-+91-9937148622 |

prerana_bgr@rediffmail.com |

  Wednesday 14th October 2026 |

| | | |

R.N.I. Regd No. ODIODI/2010/46693

Breaking News

ସିନ୍ଦୁରପଙ୍କରେ ବିଜୟା ଦଶମୀରେ ରାବଣ ଦରବାର ମହାରାଜ ରାବଣ ଭୂମିକାରେ ଅଭିନୟ କରିବେ ବିଶିଷ୍ଟ କଳାକାର କମଳ ଲୋଚନ ପଣ୍ଡା   (14-Oct-2026)       ||      ସମ୍ବଲପୁର ଜିଲ୍ଲାର ୧୪ଟି ସ୍ୱାସ୍ଥ୍ୟକେନ୍ଦ୍ରରେ ନିଯୁକ୍ତ ହେଲେ ନୂତନ ଡାକ୍ତର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ହସ୍ତକ୍ଷେପକୁ ଶ୍ରେୟ; ଜିଲ୍ଲାପାଳଙ୍କୁ ମଧ୍ୟ କୃତଜ୍ଞତା ଜଣାଇଲେ ମିତ୍ରଭାନୁ ଓ ଡା. ରାଜାରାମ   (14-Oct-2026)       ||      ନଅଗାଁ-କ କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ   (14-Oct-2026)       ||      ବଲାଙ୍ଗୀରଠାରେ ଅନୁଷ୍ଠିତ ହେଲା ଅଖିଳ ଓଡ଼ିଶା ନ୍ୟାୟିକ କର୍ମଚାରୀ ସଂଘର ରାଜ୍ୟସ୍ତରୀୟ ସାଧାରଣ ପରିଷଦ ବୈଠକ   (13-Oct-2026)       ||      ୩ ହଜାର ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ସଇଁତଲା ଆର ଆଇ ଙ୍କୁ ଧରିଲା ଭିଜିଲାନ୍ସ ବିଭାଗ    (13-Oct-2026)       ||      *ନବରଙ୍ଗପୁରରେ ନୂତନ ଜିଲ୍ଲାପାଳଙ୍କ ଦାୟିତ୍ୱ ଗ୍ରହଣ*   (13-Oct-2026)       ||      ବଲାଙ୍ଗୀର ତହସିଲର ଅବ୍ୟବସ୍ଥା ନେଇ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ସଭାପତି ଙ୍କ ପ୍ରତିକ୍ରିୟା: କପି ଟିଏ ପାଇବା ପାଇଁ ଲୋକଙ୍କୁ ମାସ ମାସ ଧରି ଅପେକ୍ଷା କରିବାକୁ ପଡୁଛି    (13-Oct-2026)       ||      ଚନ୍ଦ୍ରଘଣ୍ଟା ବେଶରେ ଦର୍ଶନ ଦେଲେ ମାଁ ଚରଦେଇ   (13-Oct-2026)       ||      ଜିଲ୍ଲା ସମବାୟ ବିଭାଗ, ହସ୍ତତନ୍ତ ଓ ବୟନ ଶିଳ୍ପ ବିଭାଗର ମିଳିତ ଆନୁକୂଲ୍ୟରେ ରଙ୍ଗୋଲି ରାଷ୍ଟ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ   (13-Oct-2026)       ||      ବଲାଙ୍ଗୀରରେ ରାଜ୍ୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତା   (13-Oct-2026)       ||      ଓମ୍‌ ଭ୍ୟାଲି ଶିକ୍ଷାନୁଷ୍ଠାନରେ ୧୧ତମ ବାଟାଲିୟନ ଦ୍ଵାରା ଏନ୍‌.ସି.ସି.ପ୍ରଶିକ୍ଷଣ ଶିବିରର ଉଦ୍‌ଯାପିତ    (13-Oct-2026)       ||      ପାଟଣେଶ୍ୱରୀ ଦେବୀପୀଠରେ ନବରାତ୍ରପୂଜା   (13-Oct-2026)       ||      ମା’ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ଚନ୍ଦ୍ରଘଣ୍ଟା ବେଶ   (13-Oct-2026)       ||      ଚୋରି ଓ ଅପରାଧର ଖିଅ ଖୋଜିବ ସିସିଟିଭି! ଦାରିଙ୍ଗବାଡ଼ିର ସବୁ ହୋଟେଲ, ରିସର୍ଟ ଓ ରେଷ୍ଟୁରାଣ୍ଟରେ କ୍ୟାମେରା ଲାଗିବା ବାଧ୍ୟତାମୂଳକ   (13-Oct-2026)       ||      ପଡାଗଡ଼ ଅଞ୍ଚଳରେ ରାତିରେ ଚାଲିଛି ବେଆଇନ କ୍ରସର, ଖଣି ମାଫିଆ ମାଲାମାଲ   (13-Oct-2026)       ||      ତୁଷୁରାରେ ମହାରାଜା ଅଗ୍ରସେନଜୀଙ୍କ ଜୟନ୍ତୀ ପାଳିତ   (13-Oct-2026)       ||      ମା କୁଶଙ୍ଗାଇ ପୀଠ ନବରାତ୍ରିରେ ଚଳଚଞ୍ଚଳ   (13-Oct-2026)       ||      ଅଲ୍ ଓଡିଶା ଅଙ୍ଗନୱାଡ଼ି ଲେଡିଜ୍ ୱାର୍କରର୍ସ ଆସୋସିଏସନ୍ ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (13-Oct-2026)       ||      ଭାରତ ବିକାଶ ପରିଷଦ ଦ୍ଵାରା (ଶିକ୍ଷା ବର୍ଷ ୨୦୨୬) ପାଇଁ ଶ୍ରେଷ୍ଠ ଛାତ୍ର ଓ ଶ୍ରେଷ୍ଠ ଶିକ୍ଷୟିତ୍ରୀ ପୁରସ୍କାରରେ ସମ୍ମାନିତ ହେଲେ ଓମ ଭ୍ୟାଲି ସ୍କୁଲର ଶିକ୍ଷୟତ୍ରୀ ଓ ଛାତ୍ର    (13-Oct-2026)       ||      ଆଗଲପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ କ୍ଲଷ୍ଟର୍ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଧୁମ ଧାମରେ ପାଳିତ   (13-Oct-2026)       ||     

HOME   ଜିଲ୍ଲା

ଚାରି ଆଡେ ତେଲ ତାତି : ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଦର ବୃଦ୍ଧି ବିରୁଦ୍ଧରେ କଂଗ୍ରେସର ସାଇକେଲ ରେଲି ମାଧ୍ୟମରେ ବିକ୍ଷୋଭ ପ୍ରଦର୍ଶନ

09-Jul-2021



ବଲାଙ୍ଗୀର (ସନ୍ତୋଷ କୁମାର ଠାକୁର) : ବଲାଙ୍ଗୀର ସମସ୍ତ ବ୍ଲକ କାର୍ଯ୍ୟଳୟ ସମ୍ମୁଖରେ ଜିଲ୍ଲା କଂଗ୍ରେସ, ବ୍ଲକ କଂଗ୍ରେସ ତରଫରୁ ବିକ୍ଷୋଭ,ଆନ୍ଦୋଳନ ଓ ଧାରଣା ପଦର୍ଶନ ବିଗତ ଦିନରୁ ସରିଥିବା ବେଳେ କୌଣସି ପ୍ରକାର ସହାନୁଭୂତି କି ସୁବିଚାର ଭଳି  ମନୋଭାବ ଦୃଶ୍ୟମାନ ନ ହେବାରୁ ଆଜି ପୁଣି ବଲାଙ୍ଗୀର ଜିଲ୍ଲା କଂଗ୍ରେସ,ବ୍ଲକ କଂଗ୍ରେସ ଓ ମହିଳା କଂଗ୍ରେସର ଶତାଧିକ କର୍ମୀ ରାଜରାସ୍ତାକୁ ଓଲ୍ଲାଇ ଆନ୍ଦୋଳନକୁ ତୀବ୍ରତର କରିଛନ୍ତି l  ସହର ମଧ୍ୟରେ ଉଭୟ ବିଜେଡି ଓ ବିଜେପି ସରକାରଙ୍କ ବିରୁଦ୍ଧରେ ସ୍ଲୋଗାନ ଦେଇ ନାରାବାଜି କରିଛନ୍ତି। 

  ସୂଚନା ଅନୁଯାୟୀ ଉଭୟ ସରକାରଙ୍କ ଦର ବୃଦ୍ଧି ନୀତିକୁ ନେଇ ସାରା ରାଜ୍ୟରେ ଦିନକୁ ଦିନ ହାହାକାର ପରିସ୍ଥିତି ସ୍ରୁଷ୍ଟି ହୋଇ ଆସୁଥିବା ବେଳେ ନିତ୍ୟବ୍ୟବହାର୍ଯ୍ୟ ସାମଗ୍ରୀର ଆକାଶଛୁଆଁ  ଦର ସାଧାରଣ ଖାଉଟିକୁ ବlଧୁଛି ।  ତେଲ ତାତି ବର୍ତ୍ତମାନ ଚାରିଆଡେ ଅନୁଭୂତ ହେଲାଣି । ଏହାର ପ୍ରତିବାଦରେ ଆଜି ଜିଲ୍ଲା କଂଗ୍ରେସ ଆନ୍ଦୋଳନକୁ ଓହ୍ଲାଇଛି l ନଗର କଂଗ୍ରେସ ସଭାପତି ବୁଲୁଦାନୀଙ୍କ ନେତୃତ୍ୱରେ ବଲାଙ୍ଗୀର କଂଗ୍ରେସ କାର୍ଯ୍ୟଳୟ ପରିସରରୁ ଶତାଧିକ କଂଗ୍ରେସ କର୍ମୀ ସାଇକେଲ ରେଲି ମାଧ୍ୟମରେ ସହର ପରିକ୍ରମା କରିବା ସହ ଜିଲ୍ଲାପାଳଙ୍କ କାର୍ଯ୍ୟଳୟ ସମ୍ମୁଖରେ ଧାରଣା ଦେଇଛନ୍ତି। ପେଟ୍ରୋଲ,ଡିଜେଲ,ରନ୍ଧନ ଗ୍ୟାସ,ଖାଇବା ତେଲ ର ଦର ଦାମ କମ କରିବାକୁ ନେଇ ଆନ୍ଦୋଳନ ଜାରି ରହିଛି। ସେପଟେ ମହିଳା କଂଗ୍ରେସର ଶତାଧିକ ମହିଳା କର୍ମୀ ମଧ୍ୟ ରାଜରାସ୍ତାକୁ ଓହ୍ଲାଇଛନ୍ତି ଓ ଆନ୍ଦୋଳନକୁ ତୀବ୍ରତାର ରୂପ ଦେଇଛନ୍ତି । ଆଜି ଜିଲ୍ଲାପାଳ କାର୍ଯ୍ୟଳୟ ସମ୍ମୁଖରେ ରନ୍ଧନ ଗ୍ୟାସ ରଖିବା ସହ ଉଭୟ ସରକାରଙ୍କ ବିରୁଦ୍ଧରେ ସ୍ୱର ଉତ୍ତୋଲନ କରିଛନ୍ତି  l ଏହି ଦୁଇ ସରକାର ବଲାଙ୍ଗୀର ଜିଲ୍ଲା ସହ ଏଠିକାର ଜନସାଧାରଣଙ୍କ ପ୍ରତି ବୈମାତୃକ ମନୋଭାବ ରଖି ଶୋଷଣ ପ୍ରକିୟା ଜାରି ରଖିଛନ୍ତି। ଆମେ କେବେ ବରଦାସ୍ତ କରିବୁ ନାହିଁ କି ସହ୍ୟ ମଧ୍ୟ କରିବୁ ନାହିଁ ବୋଲି ଜିଲ୍ଲା ମହିଳା କଂଗ୍ରେସ ସଭାନେତ୍ରୀ ମିଳନୀ ସାହୁ ନିଜ ମତବ୍ୟକ୍ତ କରିଛନ୍ତି।ଏବଂ ଯଥାଶୀଘ୍ର ହୁ ହୁ ହୋଇ ବଢୁଥିବା ସାମଗ୍ରୀ ର ଦରଦାମ ହ୍ରାସ ପାଇଁ ଜିଲ୍ଲା ପ୍ରଶାସନ ମାଧ୍ୟମରେ ଉଭୟ ସରକାରଙ୍କ ଦୃଷ୍ଟି ଆକର୍ଷଣ ପାଇଁ ଦାବି ପତ୍ର ଉପସ୍ଥାପନ କରିଛନ୍ତି । ଉଭୟ ସରକାରଙ୍କୁ ସିଧାସଳଖ ଚେତାବନୀ ଦେଇଛନ୍ତି ଓ ବଲାଙ୍ଗୀର ଜିଲ୍ଲାବାସୀ ଙ୍କ ପ୍ରତି ଯଦି ମାତୃକ ମନୋଭାବ ନ ରଖନ୍ତି ତେବେ ଏହି ଆନ୍ଦୋଳନ ଜନ ଆନ୍ଦୋଳନ ରେ ପରିଣତ ହେବ ଓ ସହର ସହ ଜିଲ୍ଲା ମଧ୍ୟରେ ନିଆଁ ଜଳିବ ଏବଂ ଯାହା ପରିସ୍ଥିତି ସୃଷ୍ଟି ହେବ ଉଭୟ ସରକାର ଦାୟୀ ରହିବେ ବୋଲି କଂଗ୍ରେସ ଆନ୍ଦୋଳନ କାରୀ କର୍ମୀ ଚେତାବନୀ ଦେଇଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ସିନ୍ଦୁରପଙ୍କରେ ବିଜୟା ଦଶମୀରେ ରାବଣ ଦରବାର ମହାରାଜ ରାବଣ ଭୂମିକାରେ ଅଭିନୟ କରିବେ ବିଶିଷ୍ଟ କଳାକାର କମଳ ଲୋଚନ ପଣ୍ଡା   14-Oct-2026
ସମ୍ବଲପୁର ଜିଲ୍ଲାର ୧୪ଟି ସ୍ୱାସ୍ଥ୍ୟକେନ୍ଦ୍ରରେ ନିଯୁକ୍ତ ହେଲେ ନୂତନ ଡାକ୍ତର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ହସ୍ତକ୍ଷେପକୁ ଶ୍ରେୟ; ଜିଲ୍ଲାପାଳଙ୍କୁ ମଧ୍ୟ କୃତଜ୍ଞତା ଜଣାଇଲେ ମିତ୍ରଭାନୁ ଓ ଡା. ରାଜାରାମ   14-Oct-2026
  ଜିଲ୍ଲା  
ନଅଗାଁ-କ କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ   14-Oct-2026
  ଜିଲ୍ଲା  
ବଲାଙ୍ଗୀରଠାରେ ଅନୁଷ୍ଠିତ ହେଲା ଅଖିଳ ଓଡ଼ିଶା ନ୍ୟାୟିକ କର୍ମଚାରୀ ସଂଘର ରାଜ୍ୟସ୍ତରୀୟ ସାଧାରଣ ପରିଷଦ ବୈଠକ   13-Oct-2026
  ଜିଲ୍ଲା  
୩ ହଜାର ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ସଇଁତଲା ଆର ଆଇ ଙ୍କୁ ଧରିଲା ଭିଜିଲାନ୍ସ ବିଭାଗ   13-Oct-2026
  ଜିଲ୍ଲା  
*ନବରଙ୍ଗପୁରରେ ନୂତନ ଜିଲ୍ଲାପାଳଙ୍କ ଦାୟିତ୍ୱ ଗ୍ରହଣ*   13-Oct-2026
  ଜିଲ୍ଲା  
ବଲାଙ୍ଗୀର ତହସିଲର ଅବ୍ୟବସ୍ଥା ନେଇ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ସଭାପତି ଙ୍କ ପ୍ରତିକ୍ରିୟା: କପି ଟିଏ ପାଇବା ପାଇଁ ଲୋକଙ୍କୁ ମାସ ମାସ ଧରି ଅପେକ୍ଷା କରିବାକୁ ପଡୁଛି   13-Oct-2026
  ଜିଲ୍ଲା  
ଚନ୍ଦ୍ରଘଣ୍ଟା ବେଶରେ ଦର୍ଶନ ଦେଲେ ମାଁ ଚରଦେଇ   13-Oct-2026
  ଜିଲ୍ଲା  
ଜିଲ୍ଲା ସମବାୟ ବିଭାଗ, ହସ୍ତତନ୍ତ ଓ ବୟନ ଶିଳ୍ପ ବିଭାଗର ମିଳିତ ଆନୁକୂଲ୍ୟରେ ରଙ୍ଗୋଲି ରାଷ୍ଟ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ   13-Oct-2026
  ଜିଲ୍ଲା  
ବଲାଙ୍ଗୀରରେ ରାଜ୍ୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତା   13-Oct-2026
  ଜିଲ୍ଲା  
ଓମ୍‌ ଭ୍ୟାଲି ଶିକ୍ଷାନୁଷ୍ଠାନରେ ୧୧ତମ ବାଟାଲିୟନ ଦ୍ଵାରା ଏନ୍‌.ସି.ସି.ପ୍ରଶିକ୍ଷଣ ଶିବିରର ଉଦ୍‌ଯାପିତ   13-Oct-2026
  ଜିଲ୍ଲା  
ପାଟଣେଶ୍ୱରୀ ଦେବୀପୀଠରେ ନବରାତ୍ରପୂଜା   13-Oct-2026

You Might Also Like