-+91-9937148622 |

prerana_bgr@rediffmail.com |

  Tuesday 18th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   (18-Aug-2026)       ||      ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   (18-Aug-2026)       ||      ବରୀ ରେ ବନ୍ୟା   (18-Aug-2026)       ||      *ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   (18-Aug-2026)       ||      କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!    (18-Aug-2026)       ||      ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   (18-Aug-2026)       ||      *ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   (18-Aug-2026)       ||      ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   (18-Aug-2026)       ||      କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   (18-Aug-2026)       ||      ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (17-Aug-2026)       ||      ଲୋକାର୍ପିତ କବିତା ସଂକଳନରେ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ♦️ କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      କବି ରାଜକିଶୋର ପଣ୍ଡା ରଚିତ ପୁସ୍ତକ ରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      ଭୁବନେଶ୍ୱରରେ ଅନୁଷ୍ଠିତ ହେବ ଐତିହାସିକ ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର ସିଲଭର୍ ମିଟ୍   (17-Aug-2026)       ||      ଆଗକୁ ନୂଆଖାଇ ପାଟଣେଶ୍ୱରୀ ମନ୍ଦିର ଗମ୍ଭାର ଘର ମରାମତି କେବେ ?   (17-Aug-2026)       ||      ଦେଓଗାଁରେ ଓଷ୍ଟା ପକ୍ଷରୁ ସାମ୍ବିଧାନିକ ବୈଠକ   (17-Aug-2026)       ||      ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ପାଇଁ ଓଡିଶା ଦଳ ଘୋଷଣା   (17-Aug-2026)       ||      ସ୍ମାର୍ଟ ଜଳସେଚନ ଓ ଚାହିଦାଭିତ୍ତିକ ଜଳ ପରିଚାଳନା ଉପରେ ଜଳ ସମ୍ପଦ ବିଭାଗ ପକ୍ଷରୁ ଏକଦିନିଆ କର୍ମଶାଳା   (17-Aug-2026)       ||      *କଳାହାଣ୍ଡି ଜିଲ୍ଲା ଆତ୍ମା ପକ୍ଷରୁ ଚାଷୀ ଙ୍କୁ ନେଇ ସୁବର୍ଣ୍ଣପୁର କ୍ଷେତ୍ର ପରିଦର୍ଶନ*- *ଚାଷୀ ଓ ବୈଜ୍ଞାନିକ ଙ୍କ ଭାବ ବିନିମୟ କାର୍ଯ୍ଯ କ୍ରମ*-   (17-Aug-2026)       ||      ଝରଣିପାଲି ଠାରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   (17-Aug-2026)       ||      *ଏବେ ବି ବଞ୍ଚିଛି ମାନବିକତା*- *ବୋଲବମ ଚାରିଟେବୁଲ ଟ୍ରଷ୍ଟ କୁ ବୁଦ୍ଧିଜୀବି ମହଲରେ ପ୍ରଶଂସା*-   (17-Aug-2026)       ||     

HOME   ଜିଲ୍ଲା

ଆବାସ ଯୋଜନା ଦୁର୍ନୀତି ବିରୋଧରେ ବାଲିଗୁଡା ବିଜେପି ତରଫରୁ ବ୍ଲକ ଘେରାଉ: ବିଡ଼ିଓଙ୍କୁ ଦାବୀ ପତ୍ର ପ୍ରଦାନ

09-Jul-2021



ବାଲିଗୁଡା,(ପ୍ରେରଣା ଖବର ବ୍ୟୁରୋ): କନ୍ଧମାଳ ଜିଲ୍ଲା ବାଲିଗୁଡା ବିଜେପି ଦଳ ପକ୍ଷରୁ ଆବାସ ଯୋଜନା ଦୁର୍ନୀତି ବିରୋଧରେ ବାଲିଗୁଡା ବ୍ଳକ ଘେରାଓ ସହିତ ବିଡିଓଙ୍କ ଜରିଆରେ  ରାଜ୍ୟପାଳଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଛି । କନ୍ଧମାଳ ଜିଲ୍ଲାରେ ଆବାସ ଯୋଜନା ଉଚିତ ହିତାଧିକାରୀଙ୍କୁ ନ ମିଳିବାନେଇ  ବିଜେପି କର୍ମୀ ନାରାବାଜି କରିଥିଲେ ।ଏହି ଦୁର୍ନୀତି ବିରୋଧରେ ବିଜେଡି ସରକାରଙ୍କୁ ନିନ୍ଦା କରିବା ସହିତ ଆଗାମୀ ଦିନରେ ଦଳ ରାଜରାସ୍ତାକୁ ଓହ୍ଲାଇ ଆନ୍ଦୋଳନ କରାଯିବ ବୋଲି ବିଜେପି ଜିଲ୍ଲା ସାଧାରଣ ସମ୍ପାଦକ  ଦେବେନ୍ଦ୍ର କୁଦେଇ ପ୍ରକାଶ କରିଛନ୍ତି ।ଏହି ବ୍ଳକ

ଘେରାଓରେ ଜିଲ୍ଲା ମହିଳା ମୋର୍ଚ୍ଚା ଉପ ସଭାନେତ୍ରୀ କୁସୁମୀ ପ୍ରଧାନ,ମଣ୍ଡଳ ସଭାପତି ଦିବାକର ସାହୁ,ସାଧାରଣ ସମ୍ପାଦକ  ଆଦିକନ୍ଦ ପଟ୍ଟନାୟକ, ରାମାନନ୍ଦ ଘଡେଇ, ସୁରେନ୍ଦ୍ର କୁମାର ପାତ୍ର, ସୁଷମା ସାହୁଙ୍କ ସମେତ  ବହୁ କର୍ମୀ ଯୋଗ ଦେଇଥିଲେ । କରୋନା କଟକଣାକୁ ମାନି ଘେରାଓ କରିବା ସହିତ ବାଲିଗୁଡା ବିଡିଓଙ୍କୁ ଦାବୀପତ୍ର ପ୍ରଦାନ କରାଯାଇଥିଲା |


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   18-Aug-2026
  ଜିଲ୍ଲା  
ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   18-Aug-2026
  ଜିଲ୍ଲା  
ବରୀ ରେ ବନ୍ୟା   18-Aug-2026
  ଜିଲ୍ଲା  
*ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   18-Aug-2026
  ଜିଲ୍ଲା  
କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!   18-Aug-2026
  ଜିଲ୍ଲା  
ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   18-Aug-2026
  ଜିଲ୍ଲା  
*ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   18-Aug-2026
  ଜିଲ୍ଲା  
ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   18-Aug-2026
  ଜିଲ୍ଲା  
କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   18-Aug-2026
  ଜିଲ୍ଲା  
ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   17-Aug-2026
  ଜିଲ୍ଲା  
ଲୋକାର୍ପିତ କବିତା ସଂକଳନରେ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ♦️ କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକରେ ସ୍ଥାନ ପାଇଛି ୧୦୭ ଟି କବିତା   17-Aug-2026
  ଜିଲ୍ଲା  
କବି ରାଜକିଶୋର ପଣ୍ଡା ରଚିତ ପୁସ୍ତକ ରେ ସ୍ଥାନ ପାଇଛି ୧୦୭ ଟି କବିତା   17-Aug-2026

You Might Also Like

       
  ଜିଲ୍ଲା  

ବରୀ ରେ ବନ୍ୟା