-+91-9937148622 |

prerana_bgr@rediffmail.com |

  Tuesday 13th October 2026 |

| | | |

R.N.I. Regd No. ODIODI/2010/46693

Breaking News

ତୁଷୁରାରେ ମହାରାଜା ଅଗ୍ରସେନଜୀଙ୍କ ଜୟନ୍ତୀ ପାଳିତ   (13-Oct-2026)       ||      ମା କୁଶଙ୍ଗାଇ ପୀଠ ନବରାତ୍ରିରେ ଚଳଚଞ୍ଚଳ   (13-Oct-2026)       ||      ଅଲ୍ ଓଡିଶା ଅଙ୍ଗନୱାଡ଼ି ଲେଡିଜ୍ ୱାର୍କରର୍ସ ଆସୋସିଏସନ୍ ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (13-Oct-2026)       ||      ଭାରତ ବିକାଶ ପରିଷଦ ଦ୍ଵାରା (ଶିକ୍ଷା ବର୍ଷ ୨୦୨୬) ପାଇଁ ଶ୍ରେଷ୍ଠ ଛାତ୍ର ଓ ଶ୍ରେଷ୍ଠ ଶିକ୍ଷୟିତ୍ରୀ ପୁରସ୍କାରରେ ସମ୍ମାନିତ ହେଲେ ଓମ ଭ୍ୟାଲି ସ୍କୁଲର ଶିକ୍ଷୟତ୍ରୀ ଓ ଛାତ୍ର    (13-Oct-2026)       ||      ଆଗଲପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ କ୍ଲଷ୍ଟର୍ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଧୁମ ଧାମରେ ପାଳିତ   (13-Oct-2026)       ||      ମା ଘଣ୍ଟାସୁନିଙ୍କ ନବମୀ ଯାତ୍ରା ଉପଲକ୍ଷେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ    (12-Oct-2026)       ||      *ଆସନ୍ତା କାଲି ଠାରୁ ସୁବର୍ଣ୍ଣପୁର ଠାରେ ହେବ ରାଜ୍ୟ ସ୍ତରୀୟ ୧୪ ବର୍ଷ ରୁ କମ୍ ବାଳକ ଫୁଟବଲ୍ ଚାମ୍ପିଅନସିପ*-   (12-Oct-2026)       ||      ମା’ ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ବ୍ରହ୍ମଚାରିଣୀ ବେଶ ଦର୍ଶନ   (12-Oct-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ୍ ପକ୍ଷରୁ ନବଜାତ ଶିଶୁଙ୍କୁ ମାତୃଶିଶୁ ହସ୍ପିଟାଲରେ କିଲକାରୀ କିଟ୍ ବଣ୍ଟନ   (12-Oct-2026)       ||      *ବିଗୁଲ ଟିଭି ର ପଞ୍ଚମ ବାର୍ଷିକ ଉତ୍ସବ ଓ ନୂଆଁ ଖାଇ ଭେଟ ଘାଟ କାର୍ଯ୍ୟ କ୍ରମ*- *ପ୍ରକାଶିତ ହେଲା ବିଗୁଲ ପ୍ରଭା ସାପ୍ତାହିକ ପତ୍ରିକା*   (12-Oct-2026)       ||      ବିଜେଡିର ଜନସମ୍ପର୍କ ପଦଯାତ୍ରା ପାଇଁ ଜୋରଦାର ପ୍ରସ୍ତୁତି   (12-Oct-2026)       ||      ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ    (12-Oct-2026)       ||      ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ   (12-Oct-2026)       ||      *ଜଳ ଯୋଗାଣ ଅଧିକାରୀଙ୍କ ବିରୁଦ୍ଧରେ ଅଭିଯୋଗ ଆଣିଲେ ସରପଞ୍ଚ*   (12-Oct-2026)       ||      *ଦୁଷ୍କର୍ମ ଅଭିଯୁକ୍ତ କୁ 20 ବର୍ଷ ସଶ୍ରମ କାରାଦଣ୍ଡ*   (12-Oct-2026)       ||      ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା   (12-Oct-2026)       ||      ପଂଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ    (12-Oct-2026)       ||      *ନବରଙ୍ଗପୁର ଜିଲ୍ଲାରେ ଦଶହରା ପୂର୍ବରୁ ଚାନ୍ଦା ଆଦାୟ କରି ବୁଲୁଛନ୍ତି ମାଳମାଳ ନକଲି ସାମ୍ବାଦିକ*   (12-Oct-2026)       ||      *ବୈଦିକ ବିଦ୍ୱାନ ବ୍ରଜ ବିହାରୀ ଙ୍କ ୧୦୬ ତମ ଜୟନ୍ତୀ ସମାରୋହ ଅନୁଷ୍ଟିତ*-   (12-Oct-2026)       ||      କୁରସୁଡରେ ମାଁ ଦୁର୍ଗା ପୂଜା ଆରମ୍ଭ   (12-Oct-2026)       ||     

HOME   ଜିଲ୍ଲା

ଜିଲ୍ଲାସ୍ତରୀୟ କୋଶଲିଆ ମାଳୀ ସମାଜର ଵୈଠକ

11-Jul-2021



ବୀରମହାରାଜପୁର,ମୁର୍ଷୁଣ୍ଢି(ଆର୍ତ୍ତତ୍ରାଣ ଖୁର୍ଡିଆ) ସୋନପୁର ଜିଲ୍ଲା କୋଶଲିଆମାଲି ସମାଜ ତରଫରୁ ଚିଠି ନଂ ୩୪,ତା ୦୫/୦୭/୨୨୦୨୧ଅନୁସାରେ ଆଜି ବୀରମହାରାଜପୁର ବ୍ଲକ ମୁର୍ଷୁଣ୍ଡି ହରିହର ଆଶ୍ରମଠାରେ ଏକ ଜିଲ୍ଲା ସ୍ତରୀୟ କୋଶଲିଆ ମାଳୀ ସମାଜର ଵୈଠକ ଅନୁଷ୍ଠିତ ହେବ ବୋଲି ସଭାପତି ଅନିରୁଦ୍ଧ କୁରକୁରିଆ, ସମ୍ପାଦକ ନିରଞ୍ଜନ ପୁଟେଲ,ଯୁବ ସଭାପତି ବିଦ୍ଯାଧର ଖୁର୍ଡିଆ,ଉପସଭାପତି ହିମାଂଶୁ ଶେଖର ପୁଟେଲ ଜଣାଇଛନ୍ତି।ଏଥିରେ ୬ଟି ଗୁରୁତ୍ତ୍ୱପୂର୍ଣ୍ଣ ବିଷୟ ଉପରେ ଆଲୋଚନା ହେବ।ଯଥା ଜାତି ସମାଜର ସଭା ଅବମାନନା ପ୍ରସଙ୍ଗ,ସମାଜ ବିରୋଧୀ କାର୍ଯ୍ଯପ୍ରସଙ୍ଗ,ମୁର୍ଷୁଣ୍ଢି‐ମେଦିନୀପାଲି ସମସ୍ଯାର ସମାଧାନ,ଖଣ୍ତହତା ଜାତି ବିବାଦ,ପ୍ରଭୃତି ବିଭିନ୍ନ ବିଷୟରେ ଆଲୋଚନା ହେବ ବୋଲି ସ୍ଥିରୀକୃତ ହୋଇଛି।ଆଲୋଚନାରେ ସ୍ୱତନ୍ତ୍ର ଅତିଥି ତଥା ପରାମର୍ଶଦାତା ହିସାବରେ ବଲାଙ୍ଗିର ଜିଲ୍ଲା ସମାଜ ସଭାପତି କାର୍ତ୍ତିକଚନ୍ଦ୍ର ପୁଟେଲ,ଉପସଭାପତି ସୁବାଷଚନ୍ଦ୍ର ପୁଟେଲ ଯୋଗଦେବାର କାର୍ଯ୍ଯକ୍ରମ ରହିଛି।ବୈଠକରେ ଆର୍ତ୍ତତ୍ରାଣ ଖୁର୍ଡିଆ,ଆଶୁତୋଷ ଖୁର୍ଡିଆ,ବିଶ୍ବଜିତ ବାରକୁଟିଆ,ସନ୍ତୋଷ ସମର୍ଥ,ପ୍ରଦୀପ ଗୁଦୁରିଆ ଯୋଗଦେଇ ସହାୟତା ପ୍ରଦାନ କରିବାକୁ ଧାର୍ଯ୍ଯ ହୋଇଛି।  ଉକ୍ତ ଵୈଠକରେ ମାଳୀ ସମାଜର  ଭାଇ,ବନ୍ଧୁ,ତଥା ବୟସ୍କଙ୍କୁ ଯୋଗ ଦେଇ ଉପଯୁକ୍ତ ନିଷ୍ପତ୍ତି ନିର୍ଣ୍ଣୟ କରିବାରେ ସହାୟକ ହେବାକୁ ଜିଲ୍ଲା କୋଶଲିଆ ମାଳି ସମାଜ ଅନୁରୋଧ ଜଣାଇଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ତୁଷୁରାରେ ମହାରାଜା ଅଗ୍ରସେନଜୀଙ୍କ ଜୟନ୍ତୀ ପାଳିତ   13-Oct-2026
  ଜିଲ୍ଲା  
ମା କୁଶଙ୍ଗାଇ ପୀଠ ନବରାତ୍ରିରେ ଚଳଚଞ୍ଚଳ   13-Oct-2026
  ଜିଲ୍ଲା  
ଅଲ୍ ଓଡିଶା ଅଙ୍ଗନୱାଡ଼ି ଲେଡିଜ୍ ୱାର୍କରର୍ସ ଆସୋସିଏସନ୍ ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   13-Oct-2026
  ଜିଲ୍ଲା  
ଭାରତ ବିକାଶ ପରିଷଦ ଦ୍ଵାରା (ଶିକ୍ଷା ବର୍ଷ ୨୦୨୬) ପାଇଁ ଶ୍ରେଷ୍ଠ ଛାତ୍ର ଓ ଶ୍ରେଷ୍ଠ ଶିକ୍ଷୟିତ୍ରୀ ପୁରସ୍କାରରେ ସମ୍ମାନିତ ହେଲେ ଓମ ଭ୍ୟାଲି ସ୍କୁଲର ଶିକ୍ଷୟତ୍ରୀ ଓ ଛାତ୍ର   13-Oct-2026
  ଜିଲ୍ଲା  
ଆଗଲପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ କ୍ଲଷ୍ଟର୍ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଧୁମ ଧାମରେ ପାଳିତ   13-Oct-2026
  ଜିଲ୍ଲା  
ମା ଘଣ୍ଟାସୁନିଙ୍କ ନବମୀ ଯାତ୍ରା ଉପଲକ୍ଷେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ   12-Oct-2026
  ଜିଲ୍ଲା  
*ଆସନ୍ତା କାଲି ଠାରୁ ସୁବର୍ଣ୍ଣପୁର ଠାରେ ହେବ ରାଜ୍ୟ ସ୍ତରୀୟ ୧୪ ବର୍ଷ ରୁ କମ୍ ବାଳକ ଫୁଟବଲ୍ ଚାମ୍ପିଅନସିପ*-   12-Oct-2026
  ଜିଲ୍ଲା  
ମା’ ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ବ୍ରହ୍ମଚାରିଣୀ ବେଶ ଦର୍ଶନ   12-Oct-2026
  ଜିଲ୍ଲା  
ଟିଟିଲାଗଡ଼ ଲାୟନ୍ସ କ୍ଲବ୍ ପକ୍ଷରୁ ନବଜାତ ଶିଶୁଙ୍କୁ ମାତୃଶିଶୁ ହସ୍ପିଟାଲରେ କିଲକାରୀ କିଟ୍ ବଣ୍ଟନ   12-Oct-2026
  ଜିଲ୍ଲା  
*ବିଗୁଲ ଟିଭି ର ପଞ୍ଚମ ବାର୍ଷିକ ଉତ୍ସବ ଓ ନୂଆଁ ଖାଇ ଭେଟ ଘାଟ କାର୍ଯ୍ୟ କ୍ରମ*- *ପ୍ରକାଶିତ ହେଲା ବିଗୁଲ ପ୍ରଭା ସାପ୍ତାହିକ ପତ୍ରିକା*   12-Oct-2026
  ଜିଲ୍ଲା  
ବିଜେଡିର ଜନସମ୍ପର୍କ ପଦଯାତ୍ରା ପାଇଁ ଜୋରଦାର ପ୍ରସ୍ତୁତି   12-Oct-2026
  ଜିଲ୍ଲା  
ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ   12-Oct-2026

You Might Also Like