-+91-9937148622 |

prerana_bgr@rediffmail.com |

  Tuesday 13th October 2026 |

| | | |

R.N.I. Regd No. ODIODI/2010/46693

Breaking News

ପଡାଗଡ଼ ଅଞ୍ଚଳରେ ରାତିରେ ଚାଲିଛି ବେଆଇନ କ୍ରସର, ଖଣି ମାଫିଆ ମାଲାମାଲ   (13-Oct-2026)       ||      ତୁଷୁରାରେ ମହାରାଜା ଅଗ୍ରସେନଜୀଙ୍କ ଜୟନ୍ତୀ ପାଳିତ   (13-Oct-2026)       ||      ମା କୁଶଙ୍ଗାଇ ପୀଠ ନବରାତ୍ରିରେ ଚଳଚଞ୍ଚଳ   (13-Oct-2026)       ||      ଅଲ୍ ଓଡିଶା ଅଙ୍ଗନୱାଡ଼ି ଲେଡିଜ୍ ୱାର୍କରର୍ସ ଆସୋସିଏସନ୍ ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (13-Oct-2026)       ||      ଭାରତ ବିକାଶ ପରିଷଦ ଦ୍ଵାରା (ଶିକ୍ଷା ବର୍ଷ ୨୦୨୬) ପାଇଁ ଶ୍ରେଷ୍ଠ ଛାତ୍ର ଓ ଶ୍ରେଷ୍ଠ ଶିକ୍ଷୟିତ୍ରୀ ପୁରସ୍କାରରେ ସମ୍ମାନିତ ହେଲେ ଓମ ଭ୍ୟାଲି ସ୍କୁଲର ଶିକ୍ଷୟତ୍ରୀ ଓ ଛାତ୍ର    (13-Oct-2026)       ||      ଆଗଲପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ କ୍ଲଷ୍ଟର୍ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଧୁମ ଧାମରେ ପାଳିତ   (13-Oct-2026)       ||      ମା ଘଣ୍ଟାସୁନିଙ୍କ ନବମୀ ଯାତ୍ରା ଉପଲକ୍ଷେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ    (12-Oct-2026)       ||      *ଆସନ୍ତା କାଲି ଠାରୁ ସୁବର୍ଣ୍ଣପୁର ଠାରେ ହେବ ରାଜ୍ୟ ସ୍ତରୀୟ ୧୪ ବର୍ଷ ରୁ କମ୍ ବାଳକ ଫୁଟବଲ୍ ଚାମ୍ପିଅନସିପ*-   (12-Oct-2026)       ||      ମା’ ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ବ୍ରହ୍ମଚାରିଣୀ ବେଶ ଦର୍ଶନ   (12-Oct-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ୍ ପକ୍ଷରୁ ନବଜାତ ଶିଶୁଙ୍କୁ ମାତୃଶିଶୁ ହସ୍ପିଟାଲରେ କିଲକାରୀ କିଟ୍ ବଣ୍ଟନ   (12-Oct-2026)       ||      *ବିଗୁଲ ଟିଭି ର ପଞ୍ଚମ ବାର୍ଷିକ ଉତ୍ସବ ଓ ନୂଆଁ ଖାଇ ଭେଟ ଘାଟ କାର୍ଯ୍ୟ କ୍ରମ*- *ପ୍ରକାଶିତ ହେଲା ବିଗୁଲ ପ୍ରଭା ସାପ୍ତାହିକ ପତ୍ରିକା*   (12-Oct-2026)       ||      ବିଜେଡିର ଜନସମ୍ପର୍କ ପଦଯାତ୍ରା ପାଇଁ ଜୋରଦାର ପ୍ରସ୍ତୁତି   (12-Oct-2026)       ||      ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ    (12-Oct-2026)       ||      ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ   (12-Oct-2026)       ||      *ଜଳ ଯୋଗାଣ ଅଧିକାରୀଙ୍କ ବିରୁଦ୍ଧରେ ଅଭିଯୋଗ ଆଣିଲେ ସରପଞ୍ଚ*   (12-Oct-2026)       ||      *ଦୁଷ୍କର୍ମ ଅଭିଯୁକ୍ତ କୁ 20 ବର୍ଷ ସଶ୍ରମ କାରାଦଣ୍ଡ*   (12-Oct-2026)       ||      ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା   (12-Oct-2026)       ||      ପଂଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ    (12-Oct-2026)       ||      *ନବରଙ୍ଗପୁର ଜିଲ୍ଲାରେ ଦଶହରା ପୂର୍ବରୁ ଚାନ୍ଦା ଆଦାୟ କରି ବୁଲୁଛନ୍ତି ମାଳମାଳ ନକଲି ସାମ୍ବାଦିକ*   (12-Oct-2026)       ||      *ବୈଦିକ ବିଦ୍ୱାନ ବ୍ରଜ ବିହାରୀ ଙ୍କ ୧୦୬ ତମ ଜୟନ୍ତୀ ସମାରୋହ ଅନୁଷ୍ଟିତ*-   (12-Oct-2026)       ||     

HOME   ଜିଲ୍ଲା

ବଲାଙ୍ଗିର ସିଭିଲ କୋର୍ଟ ଠାରେ ରାଷ୍ଟ୍ରୀୟ ଲୋକ ଅଦାଲତ ୨୮୪ ଗୋଟି ବିଭିନ୍ନ ମାମଲାର ଫଇସଲା

10-Jul-2021



ବଲାଙ୍ଗିର(ସନ୍ତୋଷ କୁମାର ଠାକୁର) : ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ବଲାଙ୍ଗିର ସିଭିଲ କୋର୍ଟ ପରିସରରେ ଜିଲ୍ଲା ଦୌରାଜର୍ଜ ତଥା ଜିଲ୍ଲା ଆଇନ ସେବା ପ୍ରାଧିକରଣର ଅଧ୍ୟକ୍ଷ ଲୋକନାଥ ମହାପାତ୍ରଙ୍କ ଅଧ୍ୟକ୍ଷତାରେ  ରାଷ୍ଟୀୟ ଲୋକ ଅଦାଲତ ଅନୁଷ୍ଟିତ ହୋଇଯାଇଛି।ଏହି ରାଷ୍ଟୀୟ ଲୋକ ଅଦାଲତ ରେ ୨୮୪ ଗୋଟି ମକଦ୍ଦମା ର ଫଇଲସା କରାଯାଇଥିଲା |ତନ୍ନମଧ୍ୟରୁ ୨୧ ଗୋଟି ଦେୱାନୀ ମକଦ୍ଦମା ର ଫଇସଲା କରାଯାଇ କ୍ଷତିପୁରଣ ବାବଦରେ ୩ ଲକ୍ଷ ୯୩ ହଜାର ଟଙ୍କା ଆଦାୟ କରାଯାଇଥିଲା। ୯ଗୋଟି ବ୍ୟାଙ୍କ ଜନିତ ମାମଲାର ସମାଧାନ କରାଯାଇ ୨୪ ଲକ୍ଷ ୨୭ ହଜାର ୯୧ ଟଙ୍କା ଆଦାୟ ହୋଇଥିଲା |  ସେହିପରି ୨୦ ଗୋଟି ମଟର ଦୁର୍ଘଟଣା ଜନିତ ମାମଲା ର ଫଇସଲା କରାଯାଇ ମୋଟ ୧ କୋଟି ୨୪ ଲକ୍ଷ ୩୦ ହଜାର ଟଙ୍କା କ୍ଷତିପୁରଣ ଦେବା ପାଇଁ ଆଦେଶ କରାଯାଇଥିଲା | ୧୫୫ ଗୋଟି ଫୌଜଦାରୀ ମାମଲାର ଫଇସଲା କରାଯାଇ ଜରିମାନା ବାବଦରେ ୬ ଲକ୍ଷ ୫ ହଜାର ୪୦୦ ଟଙ୍କା ଆଦାୟ ହୋଇଥିଲା | ୬୬ ଗୋଟି ପ୍ରାକ ମକୋଦ୍ଦମା ମାମଲାରେ ସମାଧାନ କରାଯାଇ ୩୪ ଲକ୍ଷ ୪୧ ହଜାର ୯୮୯ ଟଙ୍କା ଆଦାୟ ହୋଇଥିଲା।ସେହିପରି ୧୩ ଗୋଟି ପାରିବାରିକ ମିଲାମିଶା ମାମଲାର ଫଇସଲା କରାଯାଇଥିଲା | ଏହି ଲୋକ ଅଦାଲତକୁ  ଜିଲ୍ଲା ଆଇନ ସେବା ପ୍ରାଧିକରଣର ସଚିବ ଦେବାଶିଷ ଦାଶ ଏବଂ କୋର୍ଟ ମେନେଜର ପ୍ରୀତି ରାଣୀ ନାଗ ପରିଚାଲନା କରିଥିଲେ | ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ସ୍ଥାୟୀ ଲୋକ ଅଦାଲତ ଜର୍ଜ ପ୍ରସାନ୍ତ କୁମାର ଦାସ , ପଥାମିଲି କୋର୍ଟ ଜର୍ଜ ପ୍ରଶାନ୍ତ କୁମାର ନାୟକ, ଭିଜିଲାନ୍ସ କୋର୍ଟ ଜର୍ଜ ଅଜନ୍ତା ଷଡଙ୍ଗୀ , ଅତିରିକ୍ତ ଜିଲ୍ଲା ଜର୍ଜ ପ୍ରଥମ ଦେବାଶିଷ ରାଉତ ଜର୍ଜ ଦ୍ୱିତୀୟ ପ୍ରଜ୍ଞା ପରିମିତା ରାଉଲ , ଏସସି ଓ ଏସଟି ପ୍ରିଜାଡିଂ ଅଫିସର ସରୋଜ କୁମାର ଦାଶ, ମୁଖ୍ୟ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ ଅଭିଲାଶ ସେନାପତୀ , ସିଭିଲ କୋର୍ଟ ରେଜିଷ୍ଟାର ଅମିତ କୁମାର ବାରିକ, ସିଭିଲ ଜର୍ଜ (ବରିଷ୍ଠ )ଜୌତିରଞ୍ଜନ ଦାଶ , ଅତିରିକ୍ତ ସିଭିଲ ଜର୍ଜ (ବରିଷ୍ଟ) ସ୍ମିତା ନନ୍ଦିନୀ ତ୍ରୀପାଠୀ, ଏସ୍ ଡି ଜେ ଏମ୍ ବଲାଙ୍ଗିର କୈଳାଶ ଚନ୍ଦ୍ର ସାହୁ, ସିଭିଲ ଜର୍ଜ (କନିଷ୍ଠ) ସସ୍ମିତା ସେଠୀ, ସ୍ପେଶାଲ ଜୁଡିସିଆଲ ମାଜିଷ୍ଟ୍ରେଟ ରମେଶ ଚନ୍ଦ୍ର ରାୟଗୁରୁ, ପବ୍ଲିକ ପ୍ରସିକ୍ୟୁଟର, ଜିଲ୍ଲା ଜର୍ଜ କୋର୍ଟ ସୁବାଷ ଚନ୍ଦ୍ର ମହାନ୍ତ ଙ୍କ ସମେତ ଓକିଲ ମାନେ ଉପସ୍ଥିତ ଥିଲେ |


News Comment




Photo in News

Advertisment
Lastest News
  ଜିଲ୍ଲା  
ପଡାଗଡ଼ ଅଞ୍ଚଳରେ ରାତିରେ ଚାଲିଛି ବେଆଇନ କ୍ରସର, ଖଣି ମାଫିଆ ମାଲାମାଲ   13-Oct-2026
  ଜିଲ୍ଲା  
ତୁଷୁରାରେ ମହାରାଜା ଅଗ୍ରସେନଜୀଙ୍କ ଜୟନ୍ତୀ ପାଳିତ   13-Oct-2026
  ଜିଲ୍ଲା  
ମା କୁଶଙ୍ଗାଇ ପୀଠ ନବରାତ୍ରିରେ ଚଳଚଞ୍ଚଳ   13-Oct-2026
  ଜିଲ୍ଲା  
ଅଲ୍ ଓଡିଶା ଅଙ୍ଗନୱାଡ଼ି ଲେଡିଜ୍ ୱାର୍କରର୍ସ ଆସୋସିଏସନ୍ ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   13-Oct-2026
  ଜିଲ୍ଲା  
ଭାରତ ବିକାଶ ପରିଷଦ ଦ୍ଵାରା (ଶିକ୍ଷା ବର୍ଷ ୨୦୨୬) ପାଇଁ ଶ୍ରେଷ୍ଠ ଛାତ୍ର ଓ ଶ୍ରେଷ୍ଠ ଶିକ୍ଷୟିତ୍ରୀ ପୁରସ୍କାରରେ ସମ୍ମାନିତ ହେଲେ ଓମ ଭ୍ୟାଲି ସ୍କୁଲର ଶିକ୍ଷୟତ୍ରୀ ଓ ଛାତ୍ର   13-Oct-2026
  ଜିଲ୍ଲା  
ଆଗଲପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ କ୍ଲଷ୍ଟର୍ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଧୁମ ଧାମରେ ପାଳିତ   13-Oct-2026
  ଜିଲ୍ଲା  
ମା ଘଣ୍ଟାସୁନିଙ୍କ ନବମୀ ଯାତ୍ରା ଉପଲକ୍ଷେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ   12-Oct-2026
  ଜିଲ୍ଲା  
*ଆସନ୍ତା କାଲି ଠାରୁ ସୁବର୍ଣ୍ଣପୁର ଠାରେ ହେବ ରାଜ୍ୟ ସ୍ତରୀୟ ୧୪ ବର୍ଷ ରୁ କମ୍ ବାଳକ ଫୁଟବଲ୍ ଚାମ୍ପିଅନସିପ*-   12-Oct-2026
  ଜିଲ୍ଲା  
ମା’ ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ବ୍ରହ୍ମଚାରିଣୀ ବେଶ ଦର୍ଶନ   12-Oct-2026
  ଜିଲ୍ଲା  
ଟିଟିଲାଗଡ଼ ଲାୟନ୍ସ କ୍ଲବ୍ ପକ୍ଷରୁ ନବଜାତ ଶିଶୁଙ୍କୁ ମାତୃଶିଶୁ ହସ୍ପିଟାଲରେ କିଲକାରୀ କିଟ୍ ବଣ୍ଟନ   12-Oct-2026
  ଜିଲ୍ଲା  
*ବିଗୁଲ ଟିଭି ର ପଞ୍ଚମ ବାର୍ଷିକ ଉତ୍ସବ ଓ ନୂଆଁ ଖାଇ ଭେଟ ଘାଟ କାର୍ଯ୍ୟ କ୍ରମ*- *ପ୍ରକାଶିତ ହେଲା ବିଗୁଲ ପ୍ରଭା ସାପ୍ତାହିକ ପତ୍ରିକା*   12-Oct-2026
  ଜିଲ୍ଲା  
ବିଜେଡିର ଜନସମ୍ପର୍କ ପଦଯାତ୍ରା ପାଇଁ ଜୋରଦାର ପ୍ରସ୍ତୁତି   12-Oct-2026

You Might Also Like