-+91-9937148622 |

prerana_bgr@rediffmail.com |

  Wednesday 14th October 2026 |

| | | |

R.N.I. Regd No. ODIODI/2010/46693

Breaking News

ସିନ୍ଦୁରପଙ୍କରେ ବିଜୟା ଦଶମୀରେ ରାବଣ ଦରବାର ମହାରାଜ ରାବଣ ଭୂମିକାରେ ଅଭିନୟ କରିବେ ବିଶିଷ୍ଟ କଳାକାର କମଳ ଲୋଚନ ପଣ୍ଡା   (14-Oct-2026)       ||      ସମ୍ବଲପୁର ଜିଲ୍ଲାର ୧୪ଟି ସ୍ୱାସ୍ଥ୍ୟକେନ୍ଦ୍ରରେ ନିଯୁକ୍ତ ହେଲେ ନୂତନ ଡାକ୍ତର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ହସ୍ତକ୍ଷେପକୁ ଶ୍ରେୟ; ଜିଲ୍ଲାପାଳଙ୍କୁ ମଧ୍ୟ କୃତଜ୍ଞତା ଜଣାଇଲେ ମିତ୍ରଭାନୁ ଓ ଡା. ରାଜାରାମ   (14-Oct-2026)       ||      ନଅଗାଁ-କ କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ   (14-Oct-2026)       ||      ବଲାଙ୍ଗୀରଠାରେ ଅନୁଷ୍ଠିତ ହେଲା ଅଖିଳ ଓଡ଼ିଶା ନ୍ୟାୟିକ କର୍ମଚାରୀ ସଂଘର ରାଜ୍ୟସ୍ତରୀୟ ସାଧାରଣ ପରିଷଦ ବୈଠକ   (13-Oct-2026)       ||      ୩ ହଜାର ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ସଇଁତଲା ଆର ଆଇ ଙ୍କୁ ଧରିଲା ଭିଜିଲାନ୍ସ ବିଭାଗ    (13-Oct-2026)       ||      *ନବରଙ୍ଗପୁରରେ ନୂତନ ଜିଲ୍ଲାପାଳଙ୍କ ଦାୟିତ୍ୱ ଗ୍ରହଣ*   (13-Oct-2026)       ||      ବଲାଙ୍ଗୀର ତହସିଲର ଅବ୍ୟବସ୍ଥା ନେଇ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ସଭାପତି ଙ୍କ ପ୍ରତିକ୍ରିୟା: କପି ଟିଏ ପାଇବା ପାଇଁ ଲୋକଙ୍କୁ ମାସ ମାସ ଧରି ଅପେକ୍ଷା କରିବାକୁ ପଡୁଛି    (13-Oct-2026)       ||      ଚନ୍ଦ୍ରଘଣ୍ଟା ବେଶରେ ଦର୍ଶନ ଦେଲେ ମାଁ ଚରଦେଇ   (13-Oct-2026)       ||      ଜିଲ୍ଲା ସମବାୟ ବିଭାଗ, ହସ୍ତତନ୍ତ ଓ ବୟନ ଶିଳ୍ପ ବିଭାଗର ମିଳିତ ଆନୁକୂଲ୍ୟରେ ରଙ୍ଗୋଲି ରାଷ୍ଟ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ   (13-Oct-2026)       ||      ବଲାଙ୍ଗୀରରେ ରାଜ୍ୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତା   (13-Oct-2026)       ||      ଓମ୍‌ ଭ୍ୟାଲି ଶିକ୍ଷାନୁଷ୍ଠାନରେ ୧୧ତମ ବାଟାଲିୟନ ଦ୍ଵାରା ଏନ୍‌.ସି.ସି.ପ୍ରଶିକ୍ଷଣ ଶିବିରର ଉଦ୍‌ଯାପିତ    (13-Oct-2026)       ||      ପାଟଣେଶ୍ୱରୀ ଦେବୀପୀଠରେ ନବରାତ୍ରପୂଜା   (13-Oct-2026)       ||      ମା’ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ଚନ୍ଦ୍ରଘଣ୍ଟା ବେଶ   (13-Oct-2026)       ||      ଚୋରି ଓ ଅପରାଧର ଖିଅ ଖୋଜିବ ସିସିଟିଭି! ଦାରିଙ୍ଗବାଡ଼ିର ସବୁ ହୋଟେଲ, ରିସର୍ଟ ଓ ରେଷ୍ଟୁରାଣ୍ଟରେ କ୍ୟାମେରା ଲାଗିବା ବାଧ୍ୟତାମୂଳକ   (13-Oct-2026)       ||      ପଡାଗଡ଼ ଅଞ୍ଚଳରେ ରାତିରେ ଚାଲିଛି ବେଆଇନ କ୍ରସର, ଖଣି ମାଫିଆ ମାଲାମାଲ   (13-Oct-2026)       ||      ତୁଷୁରାରେ ମହାରାଜା ଅଗ୍ରସେନଜୀଙ୍କ ଜୟନ୍ତୀ ପାଳିତ   (13-Oct-2026)       ||      ମା କୁଶଙ୍ଗାଇ ପୀଠ ନବରାତ୍ରିରେ ଚଳଚଞ୍ଚଳ   (13-Oct-2026)       ||      ଅଲ୍ ଓଡିଶା ଅଙ୍ଗନୱାଡ଼ି ଲେଡିଜ୍ ୱାର୍କରର୍ସ ଆସୋସିଏସନ୍ ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (13-Oct-2026)       ||      ଭାରତ ବିକାଶ ପରିଷଦ ଦ୍ଵାରା (ଶିକ୍ଷା ବର୍ଷ ୨୦୨୬) ପାଇଁ ଶ୍ରେଷ୍ଠ ଛାତ୍ର ଓ ଶ୍ରେଷ୍ଠ ଶିକ୍ଷୟିତ୍ରୀ ପୁରସ୍କାରରେ ସମ୍ମାନିତ ହେଲେ ଓମ ଭ୍ୟାଲି ସ୍କୁଲର ଶିକ୍ଷୟତ୍ରୀ ଓ ଛାତ୍ର    (13-Oct-2026)       ||      ଆଗଲପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ କ୍ଲଷ୍ଟର୍ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଧୁମ ଧାମରେ ପାଳିତ   (13-Oct-2026)       ||     

HOME   ଜିଲ୍ଲା

ବିନିକା ଏନ ଏସି କୁ ବିକଶିତ ସହରରେ ପରିଣତ ପାଇଁ ବିଭିନ୍ନ ଉନ୍ନୟନ ମୂଳକ ପଦକ୍ଷେପ (ପରିଷଦରେ ନିର୍ମାଣ ହେବ ସ୍ବର୍ଗତ ଅଟଳ ବିହାରୀ ପଣ୍ଡାଙ୍କ ପ୍ରତିମୂର୍ତ୍ତି ଓ ଅଟଳ ଭବନ)

09-Jul-2021



ବିନିକା (ହିମାଂଶୁ ଶେଖର ପୁଟେଲ) : ବିନିକା ବିଜ୍ଞାପିତ ଅଂଚଳ ପରିଷଦର ସର୍ବାଙ୍ଗୀନ ଉନ୍ନତି ତଥା ଏକ ବିକଶିତ ସହରରେ ପରିଗଣିତ କରିବା ପାଇଁ ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟକ୍ରମ ଉପରେ ପଦକ୍ଷେପ ଗ୍ରହଣ କରାଯାଇଥିବା ଜଣାପଡ଼ିଛି l ଏନେଇ ମାନ୍ୟବର ଯୋଜନା ସମନ୍ମୟ,ପରିବହନ ମନ୍ତ୍ରୀ ତଥା ବୀରମହାରାଜପୁର ବିଧାୟକ ପଦ୍ମନାଭ ବେହେରା ସ୍ଥାନୀୟ ଏନଏସି ପ୍ରଶାସକ ତଥା ବୀରମହାରାଜପୁର ଉପଜିଲ୍ଲାପାଳ ଅଶୋକ କୁମାର ଭୋଇଙ୍କ ସହ ଆଲୋଚନା କରି ଏହାର ଅଗ୍ରଗତି ଉପରେ ଗୁରୁତ୍ୱ ଦେଇଥିଲେ l ଉନ୍ନୟନ କାର୍ଯ୍ୟକ୍ରମ ଗୁଡ଼ିକ ମଧ୍ୟରେ  ବିନିକା ମାଟିର ଗୌରବ ପ୍ରଖ୍ୟାତ ଅଭିନେତା,ନାଟ୍ୟକାର,ଗୀତିକାର ତଥା ଔପନ୍ୟାସିକ ସ୍ବର୍ଗତ ଅଟଳ ବିହାରୀ ପଣ୍ଡା(ଶଲାବୁଡ଼ା)ଙ୍କ ପ୍ରତିମୂର୍ତ୍ତି ଓ ଅଟଳ ଭବନ ବିନିକା ଏନଏସିରେ ନିର୍ମାଣ,ଦୃତଗତିରେ ଚାଲିଥିବା ବିଜୁ ପଟ୍ଟନାୟକ ମାର୍କେଟ କମ୍ପ୍ଲେକ୍ସ ଉପର ମହଲାରେ ନିର୍ମାଣ କାର୍ଯ୍ୟ ଶୀଘ୍ର ସମ୍ପୂର୍ଣ୍ଣ କରିବା ଦିଗରେ ପଦକ୍ଷେପ, ସହୀଦ ଗୁରୁବାରି ମେହେର ମାର୍କେଟ କମ୍ପ୍ଲେକ୍ସର ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇ 6ମାସ ମଧ୍ୟରେ ସଂପୂର୍ଣ୍ଣ କରିବାକୁ ପଦକ୍ଷେପ,ମହାନଦୀ ବ୍ରିଜ ନିକଟରେ ସ୍ମାର୍ଟ କ୍ରୀମିଟରିଅମ କାର୍ଯ୍ୟକ୍ଷମ ଖୁବ ଶୀଘ୍ର,ପର୍ଯ୍ୟଟନ ସ୍ଥଳୀ ପାପକ୍ଷୟ ନିକଟରେ ନିର୍ମାଣାଧୀନ ସ୍ମାର୍ଟ ପାର୍କ ବିଷୟରେ ସମୀକ୍ଷା,ପୁରୁଣା ପୂର୍ତ୍ତବିଭାଗ ଡାକବଙ୍ଗଳା ମାର୍କେଟ କମ୍ପ୍ଲେକ୍ସ ନିର୍ମାଣ ପାଇଁ ନିଷ୍ପତ୍ତି,ବିନିକା ଦୈନିକ ବଜାରରୁ କଂସେଇ ଖାନାକୁ ଅନ୍ୟତ୍ର ସ୍ଥାନାନ୍ତରିତ,ଇଣ୍ଡୋର ହବ ବିଷୟରେ ପୁଙ୍ଖାନୁପୁଙ୍ଖ ଆଲୋଚନା,ନୂତନ ଗୋଷ୍ଟି ସ୍ବାସ୍ଥ୍ୟ କେନ୍ଦ୍ର ଉଦଘାଟନ ପାଇଁ ନିଷ୍ପତ୍ତି,ବିନିକା ଓକିଲ ସଂଘ ଉପର ମହଲା ନିର୍ମାଣ,ଜଗନ୍ନାଥ ମନ୍ଦିର ନିକଟରେ ଥିବା ମାଁ କମ୍ୟୁନିଟିହଲ ପାର୍ଶ୍ବରେ ଉପର ମହଲା ନିର୍ମାଣ, ଏକ ସେଲଫି ପଏଣ୍ଟର ନିର୍ମାଣ(ଆଇ ଲଭ ମାଇଁ ବିନିକା) ଦୈନିକ ବଜାର ଓ ବସଷ୍ଟାଣ୍ଡରେ ଭେଣ୍ଡିଂ ଜୋନ ନିର୍ମାଣ ନେଇ ପଦକ୍ଷେପ l ଆଦି ଅନେକ ଉନ୍ନୟନମୂଳକ କାର୍ଯ୍ୟକ୍ରମ ଉପରେ ଆଲୋଚନା ହୋଇଥିଲା l ସେହିପରି ବିନିକା ବିଜ୍ଞାପିତ ଅଞ୍ଚଳ ପରିଷଦର ବିଭିନ୍ନ ସ୍ଥାନକୁ ମେଗା ପାଇପ ମାଧ୍ୟମରେ ଜଳ ଯୋଗାଣ ପାଇଁ ରାଜ୍ୟ ସରକାର ୧୨.୪୩ କୋଟି ଟଙ୍କାର ଟେଣ୍ଡର ପ୍ରକାଶ ପାଇଥିବା ବେଳେ ବିନିକା ବ୍ଲକ ଅନ୍ତର୍ଗତ ମହାଦେବପାଲି, ବାଉଁଶୁଣି,ସେଲେଡୀ,ଶଙ୍କରା,କଇନ୍ତରା,ଚରଦା ଆଦି ଗ୍ରାମପଞ୍ଚାୟତର ଜନସାଧାରଣଙ୍କୁ ମେଗା ପାଇପ ମାଧ୍ୟମରେ

ଜଳ ଯୋଗାଣ ନିମନ୍ତେ ୪୧କୋଟି ଟଙ୍କାର ଟେଣ୍ଡର ପ୍ରକ୍ରିୟା ସମାପ୍ତ ହୋଇଛି l ସମସ୍ତ ଉନ୍ନୟନ ମୂଳକ କାର୍ଯ୍ୟର ସମୀକ୍ଷା ପରେ ଯଥା ଶୀଘ୍ର କାର୍ଯ୍ୟ ତ୍ଵରାନିତ କରିବାକୁ ମନ୍ତ୍ରୀ ଶ୍ରୀ ପଦ୍ମନାଭ ବେହେରା ନିର୍ଦ୍ଦେଶ ଦେଇଛନ୍ତି l ଅନୁଷ୍ଟିତ ଏହି ଆଲୋଚନା ରେ ବିନିକା ବିଜେଡ଼ି ନଗର ସଭାପତି ସୋମନାଥ ମିଶ୍ରଙ୍କ ସମେତ ଅଫିସ ଷ୍ଟାଫ ଓ ବିଜେଡ଼ି ସଦସ୍ୟ ଉପସ୍ଥିତ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ସିନ୍ଦୁରପଙ୍କରେ ବିଜୟା ଦଶମୀରେ ରାବଣ ଦରବାର ମହାରାଜ ରାବଣ ଭୂମିକାରେ ଅଭିନୟ କରିବେ ବିଶିଷ୍ଟ କଳାକାର କମଳ ଲୋଚନ ପଣ୍ଡା   14-Oct-2026
ସମ୍ବଲପୁର ଜିଲ୍ଲାର ୧୪ଟି ସ୍ୱାସ୍ଥ୍ୟକେନ୍ଦ୍ରରେ ନିଯୁକ୍ତ ହେଲେ ନୂତନ ଡାକ୍ତର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ହସ୍ତକ୍ଷେପକୁ ଶ୍ରେୟ; ଜିଲ୍ଲାପାଳଙ୍କୁ ମଧ୍ୟ କୃତଜ୍ଞତା ଜଣାଇଲେ ମିତ୍ରଭାନୁ ଓ ଡା. ରାଜାରାମ   14-Oct-2026
  ଜିଲ୍ଲା  
ନଅଗାଁ-କ କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ   14-Oct-2026
  ଜିଲ୍ଲା  
ବଲାଙ୍ଗୀରଠାରେ ଅନୁଷ୍ଠିତ ହେଲା ଅଖିଳ ଓଡ଼ିଶା ନ୍ୟାୟିକ କର୍ମଚାରୀ ସଂଘର ରାଜ୍ୟସ୍ତରୀୟ ସାଧାରଣ ପରିଷଦ ବୈଠକ   13-Oct-2026
  ଜିଲ୍ଲା  
୩ ହଜାର ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ସଇଁତଲା ଆର ଆଇ ଙ୍କୁ ଧରିଲା ଭିଜିଲାନ୍ସ ବିଭାଗ   13-Oct-2026
  ଜିଲ୍ଲା  
*ନବରଙ୍ଗପୁରରେ ନୂତନ ଜିଲ୍ଲାପାଳଙ୍କ ଦାୟିତ୍ୱ ଗ୍ରହଣ*   13-Oct-2026
  ଜିଲ୍ଲା  
ବଲାଙ୍ଗୀର ତହସିଲର ଅବ୍ୟବସ୍ଥା ନେଇ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ସଭାପତି ଙ୍କ ପ୍ରତିକ୍ରିୟା: କପି ଟିଏ ପାଇବା ପାଇଁ ଲୋକଙ୍କୁ ମାସ ମାସ ଧରି ଅପେକ୍ଷା କରିବାକୁ ପଡୁଛି   13-Oct-2026
  ଜିଲ୍ଲା  
ଚନ୍ଦ୍ରଘଣ୍ଟା ବେଶରେ ଦର୍ଶନ ଦେଲେ ମାଁ ଚରଦେଇ   13-Oct-2026
  ଜିଲ୍ଲା  
ଜିଲ୍ଲା ସମବାୟ ବିଭାଗ, ହସ୍ତତନ୍ତ ଓ ବୟନ ଶିଳ୍ପ ବିଭାଗର ମିଳିତ ଆନୁକୂଲ୍ୟରେ ରଙ୍ଗୋଲି ରାଷ୍ଟ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ   13-Oct-2026
  ଜିଲ୍ଲା  
ବଲାଙ୍ଗୀରରେ ରାଜ୍ୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତା   13-Oct-2026
  ଜିଲ୍ଲା  
ଓମ୍‌ ଭ୍ୟାଲି ଶିକ୍ଷାନୁଷ୍ଠାନରେ ୧୧ତମ ବାଟାଲିୟନ ଦ୍ଵାରା ଏନ୍‌.ସି.ସି.ପ୍ରଶିକ୍ଷଣ ଶିବିରର ଉଦ୍‌ଯାପିତ   13-Oct-2026
  ଜିଲ୍ଲା  
ପାଟଣେଶ୍ୱରୀ ଦେବୀପୀଠରେ ନବରାତ୍ରପୂଜା   13-Oct-2026

You Might Also Like