-+91-9937148622 |

prerana_bgr@rediffmail.com |

  Wednesday 14th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀରଠାରେ ଅନୁଷ୍ଠିତ ହେଲା ଅଖିଳ ଓଡ଼ିଶା ନ୍ୟାୟିକ କର୍ମଚାରୀ ସଂଘର ରାଜ୍ୟସ୍ତରୀୟ ସାଧାରଣ ପରିଷଦ ବୈଠକ   (13-Oct-2026)       ||      ୩ ହଜାର ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ସଇଁତଲା ଆର ଆଇ ଙ୍କୁ ଧରିଲା ଭିଜିଲାନ୍ସ ବିଭାଗ    (13-Oct-2026)       ||      *ନବରଙ୍ଗପୁରରେ ନୂତନ ଜିଲ୍ଲାପାଳଙ୍କ ଦାୟିତ୍ୱ ଗ୍ରହଣ*   (13-Oct-2026)       ||      ବଲାଙ୍ଗୀର ତହସିଲର ଅବ୍ୟବସ୍ଥା ନେଇ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ସଭାପତି ଙ୍କ ପ୍ରତିକ୍ରିୟା: କପି ଟିଏ ପାଇବା ପାଇଁ ଲୋକଙ୍କୁ ମାସ ମାସ ଧରି ଅପେକ୍ଷା କରିବାକୁ ପଡୁଛି    (13-Oct-2026)       ||      ଚନ୍ଦ୍ରଘଣ୍ଟା ବେଶରେ ଦର୍ଶନ ଦେଲେ ମାଁ ଚରଦେଇ   (13-Oct-2026)       ||      ଜିଲ୍ଲା ସମବାୟ ବିଭାଗ, ହସ୍ତତନ୍ତ ଓ ବୟନ ଶିଳ୍ପ ବିଭାଗର ମିଳିତ ଆନୁକୂଲ୍ୟରେ ରଙ୍ଗୋଲି ରାଷ୍ଟ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ   (13-Oct-2026)       ||      ବଲାଙ୍ଗୀରରେ ରାଜ୍ୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତା   (13-Oct-2026)       ||      ଓମ୍‌ ଭ୍ୟାଲି ଶିକ୍ଷାନୁଷ୍ଠାନରେ ୧୧ତମ ବାଟାଲିୟନ ଦ୍ଵାରା ଏନ୍‌.ସି.ସି.ପ୍ରଶିକ୍ଷଣ ଶିବିରର ଉଦ୍‌ଯାପିତ    (13-Oct-2026)       ||      ପାଟଣେଶ୍ୱରୀ ଦେବୀପୀଠରେ ନବରାତ୍ରପୂଜା   (13-Oct-2026)       ||      ମା’ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ଚନ୍ଦ୍ରଘଣ୍ଟା ବେଶ   (13-Oct-2026)       ||      ଚୋରି ଓ ଅପରାଧର ଖିଅ ଖୋଜିବ ସିସିଟିଭି! ଦାରିଙ୍ଗବାଡ଼ିର ସବୁ ହୋଟେଲ, ରିସର୍ଟ ଓ ରେଷ୍ଟୁରାଣ୍ଟରେ କ୍ୟାମେରା ଲାଗିବା ବାଧ୍ୟତାମୂଳକ   (13-Oct-2026)       ||      ପଡାଗଡ଼ ଅଞ୍ଚଳରେ ରାତିରେ ଚାଲିଛି ବେଆଇନ କ୍ରସର, ଖଣି ମାଫିଆ ମାଲାମାଲ   (13-Oct-2026)       ||      ତୁଷୁରାରେ ମହାରାଜା ଅଗ୍ରସେନଜୀଙ୍କ ଜୟନ୍ତୀ ପାଳିତ   (13-Oct-2026)       ||      ମା କୁଶଙ୍ଗାଇ ପୀଠ ନବରାତ୍ରିରେ ଚଳଚଞ୍ଚଳ   (13-Oct-2026)       ||      ଅଲ୍ ଓଡିଶା ଅଙ୍ଗନୱାଡ଼ି ଲେଡିଜ୍ ୱାର୍କରର୍ସ ଆସୋସିଏସନ୍ ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (13-Oct-2026)       ||      ଭାରତ ବିକାଶ ପରିଷଦ ଦ୍ଵାରା (ଶିକ୍ଷା ବର୍ଷ ୨୦୨୬) ପାଇଁ ଶ୍ରେଷ୍ଠ ଛାତ୍ର ଓ ଶ୍ରେଷ୍ଠ ଶିକ୍ଷୟିତ୍ରୀ ପୁରସ୍କାରରେ ସମ୍ମାନିତ ହେଲେ ଓମ ଭ୍ୟାଲି ସ୍କୁଲର ଶିକ୍ଷୟତ୍ରୀ ଓ ଛାତ୍ର    (13-Oct-2026)       ||      ଆଗଲପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ କ୍ଲଷ୍ଟର୍ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଧୁମ ଧାମରେ ପାଳିତ   (13-Oct-2026)       ||      ମା ଘଣ୍ଟାସୁନିଙ୍କ ନବମୀ ଯାତ୍ରା ଉପଲକ୍ଷେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ    (12-Oct-2026)       ||      *ଆସନ୍ତା କାଲି ଠାରୁ ସୁବର୍ଣ୍ଣପୁର ଠାରେ ହେବ ରାଜ୍ୟ ସ୍ତରୀୟ ୧୪ ବର୍ଷ ରୁ କମ୍ ବାଳକ ଫୁଟବଲ୍ ଚାମ୍ପିଅନସିପ*-   (12-Oct-2026)       ||      ମା’ ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ବ୍ରହ୍ମଚାରିଣୀ ବେଶ ଦର୍ଶନ   (12-Oct-2026)       ||     

HOME   ରାଜ୍ୟ

ରାଜ୍ୟରେ ପୁଣି ଆରମ୍ଭ ହେବ ଡ୍ରାଇଭିଂ ଲାଇସେନ୍ସ (ଡିଏଲ୍) ଟେଷ୍ଟିଂ

10-Jul-2021



ଭୁବନେଶ୍ବର,(ଶୁଭାଶିଷ ନାୟକ) : ରାଜ୍ୟରେ ପୁଣି ଆରମ୍ଭ ହେବ ଡ୍ରାଇଭିଂ ଲାଇସେନ୍ସ (ଡିଏଲ୍) ଟେଷ୍ଟିଂ। କୋରୋନା ପରିସ୍ଥିତିରେ ସାମାନ୍ୟ ସୁଧାର ଆସିବା ପରେ ଡିଏଲ୍‌ ଟେଷ୍ଟିଂକୁ ଅନୁମତି ଦେଇଛନ୍ତି ରାଜ୍ୟ ସରକାର ପ୍ରଥମେ କାଟାଗୋରୀ-ଏ’ରେ ଥିବା ୨୦ ଜିଲ୍ଲାରେ ଡିଏଲ୍ ପାଇଁ ସ୍ଲଟ୍‌ ବୁକିଂ ପାଇଁ ଅନୁମତି ମିଳିଥିଲାବେଳେ ଆଜିଠାରୁ କାଟାଗୋରୀ-ବି’ରେ ଥିବା ୯ ଜିଲ୍ଲାରେ ସ୍ଲଟ୍‌ ବୁକିଂ ଆରମ୍ଭ ହୋଇଛି। ସେହିପରି ରଥଯାତ୍ରା ଥିବାରୁ ପୁରୀ ଜିଲ୍ଲାରେ ଆସନ୍ତା ୧୩ ତାରିଖରୁ  ସ୍ଲଟ୍‌ ବୁକିଂ କରାଯିବ ବୋଲି ସ୍ପଷ୍ଟ କରାଯାଇଛି। ଏନେଇ ପରିବହନ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି।

ରାଜ୍ୟରେ କୋରୋନା ସଂକ୍ରମଣର ସ୍ଥିତିକୁ ଦୃଷ୍ଟିରେ ରଖି ଏପ୍ରିଲ୍‌ ୨୦ ଠାରୁ ଡିଏଲ୍ ଓ ଏଲ୍‌ଏଲ୍ ଟେଷ୍ଟିଂକୁ ବନ୍ଦ କରି ଦିଆଯାଇଥିଲା। ସଂକ୍ରମଣ ହ୍ରାସ ପରେ ରାଜ୍ୟର ୨୦ଟି ଜିଲ୍ଲାରେ ଡ୍ରାଇଭିଂ ଲାଇସେନ୍ସ ପାଇଁ ସ୍କଟ୍ ବୁକିଂ ପ୍ରକ୍ରିୟା ଆରମ୍ଭ ହୋଇଥିଲା। ଏହାପରେ କାଟାଗୋରୀ-ବି’ ଥିବା ୯ଟି ଜିଲ୍ଲାରେ ଆଜିଠାରୁ ଡ୍ରାଇଭିଂ ଲାଇସେନ୍ସ ନିମନ୍ତେ ଟେଷ୍ଟ ପାଇଁ ସ୍କଟ୍ ବୁକିଂ ଆରମ୍ଭ ହୋଇଛି। କେବଳ ପୁରୀ ଜିଲ୍ଲାକୁ ବାଦ୍ ଦେଇ କାଟାଗୋରୀ-ବି’ରେ ଥିବା ବାଲେଶ୍ୱର, ଭଦ୍ରକ, କଟକ, ଜଗତ୍‌ସିଂହପୁର, ଯାଜପୁର, ଖୋର୍ଦ୍ଧା, କେନ୍ଦ୍ରାପଡ଼ା, ମୟୂରଭଞ୍ଜ ଓ ନୟାଗଡ଼ ଜିଲ୍ଲାରେ ୧୧ଟାରୁ ଡ୍ରାଇଭିଂ ଲାଇସେନ୍ସ ନିମନ୍ତେ ସ୍କିଲ୍ ଟେଷ୍ଟ ପାଇଁ ସ୍ଲଟ୍‌ ବୁକିଂ ଆରମ୍ଭ ହୋଇଛି। ସେହିପରି ପୁରୀ ଜିଲ୍ଲା ପାଇଁ ଜୁଲାଇ ୧୩ ତାରିଖ ସକାଳ ୧୧ଟାରୁ ସ୍ଲଟ୍ ବୁକିଂ ଆରମ୍ଭ ହୋଇପାରିବ। ତା’ପରଠୁ ପ୍ରତ୍ୟେକ ଦିନ ସକାଳ ୭ଟାରୁ ୧୦ଟା ପର୍ଯ୍ୟନ୍ତ ଡ୍ରାଇଭିଂ ସ୍କିଲ୍ ଟେଷ୍ଟ ନିମନ୍ତେ ସ୍ଲଟ ବୁକିଂ କରାଯାଇପାରିବ।

ଯେଉଁମାନେ ପୂର୍ବରୁ ଡ୍ରାଇଭିଂ ଲାଇସେନ୍ସ ପାଇଁ ଆବେଦନ କରିଛନ୍ତି ସେମାନେ ହିଁ ଏହି ସ୍ଲଟ୍‌ ବୁକିଂ କରିପାରିବେ। ଡ୍ରାଇଭିଂ ନବୀକରଣ ପାଇଁ ପୁନଃ ଟେଷ୍ଟ୍‌ ନିମନ୍ତେ ଅନୁମତି ଦିଆଯିବ। ଆବେଦନକାରୀମାନେ ଟେଷ୍ଟ ସେଣ୍ଟରକୁ ଯିବାବେଳେ ସାଙ୍ଗରେ ନିଜର ବନ୍ଧୁ କିମ୍ବା ସାଙ୍ଗସାଥୀଙ୍କୁ ନ ଆଣିବା ତଥା କୋଭିଡ୍ ନିୟମ ମାନି ସାମାଜିକ ଦୂରତ୍ୱ ଓ ମାସ୍କ ପିନ୍ଧି ଟେଷ୍ଟିଂ ସେଣ୍ଟରକୁ ଯିବାକୁ ପରାମର୍ଶ ଦିଆଯାଇଛି। ସେହିପରି କୋଭିଡ୍ ଲକ୍ଷଣ ଥିଲେ ଟେଷ୍ଟିଂ ନିମନ୍ତେ ଅନୁମତି ମିଳିବ ନାହିଁ। ଏଲ୍‌ଏଲ୍‌ ଟେଷ୍ଟ ପାଇଁ ସ୍ଲଟ୍‌ ବୁକିଂ କେବେ କରାଯିବ ସେ ସଂକ୍ରାନ୍ତରେ ପରବର୍ତ୍ତୀ ସମୟରେ ବିଜ୍ଞପ୍ତି ଜରିଆରେ ଜଣାଇ ଦିଆଯିବ ବୋଲି କୁହାଯାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀରଠାରେ ଅନୁଷ୍ଠିତ ହେଲା ଅଖିଳ ଓଡ଼ିଶା ନ୍ୟାୟିକ କର୍ମଚାରୀ ସଂଘର ରାଜ୍ୟସ୍ତରୀୟ ସାଧାରଣ ପରିଷଦ ବୈଠକ   13-Oct-2026
  ଜିଲ୍ଲା  
୩ ହଜାର ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ସଇଁତଲା ଆର ଆଇ ଙ୍କୁ ଧରିଲା ଭିଜିଲାନ୍ସ ବିଭାଗ   13-Oct-2026
  ଜିଲ୍ଲା  
*ନବରଙ୍ଗପୁରରେ ନୂତନ ଜିଲ୍ଲାପାଳଙ୍କ ଦାୟିତ୍ୱ ଗ୍ରହଣ*   13-Oct-2026
  ଜିଲ୍ଲା  
ବଲାଙ୍ଗୀର ତହସିଲର ଅବ୍ୟବସ୍ଥା ନେଇ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ସଭାପତି ଙ୍କ ପ୍ରତିକ୍ରିୟା: କପି ଟିଏ ପାଇବା ପାଇଁ ଲୋକଙ୍କୁ ମାସ ମାସ ଧରି ଅପେକ୍ଷା କରିବାକୁ ପଡୁଛି   13-Oct-2026
  ଜିଲ୍ଲା  
ଚନ୍ଦ୍ରଘଣ୍ଟା ବେଶରେ ଦର୍ଶନ ଦେଲେ ମାଁ ଚରଦେଇ   13-Oct-2026
  ଜିଲ୍ଲା  
ଜିଲ୍ଲା ସମବାୟ ବିଭାଗ, ହସ୍ତତନ୍ତ ଓ ବୟନ ଶିଳ୍ପ ବିଭାଗର ମିଳିତ ଆନୁକୂଲ୍ୟରେ ରଙ୍ଗୋଲି ରାଷ୍ଟ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ   13-Oct-2026
  ଜିଲ୍ଲା  
ବଲାଙ୍ଗୀରରେ ରାଜ୍ୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତା   13-Oct-2026
  ଜିଲ୍ଲା  
ଓମ୍‌ ଭ୍ୟାଲି ଶିକ୍ଷାନୁଷ୍ଠାନରେ ୧୧ତମ ବାଟାଲିୟନ ଦ୍ଵାରା ଏନ୍‌.ସି.ସି.ପ୍ରଶିକ୍ଷଣ ଶିବିରର ଉଦ୍‌ଯାପିତ   13-Oct-2026
  ଜିଲ୍ଲା  
ପାଟଣେଶ୍ୱରୀ ଦେବୀପୀଠରେ ନବରାତ୍ରପୂଜା   13-Oct-2026
  ଜିଲ୍ଲା  
ମା’ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ଚନ୍ଦ୍ରଘଣ୍ଟା ବେଶ   13-Oct-2026
  ଜିଲ୍ଲା  
ଚୋରି ଓ ଅପରାଧର ଖିଅ ଖୋଜିବ ସିସିଟିଭି! ଦାରିଙ୍ଗବାଡ଼ିର ସବୁ ହୋଟେଲ, ରିସର୍ଟ ଓ ରେଷ୍ଟୁରାଣ୍ଟରେ କ୍ୟାମେରା ଲାଗିବା ବାଧ୍ୟତାମୂଳକ   13-Oct-2026
  ଜିଲ୍ଲା  
ପଡାଗଡ଼ ଅଞ୍ଚଳରେ ରାତିରେ ଚାଲିଛି ବେଆଇନ କ୍ରସର, ଖଣି ମାଫିଆ ମାଲାମାଲ   13-Oct-2026

You Might Also Like