-+91-9937148622 |

prerana_bgr@rediffmail.com |

  Wednesday 14th October 2026 |

| | | |

R.N.I. Regd No. ODIODI/2010/46693

Breaking News

ନଅଗାଁ-କ କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ   (14-Oct-2026)       ||      ବଲାଙ୍ଗୀରଠାରେ ଅନୁଷ୍ଠିତ ହେଲା ଅଖିଳ ଓଡ଼ିଶା ନ୍ୟାୟିକ କର୍ମଚାରୀ ସଂଘର ରାଜ୍ୟସ୍ତରୀୟ ସାଧାରଣ ପରିଷଦ ବୈଠକ   (13-Oct-2026)       ||      ୩ ହଜାର ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ସଇଁତଲା ଆର ଆଇ ଙ୍କୁ ଧରିଲା ଭିଜିଲାନ୍ସ ବିଭାଗ    (13-Oct-2026)       ||      *ନବରଙ୍ଗପୁରରେ ନୂତନ ଜିଲ୍ଲାପାଳଙ୍କ ଦାୟିତ୍ୱ ଗ୍ରହଣ*   (13-Oct-2026)       ||      ବଲାଙ୍ଗୀର ତହସିଲର ଅବ୍ୟବସ୍ଥା ନେଇ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ସଭାପତି ଙ୍କ ପ୍ରତିକ୍ରିୟା: କପି ଟିଏ ପାଇବା ପାଇଁ ଲୋକଙ୍କୁ ମାସ ମାସ ଧରି ଅପେକ୍ଷା କରିବାକୁ ପଡୁଛି    (13-Oct-2026)       ||      ଚନ୍ଦ୍ରଘଣ୍ଟା ବେଶରେ ଦର୍ଶନ ଦେଲେ ମାଁ ଚରଦେଇ   (13-Oct-2026)       ||      ଜିଲ୍ଲା ସମବାୟ ବିଭାଗ, ହସ୍ତତନ୍ତ ଓ ବୟନ ଶିଳ୍ପ ବିଭାଗର ମିଳିତ ଆନୁକୂଲ୍ୟରେ ରଙ୍ଗୋଲି ରାଷ୍ଟ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ   (13-Oct-2026)       ||      ବଲାଙ୍ଗୀରରେ ରାଜ୍ୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତା   (13-Oct-2026)       ||      ଓମ୍‌ ଭ୍ୟାଲି ଶିକ୍ଷାନୁଷ୍ଠାନରେ ୧୧ତମ ବାଟାଲିୟନ ଦ୍ଵାରା ଏନ୍‌.ସି.ସି.ପ୍ରଶିକ୍ଷଣ ଶିବିରର ଉଦ୍‌ଯାପିତ    (13-Oct-2026)       ||      ପାଟଣେଶ୍ୱରୀ ଦେବୀପୀଠରେ ନବରାତ୍ରପୂଜା   (13-Oct-2026)       ||      ମା’ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ଚନ୍ଦ୍ରଘଣ୍ଟା ବେଶ   (13-Oct-2026)       ||      ଚୋରି ଓ ଅପରାଧର ଖିଅ ଖୋଜିବ ସିସିଟିଭି! ଦାରିଙ୍ଗବାଡ଼ିର ସବୁ ହୋଟେଲ, ରିସର୍ଟ ଓ ରେଷ୍ଟୁରାଣ୍ଟରେ କ୍ୟାମେରା ଲାଗିବା ବାଧ୍ୟତାମୂଳକ   (13-Oct-2026)       ||      ପଡାଗଡ଼ ଅଞ୍ଚଳରେ ରାତିରେ ଚାଲିଛି ବେଆଇନ କ୍ରସର, ଖଣି ମାଫିଆ ମାଲାମାଲ   (13-Oct-2026)       ||      ତୁଷୁରାରେ ମହାରାଜା ଅଗ୍ରସେନଜୀଙ୍କ ଜୟନ୍ତୀ ପାଳିତ   (13-Oct-2026)       ||      ମା କୁଶଙ୍ଗାଇ ପୀଠ ନବରାତ୍ରିରେ ଚଳଚଞ୍ଚଳ   (13-Oct-2026)       ||      ଅଲ୍ ଓଡିଶା ଅଙ୍ଗନୱାଡ଼ି ଲେଡିଜ୍ ୱାର୍କରର୍ସ ଆସୋସିଏସନ୍ ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (13-Oct-2026)       ||      ଭାରତ ବିକାଶ ପରିଷଦ ଦ୍ଵାରା (ଶିକ୍ଷା ବର୍ଷ ୨୦୨୬) ପାଇଁ ଶ୍ରେଷ୍ଠ ଛାତ୍ର ଓ ଶ୍ରେଷ୍ଠ ଶିକ୍ଷୟିତ୍ରୀ ପୁରସ୍କାରରେ ସମ୍ମାନିତ ହେଲେ ଓମ ଭ୍ୟାଲି ସ୍କୁଲର ଶିକ୍ଷୟତ୍ରୀ ଓ ଛାତ୍ର    (13-Oct-2026)       ||      ଆଗଲପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ କ୍ଲଷ୍ଟର୍ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଧୁମ ଧାମରେ ପାଳିତ   (13-Oct-2026)       ||      ମା ଘଣ୍ଟାସୁନିଙ୍କ ନବମୀ ଯାତ୍ରା ଉପଲକ୍ଷେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ    (12-Oct-2026)       ||      *ଆସନ୍ତା କାଲି ଠାରୁ ସୁବର୍ଣ୍ଣପୁର ଠାରେ ହେବ ରାଜ୍ୟ ସ୍ତରୀୟ ୧୪ ବର୍ଷ ରୁ କମ୍ ବାଳକ ଫୁଟବଲ୍ ଚାମ୍ପିଅନସିପ*-   (12-Oct-2026)       ||     

HOME   ଜିଲ୍ଲା

ତୃତିୟ ଦିନ ରେ ବିଜେପିର ବିକ୍ଷୋଭ : ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଦୁର୍ନୀତି ଅଭିଯୋଗ, ବିଧାୟକ ମୁକେଶ ମହାଲିଙ୍ଗଙ୍କ ନେତୃତ୍ଵରେ ପୁଇଁନ୍ତଲା ବ୍ଲକ ଘେରାଉ

09-Jul-2021



ଲୋଇସିଂହା/ଆଗଲପୁର, (ବିନୋଦ କୁମାର ଦୀପ): ବଲାଙ୍ଗିର ଜିଲ୍ଲା ଲୋଇସିଂହା ବ୍ଲକ୍ ଅଫିସ ପରେ ପରେ ଆଗଲପୁର ବ୍ଲକ ଡୁଡୁକା ଓ  ପୁଇଁତଳା ବ୍ଲକରେ ତିନିଦିନ ଧରି ବିଜେପି ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି l ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଅନିୟମିତତା ପ୍ରତିବାଦରେ ବିଜେପି ପକ୍ଷରୁ ଏହି ଆନ୍ଦୋଳନ ତୀବ୍ରତର ଦେଖାଦେଇଛି l ଆଜି ପୂର୍ବାହ୍ନ ୧୧ଟା ସମୟରେ ହୋଇଥିବା ଧାରଣାରେ  ଲୋଇସିଂହା ବିଧାୟକ ମୁକେଶ ମହାଳିଙ୍ଗଙ୍କ ସମେତ ଅନେକ ନେତା ଓ କର୍ମୀ ଆନ୍ଦୋଳନରେ ସାମିଲ ହୋଇ ବିଭିନ୍ନ ନାରାବାଜି କରିଛନ୍ତି l ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଜିଲ୍ଲାରେ ଶହ ଶହ କୋଟିର ହେରାଫେରି ହୋଇଛି l ଧନୀଲୋକେ ଯୋଜନାର ଫାଇଦା ଉଠାଉଥିବା ବେଳେ ଗରିବ ଶ୍ରେଣୀର ଲୋକେ ଏଥିରୁ ବାଦ୍ ପଡିଛନ୍ତି l ଏଣୁ ଏହାର ପ୍ରତିବାଦରେ ଆନ୍ଦୋଳନକୁ ଓହ୍ଲାଇଛି ବିଜେପି l ଆବାସ ଘୋଟାଲାରେ ଦୋଷୀଙ୍କୁ ଦଣ୍ଡ ସହ ଗରୀବଙ୍କୁ ପ୍ରଧାନମନ୍ତ୍ରୀ ଆବାସ ଘର ଦେବାକୁ ବିଜେପି ଦାବୀ କରିଛି l ଶେଷରେ ରାଜ୍ୟପାଳଙ୍କ ଉଦ୍ଧେଶ୍ୟରେ ଲୋଇସିଂହା ବିଡ଼ିଓକୁ, ଆଗଲପୁର ବିଡ଼ିଓକୁ ଏବଂ ପୁଇନ୍ତଲା ବିଡ଼ିଓକୁ ଏକ ଦାବିପତ୍ର ପ୍ରଦାନ କରାଯାଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନଅଗାଁ-କ କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ   14-Oct-2026
  ଜିଲ୍ଲା  
ବଲାଙ୍ଗୀରଠାରେ ଅନୁଷ୍ଠିତ ହେଲା ଅଖିଳ ଓଡ଼ିଶା ନ୍ୟାୟିକ କର୍ମଚାରୀ ସଂଘର ରାଜ୍ୟସ୍ତରୀୟ ସାଧାରଣ ପରିଷଦ ବୈଠକ   13-Oct-2026
  ଜିଲ୍ଲା  
୩ ହଜାର ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ସଇଁତଲା ଆର ଆଇ ଙ୍କୁ ଧରିଲା ଭିଜିଲାନ୍ସ ବିଭାଗ   13-Oct-2026
  ଜିଲ୍ଲା  
*ନବରଙ୍ଗପୁରରେ ନୂତନ ଜିଲ୍ଲାପାଳଙ୍କ ଦାୟିତ୍ୱ ଗ୍ରହଣ*   13-Oct-2026
  ଜିଲ୍ଲା  
ବଲାଙ୍ଗୀର ତହସିଲର ଅବ୍ୟବସ୍ଥା ନେଇ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ସଭାପତି ଙ୍କ ପ୍ରତିକ୍ରିୟା: କପି ଟିଏ ପାଇବା ପାଇଁ ଲୋକଙ୍କୁ ମାସ ମାସ ଧରି ଅପେକ୍ଷା କରିବାକୁ ପଡୁଛି   13-Oct-2026
  ଜିଲ୍ଲା  
ଚନ୍ଦ୍ରଘଣ୍ଟା ବେଶରେ ଦର୍ଶନ ଦେଲେ ମାଁ ଚରଦେଇ   13-Oct-2026
  ଜିଲ୍ଲା  
ଜିଲ୍ଲା ସମବାୟ ବିଭାଗ, ହସ୍ତତନ୍ତ ଓ ବୟନ ଶିଳ୍ପ ବିଭାଗର ମିଳିତ ଆନୁକୂଲ୍ୟରେ ରଙ୍ଗୋଲି ରାଷ୍ଟ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ   13-Oct-2026
  ଜିଲ୍ଲା  
ବଲାଙ୍ଗୀରରେ ରାଜ୍ୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତା   13-Oct-2026
  ଜିଲ୍ଲା  
ଓମ୍‌ ଭ୍ୟାଲି ଶିକ୍ଷାନୁଷ୍ଠାନରେ ୧୧ତମ ବାଟାଲିୟନ ଦ୍ଵାରା ଏନ୍‌.ସି.ସି.ପ୍ରଶିକ୍ଷଣ ଶିବିରର ଉଦ୍‌ଯାପିତ   13-Oct-2026
  ଜିଲ୍ଲା  
ପାଟଣେଶ୍ୱରୀ ଦେବୀପୀଠରେ ନବରାତ୍ରପୂଜା   13-Oct-2026
  ଜିଲ୍ଲା  
ମା’ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ଚନ୍ଦ୍ରଘଣ୍ଟା ବେଶ   13-Oct-2026
  ଜିଲ୍ଲା  
ଚୋରି ଓ ଅପରାଧର ଖିଅ ଖୋଜିବ ସିସିଟିଭି! ଦାରିଙ୍ଗବାଡ଼ିର ସବୁ ହୋଟେଲ, ରିସର୍ଟ ଓ ରେଷ୍ଟୁରାଣ୍ଟରେ କ୍ୟାମେରା ଲାଗିବା ବାଧ୍ୟତାମୂଳକ   13-Oct-2026

You Might Also Like