-+91-9937148622 |

prerana_bgr@rediffmail.com |

  Wednesday 14th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀରଠାରେ ଅନୁଷ୍ଠିତ ହେଲା ଅଖିଳ ଓଡ଼ିଶା ନ୍ୟାୟିକ କର୍ମଚାରୀ ସଂଘର ରାଜ୍ୟସ୍ତରୀୟ ସାଧାରଣ ପରିଷଦ ବୈଠକ   (13-Oct-2026)       ||      ୩ ହଜାର ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ସଇଁତଲା ଆର ଆଇ ଙ୍କୁ ଧରିଲା ଭିଜିଲାନ୍ସ ବିଭାଗ    (13-Oct-2026)       ||      *ନବରଙ୍ଗପୁରରେ ନୂତନ ଜିଲ୍ଲାପାଳଙ୍କ ଦାୟିତ୍ୱ ଗ୍ରହଣ*   (13-Oct-2026)       ||      ବଲାଙ୍ଗୀର ତହସିଲର ଅବ୍ୟବସ୍ଥା ନେଇ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ସଭାପତି ଙ୍କ ପ୍ରତିକ୍ରିୟା: କପି ଟିଏ ପାଇବା ପାଇଁ ଲୋକଙ୍କୁ ମାସ ମାସ ଧରି ଅପେକ୍ଷା କରିବାକୁ ପଡୁଛି    (13-Oct-2026)       ||      ଚନ୍ଦ୍ରଘଣ୍ଟା ବେଶରେ ଦର୍ଶନ ଦେଲେ ମାଁ ଚରଦେଇ   (13-Oct-2026)       ||      ଜିଲ୍ଲା ସମବାୟ ବିଭାଗ, ହସ୍ତତନ୍ତ ଓ ବୟନ ଶିଳ୍ପ ବିଭାଗର ମିଳିତ ଆନୁକୂଲ୍ୟରେ ରଙ୍ଗୋଲି ରାଷ୍ଟ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ   (13-Oct-2026)       ||      ବଲାଙ୍ଗୀରରେ ରାଜ୍ୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତା   (13-Oct-2026)       ||      ଓମ୍‌ ଭ୍ୟାଲି ଶିକ୍ଷାନୁଷ୍ଠାନରେ ୧୧ତମ ବାଟାଲିୟନ ଦ୍ଵାରା ଏନ୍‌.ସି.ସି.ପ୍ରଶିକ୍ଷଣ ଶିବିରର ଉଦ୍‌ଯାପିତ    (13-Oct-2026)       ||      ପାଟଣେଶ୍ୱରୀ ଦେବୀପୀଠରେ ନବରାତ୍ରପୂଜା   (13-Oct-2026)       ||      ମା’ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ଚନ୍ଦ୍ରଘଣ୍ଟା ବେଶ   (13-Oct-2026)       ||      ଚୋରି ଓ ଅପରାଧର ଖିଅ ଖୋଜିବ ସିସିଟିଭି! ଦାରିଙ୍ଗବାଡ଼ିର ସବୁ ହୋଟେଲ, ରିସର୍ଟ ଓ ରେଷ୍ଟୁରାଣ୍ଟରେ କ୍ୟାମେରା ଲାଗିବା ବାଧ୍ୟତାମୂଳକ   (13-Oct-2026)       ||      ପଡାଗଡ଼ ଅଞ୍ଚଳରେ ରାତିରେ ଚାଲିଛି ବେଆଇନ କ୍ରସର, ଖଣି ମାଫିଆ ମାଲାମାଲ   (13-Oct-2026)       ||      ତୁଷୁରାରେ ମହାରାଜା ଅଗ୍ରସେନଜୀଙ୍କ ଜୟନ୍ତୀ ପାଳିତ   (13-Oct-2026)       ||      ମା କୁଶଙ୍ଗାଇ ପୀଠ ନବରାତ୍ରିରେ ଚଳଚଞ୍ଚଳ   (13-Oct-2026)       ||      ଅଲ୍ ଓଡିଶା ଅଙ୍ଗନୱାଡ଼ି ଲେଡିଜ୍ ୱାର୍କରର୍ସ ଆସୋସିଏସନ୍ ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (13-Oct-2026)       ||      ଭାରତ ବିକାଶ ପରିଷଦ ଦ୍ଵାରା (ଶିକ୍ଷା ବର୍ଷ ୨୦୨୬) ପାଇଁ ଶ୍ରେଷ୍ଠ ଛାତ୍ର ଓ ଶ୍ରେଷ୍ଠ ଶିକ୍ଷୟିତ୍ରୀ ପୁରସ୍କାରରେ ସମ୍ମାନିତ ହେଲେ ଓମ ଭ୍ୟାଲି ସ୍କୁଲର ଶିକ୍ଷୟତ୍ରୀ ଓ ଛାତ୍ର    (13-Oct-2026)       ||      ଆଗଲପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ କ୍ଲଷ୍ଟର୍ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଧୁମ ଧାମରେ ପାଳିତ   (13-Oct-2026)       ||      ମା ଘଣ୍ଟାସୁନିଙ୍କ ନବମୀ ଯାତ୍ରା ଉପଲକ୍ଷେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ    (12-Oct-2026)       ||      *ଆସନ୍ତା କାଲି ଠାରୁ ସୁବର୍ଣ୍ଣପୁର ଠାରେ ହେବ ରାଜ୍ୟ ସ୍ତରୀୟ ୧୪ ବର୍ଷ ରୁ କମ୍ ବାଳକ ଫୁଟବଲ୍ ଚାମ୍ପିଅନସିପ*-   (12-Oct-2026)       ||      ମା’ ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ବ୍ରହ୍ମଚାରିଣୀ ବେଶ ଦର୍ଶନ   (12-Oct-2026)       ||     

HOME   ଜିଲ୍ଲା

ପରିବାର ନିୟୋଜନ ସଚେତନତା ପକ୍ଷରେ ସଚେତନତା ରଥର ଶୁଭାରମ୍ଭ

10-Jul-2021




ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ) :ନାଇକେନପାଲି ଗୋଷ୍ଠୀ ସ୍ଵାସ୍ଥ୍ୟକେନ୍ଦ୍ର ତରଫରୁ ପରିବାର ନିୟୋଜନ ସଚେତନତା ରଥର ଶୁଭାରମ୍ଭ ହୋଇଯାଇଛି । ସ୍ଵାସ୍ଥ୍ୟକେନ୍ଦ୍ର ର ଡାକ୍ତର ପୂଜାଶ୍ରୀ ମିଶ୍ର ସବୁଜ ପତାକା ଦେଖାଇ ଏହି ରଥର ଶୁଭାରମ୍ଭ କରିଥିଲେ। ଏହି ରଥ ଆଗାମୀ ପନ୍ଦର ଦିନ ଯାଏଁ ନାଇକେନପାଲି ଗୋଷ୍ଠୀ ସ୍ଵାସ୍ଥ୍ୟକେନ୍ଦ୍ର ଅଧୀନସ୍ଥ ବିଭିନ୍ନ ଗ୍ରାମାଞ୍ଚଳରେ ବୁଲି ଲୋକଙ୍କୁ ପରିବାର ନିୟୋଜନ ଉପରେ ସଚେତନତା କରାଇବ। ଏଠାରେ ସୂଚନା ଯୋଗ୍ୟଯେ ଜୁଲାଇ ୧୧ ତାରିଖ କୁ ବିଶ୍ଵ ବ୍ୟାପି ବିଶ୍ଵ ଜନସଂଖ୍ୟା ଦିବସ ଭାବେ ପାଳନ କରାଯାଏ। ଆମ ଦେଶରେ ମଧ୍ୟ ଜନସଂଖ୍ୟା ବୃଦ୍ଧିରେ ସ୍ଥିରତା ଆଣିବା ପାଇଁ ଏହି ଦିବସ ପାଳନ କରାଯାଏ। ତେବେ ଜୁନ ୨୭ ତାରିଖରୁ ଜୁଲାଇ ୧୦ ତାରିଖ ଯାଏଁ ସଚେତନତା ପକ୍ଷ ପାଳନ କରାଯାଉଥିବା ବେଳେ ଜୁଲାଇ ୧୧ ତାରିଖରୁ ଜୁଲାଇ ୨୪ ତାରିଖ ଯାଏଁ ସ୍ଥିରତା ପକ୍ଷ ପାଳନ କରାଯାଉଛି। ସଚେତନତା ପକ୍ଷରେ ବ୍ଲକସ୍ତରୀୟ ସ୍ଵାସ୍ଥ୍ୟ କର୍ମୀମାନଙ୍କୁ ପ୍ରଶିକ୍ଷଣ, ସେକ୍ଟରସ୍ତର ରେ ଆଶାମାନଙ୍କୁ ପ୍ରଶିକ୍ଷଣ, ବେନର୍, ହୋଡିଂ, ପୋଷ୍ଟର ପ୍ରଦର୍ଶନ, ଲିଫଲେଟ୍ ବଣ୍ଟନ, ସ୍ଵାସ୍ଥ୍ୟକାନ୍ଥରେ ବାର୍ତ୍ତା ଲିଖନ, ଘରକୁ ଘର ବୁଲି ବ୍ୟକ୍ତିଗତ ଯୋଗାଯୋଗ ଆଦି ବ୍ୟାପକ ସଚେତନାମୂଳକ ପଦକ୍ଷେପ ନିଆଯାଇଛି। ସ୍ଥିରତା ପକ୍ଷରେ ଉପଯୁକ୍ତ ହିତାଧିକାରୀଙ୍କୁ ପରିବାର ନିୟୋଜନ ସେବା ପ୍ରଦାନ କରିବାର ଯୋଜନା କରାଯାଇଛି । ବ୍ଲକସ୍ତରରେ ୬୦ ମହିଳା ଗର୍ଭ ନିରୋଧକ ଅସ୍ତ୍ରୋପଚାର, ୩ ପୁରୁଷ ପରିବାର ନିୟୋଜନ ଅସ୍ତ୍ରୋପଚାର, ୬୦ ଆୟୁସିଡି, ୮୦ ଅନ୍ତରା ସହ ଓପି, ସିସି ଏବଂ ଇସି ପାଇଁ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଛି। ଏହି ଅବସରରେ ସଚେତନତା ରଥ ଲୋକଙ୍କୁ ପରିବାର ନିୟୋଜନ ସମ୍ଵନ୍ଧୀୟ ସୂଚନା ଦେବାରେ ବିଶେଷ ସହାୟକ ହେବ ବୋଲି ବିଚାର କରାଯାଉଛି। ସମସ୍ତ କାର୍ଯ୍ୟକ୍ରମଟିକୁ ଜନସ୍ଵାସ୍ଥ୍ୟ ସଂପ୍ରସାରଣ ଅଧିକାରୀ ପ୍ରଦ୍ୟୁମ୍ନ କୁମାର ସାହୁ ସଂଯୋଜନା କରିଥିବା ବେଳେ ଆୟୁଷ ଡାକ୍ତର ପ୍ରମୋଦ ମେହେର, ସ୍ଵାସ୍ଥ୍ୟ ପରିଦର୍ଶକ ଶାନ୍ତ୍ଵନୁ ମେହେର, ଏଲଏଚଭି ଏଡିଥ୍ ଖାଲକୋ, ଏଏନଏମ ରଂଜିତା ପଣ୍ଡା, କଲ୍ୟାଣୀ ସାହୁ ପ୍ରମୂଖ ଉପସ୍ଥିତ ଥିଲେ। ସ୍ଵାସ୍ଥ୍ୟକେନ୍ଦ୍ର ର ସୀତୁ ସାହୁ, ତୟୁର ମହମ୍ମଦ, କୃଷ୍ଣଚନ୍ଦ୍ର ଚିନ୍ଦା, ମିତ୍ରଭାନୁ ପଧାନ ପ୍ରମୂଖ କାର୍ଯ୍ୟକ୍ରମ ଆୟୋଜନରେ ସାହାଯ୍ୟ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀରଠାରେ ଅନୁଷ୍ଠିତ ହେଲା ଅଖିଳ ଓଡ଼ିଶା ନ୍ୟାୟିକ କର୍ମଚାରୀ ସଂଘର ରାଜ୍ୟସ୍ତରୀୟ ସାଧାରଣ ପରିଷଦ ବୈଠକ   13-Oct-2026
  ଜିଲ୍ଲା  
୩ ହଜାର ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ସଇଁତଲା ଆର ଆଇ ଙ୍କୁ ଧରିଲା ଭିଜିଲାନ୍ସ ବିଭାଗ   13-Oct-2026
  ଜିଲ୍ଲା  
*ନବରଙ୍ଗପୁରରେ ନୂତନ ଜିଲ୍ଲାପାଳଙ୍କ ଦାୟିତ୍ୱ ଗ୍ରହଣ*   13-Oct-2026
  ଜିଲ୍ଲା  
ବଲାଙ୍ଗୀର ତହସିଲର ଅବ୍ୟବସ୍ଥା ନେଇ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ସଭାପତି ଙ୍କ ପ୍ରତିକ୍ରିୟା: କପି ଟିଏ ପାଇବା ପାଇଁ ଲୋକଙ୍କୁ ମାସ ମାସ ଧରି ଅପେକ୍ଷା କରିବାକୁ ପଡୁଛି   13-Oct-2026
  ଜିଲ୍ଲା  
ଚନ୍ଦ୍ରଘଣ୍ଟା ବେଶରେ ଦର୍ଶନ ଦେଲେ ମାଁ ଚରଦେଇ   13-Oct-2026
  ଜିଲ୍ଲା  
ଜିଲ୍ଲା ସମବାୟ ବିଭାଗ, ହସ୍ତତନ୍ତ ଓ ବୟନ ଶିଳ୍ପ ବିଭାଗର ମିଳିତ ଆନୁକୂଲ୍ୟରେ ରଙ୍ଗୋଲି ରାଷ୍ଟ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ   13-Oct-2026
  ଜିଲ୍ଲା  
ବଲାଙ୍ଗୀରରେ ରାଜ୍ୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତା   13-Oct-2026
  ଜିଲ୍ଲା  
ଓମ୍‌ ଭ୍ୟାଲି ଶିକ୍ଷାନୁଷ୍ଠାନରେ ୧୧ତମ ବାଟାଲିୟନ ଦ୍ଵାରା ଏନ୍‌.ସି.ସି.ପ୍ରଶିକ୍ଷଣ ଶିବିରର ଉଦ୍‌ଯାପିତ   13-Oct-2026
  ଜିଲ୍ଲା  
ପାଟଣେଶ୍ୱରୀ ଦେବୀପୀଠରେ ନବରାତ୍ରପୂଜା   13-Oct-2026
  ଜିଲ୍ଲା  
ମା’ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ଚନ୍ଦ୍ରଘଣ୍ଟା ବେଶ   13-Oct-2026
  ଜିଲ୍ଲା  
ଚୋରି ଓ ଅପରାଧର ଖିଅ ଖୋଜିବ ସିସିଟିଭି! ଦାରିଙ୍ଗବାଡ଼ିର ସବୁ ହୋଟେଲ, ରିସର୍ଟ ଓ ରେଷ୍ଟୁରାଣ୍ଟରେ କ୍ୟାମେରା ଲାଗିବା ବାଧ୍ୟତାମୂଳକ   13-Oct-2026
  ଜିଲ୍ଲା  
ପଡାଗଡ଼ ଅଞ୍ଚଳରେ ରାତିରେ ଚାଲିଛି ବେଆଇନ କ୍ରସର, ଖଣି ମାଫିଆ ମାଲାମାଲ   13-Oct-2026

You Might Also Like