-+91-9937148622 |

prerana_bgr@rediffmail.com |

  Tuesday 13th October 2026 |

| | | |

R.N.I. Regd No. ODIODI/2010/46693

Breaking News

*ନବରଙ୍ଗପୁରରେ ନୂତନ ଜିଲ୍ଲାପାଳଙ୍କ ଦାୟିତ୍ୱ ଗ୍ରହଣ*   (13-Oct-2026)       ||      ବଲାଙ୍ଗୀର ତହସିଲର ଅବ୍ୟବସ୍ଥା ନେଇ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ସଭାପତି ଙ୍କ ପ୍ରତିକ୍ରିୟା: କପି ଟିଏ ପାଇବା ପାଇଁ ଲୋକଙ୍କୁ ମାସ ମାସ ଧରି ଅପେକ୍ଷା କରିବାକୁ ପଡୁଛି    (13-Oct-2026)       ||      ଚନ୍ଦ୍ରଘଣ୍ଟା ବେଶରେ ଦର୍ଶନ ଦେଲେ ମାଁ ଚରଦେଇ   (13-Oct-2026)       ||      ଜିଲ୍ଲା ସମବାୟ ବିଭାଗ, ହସ୍ତତନ୍ତ ଓ ବୟନ ଶିଳ୍ପ ବିଭାଗର ମିଳିତ ଆନୁକୂଲ୍ୟରେ ରଙ୍ଗୋଲି ରାଷ୍ଟ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ   (13-Oct-2026)       ||      ବଲାଙ୍ଗୀରରେ ରାଜ୍ୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତା   (13-Oct-2026)       ||      ଓମ୍‌ ଭ୍ୟାଲି ଶିକ୍ଷାନୁଷ୍ଠାନରେ ୧୧ତମ ବାଟାଲିୟନ ଦ୍ଵାରା ଏନ୍‌.ସି.ସି.ପ୍ରଶିକ୍ଷଣ ଶିବିରର ଉଦ୍‌ଯାପିତ    (13-Oct-2026)       ||      ପାଟଣେଶ୍ୱରୀ ଦେବୀପୀଠରେ ନବରାତ୍ରପୂଜା   (13-Oct-2026)       ||      ମା’ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ଚନ୍ଦ୍ରଘଣ୍ଟା ବେଶ   (13-Oct-2026)       ||      ଚୋରି ଓ ଅପରାଧର ଖିଅ ଖୋଜିବ ସିସିଟିଭି! ଦାରିଙ୍ଗବାଡ଼ିର ସବୁ ହୋଟେଲ, ରିସର୍ଟ ଓ ରେଷ୍ଟୁରାଣ୍ଟରେ କ୍ୟାମେରା ଲାଗିବା ବାଧ୍ୟତାମୂଳକ   (13-Oct-2026)       ||      ପଡାଗଡ଼ ଅଞ୍ଚଳରେ ରାତିରେ ଚାଲିଛି ବେଆଇନ କ୍ରସର, ଖଣି ମାଫିଆ ମାଲାମାଲ   (13-Oct-2026)       ||      ତୁଷୁରାରେ ମହାରାଜା ଅଗ୍ରସେନଜୀଙ୍କ ଜୟନ୍ତୀ ପାଳିତ   (13-Oct-2026)       ||      ମା କୁଶଙ୍ଗାଇ ପୀଠ ନବରାତ୍ରିରେ ଚଳଚଞ୍ଚଳ   (13-Oct-2026)       ||      ଅଲ୍ ଓଡିଶା ଅଙ୍ଗନୱାଡ଼ି ଲେଡିଜ୍ ୱାର୍କରର୍ସ ଆସୋସିଏସନ୍ ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (13-Oct-2026)       ||      ଭାରତ ବିକାଶ ପରିଷଦ ଦ୍ଵାରା (ଶିକ୍ଷା ବର୍ଷ ୨୦୨୬) ପାଇଁ ଶ୍ରେଷ୍ଠ ଛାତ୍ର ଓ ଶ୍ରେଷ୍ଠ ଶିକ୍ଷୟିତ୍ରୀ ପୁରସ୍କାରରେ ସମ୍ମାନିତ ହେଲେ ଓମ ଭ୍ୟାଲି ସ୍କୁଲର ଶିକ୍ଷୟତ୍ରୀ ଓ ଛାତ୍ର    (13-Oct-2026)       ||      ଆଗଲପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ କ୍ଲଷ୍ଟର୍ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଧୁମ ଧାମରେ ପାଳିତ   (13-Oct-2026)       ||      ମା ଘଣ୍ଟାସୁନିଙ୍କ ନବମୀ ଯାତ୍ରା ଉପଲକ୍ଷେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ    (12-Oct-2026)       ||      *ଆସନ୍ତା କାଲି ଠାରୁ ସୁବର୍ଣ୍ଣପୁର ଠାରେ ହେବ ରାଜ୍ୟ ସ୍ତରୀୟ ୧୪ ବର୍ଷ ରୁ କମ୍ ବାଳକ ଫୁଟବଲ୍ ଚାମ୍ପିଅନସିପ*-   (12-Oct-2026)       ||      ମା’ ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ବ୍ରହ୍ମଚାରିଣୀ ବେଶ ଦର୍ଶନ   (12-Oct-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ୍ ପକ୍ଷରୁ ନବଜାତ ଶିଶୁଙ୍କୁ ମାତୃଶିଶୁ ହସ୍ପିଟାଲରେ କିଲକାରୀ କିଟ୍ ବଣ୍ଟନ   (12-Oct-2026)       ||      *ବିଗୁଲ ଟିଭି ର ପଞ୍ଚମ ବାର୍ଷିକ ଉତ୍ସବ ଓ ନୂଆଁ ଖାଇ ଭେଟ ଘାଟ କାର୍ଯ୍ୟ କ୍ରମ*- *ପ୍ରକାଶିତ ହେଲା ବିଗୁଲ ପ୍ରଭା ସାପ୍ତାହିକ ପତ୍ରିକା*   (12-Oct-2026)       ||     

HOME   ଜିଲ୍ଲା

ବଲାଙ୍ଗିର ସାଂସଦ ଙ୍କ ଦ୍ୱାରା ଯାଦବ ଭବନଠାରେ ଭିତ୍ତିପ୍ରସ୍ଥର ସାପନ 

10-Jul-2021



ବଲାଙ୍ଗିର,(ପ୍ରେରଣା ଖବର)ବଲାଙ୍ଗିର ଯାଦବ ଭବନଠାରେ ମାନ୍ୟବର ଲୋକସଭା ସଦସ୍ୟା ସଂଗୀତା କୁମାରୀ ସିଂହଦେଓଙ୍କ କର କମଲରେ ବଲାଙ୍ଗିର ଯାଦବ ଭବନର ପ୍ରଥମ ମହଲା ଭିତ୍ତି ପ୍ରସ୍ତର ସ୍ଥାପନ କରାଯାଇଥିଲା । ବଲାଙ୍ଗିର ଜିଲ୍ଲାର ଯାଦବ ଭବନ ଅନେକ ସାମାଜିକ ଓ ଜନ ହିତକାରୀ କାର୍ଯ୍ୟପାଇଁ ରିହାତି ମ୍ୟୁଲ୍ୟରେ ବ୍ୟବହାର ହୋଇ ଆସୁଅଛି । ଆଜି ମାନ୍ୟବର ଲୋକସଭା ସାଂସଦ ତାଙ୍କର ସାଂସଦ ପାଣ୍ଠିରୁ ୫ ଲକ୍ଷ ଟଙ୍କା ଯାଦବ ଭବନକୁ ଅଧିକ ଉନ୍ନତି ପାଇଁ ପ୍ରଥମ ମହଲାର ଅନୁଦାନ ଯୋଗାଇ ଦେଇଛନ୍ତି । ଆଗକୁ ମଧ୍ୟ ଯାଦବ ସମାଜ ଏକ ସଂଖ୍ୟାବହୁଳ, ଜନସଂଖ୍ୟା ଅଧିକ ଥିବାରୁ ଆଗକୁ ମଧ୍ୟ ଯାଦବ ଭବନର ସଂପ୍ରାସାରଣ ନିମନ୍ତେ ତାଙ୍କର ସାଂସଦ ପାଣ୍ଠୀରୁ ଅନୁଦାନ ଯୋଗାଇ ଦେବା ପାଇଁ ପ୍ରତିଶୃତୀ ଦେଇଛନ୍ତି । ଏହି ଅବସରରେ ଯାଦବ ସମାଜ ପକ୍ଷରୁ ସାଂସଦଙ୍କ ଉପଢୌକନ ଦେଇ ସମ୍ମାନିତ କରାଯାଇଥିଲା । ଆଜିର ଏହି କାର୍ଯ୍ୟକ୍ରମରେ ପୌରାଞ୍ଚଳ ଯାଦବ ସମାଜର ସଭାପତି ପଙ୍କଜ ସେଲମାଙ୍କ ସଭାପତିତ୍ୱରେ ସଭାକୁ ମୁଖ୍ୟ ଉପଦେଷ୍ଟା ଛବିଳ ବଗର୍ତ୍ତୀ ସଭା ପରିଚାଲନା କରିଥିବା ବେଳେ ବିରେନ୍ଦ୍ର ବନ୍‌ଛୋର ବିବରଣୀ ପାଠ କରିଥିଲେ । ପୌରାଞ୍ଚଳ ସମ୍ପାଦକ ଅରକ୍ôଷତ ଜୁଏଡ, ବସୁଦେବ ନାଗ, କୃଷ୍ଣଚନ୍ଦ୍ର ବଗର୍ତ୍ତୀ,  ବିନୋଦ କାଲସାଏ, ଅଷ୍ଟମୀ ବଗର୍ତ୍ତୀ, ଦୁତି ବାହାନ ଚନ୍ଦନ, ହୃଷିକେଶ ବନ୍‌ଛୋର, ସତ୍ୟ ନାରାୟଣ ବାଗ, ଖରଦ ମଳ ରାଉତ, ସନ୍ତୋଷ ବଗର୍ତ୍ତୀ, ଜୟଦେବ ଜାଲ, ସଂଜିବ ବାଗ, ପ୍ରଦୀପ ସେଲମା, ଦୟାସାଗର ବଗର୍ତ୍ତୀ, ଖାସି ଦିପ, ଆକୁଲ ବର୍ଗତ୍ତୀ ଓ ଜିତୁ ରଣା ପ୍ରମୁଖ ଉପସ୍ଥିତ ଥିଲେ । ଶେଷରେ ଧନ୍ୟବାଦ ଅର୍ପଣ କରିଥିଲେ ପ୍ରସାନ୍ତ ମହାକୁର । 


News Comment




Photo in News

Advertisment
Lastest News
  ଜିଲ୍ଲା  
*ନବରଙ୍ଗପୁରରେ ନୂତନ ଜିଲ୍ଲାପାଳଙ୍କ ଦାୟିତ୍ୱ ଗ୍ରହଣ*   13-Oct-2026
ବଲାଙ୍ଗୀର ତହସିଲର ଅବ୍ୟବସ୍ଥା ନେଇ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ସଭାପତି ଙ୍କ ପ୍ରତିକ୍ରିୟା: କପି ଟିଏ ପାଇବା ପାଇଁ ଲୋକଙ୍କୁ ମାସ ମାସ ଧରି ଅପେକ୍ଷା କରିବାକୁ ପଡୁଛି   13-Oct-2026
  ଜିଲ୍ଲା  
ଚନ୍ଦ୍ରଘଣ୍ଟା ବେଶରେ ଦର୍ଶନ ଦେଲେ ମାଁ ଚରଦେଇ   13-Oct-2026
  ଜିଲ୍ଲା  
ଜିଲ୍ଲା ସମବାୟ ବିଭାଗ, ହସ୍ତତନ୍ତ ଓ ବୟନ ଶିଳ୍ପ ବିଭାଗର ମିଳିତ ଆନୁକୂଲ୍ୟରେ ରଙ୍ଗୋଲି ରାଷ୍ଟ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ   13-Oct-2026
  ଜିଲ୍ଲା  
ବଲାଙ୍ଗୀରରେ ରାଜ୍ୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତା   13-Oct-2026
  ଜିଲ୍ଲା  
ଓମ୍‌ ଭ୍ୟାଲି ଶିକ୍ଷାନୁଷ୍ଠାନରେ ୧୧ତମ ବାଟାଲିୟନ ଦ୍ଵାରା ଏନ୍‌.ସି.ସି.ପ୍ରଶିକ୍ଷଣ ଶିବିରର ଉଦ୍‌ଯାପିତ   13-Oct-2026
  ଜିଲ୍ଲା  
ପାଟଣେଶ୍ୱରୀ ଦେବୀପୀଠରେ ନବରାତ୍ରପୂଜା   13-Oct-2026
  ଜିଲ୍ଲା  
ମା’ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ଚନ୍ଦ୍ରଘଣ୍ଟା ବେଶ   13-Oct-2026
  ଜିଲ୍ଲା  
ଚୋରି ଓ ଅପରାଧର ଖିଅ ଖୋଜିବ ସିସିଟିଭି! ଦାରିଙ୍ଗବାଡ଼ିର ସବୁ ହୋଟେଲ, ରିସର୍ଟ ଓ ରେଷ୍ଟୁରାଣ୍ଟରେ କ୍ୟାମେରା ଲାଗିବା ବାଧ୍ୟତାମୂଳକ   13-Oct-2026
  ଜିଲ୍ଲା  
ପଡାଗଡ଼ ଅଞ୍ଚଳରେ ରାତିରେ ଚାଲିଛି ବେଆଇନ କ୍ରସର, ଖଣି ମାଫିଆ ମାଲାମାଲ   13-Oct-2026
  ଜିଲ୍ଲା  
ତୁଷୁରାରେ ମହାରାଜା ଅଗ୍ରସେନଜୀଙ୍କ ଜୟନ୍ତୀ ପାଳିତ   13-Oct-2026
  ଜିଲ୍ଲା  
ମା କୁଶଙ୍ଗାଇ ପୀଠ ନବରାତ୍ରିରେ ଚଳଚଞ୍ଚଳ   13-Oct-2026

You Might Also Like