-+91-9937148622 |

prerana_bgr@rediffmail.com |

  Tuesday 18th August 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (17-Aug-2026)       ||      ଲୋକାର୍ପିତ କବିତା ସଂକଳନରେ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ♦️ କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      କବି ରାଜକିଶୋର ପଣ୍ଡା ରଚିତ ପୁସ୍ତକ ରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      ଭୁବନେଶ୍ୱରରେ ଅନୁଷ୍ଠିତ ହେବ ଐତିହାସିକ ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର ସିଲଭର୍ ମିଟ୍   (17-Aug-2026)       ||      ଆଗକୁ ନୂଆଖାଇ ପାଟଣେଶ୍ୱରୀ ମନ୍ଦିର ଗମ୍ଭାର ଘର ମରାମତି କେବେ ?   (17-Aug-2026)       ||      ଦେଓଗାଁରେ ଓଷ୍ଟା ପକ୍ଷରୁ ସାମ୍ବିଧାନିକ ବୈଠକ   (17-Aug-2026)       ||      ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ପାଇଁ ଓଡିଶା ଦଳ ଘୋଷଣା   (17-Aug-2026)       ||      ସ୍ମାର୍ଟ ଜଳସେଚନ ଓ ଚାହିଦାଭିତ୍ତିକ ଜଳ ପରିଚାଳନା ଉପରେ ଜଳ ସମ୍ପଦ ବିଭାଗ ପକ୍ଷରୁ ଏକଦିନିଆ କର୍ମଶାଳା   (17-Aug-2026)       ||      *କଳାହାଣ୍ଡି ଜିଲ୍ଲା ଆତ୍ମା ପକ୍ଷରୁ ଚାଷୀ ଙ୍କୁ ନେଇ ସୁବର୍ଣ୍ଣପୁର କ୍ଷେତ୍ର ପରିଦର୍ଶନ*- *ଚାଷୀ ଓ ବୈଜ୍ଞାନିକ ଙ୍କ ଭାବ ବିନିମୟ କାର୍ଯ୍ଯ କ୍ରମ*-   (17-Aug-2026)       ||      ଝରଣିପାଲି ଠାରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   (17-Aug-2026)       ||      *ଏବେ ବି ବଞ୍ଚିଛି ମାନବିକତା*- *ବୋଲବମ ଚାରିଟେବୁଲ ଟ୍ରଷ୍ଟ କୁ ବୁଦ୍ଧିଜୀବି ମହଲରେ ପ୍ରଶଂସା*-   (17-Aug-2026)       ||      ଜିଲ୍ଲାସ୍ତରୀୟ ଫୁଟବଲ ପ୍ରିମିଅର ଲିଗ୍ ଚରଦା ହାଇସ୍କୁଲ୍ ପଡ଼ିଆରେ ଉଦଘାଟିତ ।   (17-Aug-2026)       ||      ଶିକ୍ଷକ ଯୋଗାଇବାର ପ୍ରତିଶ୍ରୁତି ପରେ ସ୍କୁଲ ଗେଟରୁ ଖୋଲିଲା ତାଲା   (17-Aug-2026)       ||      ନିଖିଳ ଓଡ଼ିଶା ଆଶା କର୍ମୀ ସଂଘ, ବେଲପଡ଼ା ବ୍ଲକ ସଂଘର ସମ୍ମିଳନୀ ଅନଷ୍ଠିତ ଓ ନୂତନକର୍ମକର୍ତ୍ତାଙ୍କୁ ନେଇ କାର୍ଯକାରୀ କମିଟି ଗଠନ    (17-Aug-2026)       ||      ଡୁଙ୍ଗରିପାଲି ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୪୪ଟି ଦରଖାସ୍ତ ଗ୍ରହଣ   (17-Aug-2026)       ||      ମହନୀ ଉତ୍ସବ ପାଇଁ ସମ୍ବଲପୁରୀ ଲୋକନୃତ୍ୟ ପ୍ରତିଯୋଗିତା    (17-Aug-2026)       ||      ଗଣ୍ତାବାହାଲିଠାରେ ନୂଆଖାଇ ଭେଟଘାଟ ପାଇଁ ପ୍ରସ୍ତୁତି ବୈଠକ   (17-Aug-2026)       ||      ନାରୀସେବା ସଙ୍ଘ ପକ୍ଷରୁ ଦେଶର ୮୦ ତମ ସ୍ବାଧିନତା ଦିବସ ପାଳିତ    (17-Aug-2026)       ||      ନୂତନ ଆରକ୍ଷୀ ମହାନିର୍ଦ୍ଦେଶକଙ୍କ ଦାୟିତ୍ୱ ଗ୍ରହଣ   (17-Aug-2026)       ||      ମାନ୍ୟବର ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ତଥା ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଙ୍କ ପ୍ରେସମିଟ   (17-Aug-2026)       ||     

HOME   ରାଜ୍ୟ

ପୁରୀ ରଥଯାତ୍ରା ପାଇଁ ପୁରୀରୁ ଶନିବାର ଉଠିଲା ସଟଡାଉନ୍

10-Jul-2021



ପୁରୀ (ପ୍ରେରଣା ଖବର ବ୍ୟୁରୋ) : ଚଳିତ ବର୍ଷ ରଥଯାତ୍ରା ପାଇଁ ଜୁଲାଇ ୧୧ତାରିଖ ରାତି ଆଠଟାରୁ ପୁରୀରେ ଜାରି ହେବ କର୍ଫ୍ୟୁ। ଏହି କଟକଣା ଜୁଲାଇ ୧୩ ତାରିଖ ରାତି ୮ଟା ପର୍ଯ୍ୟନ୍ତ ବଳବତ୍ତର ରହିବ। ଏଥିସହ ସାରା ସହରରେ ୧୪୪ ଧାରା ଜାରି କରାଯିବ। ପୁରୀବାସୀଙ୍କ ସୁବିଧା ନିମନ୍ତେ ଶନିବାର ସଟଡାଉନ୍‌କୁ ଉଠାଇ ଦିଆଯାଇଛି। ଏନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି।

ଚଳିତ ବର୍ଷ କରୋନା ମହାମାରୀ ପାଇଁ ମଧ୍ୟ ବିନା ଭକ୍ତରେ ରଥଯାତ୍ରା ଅନୁଷ୍ଠିତ ହେବ। ଗତବର୍ଷ ଭଳି ଏବର୍ଷ ବି ନବଯୌବନ ଦର୍ଶନରୁ ବଞ୍ଚିତ ହୋଇଛନ୍ତି ଭକ୍ତ।

କରୋନା କାଳରେ ରଥଯାତ୍ରା ହେଉଥିବାରୁ ଶୃଙ୍ଖଳାକୁ ଦୃଷ୍ଟିରେ ଦେଇ ପୋଲିସ କାର୍ଯ୍ୟାଳୟ ପକ୍ଷରୁ ନିର୍ଦ୍ଦେଶନାମା ଜାରି ହୋଇଛି। ରଥଯାତ୍ରା ଡ୍ୟୁଟିରେ ନଥିବା କୌଣସି ପୋଲିସ କର୍ମଚାରୀ ଜୁଲାଇ ୨୪ତାରିଖ ପର୍ଯ୍ୟନ୍ତ ପୁରୀ ଯାଇପାରିବେ ନାହିଁ। ଯଦି କୌଣସି ସରକାରୀ କାର୍ଯ୍ୟରେ ଯିବାକୁ ହୁଏ,  ତେବେ ସେହି କ୍ଷେତ୍ରରେ ସେମାନେ ଏଡିଜିଙ୍କ ଅନୁମତି ନେବେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   17-Aug-2026
  ଜିଲ୍ଲା  
ଲୋକାର୍ପିତ କବିତା ସଂକଳନରେ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ♦️ କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକରେ ସ୍ଥାନ ପାଇଛି ୧୦୭ ଟି କବିତା   17-Aug-2026
  ଜିଲ୍ଲା  
କବି ରାଜକିଶୋର ପଣ୍ଡା ରଚିତ ପୁସ୍ତକ ରେ ସ୍ଥାନ ପାଇଛି ୧୦୭ ଟି କବିତା   17-Aug-2026
  ଜିଲ୍ଲା  
ଭୁବନେଶ୍ୱରରେ ଅନୁଷ୍ଠିତ ହେବ ଐତିହାସିକ ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର ସିଲଭର୍ ମିଟ୍   17-Aug-2026
  ଜିଲ୍ଲା  
ଆଗକୁ ନୂଆଖାଇ ପାଟଣେଶ୍ୱରୀ ମନ୍ଦିର ଗମ୍ଭାର ଘର ମରାମତି କେବେ ?   17-Aug-2026
  ଜିଲ୍ଲା  
ଦେଓଗାଁରେ ଓଷ୍ଟା ପକ୍ଷରୁ ସାମ୍ବିଧାନିକ ବୈଠକ   17-Aug-2026
  ଜିଲ୍ଲା  
ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ପାଇଁ ଓଡିଶା ଦଳ ଘୋଷଣା   17-Aug-2026
  ରାଜ୍ୟ  
ସ୍ମାର୍ଟ ଜଳସେଚନ ଓ ଚାହିଦାଭିତ୍ତିକ ଜଳ ପରିଚାଳନା ଉପରେ ଜଳ ସମ୍ପଦ ବିଭାଗ ପକ୍ଷରୁ ଏକଦିନିଆ କର୍ମଶାଳା   17-Aug-2026
  ଜିଲ୍ଲା  
*କଳାହାଣ୍ଡି ଜିଲ୍ଲା ଆତ୍ମା ପକ୍ଷରୁ ଚାଷୀ ଙ୍କୁ ନେଇ ସୁବର୍ଣ୍ଣପୁର କ୍ଷେତ୍ର ପରିଦର୍ଶନ*- *ଚାଷୀ ଓ ବୈଜ୍ଞାନିକ ଙ୍କ ଭାବ ବିନିମୟ କାର୍ଯ୍ଯ କ୍ରମ*-   17-Aug-2026
  ଜିଲ୍ଲା  
ଝରଣିପାଲି ଠାରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   17-Aug-2026
  ଜିଲ୍ଲା  
*ଏବେ ବି ବଞ୍ଚିଛି ମାନବିକତା*- *ବୋଲବମ ଚାରିଟେବୁଲ ଟ୍ରଷ୍ଟ କୁ ବୁଦ୍ଧିଜୀବି ମହଲରେ ପ୍ରଶଂସା*-   17-Aug-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଫୁଟବଲ ପ୍ରିମିଅର ଲିଗ୍ ଚରଦା ହାଇସ୍କୁଲ୍ ପଡ଼ିଆରେ ଉଦଘାଟିତ ।   17-Aug-2026

You Might Also Like