-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME    ଅନ୍ୟାନ୍ୟ

ସକାଳ ର ମୁଖ୍ୟ ଖବର

28-Oct-2020



୧-ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ଆମେରିକାର ବୈଦେଶିକ ଓ ପ୍ରତିରକ୍ଷା ମନ୍ତ୍ରୀ ମାଇକ୍‌ ପମ୍ପିଓ : ଚୀନ୍‌ ଉଦ୍ଦେଶ୍ୟରେ କଡ଼ା ବାର୍ତ୍ତା।

 

୨-କନ୍ଧମାଳରେ ପହିଲି ଶୀତର ପରଶ : ପାରଦ ୧୬କୁ ଖସିଲା; କୁହୁଡ଼ି ସାଙ୍ଗକୁ କାକର ।

 

୩-ଏସ୍‌ସିବିରେ ୫୦୦ ଶଯ୍ୟାର କୋଭିଡ୍‌ ହସ୍ପିଟାଲ୍‌ ଲୋକାର୍ପିତ, କୋଭିଡ ହସ୍ପିଟାଲ୍‌ରେ ମିଶିଲା ଆଇସୋଲେସନ ୱାର୍ଡ ।

 

୪-ନଭେମ୍ବର ପହିଲାରୁ ଧାନ ସଂଗ୍ରହ ଆରମ୍ଭ ହେବ। ଚଳିତବର୍ଷ ରାଜ୍ୟରେ ୧୪.୯୭ ଲକ୍ଷ ଚାଷୀ ଧାନ ବିକିବା ପାଇଁ ନାମ ପଞ୍ଜୀକୃତ କରିଛନ୍ତି। ୨୦୧୯-୨୦ ଆର୍ଥିକବର୍ଷ ତୁଳନାରେ ୨୧ ପ୍ରତିଶତ ଅଧିକ।

 

୫-ଉପନିର୍ବାଚନ ପାଇଁ କମ୍ପୁଛି ବାଲେଶ୍ବର ଓ ତିର୍ତ୍ତୋଲ , ଆଜି ପ୍ରଚାର ମଇଦାନକୁ ଓହ୍ଲାଇବେ ବିଜେଡି ସୁପ୍ରିମୋ, ନବୀନ ନିବାସରୁ ଡିଜିଟାଲ ମାଧ୍ୟମରେ କରିବେ ପ୍ରଚାର। 

 

୬-ରିଜର୍ଭ ବ୍ୟାଙ୍କ ରିପୋର୍ଟରେ ଓଡ଼ିଶାର ଆର୍ଥିକ ସଂସ୍କାର, ଋଣ ପରିଶୋଧ ପାଇଁ ରାଜ୍ୟ ବ୍ୟବହାର କରିବ ସିଏସ୍‌ଏଫ୍ ଟଙ୍କା ।

 

୭-ଆଜି ବିହାରରେ ପ୍ରଥମ ପର୍ଯ୍ୟାୟ ଭୋଟ – ୧,୦୬୬ ପ୍ରାର୍ଥୀଙ୍କର ହେବ ଭାଗ୍ୟ ପରୀକ୍ଷା ।

 

୮-ନଭେମ୍ବର ଏକ ତାରିଖରୁ ପର୍ଯ୍ୟଟକଙ୍କ ପାଇଁ ଖୋଲିବ ଶିମିଳିପାଳ ବ୍ୟାଘ୍ର ପ୍ରକଳ୍ପ ।

 

୯-ମାଲ୍ୟାଙ୍କ ଋଣ ସୁଝିବାକୁ ବିକ୍ରି ହେବ ୟୁବିଏଚଏଲର ୧୧ ହଜାର କୋଟିର ସମ୍ପତ୍ତି : ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ।

 

୧୦-ସେସୁ ଫ୍ରାଞ୍ଚାଇଜ୍‌ ସଂସ୍ଥାରୁ ଛଟେଇ କର୍ମଚାରୀଙ୍କ ପୁନଃ ନିଯୁକ୍ତି ଦାବିରେ ବିକ୍ଷୋଭ ।

 

୧୧-ଆଇପିଏଲ୍ ମହାସମରରେ ଆଜି ଦେଖିବାକୁ ମିଳିବ ଏକ ଦମ୍‌ଦାର ମୁକାବିଲା, ଆଜି ମଇଦାନ୍‌ରେ ମୁହାଁମୁହିଁ ହେବେ ମୁମ୍ଵାଇ ଇଣ୍ଡିଆନ୍ସ ଓ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଳୁରୁ।

 

୧୨-ଅଷ୍ଟ୍ରେଲିଆ ଗସ୍ତ ପାଇଁ ୩୨ ଜଣିଆ ଭାରତୀୟ ଦଳ : ରୋହିତ ଓ ଈଶାନ୍ତ ବାଦ୍ ‌; ବରୁଣ ନୂଆ ମୁହଁ ; ଟେଷ୍ଟ ଦଳରେ ସିରାଜ୍‌ ।

 

*ଅଧିକ ସତର୍କ ରହିବା ଦରକାର,କୋଭିଡ୍ ନିୟମ କଡ଼ାକଡ଼ି ପାଳନ କରିବା,ମାସ୍କ ପିନ୍ଧିବା, ଶାରୀରିକ ଦୂରତା ରଖିବା ଓ ନିୟମିତ ହାତ ଧୋଇବା ।*


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like