-+91-9937148622 |

prerana_bgr@rediffmail.com |

  Thursday 15th October 2026 |

| | | |

R.N.I. Regd No. ODIODI/2010/46693

Breaking News

ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   (15-Oct-2026)       ||      ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   (14-Oct-2026)       ||      ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   (14-Oct-2026)       ||      *ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   (14-Oct-2026)       ||      ୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ    (14-Oct-2026)       ||      ଜିଲ୍ଲାର ପଞ୍ଜିକୃତଗାଡିକୁ ଟୋଲଟେକ୍ସ ଫ୍ରି କରିବାକୁ ବଲାଙ୍ଗୀର ଟୋଲପ୍ଲାଜା ଏକ୍ସନକମିଟିର ଦାବି   (14-Oct-2026)       ||      ନବ ନିର୍ମିତ ପୂଜା ମଣ୍ଡପ (ଗାନ୍ଧି ପାଠାଗାର) ଟିକ୍ରାପଡା ର ଉଦ୍‌ଘାଟନୀ ଉତ୍ସବ ୧୬ରେ    (14-Oct-2026)       ||      ସିଦ୍ଧାର୍ଥ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ହତ୍ୟା ଧମକ(ପୋଲିସ ଛାଉଣୀରେ କଲେଜ ପରିସର)   (14-Oct-2026)       ||      *ଡାବୁଗାଁରେ ବ୍ଲକ୍ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ ଅନୁଷ୍ଠିତ*   (14-Oct-2026)       ||      ନଭେମ୍ବର ୧ରେ ପିତାମ୍ବର ସ୍ଵରାକି ଫୁଟବଲ ଟୁର୍ଣ୍ଣାମେଣ୍ଟ   (14-Oct-2026)       ||      ସିନ୍ଦୁରପଙ୍କରେ ବିଜୟା ଦଶମୀରେ ରାବଣ ଦରବାର ମହାରାଜ ରାବଣ ଭୂମିକାରେ ଅଭିନୟ କରିବେ ବିଶିଷ୍ଟ କଳାକାର କମଳ ଲୋଚନ ପଣ୍ଡା   (14-Oct-2026)       ||      ସମ୍ବଲପୁର ଜିଲ୍ଲାର ୧୪ଟି ସ୍ୱାସ୍ଥ୍ୟକେନ୍ଦ୍ରରେ ନିଯୁକ୍ତ ହେଲେ ନୂତନ ଡାକ୍ତର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ହସ୍ତକ୍ଷେପକୁ ଶ୍ରେୟ; ଜିଲ୍ଲାପାଳଙ୍କୁ ମଧ୍ୟ କୃତଜ୍ଞତା ଜଣାଇଲେ ମିତ୍ରଭାନୁ ଓ ଡା. ରାଜାରାମ   (14-Oct-2026)       ||      ନଅଗାଁ-କ କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ   (14-Oct-2026)       ||      ବଲାଙ୍ଗୀରଠାରେ ଅନୁଷ୍ଠିତ ହେଲା ଅଖିଳ ଓଡ଼ିଶା ନ୍ୟାୟିକ କର୍ମଚାରୀ ସଂଘର ରାଜ୍ୟସ୍ତରୀୟ ସାଧାରଣ ପରିଷଦ ବୈଠକ   (13-Oct-2026)       ||      ୩ ହଜାର ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ସଇଁତଲା ଆର ଆଇ ଙ୍କୁ ଧରିଲା ଭିଜିଲାନ୍ସ ବିଭାଗ    (13-Oct-2026)       ||      *ନବରଙ୍ଗପୁରରେ ନୂତନ ଜିଲ୍ଲାପାଳଙ୍କ ଦାୟିତ୍ୱ ଗ୍ରହଣ*   (13-Oct-2026)       ||      ବଲାଙ୍ଗୀର ତହସିଲର ଅବ୍ୟବସ୍ଥା ନେଇ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ସଭାପତି ଙ୍କ ପ୍ରତିକ୍ରିୟା: କପି ଟିଏ ପାଇବା ପାଇଁ ଲୋକଙ୍କୁ ମାସ ମାସ ଧରି ଅପେକ୍ଷା କରିବାକୁ ପଡୁଛି    (13-Oct-2026)       ||      ଚନ୍ଦ୍ରଘଣ୍ଟା ବେଶରେ ଦର୍ଶନ ଦେଲେ ମାଁ ଚରଦେଇ   (13-Oct-2026)       ||      ଜିଲ୍ଲା ସମବାୟ ବିଭାଗ, ହସ୍ତତନ୍ତ ଓ ବୟନ ଶିଳ୍ପ ବିଭାଗର ମିଳିତ ଆନୁକୂଲ୍ୟରେ ରଙ୍ଗୋଲି ରାଷ୍ଟ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ   (13-Oct-2026)       ||      ବଲାଙ୍ଗୀରରେ ରାଜ୍ୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତା   (13-Oct-2026)       ||     

HOME   ଜିଲ୍ଲା

ଜ଼ିଲ୍ଲାପାଳ ଅଫିସ ଆଗରେ ସୁବର୍ଣ୍ଣପୁର ଆଇ. ଟି. ଆଇ. ଛାତ୍ର ଙ୍କ ଧାରଣା

08-Jul-2021



ସୋନପୁର(ମନୋରଞ୍ଜନ ତ୍ରିପାଠୀ) : ଶିକ୍ଷା ବର୍ଷର କୌଣସି ଵି  ଵ୍ୟାକ୍ ପରୀକ୍ଷା ହୋଇ ନ ଥିବାରୁ ଏବଂ  ଆଜି ଯାଏ ଆମ ଅନୁଷ୍ଠାନ ଛାତ୍ରଛାତ୍ରୀଙ୍କୁ ଉତ୍ତୀର୍ଣ୍ଣ ସାର୍ଟିଫିକେଟ ପ୍ରଦାନ କରିବାକୁ ଅନୁଷ୍ଠାନ ଆଦୌ  ପଦକ୍ଷେପ ନ ନେଇ ଭବିଷ୍ୟତ ଅନ୍ଧାର ଆଡକୁ ଠେଲି ଦେଇଥିବାରୁ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଘୋର ଅସନ୍ତୋଷ ଦେଖିବାକୁ ମିଳିଛି l ଏହାର ପ୍ରତିବାଦରେ ଆଜି ସୁବର୍ଣ୍ଣପୁର ସରକାରୀ ଶିଳ୍ପ ତାଲିମ ଅନୁଷ୍ଠାନର  ଛାତ୍ର ମାନେ ଜ଼ିଲ୍ଲାପାଳ ଅଫିସ ଆଗରେ ଧାରଣା ଦେଇ ଜ଼ିଲ୍ଲାପାଳ  ଶ୍ରୀମତୀ ଅବୋଲି ସୁନୀଲ ନରୱେଣେଙ୍କ ଜରିଆରେ ଆଇ ଟି ଆଇ  ଡ଼ି ଜି ଟି ଙ୍କୁ  ଏକ ଦାବିପତ୍ର ପ୍ରଦାନ କରିଛନ୍ତି l  ଛାତ୍ରଛାତ୍ରୀଙ୍କ ଦୀର୍ଘ ବର୍ଷର ଵ୍ୟାକ୍ ପେପର ଗୁଡିକରେ ଗ୍ରେସ ମାର୍କ ଦେଇ ସମସ୍ତଙ୍କୁ ଉତ୍ତୀର୍ଣ କରିବାକୁ ଓ  ତାଙ୍କ ଭବିଷ୍ୟତ ସହ ଖେଳ ନ ଖେଳି ଖୁବ ଶୀଘ୍ର ପିଲା ମାନଙ୍କୁ ଉତ୍ତୀର୍ଣ ସାର୍ଟିଫିକେଟ ପ୍ରଦାନ କରିବାକୁ ଏବଂ ସରକାରୀ କ୍ଷେତ୍ରରେ ସେମାନଙ୍କୁ ନିଯୁକ୍ତିର ସୁଯୋଗ ଦେବାକୁ ସେ ଦାବିପତ୍ରରେ ଛାତ୍ରଛାତ୍ରୀ ଉଲ୍ଲେଖ କରିଛନ୍ତି l ଆଜି ଏଇ ଶିଳ୍ପ ତାଲିମ ଅନୁଷ୍ଠାନର ଛାତ୍ର ମାନେ ଏ ସବୁ ସମସ୍ୟା ନେଇ  ଜ଼ିଲ୍ଲାପାଳଙ୍କ ସହ ଆଲୋଚନା କରି ଥିବା ବେଳେ ଡ଼ିଜିଟି ଙ୍କ ସହ ପରାମର୍ଶ କରି  ଖୁବ ଶୀଘ୍ର ଏସବୁ ସମସ୍ୟାର ସମାଧାନ କରିବାକୁ ଜ଼ିଲ୍ଲାପାଳ   ଛାତ୍ରମାନଙ୍କୁ ପ୍ରତିଶୃତି  ଦେଇଛନ୍ତି  l


News Comment




Photo in News

Advertisment
Lastest News
  ଜିଲ୍ଲା  
ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   15-Oct-2026
  ଜିଲ୍ଲା  
ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   14-Oct-2026
  ଜିଲ୍ଲା  
ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   14-Oct-2026
  ଜିଲ୍ଲା  
*ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   14-Oct-2026
  ଜିଲ୍ଲା  
୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ   14-Oct-2026
  ଜିଲ୍ଲା  
ଜିଲ୍ଲାର ପଞ୍ଜିକୃତଗାଡିକୁ ଟୋଲଟେକ୍ସ ଫ୍ରି କରିବାକୁ ବଲାଙ୍ଗୀର ଟୋଲପ୍ଲାଜା ଏକ୍ସନକମିଟିର ଦାବି   14-Oct-2026
  ଜିଲ୍ଲା  
ନବ ନିର୍ମିତ ପୂଜା ମଣ୍ଡପ (ଗାନ୍ଧି ପାଠାଗାର) ଟିକ୍ରାପଡା ର ଉଦ୍‌ଘାଟନୀ ଉତ୍ସବ ୧୬ରେ    14-Oct-2026
  ଜିଲ୍ଲା  
ସିଦ୍ଧାର୍ଥ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ହତ୍ୟା ଧମକ(ପୋଲିସ ଛାଉଣୀରେ କଲେଜ ପରିସର)   14-Oct-2026
  ଜିଲ୍ଲା  
*ଡାବୁଗାଁରେ ବ୍ଲକ୍ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ ଅନୁଷ୍ଠିତ*   14-Oct-2026
  ଜିଲ୍ଲା  
ନଭେମ୍ବର ୧ରେ ପିତାମ୍ବର ସ୍ଵରାକି ଫୁଟବଲ ଟୁର୍ଣ୍ଣାମେଣ୍ଟ   14-Oct-2026
  ଜିଲ୍ଲା  
ସିନ୍ଦୁରପଙ୍କରେ ବିଜୟା ଦଶମୀରେ ରାବଣ ଦରବାର ମହାରାଜ ରାବଣ ଭୂମିକାରେ ଅଭିନୟ କରିବେ ବିଶିଷ୍ଟ କଳାକାର କମଳ ଲୋଚନ ପଣ୍ଡା   14-Oct-2026
ସମ୍ବଲପୁର ଜିଲ୍ଲାର ୧୪ଟି ସ୍ୱାସ୍ଥ୍ୟକେନ୍ଦ୍ରରେ ନିଯୁକ୍ତ ହେଲେ ନୂତନ ଡାକ୍ତର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ହସ୍ତକ୍ଷେପକୁ ଶ୍ରେୟ; ଜିଲ୍ଲାପାଳଙ୍କୁ ମଧ୍ୟ କୃତଜ୍ଞତା ଜଣାଇଲେ ମିତ୍ରଭାନୁ ଓ ଡା. ରାଜାରାମ   14-Oct-2026

You Might Also Like