-+91-9937148622 |

prerana_bgr@rediffmail.com |

  Tuesday 13th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀରଠାରେ ଅନୁଷ୍ଠିତ ହେଲା ଅଖିଳ ଓଡ଼ିଶା ନ୍ୟାୟିକ କର୍ମଚାରୀ ସଂଘର ରାଜ୍ୟସ୍ତରୀୟ ସାଧାରଣ ପରିଷଦ ବୈଠକ   (13-Oct-2026)       ||      ୩ ହଜାର ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ସଇଁତଲା ଆର ଆଇ ଙ୍କୁ ଧରିଲା ଭିଜିଲାନ୍ସ ବିଭାଗ    (13-Oct-2026)       ||      *ନବରଙ୍ଗପୁରରେ ନୂତନ ଜିଲ୍ଲାପାଳଙ୍କ ଦାୟିତ୍ୱ ଗ୍ରହଣ*   (13-Oct-2026)       ||      ବଲାଙ୍ଗୀର ତହସିଲର ଅବ୍ୟବସ୍ଥା ନେଇ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ସଭାପତି ଙ୍କ ପ୍ରତିକ୍ରିୟା: କପି ଟିଏ ପାଇବା ପାଇଁ ଲୋକଙ୍କୁ ମାସ ମାସ ଧରି ଅପେକ୍ଷା କରିବାକୁ ପଡୁଛି    (13-Oct-2026)       ||      ଚନ୍ଦ୍ରଘଣ୍ଟା ବେଶରେ ଦର୍ଶନ ଦେଲେ ମାଁ ଚରଦେଇ   (13-Oct-2026)       ||      ଜିଲ୍ଲା ସମବାୟ ବିଭାଗ, ହସ୍ତତନ୍ତ ଓ ବୟନ ଶିଳ୍ପ ବିଭାଗର ମିଳିତ ଆନୁକୂଲ୍ୟରେ ରଙ୍ଗୋଲି ରାଷ୍ଟ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ   (13-Oct-2026)       ||      ବଲାଙ୍ଗୀରରେ ରାଜ୍ୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତା   (13-Oct-2026)       ||      ଓମ୍‌ ଭ୍ୟାଲି ଶିକ୍ଷାନୁଷ୍ଠାନରେ ୧୧ତମ ବାଟାଲିୟନ ଦ୍ଵାରା ଏନ୍‌.ସି.ସି.ପ୍ରଶିକ୍ଷଣ ଶିବିରର ଉଦ୍‌ଯାପିତ    (13-Oct-2026)       ||      ପାଟଣେଶ୍ୱରୀ ଦେବୀପୀଠରେ ନବରାତ୍ରପୂଜା   (13-Oct-2026)       ||      ମା’ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ଚନ୍ଦ୍ରଘଣ୍ଟା ବେଶ   (13-Oct-2026)       ||      ଚୋରି ଓ ଅପରାଧର ଖିଅ ଖୋଜିବ ସିସିଟିଭି! ଦାରିଙ୍ଗବାଡ଼ିର ସବୁ ହୋଟେଲ, ରିସର୍ଟ ଓ ରେଷ୍ଟୁରାଣ୍ଟରେ କ୍ୟାମେରା ଲାଗିବା ବାଧ୍ୟତାମୂଳକ   (13-Oct-2026)       ||      ପଡାଗଡ଼ ଅଞ୍ଚଳରେ ରାତିରେ ଚାଲିଛି ବେଆଇନ କ୍ରସର, ଖଣି ମାଫିଆ ମାଲାମାଲ   (13-Oct-2026)       ||      ତୁଷୁରାରେ ମହାରାଜା ଅଗ୍ରସେନଜୀଙ୍କ ଜୟନ୍ତୀ ପାଳିତ   (13-Oct-2026)       ||      ମା କୁଶଙ୍ଗାଇ ପୀଠ ନବରାତ୍ରିରେ ଚଳଚଞ୍ଚଳ   (13-Oct-2026)       ||      ଅଲ୍ ଓଡିଶା ଅଙ୍ଗନୱାଡ଼ି ଲେଡିଜ୍ ୱାର୍କରର୍ସ ଆସୋସିଏସନ୍ ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (13-Oct-2026)       ||      ଭାରତ ବିକାଶ ପରିଷଦ ଦ୍ଵାରା (ଶିକ୍ଷା ବର୍ଷ ୨୦୨୬) ପାଇଁ ଶ୍ରେଷ୍ଠ ଛାତ୍ର ଓ ଶ୍ରେଷ୍ଠ ଶିକ୍ଷୟିତ୍ରୀ ପୁରସ୍କାରରେ ସମ୍ମାନିତ ହେଲେ ଓମ ଭ୍ୟାଲି ସ୍କୁଲର ଶିକ୍ଷୟତ୍ରୀ ଓ ଛାତ୍ର    (13-Oct-2026)       ||      ଆଗଲପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ କ୍ଲଷ୍ଟର୍ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଧୁମ ଧାମରେ ପାଳିତ   (13-Oct-2026)       ||      ମା ଘଣ୍ଟାସୁନିଙ୍କ ନବମୀ ଯାତ୍ରା ଉପଲକ୍ଷେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ    (12-Oct-2026)       ||      *ଆସନ୍ତା କାଲି ଠାରୁ ସୁବର୍ଣ୍ଣପୁର ଠାରେ ହେବ ରାଜ୍ୟ ସ୍ତରୀୟ ୧୪ ବର୍ଷ ରୁ କମ୍ ବାଳକ ଫୁଟବଲ୍ ଚାମ୍ପିଅନସିପ*-   (12-Oct-2026)       ||      ମା’ ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ବ୍ରହ୍ମଚାରିଣୀ ବେଶ ଦର୍ଶନ   (12-Oct-2026)       ||     

HOME   ଜିଲ୍ଲା

କେନ୍ଦ୍ର ମନ୍ତ୍ରୀ ମଣ୍ଡଳରେ ପଶ୍ଚିମ ଓଡିଶାକୁ ଅଣଦେଖା: ବଲାଙ୍ଗିର ସିଭିଲ ସୋସାଇଟି

11-Jul-2021



ବଲାଙ୍ଗିର(ପ୍ରେରଣା ଖବର)- ଗତ ସାଧାରଣ ନିର୍ବାଚନରେ ପଶ୍ଚିମ ଓଡିଶାରୁ ୫ ଜଣ ବିଜେପି ସାଂସଦ ଲୋକସଭାକୁ ନିର୍ବାଚିତ ହୋଇ ଯାଇଥିବା ବେଳେ ନବ ଗଠିତ କେନ୍ଦ୍ର ମନ୍ତ୍ରୀ ମଣ୍ଡଳରେ କେହି ଜଣେ ହେଲେ ସ୍ଥାନ ପାଇ ନଥିବା କ୍ଷୋଭର ବିଷୟ । ତେବେ ଓଡିଶାରୁ ରାଜ୍ୟ ସଭାକୁ ଯାଇଥିବା ଅଶ୍ୱିନୀ ବୈଷ୍ଣବ ମହୋଦୟଙ୍କୁ ରେଲ ବିଭାଗର ମନ୍ତ୍ରୀ କରାଯାଇଥିବାରୁ ବଲାଙ୍ଗିର ସିଭିଲ ସୋସାଇଟି ସ୍ୱାଗତ କରିଅଛି । ଏହି ଅବସରରେ ଆଦିବାସୀ ବହୁଳ, ଦାଦନ ପ୍ରବଣ ପଛୁଆ ବଲାଙ୍ଗିର, ସୁବର୍ଣ୍ଣପୁର, ବୌଦ୍ଧ, କଳାହାଣ୍ଡି, ନୁଆପଡା ପ୍ରଭୃତି ଜିଲ୍ଲା ଗୁଡିକୁ ରେଲ ସେବା କ୍ଷେତ୍ରରେ ବିକାଶ ପାଇଁ ସ୍ୱତନ୍ତ୍ର ଦୃଷ୍ଟି ଦେବାକୁ ରେଳ ମନ୍ତ୍ରୀଙ୍କୁ ଆହ୍ୱାନ କରାଯାଇଅଛି । ଏଥି ସହ ଦୀର୍ଘ ଦିନରୁ ଦାବି ହୋଇ ଆସୁଥିବା ସମ୍ବଲପୁର-ଜାମ୍ବୁତାବି ଏକ୍ସପ୍ରେସ ଟ୍ରେନକୁ ଟିଟିଲାଗଡ (ଜଂ) ପର୍ଯ୍ୟନ୍ତ ଏବଂ ସମ୍ବଲପୁର - ପୁରୀ ଇଣ୍ଟରସିଟି ଟ୍ରେନକୁ ବଲାଙ୍ଗିର ପର୍ଯ୍ୟନ୍ତ ସଂପ୍ରସାରଣ କରାଯିବା ସହ ବଲାଙ୍ଗିର- ଖୋର୍ଦ୍ଧା ରୋଡ ରେଳ ପ୍ରକଳ୍ପ ନିର୍ମାଣ କାର୍ଯ୍ୟ ସୋନପୁର ପର୍ଯ୍ୟନ୍ତ ସଂପୂର୍ଣ୍ଣ କରାଯାଇ ଆସନ୍ତା ୨୦୨୨ ଡିସେମ୍ବର ସୁଦ୍ଧା ରେଲ ଚଳାଯିବା ନିମନ୍ତେ ସ୍ୱତନ୍ତ୍ର ଦୃଷ୍ଟି ଦେବାକୁ ନବନିଯୁକ୍ତ ରେଳ ମନ୍ତ୍ରୀ ଏବଂ ସାଂସଦ ସଙ୍ଗିତା କୁମାରୀ ସିଂହଦେଓଙ୍କୁ ସିଭିଲ ସୋସାଇଟି ସଭାପତି ନିଳମଣି ମିଶ୍ର, ଉପ-ସଭାପତି ପ୍ରଭାକର ମିଶ୍ର, ସଂପାଦକ ମନରଂଜନ ମିଶ୍ର, ବିରଞ୍ôଚ ହୋତା, ନିରଞ୍ଜନ ରଥ, ମାଲିଆ ଗଡୁଆ, ଗୋପବନ୍ଧୁ ମିଶ୍ର, ପୱନ କୁମାର ଅଗ୍ରୱାଲ ପ୍ରମୁଖ ଦୃଢ ଦାବି କରିଅଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀରଠାରେ ଅନୁଷ୍ଠିତ ହେଲା ଅଖିଳ ଓଡ଼ିଶା ନ୍ୟାୟିକ କର୍ମଚାରୀ ସଂଘର ରାଜ୍ୟସ୍ତରୀୟ ସାଧାରଣ ପରିଷଦ ବୈଠକ   13-Oct-2026
  ଜିଲ୍ଲା  
୩ ହଜାର ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ସଇଁତଲା ଆର ଆଇ ଙ୍କୁ ଧରିଲା ଭିଜିଲାନ୍ସ ବିଭାଗ   13-Oct-2026
  ଜିଲ୍ଲା  
*ନବରଙ୍ଗପୁରରେ ନୂତନ ଜିଲ୍ଲାପାଳଙ୍କ ଦାୟିତ୍ୱ ଗ୍ରହଣ*   13-Oct-2026
  ଜିଲ୍ଲା  
ବଲାଙ୍ଗୀର ତହସିଲର ଅବ୍ୟବସ୍ଥା ନେଇ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ସଭାପତି ଙ୍କ ପ୍ରତିକ୍ରିୟା: କପି ଟିଏ ପାଇବା ପାଇଁ ଲୋକଙ୍କୁ ମାସ ମାସ ଧରି ଅପେକ୍ଷା କରିବାକୁ ପଡୁଛି   13-Oct-2026
  ଜିଲ୍ଲା  
ଚନ୍ଦ୍ରଘଣ୍ଟା ବେଶରେ ଦର୍ଶନ ଦେଲେ ମାଁ ଚରଦେଇ   13-Oct-2026
  ଜିଲ୍ଲା  
ଜିଲ୍ଲା ସମବାୟ ବିଭାଗ, ହସ୍ତତନ୍ତ ଓ ବୟନ ଶିଳ୍ପ ବିଭାଗର ମିଳିତ ଆନୁକୂଲ୍ୟରେ ରଙ୍ଗୋଲି ରାଷ୍ଟ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ   13-Oct-2026
  ଜିଲ୍ଲା  
ବଲାଙ୍ଗୀରରେ ରାଜ୍ୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତା   13-Oct-2026
  ଜିଲ୍ଲା  
ଓମ୍‌ ଭ୍ୟାଲି ଶିକ୍ଷାନୁଷ୍ଠାନରେ ୧୧ତମ ବାଟାଲିୟନ ଦ୍ଵାରା ଏନ୍‌.ସି.ସି.ପ୍ରଶିକ୍ଷଣ ଶିବିରର ଉଦ୍‌ଯାପିତ   13-Oct-2026
  ଜିଲ୍ଲା  
ପାଟଣେଶ୍ୱରୀ ଦେବୀପୀଠରେ ନବରାତ୍ରପୂଜା   13-Oct-2026
  ଜିଲ୍ଲା  
ମା’ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ଚନ୍ଦ୍ରଘଣ୍ଟା ବେଶ   13-Oct-2026
  ଜିଲ୍ଲା  
ଚୋରି ଓ ଅପରାଧର ଖିଅ ଖୋଜିବ ସିସିଟିଭି! ଦାରିଙ୍ଗବାଡ଼ିର ସବୁ ହୋଟେଲ, ରିସର୍ଟ ଓ ରେଷ୍ଟୁରାଣ୍ଟରେ କ୍ୟାମେରା ଲାଗିବା ବାଧ୍ୟତାମୂଳକ   13-Oct-2026
  ଜିଲ୍ଲା  
ପଡାଗଡ଼ ଅଞ୍ଚଳରେ ରାତିରେ ଚାଲିଛି ବେଆଇନ କ୍ରସର, ଖଣି ମାଫିଆ ମାଲାମାଲ   13-Oct-2026

You Might Also Like