-+91-9937148622 |

prerana_bgr@rediffmail.com |

  Wednesday 14th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   (14-Oct-2026)       ||      *ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   (14-Oct-2026)       ||      ୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ    (14-Oct-2026)       ||      ଜିଲ୍ଲାର ପଞ୍ଜିକୃତଗାଡିକୁ ଟୋଲଟେକ୍ସ ଫ୍ରି କରିବାକୁ ବଲାଙ୍ଗୀର ଟୋଲପ୍ଲାଜା ଏକ୍ସନକମିଟିର ଦାବି   (14-Oct-2026)       ||      ନବ ନିର୍ମିତ ପୂଜା ମଣ୍ଡପ (ଗାନ୍ଧି ପାଠାଗାର) ଟିକ୍ରାପଡା ର ଉଦ୍‌ଘାଟନୀ ଉତ୍ସବ ୧୬ରେ    (14-Oct-2026)       ||      ସିଦ୍ଧାର୍ଥ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ହତ୍ୟା ଧମକ(ପୋଲିସ ଛାଉଣୀରେ କଲେଜ ପରିସର)   (14-Oct-2026)       ||      *ଡାବୁଗାଁରେ ବ୍ଲକ୍ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ ଅନୁଷ୍ଠିତ*   (14-Oct-2026)       ||      ନଭେମ୍ବର ୧ରେ ପିତାମ୍ବର ସ୍ଵରାକି ଫୁଟବଲ ଟୁର୍ଣ୍ଣାମେଣ୍ଟ   (14-Oct-2026)       ||      ସିନ୍ଦୁରପଙ୍କରେ ବିଜୟା ଦଶମୀରେ ରାବଣ ଦରବାର ମହାରାଜ ରାବଣ ଭୂମିକାରେ ଅଭିନୟ କରିବେ ବିଶିଷ୍ଟ କଳାକାର କମଳ ଲୋଚନ ପଣ୍ଡା   (14-Oct-2026)       ||      ସମ୍ବଲପୁର ଜିଲ୍ଲାର ୧୪ଟି ସ୍ୱାସ୍ଥ୍ୟକେନ୍ଦ୍ରରେ ନିଯୁକ୍ତ ହେଲେ ନୂତନ ଡାକ୍ତର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ହସ୍ତକ୍ଷେପକୁ ଶ୍ରେୟ; ଜିଲ୍ଲାପାଳଙ୍କୁ ମଧ୍ୟ କୃତଜ୍ଞତା ଜଣାଇଲେ ମିତ୍ରଭାନୁ ଓ ଡା. ରାଜାରାମ   (14-Oct-2026)       ||      ନଅଗାଁ-କ କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ   (14-Oct-2026)       ||      ବଲାଙ୍ଗୀରଠାରେ ଅନୁଷ୍ଠିତ ହେଲା ଅଖିଳ ଓଡ଼ିଶା ନ୍ୟାୟିକ କର୍ମଚାରୀ ସଂଘର ରାଜ୍ୟସ୍ତରୀୟ ସାଧାରଣ ପରିଷଦ ବୈଠକ   (13-Oct-2026)       ||      ୩ ହଜାର ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ସଇଁତଲା ଆର ଆଇ ଙ୍କୁ ଧରିଲା ଭିଜିଲାନ୍ସ ବିଭାଗ    (13-Oct-2026)       ||      *ନବରଙ୍ଗପୁରରେ ନୂତନ ଜିଲ୍ଲାପାଳଙ୍କ ଦାୟିତ୍ୱ ଗ୍ରହଣ*   (13-Oct-2026)       ||      ବଲାଙ୍ଗୀର ତହସିଲର ଅବ୍ୟବସ୍ଥା ନେଇ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ସଭାପତି ଙ୍କ ପ୍ରତିକ୍ରିୟା: କପି ଟିଏ ପାଇବା ପାଇଁ ଲୋକଙ୍କୁ ମାସ ମାସ ଧରି ଅପେକ୍ଷା କରିବାକୁ ପଡୁଛି    (13-Oct-2026)       ||      ଚନ୍ଦ୍ରଘଣ୍ଟା ବେଶରେ ଦର୍ଶନ ଦେଲେ ମାଁ ଚରଦେଇ   (13-Oct-2026)       ||      ଜିଲ୍ଲା ସମବାୟ ବିଭାଗ, ହସ୍ତତନ୍ତ ଓ ବୟନ ଶିଳ୍ପ ବିଭାଗର ମିଳିତ ଆନୁକୂଲ୍ୟରେ ରଙ୍ଗୋଲି ରାଷ୍ଟ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ   (13-Oct-2026)       ||      ବଲାଙ୍ଗୀରରେ ରାଜ୍ୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତା   (13-Oct-2026)       ||      ଓମ୍‌ ଭ୍ୟାଲି ଶିକ୍ଷାନୁଷ୍ଠାନରେ ୧୧ତମ ବାଟାଲିୟନ ଦ୍ଵାରା ଏନ୍‌.ସି.ସି.ପ୍ରଶିକ୍ଷଣ ଶିବିରର ଉଦ୍‌ଯାପିତ    (13-Oct-2026)       ||      ପାଟଣେଶ୍ୱରୀ ଦେବୀପୀଠରେ ନବରାତ୍ରପୂଜା   (13-Oct-2026)       ||     

HOME   ଜିଲ୍ଲା

ବର୍ଷା ମାସରେ ବି ପାଣି ପାଇଁ ଚିନ୍ତା : ଶାସ୍ତ୍ରୀ ନଗର ରେ ପାନୀୟ ଜଳର ଉତ୍କଟ ସମସ୍ୟା

08-Jul-2021



ବଲାଙ୍ଗୀର - ଜଳ ହିଁ ଜୀବନ । ସଭିଏଁ ସ୍ୱଚ୍ଛ ଜଳ ପାଇବାର ଅଧିକାର ଅଛି । କିନ୍ତୁ ବଲାଙ୍ଗୀର ଶାସ୍ତ୍ରୀ ନଗର  ୱାର୍ଡ ନମ୍ବର ୨୧ ରେ ପାଇପ ଜଳ ଆସୁନଥିବାରୁ ୱାର୍ଡ ବାସି ପାନୀୟ ଜଳ ରୁ ବଞ୍ଚିତ ଥିବା ପରିଲକ୍ଷିତ ହୁଏ ।ପ୍ରାୟ ୧୫୦୦ ଜନସଂଖ୍ୟା ବିଶିଷ୍ଟ ଶାସ୍ତ୍ରୀ ନଗର ରେ ଗତ ତା ୩.୧୧.୨୦୨୦ ରୁ ନଳ ପାଣି ବର୍ତମାନ ପର୍ଯ୍ୟନ୍ତ ଆସୁନଥିବା ୱାର୍ଡ ବାସି ଅଭିଯୋଗ କରିଛନ୍ତି । ଅନେକ ଥର ପି ଏଚ ଡି ଅଫିସ କୁ ଦୌଡ଼ି ଦୌଡ଼ି ନୟାନ୍ତ ହୋଇ ସାରିଲେଣି । ଯାହାକୁ ଗୁହାରି କଲେ ମଧ୍ୟ କେହି ଶୁଣୁ ନ ଥିବା ପ୍ରକାଶ କରିଛନ୍ତି । କରୋନା ସମୟରେ ଲୋକେ ଜଳାଭାବ ଯୋଗୁ ପାନୀୟ ଜଳ ନ ପାଇ ଅନ୍ୟ ଜଳ ଉତ୍ସ ଉପରେ ନିର୍ଭର କରୁଛନ୍ତି । ପାନୀୟ ଜଳ ଅଭାବ ରେ ୱାର୍ଡ ବାସି ଙ୍କ ସ୍ବାସ୍ଥ୍ୟ ରେ ଯଦି କିଛି ଅବନତି ଘଟେ ତେବେ

ଜନସ୍ବାସ୍ଥ୍ୟ ବିଭାଗ ଦାୟୀ ରହିବେ ବୋଲି କହିଛନ୍ତି । ଟେଙ୍କର ରେ ପାଣି ଏହି ୱାର୍ଡ କୁ ଦିଆଯାଉନଥିବାରୁ ପାନୀୟ ଜଳ ପାଇଁ ଜନ ଅସନ୍ତୋଷ ଦେଖା ଦେଇଛି । ଜନସ୍ବାସ୍ଥ୍ୟ ବିଭାଗ ଏସ ଡି ଓ  ସୁବ୍ରତ ନାଏକ ଙ୍କୁ ଏ ସମ୍ପର୍କରେ ବୁଝିବା ପାଇଁ ମୋବାଇଲ ରେ ଫୋନ୍ କରିଥିଲେ ମଧ୍ୟ ସେ କଲ ରିସିଭ କରି ନ ଥିଲେ । ଯଥା ଶୀଘ୍ର ଜନସ୍ବାସ୍ଥ୍ୟ ବିଭାଗ ୨୧ ନମ୍ବର ୱାର୍ଡ କୁ ପାନୀୟ ଜଳ ଯୋଗାଇବା ପାଇଁ ଅଞ୍ଚଳବାସୀ ଅନୁରୋଧ କରିଛନ୍ତି ।ୱାର୍ଡ ବାସି କିଭଳି ପାନୀୟ ଜଳ ପାଇବେ ସେଥି ପ୍ରତି ପି ଏଚ୍ ଡି ଏକ୍ଜିକ୍ୟୁଟିଭ ଇଂଜିନିୟର  ଦୃଷ୍ଟି ଦେବେ ବୋଲି ଦାବି ହୁଏ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   14-Oct-2026
  ଜିଲ୍ଲା  
*ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   14-Oct-2026
  ଜିଲ୍ଲା  
୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ   14-Oct-2026
  ଜିଲ୍ଲା  
ଜିଲ୍ଲାର ପଞ୍ଜିକୃତଗାଡିକୁ ଟୋଲଟେକ୍ସ ଫ୍ରି କରିବାକୁ ବଲାଙ୍ଗୀର ଟୋଲପ୍ଲାଜା ଏକ୍ସନକମିଟିର ଦାବି   14-Oct-2026
  ଜିଲ୍ଲା  
ନବ ନିର୍ମିତ ପୂଜା ମଣ୍ଡପ (ଗାନ୍ଧି ପାଠାଗାର) ଟିକ୍ରାପଡା ର ଉଦ୍‌ଘାଟନୀ ଉତ୍ସବ ୧୬ରେ    14-Oct-2026
  ଜିଲ୍ଲା  
ସିଦ୍ଧାର୍ଥ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ହତ୍ୟା ଧମକ(ପୋଲିସ ଛାଉଣୀରେ କଲେଜ ପରିସର)   14-Oct-2026
  ଜିଲ୍ଲା  
*ଡାବୁଗାଁରେ ବ୍ଲକ୍ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ ଅନୁଷ୍ଠିତ*   14-Oct-2026
  ଜିଲ୍ଲା  
ନଭେମ୍ବର ୧ରେ ପିତାମ୍ବର ସ୍ଵରାକି ଫୁଟବଲ ଟୁର୍ଣ୍ଣାମେଣ୍ଟ   14-Oct-2026
  ଜିଲ୍ଲା  
ସିନ୍ଦୁରପଙ୍କରେ ବିଜୟା ଦଶମୀରେ ରାବଣ ଦରବାର ମହାରାଜ ରାବଣ ଭୂମିକାରେ ଅଭିନୟ କରିବେ ବିଶିଷ୍ଟ କଳାକାର କମଳ ଲୋଚନ ପଣ୍ଡା   14-Oct-2026
ସମ୍ବଲପୁର ଜିଲ୍ଲାର ୧୪ଟି ସ୍ୱାସ୍ଥ୍ୟକେନ୍ଦ୍ରରେ ନିଯୁକ୍ତ ହେଲେ ନୂତନ ଡାକ୍ତର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ହସ୍ତକ୍ଷେପକୁ ଶ୍ରେୟ; ଜିଲ୍ଲାପାଳଙ୍କୁ ମଧ୍ୟ କୃତଜ୍ଞତା ଜଣାଇଲେ ମିତ୍ରଭାନୁ ଓ ଡା. ରାଜାରାମ   14-Oct-2026
  ଜିଲ୍ଲା  
ନଅଗାଁ-କ କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ   14-Oct-2026
  ଜିଲ୍ଲା  
ବଲାଙ୍ଗୀରଠାରେ ଅନୁଷ୍ଠିତ ହେଲା ଅଖିଳ ଓଡ଼ିଶା ନ୍ୟାୟିକ କର୍ମଚାରୀ ସଂଘର ରାଜ୍ୟସ୍ତରୀୟ ସାଧାରଣ ପରିଷଦ ବୈଠକ   13-Oct-2026

You Might Also Like