-+91-9937148622 |

prerana_bgr@rediffmail.com |

  Wednesday 14th October 2026 |

| | | |

R.N.I. Regd No. ODIODI/2010/46693

Breaking News

*ଡାବୁଗାଁରେ ବ୍ଲକ୍ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ ଅନୁଷ୍ଠିତ*   (14-Oct-2026)       ||      ନଭେମ୍ବର ୧ରେ ପିତାମ୍ବର ସ୍ଵରାକି ଫୁଟବଲ ଟୁର୍ଣ୍ଣାମେଣ୍ଟ   (14-Oct-2026)       ||      ସିନ୍ଦୁରପଙ୍କରେ ବିଜୟା ଦଶମୀରେ ରାବଣ ଦରବାର ମହାରାଜ ରାବଣ ଭୂମିକାରେ ଅଭିନୟ କରିବେ ବିଶିଷ୍ଟ କଳାକାର କମଳ ଲୋଚନ ପଣ୍ଡା   (14-Oct-2026)       ||      ସମ୍ବଲପୁର ଜିଲ୍ଲାର ୧୪ଟି ସ୍ୱାସ୍ଥ୍ୟକେନ୍ଦ୍ରରେ ନିଯୁକ୍ତ ହେଲେ ନୂତନ ଡାକ୍ତର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ହସ୍ତକ୍ଷେପକୁ ଶ୍ରେୟ; ଜିଲ୍ଲାପାଳଙ୍କୁ ମଧ୍ୟ କୃତଜ୍ଞତା ଜଣାଇଲେ ମିତ୍ରଭାନୁ ଓ ଡା. ରାଜାରାମ   (14-Oct-2026)       ||      ନଅଗାଁ-କ କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ   (14-Oct-2026)       ||      ବଲାଙ୍ଗୀରଠାରେ ଅନୁଷ୍ଠିତ ହେଲା ଅଖିଳ ଓଡ଼ିଶା ନ୍ୟାୟିକ କର୍ମଚାରୀ ସଂଘର ରାଜ୍ୟସ୍ତରୀୟ ସାଧାରଣ ପରିଷଦ ବୈଠକ   (13-Oct-2026)       ||      ୩ ହଜାର ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ସଇଁତଲା ଆର ଆଇ ଙ୍କୁ ଧରିଲା ଭିଜିଲାନ୍ସ ବିଭାଗ    (13-Oct-2026)       ||      *ନବରଙ୍ଗପୁରରେ ନୂତନ ଜିଲ୍ଲାପାଳଙ୍କ ଦାୟିତ୍ୱ ଗ୍ରହଣ*   (13-Oct-2026)       ||      ବଲାଙ୍ଗୀର ତହସିଲର ଅବ୍ୟବସ୍ଥା ନେଇ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ସଭାପତି ଙ୍କ ପ୍ରତିକ୍ରିୟା: କପି ଟିଏ ପାଇବା ପାଇଁ ଲୋକଙ୍କୁ ମାସ ମାସ ଧରି ଅପେକ୍ଷା କରିବାକୁ ପଡୁଛି    (13-Oct-2026)       ||      ଚନ୍ଦ୍ରଘଣ୍ଟା ବେଶରେ ଦର୍ଶନ ଦେଲେ ମାଁ ଚରଦେଇ   (13-Oct-2026)       ||      ଜିଲ୍ଲା ସମବାୟ ବିଭାଗ, ହସ୍ତତନ୍ତ ଓ ବୟନ ଶିଳ୍ପ ବିଭାଗର ମିଳିତ ଆନୁକୂଲ୍ୟରେ ରଙ୍ଗୋଲି ରାଷ୍ଟ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ   (13-Oct-2026)       ||      ବଲାଙ୍ଗୀରରେ ରାଜ୍ୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତା   (13-Oct-2026)       ||      ଓମ୍‌ ଭ୍ୟାଲି ଶିକ୍ଷାନୁଷ୍ଠାନରେ ୧୧ତମ ବାଟାଲିୟନ ଦ୍ଵାରା ଏନ୍‌.ସି.ସି.ପ୍ରଶିକ୍ଷଣ ଶିବିରର ଉଦ୍‌ଯାପିତ    (13-Oct-2026)       ||      ପାଟଣେଶ୍ୱରୀ ଦେବୀପୀଠରେ ନବରାତ୍ରପୂଜା   (13-Oct-2026)       ||      ମା’ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ଚନ୍ଦ୍ରଘଣ୍ଟା ବେଶ   (13-Oct-2026)       ||      ଚୋରି ଓ ଅପରାଧର ଖିଅ ଖୋଜିବ ସିସିଟିଭି! ଦାରିଙ୍ଗବାଡ଼ିର ସବୁ ହୋଟେଲ, ରିସର୍ଟ ଓ ରେଷ୍ଟୁରାଣ୍ଟରେ କ୍ୟାମେରା ଲାଗିବା ବାଧ୍ୟତାମୂଳକ   (13-Oct-2026)       ||      ପଡାଗଡ଼ ଅଞ୍ଚଳରେ ରାତିରେ ଚାଲିଛି ବେଆଇନ କ୍ରସର, ଖଣି ମାଫିଆ ମାଲାମାଲ   (13-Oct-2026)       ||      ତୁଷୁରାରେ ମହାରାଜା ଅଗ୍ରସେନଜୀଙ୍କ ଜୟନ୍ତୀ ପାଳିତ   (13-Oct-2026)       ||      ମା କୁଶଙ୍ଗାଇ ପୀଠ ନବରାତ୍ରିରେ ଚଳଚଞ୍ଚଳ   (13-Oct-2026)       ||      ଅଲ୍ ଓଡିଶା ଅଙ୍ଗନୱାଡ଼ି ଲେଡିଜ୍ ୱାର୍କରର୍ସ ଆସୋସିଏସନ୍ ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (13-Oct-2026)       ||     

HOME   ମହାନଗର

ଜେନାପୁର ଉପଡାକଘରେ ମାସ ମାସ ଧରି ନିଷ୍କ୍ରିୟ ହୋଇପଡିଛି ଆଧାର କାଉଣ୍ଟର ;ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷଙ୍କ କୁମ୍ଭକର୍ଣ ନିଦ୍ରା ଭାଙ୍ଗିବ କେବେ ?

08-Jul-2021



କଟକ (ସୁଶାନ୍ତ କୁମାର ଖଟୁଆ ) : କଟକ ଉତ୍ତର ଡାକମଣ୍ଡଳ ଅଧୀନ ଯାଜପୁର ଜିଲ୍ଲାର ଧର୍ମଶାଳା ବ୍ଲକ ଅନ୍ତର୍ଗତ ଜେନାପୁର ଉପଡାକଘରେ ଦିନକୁ ଦିନ ସମସ୍ୟା ପିଛା ଛାଡ଼ୁନି । ଗୋଟିଏ ପରେ ଗୋଟିଏ ସମସ୍ୟା ଗ୍ରାହକମାନଙ୍କୁ ଅତିଷ୍ଠ କରାଇବାରେ ଲାଗିଛି । କିଛି ମାସ ପୂର୍ବରୁ ଜେନାପୁର ଉପଡାକଘରେ କୋର ବ୍ୟାଙ୍କିଙ୍ଗ ବ୍ୟବସ୍ଥା ସାଙ୍ଗକୁ ଆଧାର କାର୍ଡ  ପ୍ରସ୍ତୁତି ଓ ତଦଜନିତ  ତ୍ରୁଟି ସଂଶୋଧନ ପାଇଁ ଖୋଲାଯାଇଛି ଏକ ଆଧାର କାଉଣ୍ଟର । ଖୁବ ସହଜ ଓ ହାତପାହାନ୍ତାରେ ଡାକ ଓ ଆଧାର କାର୍ଡ ସମ୍ବନ୍ଧୀୟ ସମସ୍ତ ସୁବିଧା ଯୋଗାଇଦେବା ଲକ୍ଷ୍ୟରେ ଉକ୍ତ କାଉଣ୍ଟରଟି ଖୋଲାଯାଇଥିଲେ ମଧ୍ୟ ତାହା ଗ୍ରାହକ ଓ ନିର୍ଭର କରିଆସୁଥିବା ୧୨ଟି ଶାଖା ଡାକଘରର କର୍ମଚାରୀମାନଙ୍କ ହିତରେ ଆଦୌ ଆସୁ ନ ଥିବା ପରିଲକ୍ଷିତ ହୋଇଛି । କିଛି ମାସ ହେଲା ଆଧାର କାଉଣ୍ଟରରେ ତାଲା ଝୁଲୁଥିବା ଦେଖିବାକୁ ମିଳୁଛି।ଫଳସ୍ୱରୂପ ହିତାଧିକାରୀମାନଙ୍କର ଏହି ସୁବିଧାକୁ ନେଇ ଦେଖୁଥିବା ସୁନେଲି ସ୍ୱପ୍ନ ବର୍ତ୍ତମାନ ଫିକା ପଡିଯାଇଛି ।ଆଧାର କାର୍ଡ ସମ୍ବନ୍ଧୀୟ  କୌଣସି କାର୍ଯ୍ୟ ଏଠାରେ କରା ନ ଯିବାରୁ ଗ୍ରାହକମାନେ ନାହିଁ ନ ଥିବା ସମସ୍ୟାର ସମ୍ମୁଖୀନ ହୋଇଆସୁଛନ୍ତି ।ବହୁ ଖର୍ଚ୍ଚାନ୍ତ ଓ ନୟାନ୍ତ ହୋଇ ସେମାନଙ୍କୁ ଅନ୍ୟତ୍ର ଯିବାକୁ ପଡୁଛି ।ତେବେ କାର୍ଯ୍ୟକାରୀ କରା ନ ଯାଇ ଏଠାରେ ଆଧାର କାର୍ଡ କାଉଣ୍ଟର ଖୋଲାଯିବା କାହା ସ୍ୱାର୍ଥରେ ବୋଲି ସାଧାରଣରେ ଏକ ବିରାଟ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି ।ମାସ ମାସ ଧରି ନିଷ୍କ୍ରିୟ ଅବସ୍ଥାରେ ପଡିରହିଥିଲେ ସୁଦ୍ଧା ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷଙ୍କ ଏଥିପ୍ରତି ଆଦୌ ନିଘା ନ ଥିବା ସ୍ପଷ୍ଟ ଅନୁମେୟ ହେଉଛି ।ତେଣୁ ଉପରୋକ୍ତ ସମସ୍ୟା ପ୍ରତି ସ୍ୱତନ୍ତ୍ର ଦୃଷ୍ଟି ଦେଇ ଉଚ୍ଚ କର୍ତ୍ତୃପକ୍ଷ ଅବିଳମ୍ବେ ପଦକ୍ଷେପ ନେବା ପୂର୍ବକ ଆଧାର କାଉଣ୍ଟରକୁ କାର୍ଯ୍ୟକାରୀ କରାଇବାର  ସୁବ୍ୟବସ୍ଥା କରାଇବାକୁ    ହିତାଧିକାରୀମାନଙ୍କ ମହଲରେ ଦୃଢ ଦାବି ହେଉଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଡାବୁଗାଁରେ ବ୍ଲକ୍ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ ଅନୁଷ୍ଠିତ*   14-Oct-2026
  ଜିଲ୍ଲା  
ନଭେମ୍ବର ୧ରେ ପିତାମ୍ବର ସ୍ଵରାକି ଫୁଟବଲ ଟୁର୍ଣ୍ଣାମେଣ୍ଟ   14-Oct-2026
  ଜିଲ୍ଲା  
ସିନ୍ଦୁରପଙ୍କରେ ବିଜୟା ଦଶମୀରେ ରାବଣ ଦରବାର ମହାରାଜ ରାବଣ ଭୂମିକାରେ ଅଭିନୟ କରିବେ ବିଶିଷ୍ଟ କଳାକାର କମଳ ଲୋଚନ ପଣ୍ଡା   14-Oct-2026
ସମ୍ବଲପୁର ଜିଲ୍ଲାର ୧୪ଟି ସ୍ୱାସ୍ଥ୍ୟକେନ୍ଦ୍ରରେ ନିଯୁକ୍ତ ହେଲେ ନୂତନ ଡାକ୍ତର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ହସ୍ତକ୍ଷେପକୁ ଶ୍ରେୟ; ଜିଲ୍ଲାପାଳଙ୍କୁ ମଧ୍ୟ କୃତଜ୍ଞତା ଜଣାଇଲେ ମିତ୍ରଭାନୁ ଓ ଡା. ରାଜାରାମ   14-Oct-2026
  ଜିଲ୍ଲା  
ନଅଗାଁ-କ କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ   14-Oct-2026
  ଜିଲ୍ଲା  
ବଲାଙ୍ଗୀରଠାରେ ଅନୁଷ୍ଠିତ ହେଲା ଅଖିଳ ଓଡ଼ିଶା ନ୍ୟାୟିକ କର୍ମଚାରୀ ସଂଘର ରାଜ୍ୟସ୍ତରୀୟ ସାଧାରଣ ପରିଷଦ ବୈଠକ   13-Oct-2026
  ଜିଲ୍ଲା  
୩ ହଜାର ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ସଇଁତଲା ଆର ଆଇ ଙ୍କୁ ଧରିଲା ଭିଜିଲାନ୍ସ ବିଭାଗ   13-Oct-2026
  ଜିଲ୍ଲା  
*ନବରଙ୍ଗପୁରରେ ନୂତନ ଜିଲ୍ଲାପାଳଙ୍କ ଦାୟିତ୍ୱ ଗ୍ରହଣ*   13-Oct-2026
  ଜିଲ୍ଲା  
ବଲାଙ୍ଗୀର ତହସିଲର ଅବ୍ୟବସ୍ଥା ନେଇ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ସଭାପତି ଙ୍କ ପ୍ରତିକ୍ରିୟା: କପି ଟିଏ ପାଇବା ପାଇଁ ଲୋକଙ୍କୁ ମାସ ମାସ ଧରି ଅପେକ୍ଷା କରିବାକୁ ପଡୁଛି   13-Oct-2026
  ଜିଲ୍ଲା  
ଚନ୍ଦ୍ରଘଣ୍ଟା ବେଶରେ ଦର୍ଶନ ଦେଲେ ମାଁ ଚରଦେଇ   13-Oct-2026
  ଜିଲ୍ଲା  
ଜିଲ୍ଲା ସମବାୟ ବିଭାଗ, ହସ୍ତତନ୍ତ ଓ ବୟନ ଶିଳ୍ପ ବିଭାଗର ମିଳିତ ଆନୁକୂଲ୍ୟରେ ରଙ୍ଗୋଲି ରାଷ୍ଟ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ   13-Oct-2026
  ଜିଲ୍ଲା  
ବଲାଙ୍ଗୀରରେ ରାଜ୍ୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତା   13-Oct-2026

You Might Also Like