେ କେମିତି ପ୍ରଶାସନ ପାଖରେପହଞ୍ଚାଇ ତାର ସମାଧାନ ପାଇଁ ଚେଷ୍ଟା କରିବା ବୋଳି ବିଶେଷ ଭାବରେ ଆଲୋଚନା କରାଯାଇଥିଲା  l


News Comment




Photo in News

Advertisment
Lastest News
  ଜିଲ୍ଲା  
ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   15-Oct-2026
  ଜିଲ୍ଲା  
ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   15-Oct-2026
  ଜିଲ୍ଲା  
ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   14-Oct-2026
  ଜିଲ୍ଲା  
ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   14-Oct-2026
  ଜିଲ୍ଲା  
*ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   14-Oct-2026
  ଜିଲ୍ଲା  
୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ   14-Oct-2026
  ଜିଲ୍ଲା  
ଜିଲ୍ଲାର ପଞ୍ଜିକୃତଗାଡିକୁ ଟୋଲଟେକ୍ସ ଫ୍ରି କରିବାକୁ ବଲାଙ୍ଗୀର ଟୋଲପ୍ଲାଜା ଏକ୍ସନକମିଟିର ଦାବି   14-Oct-2026
  ଜିଲ୍ଲା  
ନବ ନିର୍ମିତ ପୂଜା ମଣ୍ଡପ (ଗାନ୍ଧି ପାଠାଗାର) ଟିକ୍ରାପଡା ର ଉଦ୍‌ଘାଟନୀ ଉତ୍ସବ ୧୬ରେ    14-Oct-2026
  ଜିଲ୍ଲା  
ସିଦ୍ଧାର୍ଥ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ହତ୍ୟା ଧମକ(ପୋଲିସ ଛାଉଣୀରେ କଲେଜ ପରିସର)   14-Oct-2026
  ଜିଲ୍ଲା  
*ଡାବୁଗାଁରେ ବ୍ଲକ୍ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ ଅନୁଷ୍ଠିତ*   14-Oct-2026
  ଜିଲ୍ଲା  
ନଭେମ୍ବର ୧ରେ ପିତାମ୍ବର ସ୍ଵରାକି ଫୁଟବଲ ଟୁର୍ଣ୍ଣାମେଣ୍ଟ   14-Oct-2026
  ଜିଲ୍ଲା  
ସିନ୍ଦୁରପଙ୍କରେ ବିଜୟା ଦଶମୀରେ ରାବଣ ଦରବାର ମହାରାଜ ରାବଣ ଭୂମିକାରେ ଅଭିନୟ କରିବେ ବିଶିଷ୍ଟ କଳାକାର କମଳ ଲୋଚନ ପଣ୍ଡା   14-Oct-2026

You Might Also Like