-+91-9937148622 |

prerana_bgr@rediffmail.com |

  Wednesday 14th October 2026 |

| | | |

R.N.I. Regd No. ODIODI/2010/46693

Breaking News

*ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   (14-Oct-2026)       ||      ୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ    (14-Oct-2026)       ||      ଜିଲ୍ଲାର ପଞ୍ଜିକୃତଗାଡିକୁ ଟୋଲଟେକ୍ସ ଫ୍ରି କରିବାକୁ ବଲାଙ୍ଗୀର ଟୋଲପ୍ଲାଜା ଏକ୍ସନକମିଟିର ଦାବି   (14-Oct-2026)       ||      ନବ ନିର୍ମିତ ପୂଜା ମଣ୍ଡପ (ଗାନ୍ଧି ପାଠାଗାର) ଟିକ୍ରାପଡା ର ଉଦ୍‌ଘାଟନୀ ଉତ୍ସବ ୧୬ରେ    (14-Oct-2026)       ||      ସିଦ୍ଧାର୍ଥ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ହତ୍ୟା ଧମକ(ପୋଲିସ ଛାଉଣୀରେ କଲେଜ ପରିସର)   (14-Oct-2026)       ||      *ଡାବୁଗାଁରେ ବ୍ଲକ୍ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ ଅନୁଷ୍ଠିତ*   (14-Oct-2026)       ||      ନଭେମ୍ବର ୧ରେ ପିତାମ୍ବର ସ୍ଵରାକି ଫୁଟବଲ ଟୁର୍ଣ୍ଣାମେଣ୍ଟ   (14-Oct-2026)       ||      ସିନ୍ଦୁରପଙ୍କରେ ବିଜୟା ଦଶମୀରେ ରାବଣ ଦରବାର ମହାରାଜ ରାବଣ ଭୂମିକାରେ ଅଭିନୟ କରିବେ ବିଶିଷ୍ଟ କଳାକାର କମଳ ଲୋଚନ ପଣ୍ଡା   (14-Oct-2026)       ||      ସମ୍ବଲପୁର ଜିଲ୍ଲାର ୧୪ଟି ସ୍ୱାସ୍ଥ୍ୟକେନ୍ଦ୍ରରେ ନିଯୁକ୍ତ ହେଲେ ନୂତନ ଡାକ୍ତର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ହସ୍ତକ୍ଷେପକୁ ଶ୍ରେୟ; ଜିଲ୍ଲାପାଳଙ୍କୁ ମଧ୍ୟ କୃତଜ୍ଞତା ଜଣାଇଲେ ମିତ୍ରଭାନୁ ଓ ଡା. ରାଜାରାମ   (14-Oct-2026)       ||      ନଅଗାଁ-କ କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ   (14-Oct-2026)       ||      ବଲାଙ୍ଗୀରଠାରେ ଅନୁଷ୍ଠିତ ହେଲା ଅଖିଳ ଓଡ଼ିଶା ନ୍ୟାୟିକ କର୍ମଚାରୀ ସଂଘର ରାଜ୍ୟସ୍ତରୀୟ ସାଧାରଣ ପରିଷଦ ବୈଠକ   (13-Oct-2026)       ||      ୩ ହଜାର ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ସଇଁତଲା ଆର ଆଇ ଙ୍କୁ ଧରିଲା ଭିଜିଲାନ୍ସ ବିଭାଗ    (13-Oct-2026)       ||      *ନବରଙ୍ଗପୁରରେ ନୂତନ ଜିଲ୍ଲାପାଳଙ୍କ ଦାୟିତ୍ୱ ଗ୍ରହଣ*   (13-Oct-2026)       ||      ବଲାଙ୍ଗୀର ତହସିଲର ଅବ୍ୟବସ୍ଥା ନେଇ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ସଭାପତି ଙ୍କ ପ୍ରତିକ୍ରିୟା: କପି ଟିଏ ପାଇବା ପାଇଁ ଲୋକଙ୍କୁ ମାସ ମାସ ଧରି ଅପେକ୍ଷା କରିବାକୁ ପଡୁଛି    (13-Oct-2026)       ||      ଚନ୍ଦ୍ରଘଣ୍ଟା ବେଶରେ ଦର୍ଶନ ଦେଲେ ମାଁ ଚରଦେଇ   (13-Oct-2026)       ||      ଜିଲ୍ଲା ସମବାୟ ବିଭାଗ, ହସ୍ତତନ୍ତ ଓ ବୟନ ଶିଳ୍ପ ବିଭାଗର ମିଳିତ ଆନୁକୂଲ୍ୟରେ ରଙ୍ଗୋଲି ରାଷ୍ଟ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ   (13-Oct-2026)       ||      ବଲାଙ୍ଗୀରରେ ରାଜ୍ୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତା   (13-Oct-2026)       ||      ଓମ୍‌ ଭ୍ୟାଲି ଶିକ୍ଷାନୁଷ୍ଠାନରେ ୧୧ତମ ବାଟାଲିୟନ ଦ୍ଵାରା ଏନ୍‌.ସି.ସି.ପ୍ରଶିକ୍ଷଣ ଶିବିରର ଉଦ୍‌ଯାପିତ    (13-Oct-2026)       ||      ପାଟଣେଶ୍ୱରୀ ଦେବୀପୀଠରେ ନବରାତ୍ରପୂଜା   (13-Oct-2026)       ||      ମା’ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ଚନ୍ଦ୍ରଘଣ୍ଟା ବେଶ   (13-Oct-2026)       ||     

HOME   ଜିଲ୍ଲା

ନୂତନ ରେଳ ମନ୍ତ୍ରୀଙ୍କୁ ସ୍ୱାଗତ ତଥା ପଶ୍ଚିମ ଓଡିଶାରୁ କେହି କେନ୍ଦ୍ର ମନ୍ତ୍ରୀ ହୋଇନଥିବାରୁ କ୍ଷୋଭ ପ୍ରକାଶ

09-Jul-2021



ବଲାଙ୍ଗିର(ପ୍ରେରଣା ଖବର)-  ଚଳିତ କେନ୍ଦ୍ର ମନ୍ତ୍ରୀ ମଣ୍ଡଳରେ ପଶ୍ଚିମ ଓଡିଶାରୁ ପାଞ୍ଚ ଜଣ ବିଜେପି ସାଂସଦ ଥିଲେ ମଧ୍ୟ କାହାରିକୁ କେନ୍ଦ୍ର ମନ୍ତ୍ରୀମଣ୍ଡଳରେ ସ୍ଥାନ ଦେଇ ନ ଥିବାରୁ ବଲାଙ୍ଗିର ତଥା ପଶ୍ଚିମ ଓଡିଶାରେ ବୁଦ୍ଧିଜୀବୀ ମହଲରେ ଉଦ୍‌ବେଗ ପ୍ରକାଶ ପାଇଛି । କିନ୍ତୁ ଖୁସିର ବିଷୟ ବିଗତ ଦିଗରେ ଭକ୍ତ ଚରଣ ଦାସ ଏବଂ କାହ୍ନୁଚରଣ ଲେଙ୍କା ରେଳ ବିଭାଗ ରାଜ୍ୟ ମନ୍ତ୍ରୀ ହୋଇଥିବା ବେଳେ କେନ୍ଦ୍ର କ୍ୟାବିନେଟରେ ଓଡିଶାରୁ ପ୍ରତିନିଧିତ୍ୱ କରୁଥିବା ରାଜ୍ୟସଭା ସାଂସଦ ଅଶ୍ୱିନି ବୈଷ୍ଣବକୁ ରେଳ ବିଭାଗ କ୍ୟାବିନେଟ ମନ୍ତ୍ରୀ କରାଯାଇଥିବାରୁ ତାଙ୍କୁ ସ୍ୱାଗତ କରାଯାଇଛି । ତାଙ୍କ କାର୍ଯ୍ୟକାଳ ଭିତରେ ମାର୍ଚ୍ଚ ୩୧ ୨୦୨୩ ପର୍ଯ୍ୟନ୍ତ ବଲାଙ୍ଗିର- ଖୋର୍ଦ୍ଧା ରେଲୱେ ଲାଇନ ସମ୍ପୁର୍ଣ୍ଣ ହୋଇପାରିବ ବୋଲି ଆଶା ପ୍ରକାଶ କରାଯାଇଛି । ଦେଶ ସ୍ୱାଧିନତା ୭୪ ବର୍ଷ ପରେ ମଧ୍ୟ ଦେଶର ରାଜଧାନୀ ସହିତ ବଲାଙ୍ଗିର ରୁ କୌଣସି ସିଧା ସଳଖ ଟ୍ରେନ ଚଳାଚଳ କରୁନାହିଁ । ଦୁର୍ଗ-ପୁରି ଏକ୍ସପ୍ରେସ ତଥା ବଲାଙ୍ଗିର ଭୁବନେଶ୍ୱର ଇଣ୍ଟରସିଟି ଏକ୍ସପ୍ରେସ ମଧ୍ୟ କରୋନା ପ୍ରଭାବ ଯୋଗୁଁ ବର୍ତ୍ତମାନ ସୁଦ୍ଧା ଚଳାଚଳ କରୁନାହିଁ । ଏଣୁ ଏହା ତୁରନ୍ତ ଚାଲୁ କରିବା ପାଇଁ ମାନ୍ୟବର ବଲାଙ୍ଗିର ସାଂସଦଙ୍କ ଜରିଆରେ ନୂତନ ରେଳମନ୍ତ୍ରୀଙ୍କୁ ଅନୁରୋଧ କରାଯାଇଅଛି । ସମତା ଏକ୍ସପ୍ରେସ ଦୁଇ ଦିନ ବଲାଙ୍ଗିର-ବରଗଡ-ସମ୍ବଲପୁର ଦେଇ ଦିଲ୍ଲୀକୁ ଚାଲିବା ପାଇଁ ପ୍ରସ୍ତାବ ଦିଆଯାଇଛି । ଜମ୍ବୁତାବି ଏକ୍ସପ୍ରେସ ଟିଟିଲାଗଡ ପର୍ଯ୍ୟନ୍ତ ସଂପ୍ରସାରଣ ତଥା ହାଓଡା ଟିଟିଲାଗଡ ଇସ୍ପାତ ଏକ୍ସପ୍ରେସକୁ କଣ୍ଟାବାଞ୍ଜି ପର୍ଯ୍ୟନ୍ତ ସଂପ୍ରସାରଣ ପାଇଁ ଦାବି କରାଯାଇଛି । ଟିଟିଲାଗଡରୁ - ଏହ୍ଲାହାବାଦ ବନାରସ ପର୍ଯ୍ୟନ୍ତ ଏକ ଟ୍ରେନ ଚଳିବା ପାଇଁ ପ୍ରସ୍ତାବ ଦିଆଯାଇଛି । ବିଛୁପାଲି ବଲାଙ୍ଗିର ଟ୍ରେନକୁ ସକାଳରେ ଭୁବନେଶ୍ୱର ପର୍ଯ୍ୟନ୍ତ ଚଳାଚଳ କରିବା ପାଇଁ ଦାବି କରାଯାଇଛିି । ବଲାଙ୍ଗିର-ଖୋର୍ଦ୍ଧା ରେଲୱେ ଲାଇନ ଯୁଦ୍ଧକାଳିନ ଭିତ୍ତିରେ ନିର୍ମାଣ କାମ ଆଗେଇବା ପାଇଁ ମାନ୍ୟବର ରେଳମନ୍ତ୍ରୀଙ୍କୁ ବଲାଙ୍ଗିର ସାଂସଦଙ୍କ ଜରିଆରେ ଅନୁରୋଧ କରାଯାଇଛି । ଏ ଦିଗରେ କନ୍ଧମାଲ ତଥା ପୁରି ଏବଂ ଭୁବନେଶ୍ୱର ସାଂସଦ ବଲାଙ୍ଗିର ସାଂସଦଙ୍କ ନେତୃତ୍ୱରେ ରେଳ ମନ୍ତ୍ରୀଙ୍କ ପାଖରେ ଦାବି କରିବା ପାଇଁ ବଲାଙ୍ଗିର ନାଗରିକ କମିଟି ତରଫରୁ ବିକ୍ରମାନନ୍ଦ ବହିଦାର, ବିଷ୍ଣୁପ୍ରସାଦ କେଡିଆ, ନିତ୍ୟାନନ୍ଦ ମିଶ୍ର, ବୃନ୍ଦାବନ ବରାଳ, ଛବିଲାଲ ବେହେରା, ନରେଶ କୁମାର ଦାଶ, ଗୋପଭୂଷଣ ନାଥ, ମନୋରଂଜନ ପୁରୋହିତ, ମନୋରଂଜନ ସାହୁ, ଧର୍ମବ୍ରତ ରଥ, ପର୍ଶୁରାମ ନାୟକ, ଗୋପବନ୍ଧୁ ପୁରୋହିତ, ଜୟରାମ ମିଶ୍ର ଇତ୍ୟାଦି ସଭ୍ୟ ଉପରୋକ୍ତ ଦାବି କରିଛନ୍ତି । ଆଗାମୀ ଦିନରେ ବଲାଙ୍ଗିର ନାଗରିକ କମିଟି ତରଫରୁ ଦିଲ୍ଲୀ ଯାଇ ମାନ୍ୟବର ବଲାଙ୍ଗିର ସାଂସଦଙ୍କ ସହିତ ନୂତନ ରେଳମନ୍ତ୍ରୀଙ୍କୁ ସାକ୍ଷାତ ଆଲୋଚନା କରାଯିବ ନିଷ୍ପତ୍ତି ନିଆଯାଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   14-Oct-2026
  ଜିଲ୍ଲା  
୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ   14-Oct-2026
  ଜିଲ୍ଲା  
ଜିଲ୍ଲାର ପଞ୍ଜିକୃତଗାଡିକୁ ଟୋଲଟେକ୍ସ ଫ୍ରି କରିବାକୁ ବଲାଙ୍ଗୀର ଟୋଲପ୍ଲାଜା ଏକ୍ସନକମିଟିର ଦାବି   14-Oct-2026
  ଜିଲ୍ଲା  
ନବ ନିର୍ମିତ ପୂଜା ମଣ୍ଡପ (ଗାନ୍ଧି ପାଠାଗାର) ଟିକ୍ରାପଡା ର ଉଦ୍‌ଘାଟନୀ ଉତ୍ସବ ୧୬ରେ    14-Oct-2026
  ଜିଲ୍ଲା  
ସିଦ୍ଧାର୍ଥ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ହତ୍ୟା ଧମକ(ପୋଲିସ ଛାଉଣୀରେ କଲେଜ ପରିସର)   14-Oct-2026
  ଜିଲ୍ଲା  
*ଡାବୁଗାଁରେ ବ୍ଲକ୍ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ ଅନୁଷ୍ଠିତ*   14-Oct-2026
  ଜିଲ୍ଲା  
ନଭେମ୍ବର ୧ରେ ପିତାମ୍ବର ସ୍ଵରାକି ଫୁଟବଲ ଟୁର୍ଣ୍ଣାମେଣ୍ଟ   14-Oct-2026
  ଜିଲ୍ଲା  
ସିନ୍ଦୁରପଙ୍କରେ ବିଜୟା ଦଶମୀରେ ରାବଣ ଦରବାର ମହାରାଜ ରାବଣ ଭୂମିକାରେ ଅଭିନୟ କରିବେ ବିଶିଷ୍ଟ କଳାକାର କମଳ ଲୋଚନ ପଣ୍ଡା   14-Oct-2026
ସମ୍ବଲପୁର ଜିଲ୍ଲାର ୧୪ଟି ସ୍ୱାସ୍ଥ୍ୟକେନ୍ଦ୍ରରେ ନିଯୁକ୍ତ ହେଲେ ନୂତନ ଡାକ୍ତର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ହସ୍ତକ୍ଷେପକୁ ଶ୍ରେୟ; ଜିଲ୍ଲାପାଳଙ୍କୁ ମଧ୍ୟ କୃତଜ୍ଞତା ଜଣାଇଲେ ମିତ୍ରଭାନୁ ଓ ଡା. ରାଜାରାମ   14-Oct-2026
  ଜିଲ୍ଲା  
ନଅଗାଁ-କ କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ   14-Oct-2026
  ଜିଲ୍ଲା  
ବଲାଙ୍ଗୀରଠାରେ ଅନୁଷ୍ଠିତ ହେଲା ଅଖିଳ ଓଡ଼ିଶା ନ୍ୟାୟିକ କର୍ମଚାରୀ ସଂଘର ରାଜ୍ୟସ୍ତରୀୟ ସାଧାରଣ ପରିଷଦ ବୈଠକ   13-Oct-2026
  ଜିଲ୍ଲା  
୩ ହଜାର ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ସଇଁତଲା ଆର ଆଇ ଙ୍କୁ ଧରିଲା ଭିଜିଲାନ୍ସ ବିଭାଗ   13-Oct-2026

You Might Also Like