-+91-9937148622 |

prerana_bgr@rediffmail.com |

  Wednesday 14th October 2026 |

| | | |

R.N.I. Regd No. ODIODI/2010/46693

Breaking News

ନଅଗାଁ-କ କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ   (14-Oct-2026)       ||      ବଲାଙ୍ଗୀରଠାରେ ଅନୁଷ୍ଠିତ ହେଲା ଅଖିଳ ଓଡ଼ିଶା ନ୍ୟାୟିକ କର୍ମଚାରୀ ସଂଘର ରାଜ୍ୟସ୍ତରୀୟ ସାଧାରଣ ପରିଷଦ ବୈଠକ   (13-Oct-2026)       ||      ୩ ହଜାର ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ସଇଁତଲା ଆର ଆଇ ଙ୍କୁ ଧରିଲା ଭିଜିଲାନ୍ସ ବିଭାଗ    (13-Oct-2026)       ||      *ନବରଙ୍ଗପୁରରେ ନୂତନ ଜିଲ୍ଲାପାଳଙ୍କ ଦାୟିତ୍ୱ ଗ୍ରହଣ*   (13-Oct-2026)       ||      ବଲାଙ୍ଗୀର ତହସିଲର ଅବ୍ୟବସ୍ଥା ନେଇ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ସଭାପତି ଙ୍କ ପ୍ରତିକ୍ରିୟା: କପି ଟିଏ ପାଇବା ପାଇଁ ଲୋକଙ୍କୁ ମାସ ମାସ ଧରି ଅପେକ୍ଷା କରିବାକୁ ପଡୁଛି    (13-Oct-2026)       ||      ଚନ୍ଦ୍ରଘଣ୍ଟା ବେଶରେ ଦର୍ଶନ ଦେଲେ ମାଁ ଚରଦେଇ   (13-Oct-2026)       ||      ଜିଲ୍ଲା ସମବାୟ ବିଭାଗ, ହସ୍ତତନ୍ତ ଓ ବୟନ ଶିଳ୍ପ ବିଭାଗର ମିଳିତ ଆନୁକୂଲ୍ୟରେ ରଙ୍ଗୋଲି ରାଷ୍ଟ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ   (13-Oct-2026)       ||      ବଲାଙ୍ଗୀରରେ ରାଜ୍ୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତା   (13-Oct-2026)       ||      ଓମ୍‌ ଭ୍ୟାଲି ଶିକ୍ଷାନୁଷ୍ଠାନରେ ୧୧ତମ ବାଟାଲିୟନ ଦ୍ଵାରା ଏନ୍‌.ସି.ସି.ପ୍ରଶିକ୍ଷଣ ଶିବିରର ଉଦ୍‌ଯାପିତ    (13-Oct-2026)       ||      ପାଟଣେଶ୍ୱରୀ ଦେବୀପୀଠରେ ନବରାତ୍ରପୂଜା   (13-Oct-2026)       ||      ମା’ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ଚନ୍ଦ୍ରଘଣ୍ଟା ବେଶ   (13-Oct-2026)       ||      ଚୋରି ଓ ଅପରାଧର ଖିଅ ଖୋଜିବ ସିସିଟିଭି! ଦାରିଙ୍ଗବାଡ଼ିର ସବୁ ହୋଟେଲ, ରିସର୍ଟ ଓ ରେଷ୍ଟୁରାଣ୍ଟରେ କ୍ୟାମେରା ଲାଗିବା ବାଧ୍ୟତାମୂଳକ   (13-Oct-2026)       ||      ପଡାଗଡ଼ ଅଞ୍ଚଳରେ ରାତିରେ ଚାଲିଛି ବେଆଇନ କ୍ରସର, ଖଣି ମାଫିଆ ମାଲାମାଲ   (13-Oct-2026)       ||      ତୁଷୁରାରେ ମହାରାଜା ଅଗ୍ରସେନଜୀଙ୍କ ଜୟନ୍ତୀ ପାଳିତ   (13-Oct-2026)       ||      ମା କୁଶଙ୍ଗାଇ ପୀଠ ନବରାତ୍ରିରେ ଚଳଚଞ୍ଚଳ   (13-Oct-2026)       ||      ଅଲ୍ ଓଡିଶା ଅଙ୍ଗନୱାଡ଼ି ଲେଡିଜ୍ ୱାର୍କରର୍ସ ଆସୋସିଏସନ୍ ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (13-Oct-2026)       ||      ଭାରତ ବିକାଶ ପରିଷଦ ଦ୍ଵାରା (ଶିକ୍ଷା ବର୍ଷ ୨୦୨୬) ପାଇଁ ଶ୍ରେଷ୍ଠ ଛାତ୍ର ଓ ଶ୍ରେଷ୍ଠ ଶିକ୍ଷୟିତ୍ରୀ ପୁରସ୍କାରରେ ସମ୍ମାନିତ ହେଲେ ଓମ ଭ୍ୟାଲି ସ୍କୁଲର ଶିକ୍ଷୟତ୍ରୀ ଓ ଛାତ୍ର    (13-Oct-2026)       ||      ଆଗଲପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ କ୍ଲଷ୍ଟର୍ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଧୁମ ଧାମରେ ପାଳିତ   (13-Oct-2026)       ||      ମା ଘଣ୍ଟାସୁନିଙ୍କ ନବମୀ ଯାତ୍ରା ଉପଲକ୍ଷେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ    (12-Oct-2026)       ||      *ଆସନ୍ତା କାଲି ଠାରୁ ସୁବର୍ଣ୍ଣପୁର ଠାରେ ହେବ ରାଜ୍ୟ ସ୍ତରୀୟ ୧୪ ବର୍ଷ ରୁ କମ୍ ବାଳକ ଫୁଟବଲ୍ ଚାମ୍ପିଅନସିପ*-   (12-Oct-2026)       ||     

HOME   ଜିଲ୍ଲା

ଆର୍ବିକ ଭାଷାରେ ଅନୁଦିତ ହେଲା କବି ଭବାନୀ ଶଙ୍କର ନିଆଲଙ୍କ କବିତା

09-Jul-2021



କଳାହାଣ୍ଡି (ପ୍ରେରଣା ଖବର) : ପ୍ରସିଦ୍ଧ ଆର୍ବିକ କବି ତଥା ଲେଖକ ମହମ୍ମଦ ହେଲ୍ମୀ ଅଲ ରିଶା କବି ଭବାନୀ ଶଙ୍କର ନିଆଲଙ୍କ କବିତା ଆର୍ବିକ ଭାଷାରେ ଅନୁବାଦ କରିଛନ୍ତି l କବି ନିଆଲଙ୍କ କବିତା ଆର୍ବିକ ଭାଷାରେ ଅନୁଦିତ ହେବା ପରେ ଗୃହମନ୍ତ୍ରୀ ଦିବ୍ୟ ଶଙ୍କର ମିଶ୍ର,ରାଜ୍ୟସଭା ସାଂସଦ ସୁଜିତ କୁମାର,ପୂର୍ବତନ ମନ୍ତ୍ରୀ ପୁଷ୍ପେନ୍ଦ୍ର ସିଂହ ଦେଓ, ପୂର୍ବତନ ସାଂସଦ ପ୍ରତ୍ୟୁଷା ରାଜେଶ୍ୱରୀ ସିଂହ,ସାଂସଦ ରମେଶ ଚନ୍ଦ୍ର ମାଝୀ, ସାଂସଦ ମୁନ୍ନା ଖାନ ଏବଂ ରାଜ୍ୟ ତଥା ଜିଲ୍ଲା ବାହାରୁ ଅନେକ ବୁଦ୍ଧିଜୀବୀ ତାଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଥିଲେ l ସୂଚନା ଯୋଗ୍ୟ ଯେ ପୃଥିବୀର ବିଭିନ୍ନ ଭାଷା ମଧ୍ୟରୁ ଆର୍ବିକ ଭାଷା ଅନ୍ୟତମ l ଏହି ଭାଷା ବିଶ୍ୱର ୨୫ଟି ଦେଶରେ ବ୍ୟବହାର କରାଯାଉଛି l ଯଥା-ସାଉଦି ଆରାବୀୟା,ଚାଡ,ଆଲଜେରିଆ,କମରୋସ ,ଇରିଟ୍ରିଆ,ଜିବୁଟି,ଇଜିପ୍ଟ,ପାଲେଷ୍ଟାଇନ,ଲେବାନନ୍,ଇରାକ,ଜୋର୍ଡାନ,ଲେବୋନ୍,କୁଏତ,ମରିସାନିଆ,ମୋରୋକୋ,ଓମାନ,କତାର,ସୋମାଲିଆ,ସୁଦାନ,ସିରିଆ,ତାଞ୍ଜାନିଆ,ବ୍ରାହ୍ମୀନ,ଟ୍ୟୁନିସିଆ,ସଂଯୁକ୍ତ ଆରବ ଏମିରେଟ୍ସ,ୟେମେନ,ମେନହ୍ୱାଇଲ,ତୁର୍କୀ,ନାଇଜର,ଇରାନ,ସେନେଗାଲ ଏବଂ ମାଲି l ଦୀର୍ଘ ତିନି ଦଶନ୍ଧିରୁ ଉଭୟ ହିନ୍ଦୀ ଓ ଓଡ଼ିଆ କବିତାରେ ସକ୍ରିୟ ରହିବା ସହ ଏକାଧିକ ପୁସ୍ତକର ଲେଖକ ତଥା ମହୁରି ପତ୍ରିକାର ମୁଖ୍ୟ ସମ୍ପାଦକ କବି ଭବାନୀଶଙ୍କର ନିଆଲଙ୍କ କବିତା କ୍ରମାଗତ ଭାବେ ଇଂରାଜୀ, ଇଟାଲୀ, ସର୍ବିଆ, ରୁଷ, ଚୀନ,ଫ୍ରାନ୍ସ ପରେ ପୋଲିସ ଭାଷାରେ ଅନୂଦିତ ହେବା ଏକ ଗୌରବର ବିଷୟ। ଉକ୍ତ କବିତା ଗୁଡିକୁ ଇଂରାଜୀରେ ଅଧ୍ୟାପକ ବଙ୍କିମ ମୁଣ୍ଡ ଏବଂ ଗୋବିନ୍ଦ ସାହୁ,ଇଟାଲୀରେ କବି ଇମାନୁଏଲା ରିଜୋ,ସର୍ବିଆରେ ପ୍ରଖ୍ୟାତ କବି ତଥା ଅଧ୍ୟାପିକା ସୋଭା ସୋଭକା ସୋଭିକ,ଚୀନ ଭାଷାରେ କବି ଲାଉ ଫୁ, ରୁଷ ଭାଷାରେ ପ୍ରଖ୍ୟାତ ରୁଷ ଲେଖିକା ଏଲିନା ଡାନିସିନା ଏବଂ ଫ୍ରାନ୍ସ ଭାଷାରେ ଫ୍ରାନ୍ସସିୟ କବି ତଥା ଚୀନ ଭାଷା ଓ ସଂସ୍କୃତିର ବିଦ୍ୱାନ ଏଲିଜା ବେଥ ପ୍ଲେନାଟୋ କରିଥିବା ବେଳେ ପୋଲିସ ଭାଷାରେ ପ୍ରସିଦ୍ଧ ପୋଲାଣ୍ଡ କବି ଜିଜନିଉ ମାଇରୋସ୍ଲୋୱସ୍କି ଅନୁବାଦ କରିଛନ୍ତି । କବିଙ୍କ ଏହି ସଫଳତାରେ ରାଜ୍ୟର ବିଭିନ୍ନ ମହଳରୁ ଖୁସିର ଲହରୀ ଖେଳିଯାଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନଅଗାଁ-କ କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ   14-Oct-2026
  ଜିଲ୍ଲା  
ବଲାଙ୍ଗୀରଠାରେ ଅନୁଷ୍ଠିତ ହେଲା ଅଖିଳ ଓଡ଼ିଶା ନ୍ୟାୟିକ କର୍ମଚାରୀ ସଂଘର ରାଜ୍ୟସ୍ତରୀୟ ସାଧାରଣ ପରିଷଦ ବୈଠକ   13-Oct-2026
  ଜିଲ୍ଲା  
୩ ହଜାର ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ସଇଁତଲା ଆର ଆଇ ଙ୍କୁ ଧରିଲା ଭିଜିଲାନ୍ସ ବିଭାଗ   13-Oct-2026
  ଜିଲ୍ଲା  
*ନବରଙ୍ଗପୁରରେ ନୂତନ ଜିଲ୍ଲାପାଳଙ୍କ ଦାୟିତ୍ୱ ଗ୍ରହଣ*   13-Oct-2026
  ଜିଲ୍ଲା  
ବଲାଙ୍ଗୀର ତହସିଲର ଅବ୍ୟବସ୍ଥା ନେଇ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ସଭାପତି ଙ୍କ ପ୍ରତିକ୍ରିୟା: କପି ଟିଏ ପାଇବା ପାଇଁ ଲୋକଙ୍କୁ ମାସ ମାସ ଧରି ଅପେକ୍ଷା କରିବାକୁ ପଡୁଛି   13-Oct-2026
  ଜିଲ୍ଲା  
ଚନ୍ଦ୍ରଘଣ୍ଟା ବେଶରେ ଦର୍ଶନ ଦେଲେ ମାଁ ଚରଦେଇ   13-Oct-2026
  ଜିଲ୍ଲା  
ଜିଲ୍ଲା ସମବାୟ ବିଭାଗ, ହସ୍ତତନ୍ତ ଓ ବୟନ ଶିଳ୍ପ ବିଭାଗର ମିଳିତ ଆନୁକୂଲ୍ୟରେ ରଙ୍ଗୋଲି ରାଷ୍ଟ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ   13-Oct-2026
  ଜିଲ୍ଲା  
ବଲାଙ୍ଗୀରରେ ରାଜ୍ୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତା   13-Oct-2026
  ଜିଲ୍ଲା  
ଓମ୍‌ ଭ୍ୟାଲି ଶିକ୍ଷାନୁଷ୍ଠାନରେ ୧୧ତମ ବାଟାଲିୟନ ଦ୍ଵାରା ଏନ୍‌.ସି.ସି.ପ୍ରଶିକ୍ଷଣ ଶିବିରର ଉଦ୍‌ଯାପିତ   13-Oct-2026
  ଜିଲ୍ଲା  
ପାଟଣେଶ୍ୱରୀ ଦେବୀପୀଠରେ ନବରାତ୍ରପୂଜା   13-Oct-2026
  ଜିଲ୍ଲା  
ମା’ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ଚନ୍ଦ୍ରଘଣ୍ଟା ବେଶ   13-Oct-2026
  ଜିଲ୍ଲା  
ଚୋରି ଓ ଅପରାଧର ଖିଅ ଖୋଜିବ ସିସିଟିଭି! ଦାରିଙ୍ଗବାଡ଼ିର ସବୁ ହୋଟେଲ, ରିସର୍ଟ ଓ ରେଷ୍ଟୁରାଣ୍ଟରେ କ୍ୟାମେରା ଲାଗିବା ବାଧ୍ୟତାମୂଳକ   13-Oct-2026

You Might Also Like