-+91-9937148622 |

prerana_bgr@rediffmail.com |

  Tuesday 18th August 2026 |

| | | |

R.N.I. Regd No. ODIODI/2010/46693

Breaking News

ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   (18-Aug-2026)       ||      ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   (18-Aug-2026)       ||      ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   (18-Aug-2026)       ||      ବରୀ ରେ ବନ୍ୟା   (18-Aug-2026)       ||      *ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   (18-Aug-2026)       ||      କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!    (18-Aug-2026)       ||      ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   (18-Aug-2026)       ||      *ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   (18-Aug-2026)       ||      ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   (18-Aug-2026)       ||      କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   (18-Aug-2026)       ||      ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (17-Aug-2026)       ||      ଲୋକାର୍ପିତ କବିତା ସଂକଳନରେ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ♦️ କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      କବି ରାଜକିଶୋର ପଣ୍ଡା ରଚିତ ପୁସ୍ତକ ରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      ଭୁବନେଶ୍ୱରରେ ଅନୁଷ୍ଠିତ ହେବ ଐତିହାସିକ ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର ସିଲଭର୍ ମିଟ୍   (17-Aug-2026)       ||      ଆଗକୁ ନୂଆଖାଇ ପାଟଣେଶ୍ୱରୀ ମନ୍ଦିର ଗମ୍ଭାର ଘର ମରାମତି କେବେ ?   (17-Aug-2026)       ||      ଦେଓଗାଁରେ ଓଷ୍ଟା ପକ୍ଷରୁ ସାମ୍ବିଧାନିକ ବୈଠକ   (17-Aug-2026)       ||      ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ପାଇଁ ଓଡିଶା ଦଳ ଘୋଷଣା   (17-Aug-2026)       ||      ସ୍ମାର୍ଟ ଜଳସେଚନ ଓ ଚାହିଦାଭିତ୍ତିକ ଜଳ ପରିଚାଳନା ଉପରେ ଜଳ ସମ୍ପଦ ବିଭାଗ ପକ୍ଷରୁ ଏକଦିନିଆ କର୍ମଶାଳା   (17-Aug-2026)       ||      *କଳାହାଣ୍ଡି ଜିଲ୍ଲା ଆତ୍ମା ପକ୍ଷରୁ ଚାଷୀ ଙ୍କୁ ନେଇ ସୁବର୍ଣ୍ଣପୁର କ୍ଷେତ୍ର ପରିଦର୍ଶନ*- *ଚାଷୀ ଓ ବୈଜ୍ଞାନିକ ଙ୍କ ଭାବ ବିନିମୟ କାର୍ଯ୍ଯ କ୍ରମ*-   (17-Aug-2026)       ||      ଝରଣିପାଲି ଠାରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   (17-Aug-2026)       ||     

HOME   ଜିଲ୍ଲା

ବିଦ୍ୟୁତ ଆଘାତରେ ପ୍ରାଣହରାଇଲା ଗଜରାଜ

09-Jul-2021



ଅନୁଗୋଳ (ପ୍ରେରଣା ଖବର): ଅନୁଗୋଳ ବନଖଣ୍ଡର ବନ୍ତଳା ରେଞ୍ଜ ଅନ୍ତର୍ଗତ ତଳଗଡ଼ ଗାଁରେ ବିଦ୍ୟୁତ୍ ଆଘାତରେ ପ୍ରାଣ ହରାଇଛି ଗଜରାଜ । ଆଜି ଉକ୍ତ ଗାଁ ଏକ ଦନ୍ତା ହାତୀର ମୃତ୍ୟୁ ହୋଇଥିବା ଦେଖିବାକୁ ମିଳିଥିଲା । ମୃତ ହାତୀକୁ ଆନୁମାନିକ ୧୦ ବର୍ଷ ବୋଲି ବନବିଭାଗ ପକ୍ଷରୁ କୁହାଯାଇଛି । ତେବେ ଜଙ୍ଗଲୀ ଜନ୍ତୁ ଶିକାର ପାଇଁ ବିଦ୍ୟୁତ୍ ତାର ବିଛାଇଥିବା ବେଳେ ହାତୀଟି ଏହା ସଂସ୍ପର୍ଶରେ ଆସି ପ୍ରାଣ ହରାଇଥିବା ଅନୁଗୋଳ ଡିଏଫ୍‌ଓ କହିଛନ୍ତି । ବିଦ୍ୟୁତ ଦ୍ୱାରା ଜଙ୍ଗଲଜନ୍ତୁ ଶିକାର କରିବା ଅଭିଯୋଗରେ ଉକ୍ତ ଗାଁର ଜଣେ ବ୍ୟକ୍ତିଙ୍କୁ ଗିରଫ କରାଯାଇଥିବା ସେ ସୂଚନା ଦେଇଛନ୍ତି । ସୂଚନା ଅନୁଯାୟୀ ଆଜି ସକାଳୁ ତଳଗଡ଼ ଗାଁରେ ଏକ ହାତୀ ମରି ପଡ଼ିଥିବା ଲୋକେ ଦେଖିବା ପରେ ବନ ବିଭାଗକୁ ଖବର ଦେଇଥିଲେ । ବନବିଭାଗ କର୍ମଚାରୀ ଘଟଣାସ୍ଥଳରେ ପହଞ୍ôଚ ଜନ୍ତୁ ଶିକାର ପାଇଁ ବିଛାଇଥିବା ବିଦ୍ୟୁତ୍ ତାର ଜବତ କରିଥିଲେ । ଏହି ଅଞ୍ଚଳରେ ଜଙ୍ଗଲଜନ୍ତୁ ଶିକାର କରିବା ପାଇଁ କିଛି ଦୁବୃର୍ତ୍ତ ଏଭଳି ବେଆଇନ କାର୍ଯ୍ୟ କରୁଥିବା ଘଟଣାର ପର୍ଦ୍ଦା ଫାସ ହୋଇଥିବା ବନବିଭାଗ ପକ୍ଷରୁ କୁହାଯାଇଛି । ଅନ୍ୟପକ୍ଷରେ ଘଟଣାର ସହ ଅଧିକ ତଦନ୍ତ ଜାରି ରହିଥିବା ବନବିଭାଗ ପକ୍ଷରୁ କୁହାଯାଇଛି ।
 


News Comment




Photo in News

Advertisment
Lastest News
  ଜିଲ୍ଲା  
ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   18-Aug-2026
  ଜିଲ୍ଲା  
ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   18-Aug-2026
  ଜିଲ୍ଲା  
ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   18-Aug-2026
  ଜିଲ୍ଲା  
ବରୀ ରେ ବନ୍ୟା   18-Aug-2026
  ଜିଲ୍ଲା  
*ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   18-Aug-2026
  ଜିଲ୍ଲା  
କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!   18-Aug-2026
  ଜିଲ୍ଲା  
ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   18-Aug-2026
  ଜିଲ୍ଲା  
*ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   18-Aug-2026
  ଜିଲ୍ଲା  
ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   18-Aug-2026
  ଜିଲ୍ଲା  
କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   18-Aug-2026
  ଜିଲ୍ଲା  
ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   17-Aug-2026
  ଜିଲ୍ଲା  
ଲୋକାର୍ପିତ କବିତା ସଂକଳନରେ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ♦️ କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକରେ ସ୍ଥାନ ପାଇଛି ୧୦୭ ଟି କବିତା   17-Aug-2026

You Might Also Like

           
  ଜିଲ୍ଲା  

ବରୀ ରେ ବନ୍ୟା