-+91-9937148622 |

prerana_bgr@rediffmail.com |

  Thursday 15th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   (14-Oct-2026)       ||      ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   (14-Oct-2026)       ||      *ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   (14-Oct-2026)       ||      ୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ    (14-Oct-2026)       ||      ଜିଲ୍ଲାର ପଞ୍ଜିକୃତଗାଡିକୁ ଟୋଲଟେକ୍ସ ଫ୍ରି କରିବାକୁ ବଲାଙ୍ଗୀର ଟୋଲପ୍ଲାଜା ଏକ୍ସନକମିଟିର ଦାବି   (14-Oct-2026)       ||      ନବ ନିର୍ମିତ ପୂଜା ମଣ୍ଡପ (ଗାନ୍ଧି ପାଠାଗାର) ଟିକ୍ରାପଡା ର ଉଦ୍‌ଘାଟନୀ ଉତ୍ସବ ୧୬ରେ    (14-Oct-2026)       ||      ସିଦ୍ଧାର୍ଥ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ହତ୍ୟା ଧମକ(ପୋଲିସ ଛାଉଣୀରେ କଲେଜ ପରିସର)   (14-Oct-2026)       ||      *ଡାବୁଗାଁରେ ବ୍ଲକ୍ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ ଅନୁଷ୍ଠିତ*   (14-Oct-2026)       ||      ନଭେମ୍ବର ୧ରେ ପିତାମ୍ବର ସ୍ଵରାକି ଫୁଟବଲ ଟୁର୍ଣ୍ଣାମେଣ୍ଟ   (14-Oct-2026)       ||      ସିନ୍ଦୁରପଙ୍କରେ ବିଜୟା ଦଶମୀରେ ରାବଣ ଦରବାର ମହାରାଜ ରାବଣ ଭୂମିକାରେ ଅଭିନୟ କରିବେ ବିଶିଷ୍ଟ କଳାକାର କମଳ ଲୋଚନ ପଣ୍ଡା   (14-Oct-2026)       ||      ସମ୍ବଲପୁର ଜିଲ୍ଲାର ୧୪ଟି ସ୍ୱାସ୍ଥ୍ୟକେନ୍ଦ୍ରରେ ନିଯୁକ୍ତ ହେଲେ ନୂତନ ଡାକ୍ତର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ହସ୍ତକ୍ଷେପକୁ ଶ୍ରେୟ; ଜିଲ୍ଲାପାଳଙ୍କୁ ମଧ୍ୟ କୃତଜ୍ଞତା ଜଣାଇଲେ ମିତ୍ରଭାନୁ ଓ ଡା. ରାଜାରାମ   (14-Oct-2026)       ||      ନଅଗାଁ-କ କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ   (14-Oct-2026)       ||      ବଲାଙ୍ଗୀରଠାରେ ଅନୁଷ୍ଠିତ ହେଲା ଅଖିଳ ଓଡ଼ିଶା ନ୍ୟାୟିକ କର୍ମଚାରୀ ସଂଘର ରାଜ୍ୟସ୍ତରୀୟ ସାଧାରଣ ପରିଷଦ ବୈଠକ   (13-Oct-2026)       ||      ୩ ହଜାର ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ସଇଁତଲା ଆର ଆଇ ଙ୍କୁ ଧରିଲା ଭିଜିଲାନ୍ସ ବିଭାଗ    (13-Oct-2026)       ||      *ନବରଙ୍ଗପୁରରେ ନୂତନ ଜିଲ୍ଲାପାଳଙ୍କ ଦାୟିତ୍ୱ ଗ୍ରହଣ*   (13-Oct-2026)       ||      ବଲାଙ୍ଗୀର ତହସିଲର ଅବ୍ୟବସ୍ଥା ନେଇ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ସଭାପତି ଙ୍କ ପ୍ରତିକ୍ରିୟା: କପି ଟିଏ ପାଇବା ପାଇଁ ଲୋକଙ୍କୁ ମାସ ମାସ ଧରି ଅପେକ୍ଷା କରିବାକୁ ପଡୁଛି    (13-Oct-2026)       ||      ଚନ୍ଦ୍ରଘଣ୍ଟା ବେଶରେ ଦର୍ଶନ ଦେଲେ ମାଁ ଚରଦେଇ   (13-Oct-2026)       ||      ଜିଲ୍ଲା ସମବାୟ ବିଭାଗ, ହସ୍ତତନ୍ତ ଓ ବୟନ ଶିଳ୍ପ ବିଭାଗର ମିଳିତ ଆନୁକୂଲ୍ୟରେ ରଙ୍ଗୋଲି ରାଷ୍ଟ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ   (13-Oct-2026)       ||      ବଲାଙ୍ଗୀରରେ ରାଜ୍ୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତା   (13-Oct-2026)       ||      ଓମ୍‌ ଭ୍ୟାଲି ଶିକ୍ଷାନୁଷ୍ଠାନରେ ୧୧ତମ ବାଟାଲିୟନ ଦ୍ଵାରା ଏନ୍‌.ସି.ସି.ପ୍ରଶିକ୍ଷଣ ଶିବିରର ଉଦ୍‌ଯାପିତ    (13-Oct-2026)       ||     

HOME   ଜିଲ୍ଲା

ଉତ୍କଳ ବିକାଶ ପରିଷଦ ପକ୍ଷରୁ ଶିର୍ଲୋ ପଞ୍ଚାୟତରେ ବିଶୋଧନ କାର୍ଯ୍ୟ ସହ ବନ ମହୋତ୍ସବ ସପ୍ତାହ ପାଳିତ ।

08-Jul-2021



କଟକ(ସୁଶାନ୍ତ କୁମାର ଖଟୁଆ) : କଟକ ଜିଲ୍ଲାର ଅଗ୍ରଣୀ ସାମାଜିକ ସଂଗଠନ "ଉତ୍କଳ ବିକାଶ ପରିଷଦ"(ଉବିପ) ପକ୍ଷରୁ ନିଶ୍ଚିନ୍ତକୋଇଲି ବ୍ଲକ କିଶନନଗର ଥାନା ଉପକଣ୍ଠ ଶିର୍ଲୋ ପଞ୍ଚାୟତ ଜାହାନପୁର,ବରହମପୁର, ବ୍ରାହ୍ମଣଖଣ୍ଡ, ଶିର୍ଲୋ, ମଲ୍ଲିପୁର, ନୂଆ ଗାଁ, ରାଧାନଗର, ବାଙ୍କଳ ଆଦି ଗ୍ରାମରେ ସାନିଟାଇଜେସନ ସହ ବିଭିନ୍ନ ସ୍ଥାନରେ ୭୨ତମ ଜାତୀୟ ବନ ମହୋତ୍ସବ ସପ୍ତାହ ଅବସରରେ ବୃକ୍ଷରୋପଣ କରାଯାଇଛି । ପରିଷଦର ସଭାପତି ଇଂ.ପ୍ରକାଶ ଚନ୍ଦ୍ର ସେଠୀଙ୍କ ଆହ୍ୱାନ କ୍ରମେ ବିଷ୍ଣୁଚରଣ ମାଦେଲି,ରଘୁନାଥ ଚୋୖଧୁରୀ, ପ୍ରଭାକର ଦାସ୍, ଅଶୋକ ଦାସ୍, ରଘୁମଣି ଦାସ୍, ପ୍ରଦୋଷ ଚୋୖଧୁରୀ, କବିଭୂଷଣ ଆଚାର୍ଯ୍ୟ, ଶିଶିର ସାହୁ, ବୁଲୁ ସାହୁ,ଚନ୍ଦନ ମଲିକ,ବିଶ୍ୱଜିତ ସିଂହ, ଶୁଭ୍ରଜ୍ୟୋତି ଆଚାର୍ଯ୍ୟ, ମାନସ ଆଚାର୍ଯ୍ୟ, ସନାତନ ସେଠୀ,ସୁବାସ ସେଠୀ, ସଞ୍ଜୟ ସେଠୀ, ସନ୍ତୋଷ ଖୁଣ୍ଟିଆ, ନୃସିଂହ ଭୋଇ, ସୁଶାନ୍ତ ସେଠୀ, ଦୁଲାଲ ଭୋଇ, ସନ୍ଥ ବେହେରା,ରତିକାନ୍ତ ବେହେରା,ପ୍ରଶାନ୍ତ ସେଠି,ସୋମନାଥ ଭୋଇ,କ୍ଷୀରୋଦ ସେଠି,ପଦ୍ମଲାଭ ନାୟକ, ପ୍ରତାପ ସେଠି,ନାରାୟଣ ବେହେରା,ଚିତ୍ତ ରଞ୍ଜନ ସେଠି ,ଲିଟୁ ବେହେରା,ନାରାୟଣ ବେହେରା,ସୁମନ୍ତ ସେଠୀ,ସନ୍ଦୀପ ସାହୁ, ଗଣେଶ ଭାଇ, ପ୍ରମୁଖ କର୍ଯ୍ୟକର୍ତା ଉପସ୍ଥିତ ରହି ବୃକ୍ଷ ରୋପଣ କରିବାସହ ଗଛ ଗୁଡିକର ସୁରକ୍ଷା ପାଇଁ ମଧ୍ୟ ବ୍ୟବସ୍ଥା କରିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   14-Oct-2026
  ଜିଲ୍ଲା  
ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   14-Oct-2026
  ଜିଲ୍ଲା  
*ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   14-Oct-2026
  ଜିଲ୍ଲା  
୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ   14-Oct-2026
  ଜିଲ୍ଲା  
ଜିଲ୍ଲାର ପଞ୍ଜିକୃତଗାଡିକୁ ଟୋଲଟେକ୍ସ ଫ୍ରି କରିବାକୁ ବଲାଙ୍ଗୀର ଟୋଲପ୍ଲାଜା ଏକ୍ସନକମିଟିର ଦାବି   14-Oct-2026
  ଜିଲ୍ଲା  
ନବ ନିର୍ମିତ ପୂଜା ମଣ୍ଡପ (ଗାନ୍ଧି ପାଠାଗାର) ଟିକ୍ରାପଡା ର ଉଦ୍‌ଘାଟନୀ ଉତ୍ସବ ୧୬ରେ    14-Oct-2026
  ଜିଲ୍ଲା  
ସିଦ୍ଧାର୍ଥ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ହତ୍ୟା ଧମକ(ପୋଲିସ ଛାଉଣୀରେ କଲେଜ ପରିସର)   14-Oct-2026
  ଜିଲ୍ଲା  
*ଡାବୁଗାଁରେ ବ୍ଲକ୍ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ ଅନୁଷ୍ଠିତ*   14-Oct-2026
  ଜିଲ୍ଲା  
ନଭେମ୍ବର ୧ରେ ପିତାମ୍ବର ସ୍ଵରାକି ଫୁଟବଲ ଟୁର୍ଣ୍ଣାମେଣ୍ଟ   14-Oct-2026
  ଜିଲ୍ଲା  
ସିନ୍ଦୁରପଙ୍କରେ ବିଜୟା ଦଶମୀରେ ରାବଣ ଦରବାର ମହାରାଜ ରାବଣ ଭୂମିକାରେ ଅଭିନୟ କରିବେ ବିଶିଷ୍ଟ କଳାକାର କମଳ ଲୋଚନ ପଣ୍ଡା   14-Oct-2026
ସମ୍ବଲପୁର ଜିଲ୍ଲାର ୧୪ଟି ସ୍ୱାସ୍ଥ୍ୟକେନ୍ଦ୍ରରେ ନିଯୁକ୍ତ ହେଲେ ନୂତନ ଡାକ୍ତର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ହସ୍ତକ୍ଷେପକୁ ଶ୍ରେୟ; ଜିଲ୍ଲାପାଳଙ୍କୁ ମଧ୍ୟ କୃତଜ୍ଞତା ଜଣାଇଲେ ମିତ୍ରଭାନୁ ଓ ଡା. ରାଜାରାମ   14-Oct-2026
  ଜିଲ୍ଲା  
ନଅଗାଁ-କ କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ   14-Oct-2026

You Might Also Like