-+91-9937148622 |

prerana_bgr@rediffmail.com |

  Tuesday 13th October 2026 |

| | | |

R.N.I. Regd No. ODIODI/2010/46693

Breaking News

ମା କୁଶଙ୍ଗାଇ ପୀଠ ନବରାତ୍ରିରେ ଚଳଚଞ୍ଚଳ   (13-Oct-2026)       ||      ଅଲ୍ ଓଡିଶା ଅଙ୍ଗନୱାଡ଼ି ଲେଡିଜ୍ ୱାର୍କରର୍ସ ଆସୋସିଏସନ୍ ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (13-Oct-2026)       ||      ଭାରତ ବିକାଶ ପରିଷଦ ଦ୍ଵାରା (ଶିକ୍ଷା ବର୍ଷ ୨୦୨୬) ପାଇଁ ଶ୍ରେଷ୍ଠ ଛାତ୍ର ଓ ଶ୍ରେଷ୍ଠ ଶିକ୍ଷୟିତ୍ରୀ ପୁରସ୍କାରରେ ସମ୍ମାନିତ ହେଲେ ଓମ ଭ୍ୟାଲି ସ୍କୁଲର ଶିକ୍ଷୟତ୍ରୀ ଓ ଛାତ୍ର    (13-Oct-2026)       ||      ଆଗଲପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ କ୍ଲଷ୍ଟର୍ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଧୁମ ଧାମରେ ପାଳିତ   (13-Oct-2026)       ||      ମା ଘଣ୍ଟାସୁନିଙ୍କ ନବମୀ ଯାତ୍ରା ଉପଲକ୍ଷେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ    (12-Oct-2026)       ||      *ଆସନ୍ତା କାଲି ଠାରୁ ସୁବର୍ଣ୍ଣପୁର ଠାରେ ହେବ ରାଜ୍ୟ ସ୍ତରୀୟ ୧୪ ବର୍ଷ ରୁ କମ୍ ବାଳକ ଫୁଟବଲ୍ ଚାମ୍ପିଅନସିପ*-   (12-Oct-2026)       ||      ମା’ ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ବ୍ରହ୍ମଚାରିଣୀ ବେଶ ଦର୍ଶନ   (12-Oct-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ୍ ପକ୍ଷରୁ ନବଜାତ ଶିଶୁଙ୍କୁ ମାତୃଶିଶୁ ହସ୍ପିଟାଲରେ କିଲକାରୀ କିଟ୍ ବଣ୍ଟନ   (12-Oct-2026)       ||      *ବିଗୁଲ ଟିଭି ର ପଞ୍ଚମ ବାର୍ଷିକ ଉତ୍ସବ ଓ ନୂଆଁ ଖାଇ ଭେଟ ଘାଟ କାର୍ଯ୍ୟ କ୍ରମ*- *ପ୍ରକାଶିତ ହେଲା ବିଗୁଲ ପ୍ରଭା ସାପ୍ତାହିକ ପତ୍ରିକା*   (12-Oct-2026)       ||      ବିଜେଡିର ଜନସମ୍ପର୍କ ପଦଯାତ୍ରା ପାଇଁ ଜୋରଦାର ପ୍ରସ୍ତୁତି   (12-Oct-2026)       ||      ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ    (12-Oct-2026)       ||      ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ   (12-Oct-2026)       ||      *ଜଳ ଯୋଗାଣ ଅଧିକାରୀଙ୍କ ବିରୁଦ୍ଧରେ ଅଭିଯୋଗ ଆଣିଲେ ସରପଞ୍ଚ*   (12-Oct-2026)       ||      *ଦୁଷ୍କର୍ମ ଅଭିଯୁକ୍ତ କୁ 20 ବର୍ଷ ସଶ୍ରମ କାରାଦଣ୍ଡ*   (12-Oct-2026)       ||      ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା   (12-Oct-2026)       ||      ପଂଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ    (12-Oct-2026)       ||      *ନବରଙ୍ଗପୁର ଜିଲ୍ଲାରେ ଦଶହରା ପୂର୍ବରୁ ଚାନ୍ଦା ଆଦାୟ କରି ବୁଲୁଛନ୍ତି ମାଳମାଳ ନକଲି ସାମ୍ବାଦିକ*   (12-Oct-2026)       ||      *ବୈଦିକ ବିଦ୍ୱାନ ବ୍ରଜ ବିହାରୀ ଙ୍କ ୧୦୬ ତମ ଜୟନ୍ତୀ ସମାରୋହ ଅନୁଷ୍ଟିତ*-   (12-Oct-2026)       ||      କୁରସୁଡରେ ମାଁ ଦୁର୍ଗା ପୂଜା ଆରମ୍ଭ   (12-Oct-2026)       ||      ବରପାଲି କାଳୀ ପୂଜା କମିଟି ର ନୂତନ କର୍ମକର୍ତ୍ତା ଚୟନ   (12-Oct-2026)       ||     

HOME   ରାଜ୍ୟ

ତୃତୀୟ ଲହରର କାରଣ ହୋଇପାରେ ଲାମ୍ବାଡ଼ା ଓ ଡେଲଟା ପ୍ଲସ୍

11-Jul-2021



ଭୁବନେଶ୍ବର (ପ୍ରେରଣା ଖବର ବ୍ୟୁରୋ) : ତୃତୀୟ ଲହରର କାରଣ ହୋଇପାରେ ଲାମ୍ବାଡ଼ା ଓ ଡେଲଟା ପ୍ଲସ୍ ଭେରିୟଣ୍ଟ । ଏହା ଉପରେ ସରକାରଙ୍କୁ ସତର୍କ ଦୃଷ୍ଟି ରଖିବାକୁ ପଡ଼ିବ । ବୋଲି ସ୍ୱାସ୍ଥ୍ୟ ବିଶେଷଜ୍ଞ ନିରୋଜ କୁମାର ମିଶ୍ର କହିଛନ୍ତି l ତ୍ରିପୁରାରେ 90 ପ୍ରତିଶତ ଡେଲଟା ପ୍ଲସ୍ ଭେରିୟଣ୍ଟ ଚିହ୍ନଟ ହେଇଛନ୍ତି । ବର୍ତ୍ତମାନ ସେଠି ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଉଛି । ଯେହେତୁ ଗୋଟିଏ ରାଜ୍ୟରେ ବଢୁଛି ତେଣୁ ଅନ୍ୟ ରାଜ୍ୟକୁ ଏହା ବ୍ୟାପିବାର ଯଥେଷ୍ଟ ସମ୍ଭାବନା ରହିଛି । ସେଥିପାଇଁ କୋଭିଡ ଗାଇଡ଼ ଲାଇନ କଡାକଡି ଭାବେ ଅନୁପାଳନ କରିବାର ଆବଶ୍ୟକ ରହିଛି । କଟକ, ଖୋର୍ଦ୍ଧା, ଯାଜପୁର, ମୟୁରଭଞ୍ଜ, ପୁରୀ ଭଳି ଜିଲ୍ଲାରେ ସଂକ୍ରମଣ କମୁନାହିଁ । ଏଠି ଅନଲକ ପ୍ରକ୍ରିୟା ଜାରି ରହିବା ସହ କୋଭିଡ ନିୟମକୁ କଡାକଡି ଲାଗୁ କରାଯିବା ଦରକାର । 

      ଲାମ୍ବାଡ଼ା ଭେରିୟଣ୍ଟ ଦକ୍ଷିଣ ଆମେରିକାର ଚିଲିରେ ଅଧିକ ଚିହ୍ନଟ ହୋଇଥିଲେ । ମାତ୍ର ଏହି ଭେରିୟଣ୍ଟ ଦ୍ୱାରା ପେରୁ ଅଧିକ ମୃତ୍ୟୁ ହୋଇଛି ବୋଲି ଶ୍ରୀ ମିଶ୍ର ପ୍ରକାଶ କରିଛନ୍ତି । ଗତବର୍ଷ ସେପ୍ଟେମ୍ବରରେ ଏହା ଦେଖା ଯାଇଥିଲେ । ଏହା ଉପରେ ବର୍ତ୍ତମାନ ବିସ୍ତୃତ ଅନୁଧ୍ୟାନ ହୋଇ ନାହିଁ ।  ଯେହେତୁ ବର୍ତ୍ତମାନ ୟୁକେରେ ଏହା ଦେଖା ଗଲାଣି ଆଉ ୟୁକେରୁ ଭାରତକୁ ଅଧିକ ଲୋକ ଯାତାୟାତ କରୁଛନ୍ତି । ତେଣୁ ଏହା ଉପରେ ସତର୍କ ଦୃଷ୍ଟି ରଖିବା ସମୟର ଆହ୍ୱାନ । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ଏହାକୁ ଭେରିୟଣ୍ଟ ଆଫ ଇଣ୍ଟରେଷ୍ଟ କହିଛି ମାତ୍ର ଭେରିୟଣ୍ଟ ଆଫ କନସନ କହି ନାହିଁ ବୋଲି  
ସ୍ୱାସ୍ଥ୍ୟ ବିଶେଷଜ୍ଞ ନିରୋଜ ମିଶ୍ର ନିଜ ପ୍ରତିକ୍ରିୟାରେ କହିଛନ୍ତି   


News Comment




Photo in News

Advertisment
Lastest News
  ଜିଲ୍ଲା  
ମା କୁଶଙ୍ଗାଇ ପୀଠ ନବରାତ୍ରିରେ ଚଳଚଞ୍ଚଳ   13-Oct-2026
  ଜିଲ୍ଲା  
ଅଲ୍ ଓଡିଶା ଅଙ୍ଗନୱାଡ଼ି ଲେଡିଜ୍ ୱାର୍କରର୍ସ ଆସୋସିଏସନ୍ ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   13-Oct-2026
  ଜିଲ୍ଲା  
ଭାରତ ବିକାଶ ପରିଷଦ ଦ୍ଵାରା (ଶିକ୍ଷା ବର୍ଷ ୨୦୨୬) ପାଇଁ ଶ୍ରେଷ୍ଠ ଛାତ୍ର ଓ ଶ୍ରେଷ୍ଠ ଶିକ୍ଷୟିତ୍ରୀ ପୁରସ୍କାରରେ ସମ୍ମାନିତ ହେଲେ ଓମ ଭ୍ୟାଲି ସ୍କୁଲର ଶିକ୍ଷୟତ୍ରୀ ଓ ଛାତ୍ର   13-Oct-2026
  ଜିଲ୍ଲା  
ଆଗଲପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ କ୍ଲଷ୍ଟର୍ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଧୁମ ଧାମରେ ପାଳିତ   13-Oct-2026
  ଜିଲ୍ଲା  
ମା ଘଣ୍ଟାସୁନିଙ୍କ ନବମୀ ଯାତ୍ରା ଉପଲକ୍ଷେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ   12-Oct-2026
  ଜିଲ୍ଲା  
*ଆସନ୍ତା କାଲି ଠାରୁ ସୁବର୍ଣ୍ଣପୁର ଠାରେ ହେବ ରାଜ୍ୟ ସ୍ତରୀୟ ୧୪ ବର୍ଷ ରୁ କମ୍ ବାଳକ ଫୁଟବଲ୍ ଚାମ୍ପିଅନସିପ*-   12-Oct-2026
  ଜିଲ୍ଲା  
ମା’ ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ବ୍ରହ୍ମଚାରିଣୀ ବେଶ ଦର୍ଶନ   12-Oct-2026
  ଜିଲ୍ଲା  
ଟିଟିଲାଗଡ଼ ଲାୟନ୍ସ କ୍ଲବ୍ ପକ୍ଷରୁ ନବଜାତ ଶିଶୁଙ୍କୁ ମାତୃଶିଶୁ ହସ୍ପିଟାଲରେ କିଲକାରୀ କିଟ୍ ବଣ୍ଟନ   12-Oct-2026
  ଜିଲ୍ଲା  
*ବିଗୁଲ ଟିଭି ର ପଞ୍ଚମ ବାର୍ଷିକ ଉତ୍ସବ ଓ ନୂଆଁ ଖାଇ ଭେଟ ଘାଟ କାର୍ଯ୍ୟ କ୍ରମ*- *ପ୍ରକାଶିତ ହେଲା ବିଗୁଲ ପ୍ରଭା ସାପ୍ତାହିକ ପତ୍ରିକା*   12-Oct-2026
  ଜିଲ୍ଲା  
ବିଜେଡିର ଜନସମ୍ପର୍କ ପଦଯାତ୍ରା ପାଇଁ ଜୋରଦାର ପ୍ରସ୍ତୁତି   12-Oct-2026
  ଜିଲ୍ଲା  
ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ   12-Oct-2026
  ଜିଲ୍ଲା  
ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ   12-Oct-2026

You Might Also Like