-+91-9937148622 |

prerana_bgr@rediffmail.com |

  Wednesday 14th October 2026 |

| | | |

R.N.I. Regd No. ODIODI/2010/46693

Breaking News

ନବ ନିର୍ମିତ ପୂଜା ମଣ୍ଡପ (ଗାନ୍ଧି ପାଠାଗାର) ଟିକ୍ରାପଡା ର ଉଦ୍‌ଘାଟନୀ ଉତ୍ସବ ୧୬ରେ    (14-Oct-2026)       ||      ସିଦ୍ଧାର୍ଥ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ହତ୍ୟା ଧମକ(ପୋଲିସ ଛାଉଣୀରେ କଲେଜ ପରିସର)   (14-Oct-2026)       ||      *ଡାବୁଗାଁରେ ବ୍ଲକ୍ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ ଅନୁଷ୍ଠିତ*   (14-Oct-2026)       ||      ନଭେମ୍ବର ୧ରେ ପିତାମ୍ବର ସ୍ଵରାକି ଫୁଟବଲ ଟୁର୍ଣ୍ଣାମେଣ୍ଟ   (14-Oct-2026)       ||      ସିନ୍ଦୁରପଙ୍କରେ ବିଜୟା ଦଶମୀରେ ରାବଣ ଦରବାର ମହାରାଜ ରାବଣ ଭୂମିକାରେ ଅଭିନୟ କରିବେ ବିଶିଷ୍ଟ କଳାକାର କମଳ ଲୋଚନ ପଣ୍ଡା   (14-Oct-2026)       ||      ସମ୍ବଲପୁର ଜିଲ୍ଲାର ୧୪ଟି ସ୍ୱାସ୍ଥ୍ୟକେନ୍ଦ୍ରରେ ନିଯୁକ୍ତ ହେଲେ ନୂତନ ଡାକ୍ତର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ହସ୍ତକ୍ଷେପକୁ ଶ୍ରେୟ; ଜିଲ୍ଲାପାଳଙ୍କୁ ମଧ୍ୟ କୃତଜ୍ଞତା ଜଣାଇଲେ ମିତ୍ରଭାନୁ ଓ ଡା. ରାଜାରାମ   (14-Oct-2026)       ||      ନଅଗାଁ-କ କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ   (14-Oct-2026)       ||      ବଲାଙ୍ଗୀରଠାରେ ଅନୁଷ୍ଠିତ ହେଲା ଅଖିଳ ଓଡ଼ିଶା ନ୍ୟାୟିକ କର୍ମଚାରୀ ସଂଘର ରାଜ୍ୟସ୍ତରୀୟ ସାଧାରଣ ପରିଷଦ ବୈଠକ   (13-Oct-2026)       ||      ୩ ହଜାର ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ସଇଁତଲା ଆର ଆଇ ଙ୍କୁ ଧରିଲା ଭିଜିଲାନ୍ସ ବିଭାଗ    (13-Oct-2026)       ||      *ନବରଙ୍ଗପୁରରେ ନୂତନ ଜିଲ୍ଲାପାଳଙ୍କ ଦାୟିତ୍ୱ ଗ୍ରହଣ*   (13-Oct-2026)       ||      ବଲାଙ୍ଗୀର ତହସିଲର ଅବ୍ୟବସ୍ଥା ନେଇ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ସଭାପତି ଙ୍କ ପ୍ରତିକ୍ରିୟା: କପି ଟିଏ ପାଇବା ପାଇଁ ଲୋକଙ୍କୁ ମାସ ମାସ ଧରି ଅପେକ୍ଷା କରିବାକୁ ପଡୁଛି    (13-Oct-2026)       ||      ଚନ୍ଦ୍ରଘଣ୍ଟା ବେଶରେ ଦର୍ଶନ ଦେଲେ ମାଁ ଚରଦେଇ   (13-Oct-2026)       ||      ଜିଲ୍ଲା ସମବାୟ ବିଭାଗ, ହସ୍ତତନ୍ତ ଓ ବୟନ ଶିଳ୍ପ ବିଭାଗର ମିଳିତ ଆନୁକୂଲ୍ୟରେ ରଙ୍ଗୋଲି ରାଷ୍ଟ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ   (13-Oct-2026)       ||      ବଲାଙ୍ଗୀରରେ ରାଜ୍ୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତା   (13-Oct-2026)       ||      ଓମ୍‌ ଭ୍ୟାଲି ଶିକ୍ଷାନୁଷ୍ଠାନରେ ୧୧ତମ ବାଟାଲିୟନ ଦ୍ଵାରା ଏନ୍‌.ସି.ସି.ପ୍ରଶିକ୍ଷଣ ଶିବିରର ଉଦ୍‌ଯାପିତ    (13-Oct-2026)       ||      ପାଟଣେଶ୍ୱରୀ ଦେବୀପୀଠରେ ନବରାତ୍ରପୂଜା   (13-Oct-2026)       ||      ମା’ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ଚନ୍ଦ୍ରଘଣ୍ଟା ବେଶ   (13-Oct-2026)       ||      ଚୋରି ଓ ଅପରାଧର ଖିଅ ଖୋଜିବ ସିସିଟିଭି! ଦାରିଙ୍ଗବାଡ଼ିର ସବୁ ହୋଟେଲ, ରିସର୍ଟ ଓ ରେଷ୍ଟୁରାଣ୍ଟରେ କ୍ୟାମେରା ଲାଗିବା ବାଧ୍ୟତାମୂଳକ   (13-Oct-2026)       ||      ପଡାଗଡ଼ ଅଞ୍ଚଳରେ ରାତିରେ ଚାଲିଛି ବେଆଇନ କ୍ରସର, ଖଣି ମାଫିଆ ମାଲାମାଲ   (13-Oct-2026)       ||      ତୁଷୁରାରେ ମହାରାଜା ଅଗ୍ରସେନଜୀଙ୍କ ଜୟନ୍ତୀ ପାଳିତ   (13-Oct-2026)       ||     

HOME   ଜିଲ୍ଲା

ସଂସ୍କୃତ ଭାରତୀ ବଲାଙ୍ଗିର ଦ୍ୱାରା ସଂସ୍କୃତ ବ୍ୟାକରଣ ବର୍ଗ ଉଦ୍‌ଘାଟିତ

08-Jul-2021



ବଲାଙ୍ଗିର,(ପ୍ରେରଣା ଖବର)- ସଂସ୍କୃତର ପ୍ରଚାର ପ୍ରସାର କରି ନିତ୍ୟ ଜୀବନରେ ବ୍ୟବହାରରେ ଆଣିବା ପାଇଁ ସଂସ୍କୃତ ଭାରତୀ, ବଲାଙ୍ଗିର ଦ୍ୱାରା ବ୍ୟାକରଣ ବର୍ଗର ଉଦ୍‌ଘାଟନ ଅନ୍ ଲାଇନ ଗୁଗୁଲ ମିଟ୍ ଦ୍ୱାରା କରାଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ରାଜ୍ୟ ପ୍ରବରଣ ମଣ୍ଡଳୀ ଏସ୍‌ଏସ୍‌ବି ଭୁବନେଶ୍ୱର ସଚିବ ଡ. ମଧୁସୁଦନ ମିଶ୍ର, ବିଶିଷ୍ଟ ଅତିଥି ଅଖିଳ ଭାରତୀୟ ଗ୍ରାହକ ପଞ୍ଚାୟତର ବଲାଙ୍ଗିର ଜିଲ୍ଲାର ଅଧ୍ୟକ୍ଷ ଗୋପବନ୍ଧୁ ଶତପଥି ଏବଂ ମୁଖ୍ୟ ବକ୍ତା ଭାବେ ସଂସ୍କୃତ ଭାରତୀ ଉତ୍କଳ ର ବିଦ୍ୱତ୍ ପରିଷଦର ପ୍ରାନ୍ତ ସଂଯୋଜକ ନୃସିଂହ ଚରଣ ପଣ୍ଡା ସଂସ୍କୃତ ବ୍ୟାକରଣ ର ମହତ୍ତ୍ୱ ବିଷୟରେ ଆଲୋଚନା କରିଥିଲେ । ଜିଲ୍ଲା ଉପାଧ୍ୟକ୍ଷ ଡଃ ସତ୍ୟବ୍ରତ ମିଶ୍ର ବୈଦିକ ମଙ୍ଗଳାଚରଣ ଏବଂ ସଭା ସଂଚାଳନ, ମହିଳା ମହାବିଦ୍ୟାଳୟର ଅଧ୍ୟାପକ ତଥା ପ୍ରାନ୍ତ ସମ୍ପାଦକ ଅଜିତ କୁମାର ପଣ୍ଡା ଉଦ୍ଦେଶ୍ୟ କଥନ, ଓଏଭି ଝରଣୀର ସଂସ୍କୃତ ଶିକ୍ଷକ ତଥା ବଲାଙ୍ଗିର ଜିଲ୍ଲାର ସଂଯୋଜକ ଶେଷଦେବ ମିସ୍ର ଧେ୍‌ଜମନ୍ତ୍ର, ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ସଂସ୍କୃତ ଅଧ୍ୟାପିକା ଡଃ ପ୍ରଭାସିନୀ ପାତ୍ର ସ୍ୱାଗତ ଭାଷଣ ଏବଂ ଅତିଥି ପରିଚୟ, ଡିଏଭି କଲେଜ ଟିଟିଲାଗଡର ଡଃ ମଧୁସୂଦନ ମିଶ୍ର ଅଧ୍ୟକ୍ଷ ଭାଷଣ, ଓଏଭି ଲୋଇସିଂହାର ସଂସ୍କୃତ ଶିକ୍ଷକ ଜିତେନ୍ଦ୍ରିୟ ବଢେଇ ଧନ୍ୟବାଦ ଅର୍ପଣ କରିଥିବା ବେଳେ ଅନ୍ୟ ସମସ୍ତ କାର୍ଯ୍ୟକର୍ତ୍ତାମାନେ ମଧ୍ୟ ବିଶେଷ ସହଯୋଗ କରିଥିଲେ । ଶତାଧିକ ସଂସ୍କୃତାନୁରାଗୀ ଏହି କାର୍ଯ୍ୟକ୍ରମ ରେ ଭାଗ ନେଇ ଲାଭାନ୍ୱିତ ହୋଇଥିଲେ । ଜୁଲାଇ ୩୧ ପର୍ଯ୍ୟନ୍ତ ପ୍ରସିଦ୍ଧ ସଂସ୍କୃତ ବିଦ୍ୱାନମାନେ ଏଥିରେ ବ୍ୟାକରଣ ଜ୍ଞାନ ପ୍ରଦାନ କରିବେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନବ ନିର୍ମିତ ପୂଜା ମଣ୍ଡପ (ଗାନ୍ଧି ପାଠାଗାର) ଟିକ୍ରାପଡା ର ଉଦ୍‌ଘାଟନୀ ଉତ୍ସବ ୧୬ରେ    14-Oct-2026
  ଜିଲ୍ଲା  
ସିଦ୍ଧାର୍ଥ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ହତ୍ୟା ଧମକ(ପୋଲିସ ଛାଉଣୀରେ କଲେଜ ପରିସର)   14-Oct-2026
  ଜିଲ୍ଲା  
*ଡାବୁଗାଁରେ ବ୍ଲକ୍ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ ଅନୁଷ୍ଠିତ*   14-Oct-2026
  ଜିଲ୍ଲା  
ନଭେମ୍ବର ୧ରେ ପିତାମ୍ବର ସ୍ଵରାକି ଫୁଟବଲ ଟୁର୍ଣ୍ଣାମେଣ୍ଟ   14-Oct-2026
  ଜିଲ୍ଲା  
ସିନ୍ଦୁରପଙ୍କରେ ବିଜୟା ଦଶମୀରେ ରାବଣ ଦରବାର ମହାରାଜ ରାବଣ ଭୂମିକାରେ ଅଭିନୟ କରିବେ ବିଶିଷ୍ଟ କଳାକାର କମଳ ଲୋଚନ ପଣ୍ଡା   14-Oct-2026
ସମ୍ବଲପୁର ଜିଲ୍ଲାର ୧୪ଟି ସ୍ୱାସ୍ଥ୍ୟକେନ୍ଦ୍ରରେ ନିଯୁକ୍ତ ହେଲେ ନୂତନ ଡାକ୍ତର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ହସ୍ତକ୍ଷେପକୁ ଶ୍ରେୟ; ଜିଲ୍ଲାପାଳଙ୍କୁ ମଧ୍ୟ କୃତଜ୍ଞତା ଜଣାଇଲେ ମିତ୍ରଭାନୁ ଓ ଡା. ରାଜାରାମ   14-Oct-2026
  ଜିଲ୍ଲା  
ନଅଗାଁ-କ କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ   14-Oct-2026
  ଜିଲ୍ଲା  
ବଲାଙ୍ଗୀରଠାରେ ଅନୁଷ୍ଠିତ ହେଲା ଅଖିଳ ଓଡ଼ିଶା ନ୍ୟାୟିକ କର୍ମଚାରୀ ସଂଘର ରାଜ୍ୟସ୍ତରୀୟ ସାଧାରଣ ପରିଷଦ ବୈଠକ   13-Oct-2026
  ଜିଲ୍ଲା  
୩ ହଜାର ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ସଇଁତଲା ଆର ଆଇ ଙ୍କୁ ଧରିଲା ଭିଜିଲାନ୍ସ ବିଭାଗ   13-Oct-2026
  ଜିଲ୍ଲା  
*ନବରଙ୍ଗପୁରରେ ନୂତନ ଜିଲ୍ଲାପାଳଙ୍କ ଦାୟିତ୍ୱ ଗ୍ରହଣ*   13-Oct-2026
  ଜିଲ୍ଲା  
ବଲାଙ୍ଗୀର ତହସିଲର ଅବ୍ୟବସ୍ଥା ନେଇ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ସଭାପତି ଙ୍କ ପ୍ରତିକ୍ରିୟା: କପି ଟିଏ ପାଇବା ପାଇଁ ଲୋକଙ୍କୁ ମାସ ମାସ ଧରି ଅପେକ୍ଷା କରିବାକୁ ପଡୁଛି   13-Oct-2026
  ଜିଲ୍ଲା  
ଚନ୍ଦ୍ରଘଣ୍ଟା ବେଶରେ ଦର୍ଶନ ଦେଲେ ମାଁ ଚରଦେଇ   13-Oct-2026

You Might Also Like