-+91-9937148622 |

prerana_bgr@rediffmail.com |

  Thursday 15th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   (14-Oct-2026)       ||      ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   (14-Oct-2026)       ||      *ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   (14-Oct-2026)       ||      ୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ    (14-Oct-2026)       ||      ଜିଲ୍ଲାର ପଞ୍ଜିକୃତଗାଡିକୁ ଟୋଲଟେକ୍ସ ଫ୍ରି କରିବାକୁ ବଲାଙ୍ଗୀର ଟୋଲପ୍ଲାଜା ଏକ୍ସନକମିଟିର ଦାବି   (14-Oct-2026)       ||      ନବ ନିର୍ମିତ ପୂଜା ମଣ୍ଡପ (ଗାନ୍ଧି ପାଠାଗାର) ଟିକ୍ରାପଡା ର ଉଦ୍‌ଘାଟନୀ ଉତ୍ସବ ୧୬ରେ    (14-Oct-2026)       ||      ସିଦ୍ଧାର୍ଥ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ହତ୍ୟା ଧମକ(ପୋଲିସ ଛାଉଣୀରେ କଲେଜ ପରିସର)   (14-Oct-2026)       ||      *ଡାବୁଗାଁରେ ବ୍ଲକ୍ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ ଅନୁଷ୍ଠିତ*   (14-Oct-2026)       ||      ନଭେମ୍ବର ୧ରେ ପିତାମ୍ବର ସ୍ଵରାକି ଫୁଟବଲ ଟୁର୍ଣ୍ଣାମେଣ୍ଟ   (14-Oct-2026)       ||      ସିନ୍ଦୁରପଙ୍କରେ ବିଜୟା ଦଶମୀରେ ରାବଣ ଦରବାର ମହାରାଜ ରାବଣ ଭୂମିକାରେ ଅଭିନୟ କରିବେ ବିଶିଷ୍ଟ କଳାକାର କମଳ ଲୋଚନ ପଣ୍ଡା   (14-Oct-2026)       ||      ସମ୍ବଲପୁର ଜିଲ୍ଲାର ୧୪ଟି ସ୍ୱାସ୍ଥ୍ୟକେନ୍ଦ୍ରରେ ନିଯୁକ୍ତ ହେଲେ ନୂତନ ଡାକ୍ତର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ହସ୍ତକ୍ଷେପକୁ ଶ୍ରେୟ; ଜିଲ୍ଲାପାଳଙ୍କୁ ମଧ୍ୟ କୃତଜ୍ଞତା ଜଣାଇଲେ ମିତ୍ରଭାନୁ ଓ ଡା. ରାଜାରାମ   (14-Oct-2026)       ||      ନଅଗାଁ-କ କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ   (14-Oct-2026)       ||      ବଲାଙ୍ଗୀରଠାରେ ଅନୁଷ୍ଠିତ ହେଲା ଅଖିଳ ଓଡ଼ିଶା ନ୍ୟାୟିକ କର୍ମଚାରୀ ସଂଘର ରାଜ୍ୟସ୍ତରୀୟ ସାଧାରଣ ପରିଷଦ ବୈଠକ   (13-Oct-2026)       ||      ୩ ହଜାର ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ସଇଁତଲା ଆର ଆଇ ଙ୍କୁ ଧରିଲା ଭିଜିଲାନ୍ସ ବିଭାଗ    (13-Oct-2026)       ||      *ନବରଙ୍ଗପୁରରେ ନୂତନ ଜିଲ୍ଲାପାଳଙ୍କ ଦାୟିତ୍ୱ ଗ୍ରହଣ*   (13-Oct-2026)       ||      ବଲାଙ୍ଗୀର ତହସିଲର ଅବ୍ୟବସ୍ଥା ନେଇ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ସଭାପତି ଙ୍କ ପ୍ରତିକ୍ରିୟା: କପି ଟିଏ ପାଇବା ପାଇଁ ଲୋକଙ୍କୁ ମାସ ମାସ ଧରି ଅପେକ୍ଷା କରିବାକୁ ପଡୁଛି    (13-Oct-2026)       ||      ଚନ୍ଦ୍ରଘଣ୍ଟା ବେଶରେ ଦର୍ଶନ ଦେଲେ ମାଁ ଚରଦେଇ   (13-Oct-2026)       ||      ଜିଲ୍ଲା ସମବାୟ ବିଭାଗ, ହସ୍ତତନ୍ତ ଓ ବୟନ ଶିଳ୍ପ ବିଭାଗର ମିଳିତ ଆନୁକୂଲ୍ୟରେ ରଙ୍ଗୋଲି ରାଷ୍ଟ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ   (13-Oct-2026)       ||      ବଲାଙ୍ଗୀରରେ ରାଜ୍ୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତା   (13-Oct-2026)       ||      ଓମ୍‌ ଭ୍ୟାଲି ଶିକ୍ଷାନୁଷ୍ଠାନରେ ୧୧ତମ ବାଟାଲିୟନ ଦ୍ଵାରା ଏନ୍‌.ସି.ସି.ପ୍ରଶିକ୍ଷଣ ଶିବିରର ଉଦ୍‌ଯାପିତ    (13-Oct-2026)       ||     

HOME   ଜିଲ୍ଲା

କୋଟିଆ ପଞ୍ଚାୟତର ନେରେଡିବାଲାସା ଠାରେ ପ୍ରତିଷ୍ଠା ହେବ ଜଗନ୍ନାଥ ମନ୍ଦିର

08-Jul-2021



କୋରାପୁଟ (ପ୍ରେରଣା ଖବର) : କୋରାପୁଟ ଜିଲ୍ଲା  ଓଡିଶା ଓ ଆନ୍ଧ୍ରର ସୀମାନ୍ତ, କୋରାପୁଟ ଜିଲ୍ଲା ଅନ୍ତର୍ଗତ କୋଟିଆ ପଞ୍ଚାୟତର ନେରେଡିବାଲାସା ଠାରେ ପ୍ରତିଷ୍ଠା ହେବ ଜଗନ୍ନାଥ ମନ୍ଦିର । ଏନେଇ ଶାବର ଶ୍ରୀକ୍ଷେତ୍ର କୋରାପୁଟ ଜଗନ୍ନାଥ ମନ୍ଦିରର ସମ୍ପାଦକ ଗଦାଧର ପରିଡା ସୂଚନା ଦେଇଛନ୍ତି । କୋଟିଆ ପଞ୍ଚାୟତର 21 ଟି ଗ୍ରାମକୁ ନେଇ ଓଡିଶା ଓ ଆନ୍ଧ୍ର ମଧ୍ୟରେ ତିକ୍ତତା ଦୀର୍ଘ ଦିନ ଧରି ଲାଗି ରହିଛି । ଏମାନଙ୍କ ମଧ୍ୟରେ ଆଇନଗତ ଲଢେଇ ଉଚ୍ଚତମ ନ୍ୟାୟାଳୟରେ ଚାଲିଥିବା ବେଳେ ଆନ୍ଧ୍ର ପ୍ରଦେଶ ଦ୍ଵାରା ଏହି ଅଞ୍ଚଳରେ ପଞ୍ଚାୟତ ନିର୍ବାଚନ କରାଯିବାକୁ ନେଇ ଅନେକ ବାର ଉତ୍ତେଜନା ସୃଷ୍ଟି ହୋଇଛି । କୋଟିଆ ପଞ୍ଚାୟତର ନେରେଡିବାଲାସା ଠାରେ ପ୍ରତିଷ୍ଠା ହେବ ଜଗନ୍ନାଥ ମନ୍ଦିର। ତେବେ କୋଟିଆରୁ ଆନ୍ଧ୍ରପ୍ରଦେଶର ସାଲୁର ଆଡକୁ ଲମ୍ବିଥିବା ସଡକରେ ଓଡିଶାର ଶେଷ ଗ୍ରାମ ନେରେଡିବାଲାସାର କିଛି ବାସିନ୍ଦା ସେହି ଗ୍ରାମରେ ଅବହେଳିତ ହୋଇ ରହିଥିବା ଗ୍ରାମଦେବୀଙ୍କ ମନ୍ଦିରର ପୁନରୁତ୍ଥାନ କରିବା ପାଇଁ ଅନୁରୋଧ କରିଥିଲେ । ପରେ ଗଦାଧର ପରିଡାଙ୍କ ଅଧ୍ୟକ୍ଷତାରେ ଗତ ରବିବାର ଦିନ ଏକ ଟିମ ସେହି ଅଞ୍ଚଳକୁ ଗସ୍ତ କରିଥିଲେ । ସେଠାରେ ପହଞ୍ଚିବା ପରେ ସେମାନେ ଅବହେଳିତ ହୋଇ ରହିଥିବା ଦେବୀ ମନ୍ଦିରର ଉନ୍ନତି ପାଇଁ ଯୋଜନା କରୁଥିବା ସମୟରେ ଗ୍ରାମବାସୀ କୋଟିଆରେ ପ୍ରତିଷ୍ଠା କରାଯାଇଥିବା ଜଗନ୍ନାଥ ମନ୍ଦିର ଭଳି ଆଉ ଏକ ମନ୍ଦିର ନେରେଡିବାଲାସାଠାରେ ମଧ୍ୟ ସ୍ଥାପନା କରିବା ପାଇଁ ଅନୁରୋଧ କରିଥିଲେ । କିନ୍ତୁ କୋଟିଆ ଭଳି ସମ୍ପୂର୍ଣ ଜଗନ୍ନାଥ ମନ୍ଦିର ନିର୍ମାଣ କରିବା ସମ୍ଭବ ହେଉନଥିବା କାରଣରୁ ପତିତପାବନ

ମନ୍ଦିର ପ୍ରତିଷ୍ଠା କରିବା ପାଇଁ ନିଷ୍ପତ୍ତି ନିଆଯାଇଛି । ସେହି ମନ୍ଦିର ନିର୍ମାଣ ପାଇଁ ଆର୍ଥିକ ସହଯୋଗ କରିବା ପାଇଁ ମଧ୍ୟ ଜଣେ ଦାତା ଆଗକୁ ଆସିଥିବା ଯୋଗୁଁ ଜୁଲାଇ ମାସ ମଧ୍ୟରେ ହିଁ ମନ୍ଦିର କାର୍ଯ୍ୟ ସମ୍ପନ୍ନ କରାଯିବ ବୋଲି ଶ୍ରୀ ପରିଡା ଜଣାଇଛନ୍ତି । ଏହି ମନ୍ଦିର ପ୍ରତିଷ୍ଠା ହେବା ଫଳରେ ସେହି ଅଞ୍ଚଳରେ ରହୁଥିବା ଓଡିଆ ସଂସ୍କୃତି ପ୍ରେମୀଙ୍କ ମଧ୍ୟରେ ଜଗନ୍ନାଥଙ୍କୁ ଦର୍ଶନ କରିବାର ବ୍ୟାକୁଳତା ପ୍ରଶମନ ହୋଇପାରିବ ବୋଲି ସେ ମତ ରଖିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   14-Oct-2026
  ଜିଲ୍ଲା  
ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   14-Oct-2026
  ଜିଲ୍ଲା  
*ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   14-Oct-2026
  ଜିଲ୍ଲା  
୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ   14-Oct-2026
  ଜିଲ୍ଲା  
ଜିଲ୍ଲାର ପଞ୍ଜିକୃତଗାଡିକୁ ଟୋଲଟେକ୍ସ ଫ୍ରି କରିବାକୁ ବଲାଙ୍ଗୀର ଟୋଲପ୍ଲାଜା ଏକ୍ସନକମିଟିର ଦାବି   14-Oct-2026
  ଜିଲ୍ଲା  
ନବ ନିର୍ମିତ ପୂଜା ମଣ୍ଡପ (ଗାନ୍ଧି ପାଠାଗାର) ଟିକ୍ରାପଡା ର ଉଦ୍‌ଘାଟନୀ ଉତ୍ସବ ୧୬ରେ    14-Oct-2026
  ଜିଲ୍ଲା  
ସିଦ୍ଧାର୍ଥ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ହତ୍ୟା ଧମକ(ପୋଲିସ ଛାଉଣୀରେ କଲେଜ ପରିସର)   14-Oct-2026
  ଜିଲ୍ଲା  
*ଡାବୁଗାଁରେ ବ୍ଲକ୍ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ ଅନୁଷ୍ଠିତ*   14-Oct-2026
  ଜିଲ୍ଲା  
ନଭେମ୍ବର ୧ରେ ପିତାମ୍ବର ସ୍ଵରାକି ଫୁଟବଲ ଟୁର୍ଣ୍ଣାମେଣ୍ଟ   14-Oct-2026
  ଜିଲ୍ଲା  
ସିନ୍ଦୁରପଙ୍କରେ ବିଜୟା ଦଶମୀରେ ରାବଣ ଦରବାର ମହାରାଜ ରାବଣ ଭୂମିକାରେ ଅଭିନୟ କରିବେ ବିଶିଷ୍ଟ କଳାକାର କମଳ ଲୋଚନ ପଣ୍ଡା   14-Oct-2026
ସମ୍ବଲପୁର ଜିଲ୍ଲାର ୧୪ଟି ସ୍ୱାସ୍ଥ୍ୟକେନ୍ଦ୍ରରେ ନିଯୁକ୍ତ ହେଲେ ନୂତନ ଡାକ୍ତର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ହସ୍ତକ୍ଷେପକୁ ଶ୍ରେୟ; ଜିଲ୍ଲାପାଳଙ୍କୁ ମଧ୍ୟ କୃତଜ୍ଞତା ଜଣାଇଲେ ମିତ୍ରଭାନୁ ଓ ଡା. ରାଜାରାମ   14-Oct-2026
  ଜିଲ୍ଲା  
ନଅଗାଁ-କ କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ   14-Oct-2026

You Might Also Like