-+91-9937148622 |

prerana_bgr@rediffmail.com |

  Wednesday 14th October 2026 |

| | | |

R.N.I. Regd No. ODIODI/2010/46693

Breaking News

ନବ ନିର୍ମିତ ପୂଜା ମଣ୍ଡପ (ଗାନ୍ଧି ପାଠାଗାର) ଟିକ୍ରାପଡା ର ଉଦ୍‌ଘାଟନୀ ଉତ୍ସବ ୧୬ରେ    (14-Oct-2026)       ||      ସିଦ୍ଧାର୍ଥ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ହତ୍ୟା ଧମକ(ପୋଲିସ ଛାଉଣୀରେ କଲେଜ ପରିସର)   (14-Oct-2026)       ||      *ଡାବୁଗାଁରେ ବ୍ଲକ୍ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ ଅନୁଷ୍ଠିତ*   (14-Oct-2026)       ||      ନଭେମ୍ବର ୧ରେ ପିତାମ୍ବର ସ୍ଵରାକି ଫୁଟବଲ ଟୁର୍ଣ୍ଣାମେଣ୍ଟ   (14-Oct-2026)       ||      ସିନ୍ଦୁରପଙ୍କରେ ବିଜୟା ଦଶମୀରେ ରାବଣ ଦରବାର ମହାରାଜ ରାବଣ ଭୂମିକାରେ ଅଭିନୟ କରିବେ ବିଶିଷ୍ଟ କଳାକାର କମଳ ଲୋଚନ ପଣ୍ଡା   (14-Oct-2026)       ||      ସମ୍ବଲପୁର ଜିଲ୍ଲାର ୧୪ଟି ସ୍ୱାସ୍ଥ୍ୟକେନ୍ଦ୍ରରେ ନିଯୁକ୍ତ ହେଲେ ନୂତନ ଡାକ୍ତର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ହସ୍ତକ୍ଷେପକୁ ଶ୍ରେୟ; ଜିଲ୍ଲାପାଳଙ୍କୁ ମଧ୍ୟ କୃତଜ୍ଞତା ଜଣାଇଲେ ମିତ୍ରଭାନୁ ଓ ଡା. ରାଜାରାମ   (14-Oct-2026)       ||      ନଅଗାଁ-କ କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ   (14-Oct-2026)       ||      ବଲାଙ୍ଗୀରଠାରେ ଅନୁଷ୍ଠିତ ହେଲା ଅଖିଳ ଓଡ଼ିଶା ନ୍ୟାୟିକ କର୍ମଚାରୀ ସଂଘର ରାଜ୍ୟସ୍ତରୀୟ ସାଧାରଣ ପରିଷଦ ବୈଠକ   (13-Oct-2026)       ||      ୩ ହଜାର ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ସଇଁତଲା ଆର ଆଇ ଙ୍କୁ ଧରିଲା ଭିଜିଲାନ୍ସ ବିଭାଗ    (13-Oct-2026)       ||      *ନବରଙ୍ଗପୁରରେ ନୂତନ ଜିଲ୍ଲାପାଳଙ୍କ ଦାୟିତ୍ୱ ଗ୍ରହଣ*   (13-Oct-2026)       ||      ବଲାଙ୍ଗୀର ତହସିଲର ଅବ୍ୟବସ୍ଥା ନେଇ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ସଭାପତି ଙ୍କ ପ୍ରତିକ୍ରିୟା: କପି ଟିଏ ପାଇବା ପାଇଁ ଲୋକଙ୍କୁ ମାସ ମାସ ଧରି ଅପେକ୍ଷା କରିବାକୁ ପଡୁଛି    (13-Oct-2026)       ||      ଚନ୍ଦ୍ରଘଣ୍ଟା ବେଶରେ ଦର୍ଶନ ଦେଲେ ମାଁ ଚରଦେଇ   (13-Oct-2026)       ||      ଜିଲ୍ଲା ସମବାୟ ବିଭାଗ, ହସ୍ତତନ୍ତ ଓ ବୟନ ଶିଳ୍ପ ବିଭାଗର ମିଳିତ ଆନୁକୂଲ୍ୟରେ ରଙ୍ଗୋଲି ରାଷ୍ଟ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ   (13-Oct-2026)       ||      ବଲାଙ୍ଗୀରରେ ରାଜ୍ୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତା   (13-Oct-2026)       ||      ଓମ୍‌ ଭ୍ୟାଲି ଶିକ୍ଷାନୁଷ୍ଠାନରେ ୧୧ତମ ବାଟାଲିୟନ ଦ୍ଵାରା ଏନ୍‌.ସି.ସି.ପ୍ରଶିକ୍ଷଣ ଶିବିରର ଉଦ୍‌ଯାପିତ    (13-Oct-2026)       ||      ପାଟଣେଶ୍ୱରୀ ଦେବୀପୀଠରେ ନବରାତ୍ରପୂଜା   (13-Oct-2026)       ||      ମା’ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ଚନ୍ଦ୍ରଘଣ୍ଟା ବେଶ   (13-Oct-2026)       ||      ଚୋରି ଓ ଅପରାଧର ଖିଅ ଖୋଜିବ ସିସିଟିଭି! ଦାରିଙ୍ଗବାଡ଼ିର ସବୁ ହୋଟେଲ, ରିସର୍ଟ ଓ ରେଷ୍ଟୁରାଣ୍ଟରେ କ୍ୟାମେରା ଲାଗିବା ବାଧ୍ୟତାମୂଳକ   (13-Oct-2026)       ||      ପଡାଗଡ଼ ଅଞ୍ଚଳରେ ରାତିରେ ଚାଲିଛି ବେଆଇନ କ୍ରସର, ଖଣି ମାଫିଆ ମାଲାମାଲ   (13-Oct-2026)       ||      ତୁଷୁରାରେ ମହାରାଜା ଅଗ୍ରସେନଜୀଙ୍କ ଜୟନ୍ତୀ ପାଳିତ   (13-Oct-2026)       ||     

HOME   ଜିଲ୍ଲା

ମହିମୁଣ୍ଡା ନୋଡାଲ ଉଚ୍ଚ ବିଦ୍ୟାଳୟରେ ବନମହୋତ୍ସବ ପାଳିତ

08-Jul-2021



ବଲାଙ୍ଗିର,(ପ୍ରେରଣା ଖବର)- ପୁଇଁନ୍ତଲା ବ୍ଲକ ଅନ୍ତର୍ଗତ ମହିମୁଣ୍ଡା ନୋଡାଲ ଉଚ୍ଚ ବିଦ୍ୟାଳୟ ଠାରେ ବନମହୋତ୍ସବ ପାଳିତ ହୋଇଯାଇଛି । ସର୍ବ ପ୍ରଥମେ ବିଦ୍ୟାଳୟରେ ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ କିରଣମୟୀ ପଟ୍ଟନାୟକଙ୍କ ସଭାପତିତ୍ୱରେ ଏକ ସଭା ଆୟୋଜିତ ହୋଇଥିବା ବେଳେ ବୃକ୍ଷ ରୋପଣର ଉଦ୍ଦେଶ୍ୟ ପରିକଳ୍ପନା କରିଥିଲେ ଶ୍ରୀମତୀ ପଟ୍ଟନାୟକ । ଇକୋ କ୍ଲବର ସାଧନକର୍ମୀ ଶିକ୍ଷକ ତଥା ରାମଜୀ ଉଚ୍ଚ ବିଦ୍ୟାଳୟ କୁରୁଲର ପ୍ରଧାନ ଶିକ୍ଷକ ସୁବାଷ ଚନ୍ଦ୍ର ପଣ୍ଡା ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ ପରିବେଶ କୁ ସରକ୍ଷିତ, ସୁନ୍ଦର ଏବଂ ବୃକ୍ଷରୋପଣର ମହତ୍ତ୍ୱ ବିଷୟରେ ଆଲୋକପାତ କରିଥିଲେ । ବିଦ୍ୟାଳୟର ଭୂତପୂର୍ବ ପ୍ରଧାନ ଶିକ୍ଷକ ରାମ ଶଙ୍କର ପ୍ରସାଦ ବିଶ୍ୱାଲ ଉକ୍ତ ଉତ୍ସବରେ ଯୋଗଦେଇ ବିଭିନ୍ନ ରାଜ୍ୟରେ କିଭଳି ଭାବରେ ବୃକ୍ଷରୋପଣ କରାଯାଉଛି ତାର ବିଷଦ ଚିତ୍ର ଉପସ୍ଥାପନ କରିଥିଲେ । ମହିମୁଣ୍ଡା ଗ୍ରାମ ପଞ୍ଚାୟତର ସରପଞ୍ଚ ଅନନ୍ତ ପ୍ରଧାନ ଯୋଗଦେଇ ବୃକ୍ଷରୋପଣ ନିମନ୍ତେ ସରକାରଙ୍କ କିଭଳି ବିଧି ବ୍ୟବସ୍ଥା ତଥା ଯୋଜନା ବିଷୟରେ ମନ୍ତବ୍ୟ ରଖିଥିଲେ । ସଭା ଶେଷ ହେବା ପରେ ବିଦ୍ୟାଳୟର ବରିଷ୍ଠ ଶିକ୍ଷକ ରାଜେଶ କୁମାର ମିଶ୍ର ଓ ସମସ୍ତ ଶିକ୍ଷକ, ଶିକ୍ଷୟତ୍ରୀ ତଥା କର୍ମଚାରୀ ବିଦ୍ୟାଳୟ ପରିସରରେ ବୃକ୍ଷ ରୋପଣ କରିଥିଲେ । ପରିଶେଷରେ ବିଦ୍ୟାଳୟର ଇକୋକ୍ଲବ ଦାୟିତ୍ୱରେ ଥିବା ଶିକ୍ଷକ ବିନୋଦ କୁମାର ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ । 
 


News Comment




Photo in News

Advertisment
Lastest News
  ଜିଲ୍ଲା  
ନବ ନିର୍ମିତ ପୂଜା ମଣ୍ଡପ (ଗାନ୍ଧି ପାଠାଗାର) ଟିକ୍ରାପଡା ର ଉଦ୍‌ଘାଟନୀ ଉତ୍ସବ ୧୬ରେ    14-Oct-2026
  ଜିଲ୍ଲା  
ସିଦ୍ଧାର୍ଥ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ହତ୍ୟା ଧମକ(ପୋଲିସ ଛାଉଣୀରେ କଲେଜ ପରିସର)   14-Oct-2026
  ଜିଲ୍ଲା  
*ଡାବୁଗାଁରେ ବ୍ଲକ୍ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ ଅନୁଷ୍ଠିତ*   14-Oct-2026
  ଜିଲ୍ଲା  
ନଭେମ୍ବର ୧ରେ ପିତାମ୍ବର ସ୍ଵରାକି ଫୁଟବଲ ଟୁର୍ଣ୍ଣାମେଣ୍ଟ   14-Oct-2026
  ଜିଲ୍ଲା  
ସିନ୍ଦୁରପଙ୍କରେ ବିଜୟା ଦଶମୀରେ ରାବଣ ଦରବାର ମହାରାଜ ରାବଣ ଭୂମିକାରେ ଅଭିନୟ କରିବେ ବିଶିଷ୍ଟ କଳାକାର କମଳ ଲୋଚନ ପଣ୍ଡା   14-Oct-2026
ସମ୍ବଲପୁର ଜିଲ୍ଲାର ୧୪ଟି ସ୍ୱାସ୍ଥ୍ୟକେନ୍ଦ୍ରରେ ନିଯୁକ୍ତ ହେଲେ ନୂତନ ଡାକ୍ତର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ହସ୍ତକ୍ଷେପକୁ ଶ୍ରେୟ; ଜିଲ୍ଲାପାଳଙ୍କୁ ମଧ୍ୟ କୃତଜ୍ଞତା ଜଣାଇଲେ ମିତ୍ରଭାନୁ ଓ ଡା. ରାଜାରାମ   14-Oct-2026
  ଜିଲ୍ଲା  
ନଅଗାଁ-କ କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ   14-Oct-2026
  ଜିଲ୍ଲା  
ବଲାଙ୍ଗୀରଠାରେ ଅନୁଷ୍ଠିତ ହେଲା ଅଖିଳ ଓଡ଼ିଶା ନ୍ୟାୟିକ କର୍ମଚାରୀ ସଂଘର ରାଜ୍ୟସ୍ତରୀୟ ସାଧାରଣ ପରିଷଦ ବୈଠକ   13-Oct-2026
  ଜିଲ୍ଲା  
୩ ହଜାର ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ସଇଁତଲା ଆର ଆଇ ଙ୍କୁ ଧରିଲା ଭିଜିଲାନ୍ସ ବିଭାଗ   13-Oct-2026
  ଜିଲ୍ଲା  
*ନବରଙ୍ଗପୁରରେ ନୂତନ ଜିଲ୍ଲାପାଳଙ୍କ ଦାୟିତ୍ୱ ଗ୍ରହଣ*   13-Oct-2026
  ଜିଲ୍ଲା  
ବଲାଙ୍ଗୀର ତହସିଲର ଅବ୍ୟବସ୍ଥା ନେଇ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ସଭାପତି ଙ୍କ ପ୍ରତିକ୍ରିୟା: କପି ଟିଏ ପାଇବା ପାଇଁ ଲୋକଙ୍କୁ ମାସ ମାସ ଧରି ଅପେକ୍ଷା କରିବାକୁ ପଡୁଛି   13-Oct-2026
  ଜିଲ୍ଲା  
ଚନ୍ଦ୍ରଘଣ୍ଟା ବେଶରେ ଦର୍ଶନ ଦେଲେ ମାଁ ଚରଦେଇ   13-Oct-2026

You Might Also Like