-+91-9937148622 |

prerana_bgr@rediffmail.com |

  Tuesday 13th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଓମ୍‌ ଭ୍ୟାଲି ଶିକ୍ଷାନୁଷ୍ଠାନରେ ୧୧ତମ ବାଟାଲିୟନ ଦ୍ଵାରା ଏନ୍‌.ସି.ସି.ପ୍ରଶିକ୍ଷଣ ଶିବିରର ଉଦ୍‌ଯାପିତ    (13-Oct-2026)       ||      ପାଟଣେଶ୍ୱରୀ ଦେବୀପୀଠରେ ନବରାତ୍ରପୂଜା   (13-Oct-2026)       ||      ମା’ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ଚନ୍ଦ୍ରଘଣ୍ଟା ବେଶ   (13-Oct-2026)       ||      ଚୋରି ଓ ଅପରାଧର ଖିଅ ଖୋଜିବ ସିସିଟିଭି! ଦାରିଙ୍ଗବାଡ଼ିର ସବୁ ହୋଟେଲ, ରିସର୍ଟ ଓ ରେଷ୍ଟୁରାଣ୍ଟରେ କ୍ୟାମେରା ଲାଗିବା ବାଧ୍ୟତାମୂଳକ   (13-Oct-2026)       ||      ପଡାଗଡ଼ ଅଞ୍ଚଳରେ ରାତିରେ ଚାଲିଛି ବେଆଇନ କ୍ରସର, ଖଣି ମାଫିଆ ମାଲାମାଲ   (13-Oct-2026)       ||      ତୁଷୁରାରେ ମହାରାଜା ଅଗ୍ରସେନଜୀଙ୍କ ଜୟନ୍ତୀ ପାଳିତ   (13-Oct-2026)       ||      ମା କୁଶଙ୍ଗାଇ ପୀଠ ନବରାତ୍ରିରେ ଚଳଚଞ୍ଚଳ   (13-Oct-2026)       ||      ଅଲ୍ ଓଡିଶା ଅଙ୍ଗନୱାଡ଼ି ଲେଡିଜ୍ ୱାର୍କରର୍ସ ଆସୋସିଏସନ୍ ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (13-Oct-2026)       ||      ଭାରତ ବିକାଶ ପରିଷଦ ଦ୍ଵାରା (ଶିକ୍ଷା ବର୍ଷ ୨୦୨୬) ପାଇଁ ଶ୍ରେଷ୍ଠ ଛାତ୍ର ଓ ଶ୍ରେଷ୍ଠ ଶିକ୍ଷୟିତ୍ରୀ ପୁରସ୍କାରରେ ସମ୍ମାନିତ ହେଲେ ଓମ ଭ୍ୟାଲି ସ୍କୁଲର ଶିକ୍ଷୟତ୍ରୀ ଓ ଛାତ୍ର    (13-Oct-2026)       ||      ଆଗଲପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ କ୍ଲଷ୍ଟର୍ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଧୁମ ଧାମରେ ପାଳିତ   (13-Oct-2026)       ||      ମା ଘଣ୍ଟାସୁନିଙ୍କ ନବମୀ ଯାତ୍ରା ଉପଲକ୍ଷେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ    (12-Oct-2026)       ||      *ଆସନ୍ତା କାଲି ଠାରୁ ସୁବର୍ଣ୍ଣପୁର ଠାରେ ହେବ ରାଜ୍ୟ ସ୍ତରୀୟ ୧୪ ବର୍ଷ ରୁ କମ୍ ବାଳକ ଫୁଟବଲ୍ ଚାମ୍ପିଅନସିପ*-   (12-Oct-2026)       ||      ମା’ ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ବ୍ରହ୍ମଚାରିଣୀ ବେଶ ଦର୍ଶନ   (12-Oct-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ୍ ପକ୍ଷରୁ ନବଜାତ ଶିଶୁଙ୍କୁ ମାତୃଶିଶୁ ହସ୍ପିଟାଲରେ କିଲକାରୀ କିଟ୍ ବଣ୍ଟନ   (12-Oct-2026)       ||      *ବିଗୁଲ ଟିଭି ର ପଞ୍ଚମ ବାର୍ଷିକ ଉତ୍ସବ ଓ ନୂଆଁ ଖାଇ ଭେଟ ଘାଟ କାର୍ଯ୍ୟ କ୍ରମ*- *ପ୍ରକାଶିତ ହେଲା ବିଗୁଲ ପ୍ରଭା ସାପ୍ତାହିକ ପତ୍ରିକା*   (12-Oct-2026)       ||      ବିଜେଡିର ଜନସମ୍ପର୍କ ପଦଯାତ୍ରା ପାଇଁ ଜୋରଦାର ପ୍ରସ୍ତୁତି   (12-Oct-2026)       ||      ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ    (12-Oct-2026)       ||      ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ   (12-Oct-2026)       ||      *ଜଳ ଯୋଗାଣ ଅଧିକାରୀଙ୍କ ବିରୁଦ୍ଧରେ ଅଭିଯୋଗ ଆଣିଲେ ସରପଞ୍ଚ*   (12-Oct-2026)       ||      *ଦୁଷ୍କର୍ମ ଅଭିଯୁକ୍ତ କୁ 20 ବର୍ଷ ସଶ୍ରମ କାରାଦଣ୍ଡ*   (12-Oct-2026)       ||     

HOME   ଜିଲ୍ଲା

ବିନିକା ଜଗନ୍ନାଥ ମନ୍ଦିରରେ ମହାପ୍ରଭୁଙ୍କ ନବଯୌବନ ଦର୍ଶନ ଓ ନେତ୍ରୋତ୍ସବ ପାଳିତ

10-Jul-2021



ବିନିକା (ହିମାଂଶୁ ଶେଖର ପୁଟେଲ) : ସୁବର୍ଣ୍ଣପୁର ଜିଲ୍ଲାର ବିନିକା ସହର ଗଡ଼ଭିତରପଡା ସ୍ଥିତ ଜଗନ୍ନାଥ ମନ୍ଦିରରେ ମହାପ୍ରଭୁ ଜଗନ୍ନାଥଙ୍କ ନବଯୌବନ ଦର୍ଶନ ଓ ନେତ୍ରୋତ୍ସବ କୋଭିଡ଼ କଟକଣା ନିୟମ ଅନୁଯାୟୀ ପାଳିତ ହୋଇଯାଇଛି l  ସର୍ବପୁରାତନ ୧୨୩୦  ମସିହାରେ ନିର୍ମିତ ଜଗତର ନାଥ ଜଗନ୍ନାଥଙ୍କ ମନ୍ଦିରରେ   ପ୍ରଭୁ ଜଗନ୍ନାଥ,ବଳଭଦ୍ର ଓ ସୁଭଦ୍ରାଙ୍କ ପୂଜାର୍ଚ୍ଚନା ନିତିକାନ୍ତି ଅନୁସାରେ କରାଯାଇଥିଲା l ଏହା ବ୍ୟତୀତ ନିତ୍ୟ ଆଳତି,ଖେଚୁଡ଼ି, କ୍ଷୀରି, ପିଠା ଭୋଗ ଆଦି ପ୍ରଭୁ ଜଗନ୍ନାଥଙ୍କ ପାଇଁ କରାଯାଇଥିଲା l ମନ୍ଦିର ପୂଜକ ହରିହର

ପୂଜାରୀଙ୍କ ପ୍ରତ୍ୟକ୍ଷା ତତ୍ତ୍ଵାବଧାନରେ ଅନୁଷ୍ଟିତ ଶ୍ରୀଜୀଉଙ୍କ ନବଯୌବନ ଦର୍ଶନ ଓ ନେତ୍ରୋତ୍ସବ ଦେଖିବା ପାଇଁ ଭକ୍ତମାନେ କୋଭିଡ଼ ନିୟମାନୁଯାଇ କରିଥିଲେ l ଏହି କାର୍ଯ୍ୟକ୍ରମରେ ମଧୁସୂଦନ ଦାଶ, ନାରାୟଣ ପାଢ଼ୀ, ଉମା ଷଡ଼ଙ୍ଗୀ, ଘଡିଗୋପାଳ ପଣ୍ଡା, ଶୀତଳ ପ୍ରସାଦ ମହାକୁର, ସ୍ଵାଧୀନ ମିଶ୍ର, ସୋମନାଥ ମିଶ୍ର, ହଲାୟୁଦ ମିଶ୍ର ପ୍ରମୁଖଙ୍କ ସମେତ ସୀମିତ ସଂଖ୍ୟାରେ ସେବାୟତ ଓ ଭକ୍ତ ଉପସ୍ଥିତ ରହି ପରିଚାଳନାରେ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଓମ୍‌ ଭ୍ୟାଲି ଶିକ୍ଷାନୁଷ୍ଠାନରେ ୧୧ତମ ବାଟାଲିୟନ ଦ୍ଵାରା ଏନ୍‌.ସି.ସି.ପ୍ରଶିକ୍ଷଣ ଶିବିରର ଉଦ୍‌ଯାପିତ   13-Oct-2026
  ଜିଲ୍ଲା  
ପାଟଣେଶ୍ୱରୀ ଦେବୀପୀଠରେ ନବରାତ୍ରପୂଜା   13-Oct-2026
  ଜିଲ୍ଲା  
ମା’ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ଚନ୍ଦ୍ରଘଣ୍ଟା ବେଶ   13-Oct-2026
  ଜିଲ୍ଲା  
ଚୋରି ଓ ଅପରାଧର ଖିଅ ଖୋଜିବ ସିସିଟିଭି! ଦାରିଙ୍ଗବାଡ଼ିର ସବୁ ହୋଟେଲ, ରିସର୍ଟ ଓ ରେଷ୍ଟୁରାଣ୍ଟରେ କ୍ୟାମେରା ଲାଗିବା ବାଧ୍ୟତାମୂଳକ   13-Oct-2026
  ଜିଲ୍ଲା  
ପଡାଗଡ଼ ଅଞ୍ଚଳରେ ରାତିରେ ଚାଲିଛି ବେଆଇନ କ୍ରସର, ଖଣି ମାଫିଆ ମାଲାମାଲ   13-Oct-2026
  ଜିଲ୍ଲା  
ତୁଷୁରାରେ ମହାରାଜା ଅଗ୍ରସେନଜୀଙ୍କ ଜୟନ୍ତୀ ପାଳିତ   13-Oct-2026
  ଜିଲ୍ଲା  
ମା କୁଶଙ୍ଗାଇ ପୀଠ ନବରାତ୍ରିରେ ଚଳଚଞ୍ଚଳ   13-Oct-2026
  ଜିଲ୍ଲା  
ଅଲ୍ ଓଡିଶା ଅଙ୍ଗନୱାଡ଼ି ଲେଡିଜ୍ ୱାର୍କରର୍ସ ଆସୋସିଏସନ୍ ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   13-Oct-2026
  ଜିଲ୍ଲା  
ଭାରତ ବିକାଶ ପରିଷଦ ଦ୍ଵାରା (ଶିକ୍ଷା ବର୍ଷ ୨୦୨୬) ପାଇଁ ଶ୍ରେଷ୍ଠ ଛାତ୍ର ଓ ଶ୍ରେଷ୍ଠ ଶିକ୍ଷୟିତ୍ରୀ ପୁରସ୍କାରରେ ସମ୍ମାନିତ ହେଲେ ଓମ ଭ୍ୟାଲି ସ୍କୁଲର ଶିକ୍ଷୟତ୍ରୀ ଓ ଛାତ୍ର   13-Oct-2026
  ଜିଲ୍ଲା  
ଆଗଲପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ କ୍ଲଷ୍ଟର୍ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଧୁମ ଧାମରେ ପାଳିତ   13-Oct-2026
  ଜିଲ୍ଲା  
ମା ଘଣ୍ଟାସୁନିଙ୍କ ନବମୀ ଯାତ୍ରା ଉପଲକ୍ଷେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ   12-Oct-2026
  ଜିଲ୍ଲା  
*ଆସନ୍ତା କାଲି ଠାରୁ ସୁବର୍ଣ୍ଣପୁର ଠାରେ ହେବ ରାଜ୍ୟ ସ୍ତରୀୟ ୧୪ ବର୍ଷ ରୁ କମ୍ ବାଳକ ଫୁଟବଲ୍ ଚାମ୍ପିଅନସିପ*-   12-Oct-2026

You Might Also Like