-+91-9937148622 |

prerana_bgr@rediffmail.com |

  Tuesday 13th October 2026 |

| | | |

R.N.I. Regd No. ODIODI/2010/46693

Breaking News

ମା କୁଶଙ୍ଗାଇ ପୀଠ ନବରାତ୍ରିରେ ଚଳଚଞ୍ଚଳ   (13-Oct-2026)       ||      ଅଲ୍ ଓଡିଶା ଅଙ୍ଗନୱାଡ଼ି ଲେଡିଜ୍ ୱାର୍କରର୍ସ ଆସୋସିଏସନ୍ ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (13-Oct-2026)       ||      ଭାରତ ବିକାଶ ପରିଷଦ ଦ୍ଵାରା (ଶିକ୍ଷା ବର୍ଷ ୨୦୨୬) ପାଇଁ ଶ୍ରେଷ୍ଠ ଛାତ୍ର ଓ ଶ୍ରେଷ୍ଠ ଶିକ୍ଷୟିତ୍ରୀ ପୁରସ୍କାରରେ ସମ୍ମାନିତ ହେଲେ ଓମ ଭ୍ୟାଲି ସ୍କୁଲର ଶିକ୍ଷୟତ୍ରୀ ଓ ଛାତ୍ର    (13-Oct-2026)       ||      ଆଗଲପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ କ୍ଲଷ୍ଟର୍ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଧୁମ ଧାମରେ ପାଳିତ   (13-Oct-2026)       ||      ମା ଘଣ୍ଟାସୁନିଙ୍କ ନବମୀ ଯାତ୍ରା ଉପଲକ୍ଷେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ    (12-Oct-2026)       ||      *ଆସନ୍ତା କାଲି ଠାରୁ ସୁବର୍ଣ୍ଣପୁର ଠାରେ ହେବ ରାଜ୍ୟ ସ୍ତରୀୟ ୧୪ ବର୍ଷ ରୁ କମ୍ ବାଳକ ଫୁଟବଲ୍ ଚାମ୍ପିଅନସିପ*-   (12-Oct-2026)       ||      ମା’ ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ବ୍ରହ୍ମଚାରିଣୀ ବେଶ ଦର୍ଶନ   (12-Oct-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ୍ ପକ୍ଷରୁ ନବଜାତ ଶିଶୁଙ୍କୁ ମାତୃଶିଶୁ ହସ୍ପିଟାଲରେ କିଲକାରୀ କିଟ୍ ବଣ୍ଟନ   (12-Oct-2026)       ||      *ବିଗୁଲ ଟିଭି ର ପଞ୍ଚମ ବାର୍ଷିକ ଉତ୍ସବ ଓ ନୂଆଁ ଖାଇ ଭେଟ ଘାଟ କାର୍ଯ୍ୟ କ୍ରମ*- *ପ୍ରକାଶିତ ହେଲା ବିଗୁଲ ପ୍ରଭା ସାପ୍ତାହିକ ପତ୍ରିକା*   (12-Oct-2026)       ||      ବିଜେଡିର ଜନସମ୍ପର୍କ ପଦଯାତ୍ରା ପାଇଁ ଜୋରଦାର ପ୍ରସ୍ତୁତି   (12-Oct-2026)       ||      ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ    (12-Oct-2026)       ||      ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ   (12-Oct-2026)       ||      *ଜଳ ଯୋଗାଣ ଅଧିକାରୀଙ୍କ ବିରୁଦ୍ଧରେ ଅଭିଯୋଗ ଆଣିଲେ ସରପଞ୍ଚ*   (12-Oct-2026)       ||      *ଦୁଷ୍କର୍ମ ଅଭିଯୁକ୍ତ କୁ 20 ବର୍ଷ ସଶ୍ରମ କାରାଦଣ୍ଡ*   (12-Oct-2026)       ||      ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା   (12-Oct-2026)       ||      ପଂଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ    (12-Oct-2026)       ||      *ନବରଙ୍ଗପୁର ଜିଲ୍ଲାରେ ଦଶହରା ପୂର୍ବରୁ ଚାନ୍ଦା ଆଦାୟ କରି ବୁଲୁଛନ୍ତି ମାଳମାଳ ନକଲି ସାମ୍ବାଦିକ*   (12-Oct-2026)       ||      *ବୈଦିକ ବିଦ୍ୱାନ ବ୍ରଜ ବିହାରୀ ଙ୍କ ୧୦୬ ତମ ଜୟନ୍ତୀ ସମାରୋହ ଅନୁଷ୍ଟିତ*-   (12-Oct-2026)       ||      କୁରସୁଡରେ ମାଁ ଦୁର୍ଗା ପୂଜା ଆରମ୍ଭ   (12-Oct-2026)       ||      ବରପାଲି କାଳୀ ପୂଜା କମିଟି ର ନୂତନ କର୍ମକର୍ତ୍ତା ଚୟନ   (12-Oct-2026)       ||     

HOME   ଜିଲ୍ଲା

ମାର୍ଚ୍ଚ ୨୦୨୩ ସୁଦ୍ଧା ବଲାଙ୍ଗିର-ଖୋର୍ଦ୍ଧା ରେଳ ଚଳାଚଳ ଆରମ୍ଭ ହେଉ

11-Jul-2021



ବଲାଙ୍ଗିର,(ପ୍ରେରଣା ଖବର)- ଓଡିଶାରୁ ପ୍ରତିନିଧିତ୍ୱ କରୁଥିବା ରାଜ୍ୟସଭା ସଂସଦ ଅଶ୍ୱିନୀ ବୈଷ୍ଣବଙ୍କୁ ରେଳ ବିଭାଗ କ୍ୟାବିନେଟ ମନ୍ତ୍ରୀ ଦାୟିତ୍ୱ ଦିଆଯାଇଥିବାରୁ ରେଳ ଉପଭୋକ୍ତ ସଂଘ, ବଲାଙ୍ଗିର ପକ୍ଷରୁ ସ୍ୱାଗତ କରାଯାଇଛି । ପ୍ରଥମ ଥର ପାଇଁ ଓଡିଶାର ପ୍ରତିନିଧି ରେଳ ରାଷ୍ଟ୍ର ମନ୍ତ୍ରୀ ହୋଇଥିବାରୁ ଓଡିଶାବାସୀ ଅନେକ କିଛି ଅପେକ୍ଷା ରଖିଛନ୍ତି । ବିଶେଷତଃ ବଲାଙ୍ଗିର-ଖୋର୍ଦ୍ଧା ରୋଡ ରେଳପଥ କାମ ଯୁଦ୍ଧକାଳିନ ଭିତ୍ତିରେ ଆଗେଇ ନେଇ ଆଗାମି ମାର୍ଚ୍ଚ ୨୦୨୩ ସୁଦ୍ଧା ରେଳ ଚଳାଚଳର ବ୍ୟବସ୍ଥା ହୋଇପାରିବ ବୋଲି ଉପଭୋକ୍ତା ସଂଘ ଆଶା ପ୍ରକାଶ କରିଛି । ସଂଘ ପକ୍ଷରୁ କରାଯାଇଥିବା ଦାବି ଗୁଡିକ ମଧ୍ୟରୁ ସମତା ଏକ୍ସପ୍ରେସ ସପ୍ତାହରେ ଦୁଇ ଦିନ ବଲାଙ୍ଗିର-ବରଗଡ- ସମ୍ବଲପୁର ଦେଇ ଦିଲ୍ଲୀକୁ ଚାଲିବାର ପ୍ରସ୍ତାବ, ହାଓଡା-ଟିଟିଲାଗଡ ଏକ୍ସପ୍ରେସକୁ କଣ୍ଟାବାଞ୍ଜି ପର୍ଯ୍ୟନ୍ତ ସଂପ୍ରସାରଣ, ଜାମ୍ବୁତାବି ଏକ୍ସପ୍ରେସକୁ ଟିଟିଲାଗଡ ପର୍ଯ୍ୟନ୍ତ ସଂପ୍ରସାରଣ, ଟିଟିଲାଗଡ ରୁ ଏହ୍ଲାହାବାଦ, ବନାରସ ପର୍ଯ୍ୟନ୍ତ ଏକ ଟ୍ରେନ ଚାଲିବା ପ୍ରସ୍ତାବ, ବିଛୁପାଲି ବଲାଙ୍ଗିର ଟ୍ରେନକୁ ସକାଳରେ ଭୁବନେଶ୍ୱର ପର୍ଯ୍ୟନ୍ତ ଚାଲିବା ପ୍ରସ୍ତାବ ରହିଛି । ସେହିପରି ବହୁ ପ୍ରତିକ୍ଷିତ କଣ୍ଟାବାଞ୍ଜି-ନବରଂଗପୁର ରେଳପଥର କାମ ଆରମ୍ଭ କରିବା ତଥା କଣ୍ଟାବାଞ୍ଜିରେ ରେଲ ୱାଗନ ସ୍ଥାପନ କରିବାକୁ ରେଳ ଉପଭୋକ୍ତା ସଂଘ ବଲାଙ୍ଗିର ପକ୍ଷରୁ ଡିଆରୟୁସିସି ସଭ୍ୟ ବିକ୍ରମାନନ୍ଦ ବହିଦାର, ସଭାପତି ଧର୍ମବ୍ରତ ରଥ, , ଉପ-ସଭାପତି ପର୍ଶୁରାମ ନାୟକ, ସଂପାଦକ ଗୋପବନ୍ଧୁ ପୁରୋହିତ, ସହ-ସଂପାଦକ ପ୍ରଭାକର ମିଶ୍ର, କୋଷାଧ୍ୟକ୍ଷ ଅଶୋକ ଚାନ୍ଦ, ସଭ୍ୟ ବୃନ୍ଦାବନ ବରାଳ, ପଙ୍କଜିନୀ ପଣ୍ଡା, ମନୋରଂଜନ ପୁରୋହିତ, ଗୋପଭୂଷଣ ନାଥ, ପ୍ରଶନ୍ନ କୁମାର ମିଶ୍ର, ନାରାୟଣ ପାଢୀ, ରଘୁନାଥ ମିଶ୍ର, ଦ୍ୱାରିକା ପ୍ରସାଦ ପଣ୍ଡା ପ୍ରମୁଖ ଦାବି କରିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ମା କୁଶଙ୍ଗାଇ ପୀଠ ନବରାତ୍ରିରେ ଚଳଚଞ୍ଚଳ   13-Oct-2026
  ଜିଲ୍ଲା  
ଅଲ୍ ଓଡିଶା ଅଙ୍ଗନୱାଡ଼ି ଲେଡିଜ୍ ୱାର୍କରର୍ସ ଆସୋସିଏସନ୍ ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   13-Oct-2026
  ଜିଲ୍ଲା  
ଭାରତ ବିକାଶ ପରିଷଦ ଦ୍ଵାରା (ଶିକ୍ଷା ବର୍ଷ ୨୦୨୬) ପାଇଁ ଶ୍ରେଷ୍ଠ ଛାତ୍ର ଓ ଶ୍ରେଷ୍ଠ ଶିକ୍ଷୟିତ୍ରୀ ପୁରସ୍କାରରେ ସମ୍ମାନିତ ହେଲେ ଓମ ଭ୍ୟାଲି ସ୍କୁଲର ଶିକ୍ଷୟତ୍ରୀ ଓ ଛାତ୍ର   13-Oct-2026
  ଜିଲ୍ଲା  
ଆଗଲପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ କ୍ଲଷ୍ଟର୍ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଧୁମ ଧାମରେ ପାଳିତ   13-Oct-2026
  ଜିଲ୍ଲା  
ମା ଘଣ୍ଟାସୁନିଙ୍କ ନବମୀ ଯାତ୍ରା ଉପଲକ୍ଷେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ   12-Oct-2026
  ଜିଲ୍ଲା  
*ଆସନ୍ତା କାଲି ଠାରୁ ସୁବର୍ଣ୍ଣପୁର ଠାରେ ହେବ ରାଜ୍ୟ ସ୍ତରୀୟ ୧୪ ବର୍ଷ ରୁ କମ୍ ବାଳକ ଫୁଟବଲ୍ ଚାମ୍ପିଅନସିପ*-   12-Oct-2026
  ଜିଲ୍ଲା  
ମା’ ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ବ୍ରହ୍ମଚାରିଣୀ ବେଶ ଦର୍ଶନ   12-Oct-2026
  ଜିଲ୍ଲା  
ଟିଟିଲାଗଡ଼ ଲାୟନ୍ସ କ୍ଲବ୍ ପକ୍ଷରୁ ନବଜାତ ଶିଶୁଙ୍କୁ ମାତୃଶିଶୁ ହସ୍ପିଟାଲରେ କିଲକାରୀ କିଟ୍ ବଣ୍ଟନ   12-Oct-2026
  ଜିଲ୍ଲା  
*ବିଗୁଲ ଟିଭି ର ପଞ୍ଚମ ବାର୍ଷିକ ଉତ୍ସବ ଓ ନୂଆଁ ଖାଇ ଭେଟ ଘାଟ କାର୍ଯ୍ୟ କ୍ରମ*- *ପ୍ରକାଶିତ ହେଲା ବିଗୁଲ ପ୍ରଭା ସାପ୍ତାହିକ ପତ୍ରିକା*   12-Oct-2026
  ଜିଲ୍ଲା  
ବିଜେଡିର ଜନସମ୍ପର୍କ ପଦଯାତ୍ରା ପାଇଁ ଜୋରଦାର ପ୍ରସ୍ତୁତି   12-Oct-2026
  ଜିଲ୍ଲା  
ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ   12-Oct-2026
  ଜିଲ୍ଲା  
ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ   12-Oct-2026

You Might Also Like