-+91-9937148622 |

prerana_bgr@rediffmail.com |

  Tuesday 13th October 2026 |

| | | |

R.N.I. Regd No. ODIODI/2010/46693

Breaking News

ମା ଘଣ୍ଟାସୁନିଙ୍କ ନବମୀ ଯାତ୍ରା ଉପଲକ୍ଷେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ    (12-Oct-2026)       ||      *ଆସନ୍ତା କାଲି ଠାରୁ ସୁବର୍ଣ୍ଣପୁର ଠାରେ ହେବ ରାଜ୍ୟ ସ୍ତରୀୟ ୧୪ ବର୍ଷ ରୁ କମ୍ ବାଳକ ଫୁଟବଲ୍ ଚାମ୍ପିଅନସିପ*-   (12-Oct-2026)       ||      ମା’ ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ବ୍ରହ୍ମଚାରିଣୀ ବେଶ ଦର୍ଶନ   (12-Oct-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ୍ ପକ୍ଷରୁ ନବଜାତ ଶିଶୁଙ୍କୁ ମାତୃଶିଶୁ ହସ୍ପିଟାଲରେ କିଲକାରୀ କିଟ୍ ବଣ୍ଟନ   (12-Oct-2026)       ||      *ବିଗୁଲ ଟିଭି ର ପଞ୍ଚମ ବାର୍ଷିକ ଉତ୍ସବ ଓ ନୂଆଁ ଖାଇ ଭେଟ ଘାଟ କାର୍ଯ୍ୟ କ୍ରମ*- *ପ୍ରକାଶିତ ହେଲା ବିଗୁଲ ପ୍ରଭା ସାପ୍ତାହିକ ପତ୍ରିକା*   (12-Oct-2026)       ||      ବିଜେଡିର ଜନସମ୍ପର୍କ ପଦଯାତ୍ରା ପାଇଁ ଜୋରଦାର ପ୍ରସ୍ତୁତି   (12-Oct-2026)       ||      ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ    (12-Oct-2026)       ||      ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ   (12-Oct-2026)       ||      *ଜଳ ଯୋଗାଣ ଅଧିକାରୀଙ୍କ ବିରୁଦ୍ଧରେ ଅଭିଯୋଗ ଆଣିଲେ ସରପଞ୍ଚ*   (12-Oct-2026)       ||      *ଦୁଷ୍କର୍ମ ଅଭିଯୁକ୍ତ କୁ 20 ବର୍ଷ ସଶ୍ରମ କାରାଦଣ୍ଡ*   (12-Oct-2026)       ||      ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା   (12-Oct-2026)       ||      ପଂଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ    (12-Oct-2026)       ||      *ନବରଙ୍ଗପୁର ଜିଲ୍ଲାରେ ଦଶହରା ପୂର୍ବରୁ ଚାନ୍ଦା ଆଦାୟ କରି ବୁଲୁଛନ୍ତି ମାଳମାଳ ନକଲି ସାମ୍ବାଦିକ*   (12-Oct-2026)       ||      *ବୈଦିକ ବିଦ୍ୱାନ ବ୍ରଜ ବିହାରୀ ଙ୍କ ୧୦୬ ତମ ଜୟନ୍ତୀ ସମାରୋହ ଅନୁଷ୍ଟିତ*-   (12-Oct-2026)       ||      କୁରସୁଡରେ ମାଁ ଦୁର୍ଗା ପୂଜା ଆରମ୍ଭ   (12-Oct-2026)       ||      ବରପାଲି କାଳୀ ପୂଜା କମିଟି ର ନୂତନ କର୍ମକର୍ତ୍ତା ଚୟନ   (12-Oct-2026)       ||      ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା ଆଗଲପୁର ହାଇସ୍କୁଲ ପାଇଲା ଉଚ୍ଚ ମାଧ୍ୟମିକ ମାନ୍ୟତା   (12-Oct-2026)       ||      ମାହେଶ୍ୱରୀ ସଂଗଠନ ଆଗଲପୁର ତରଫରୁ ରକ୍ତଦାନ ଶିବିର କାର୍ଯ୍ୟକ୍ରମ   (12-Oct-2026)       ||      ଡୁଙ୍ଗୁରିପାଲି ମଣ୍ଡଳ ବିଜେପି ତରଫରୁ ମଣ୍ଡଳ କାର୍ଯ୍ୟକାରିଣୀ ବୈଠକ    (12-Oct-2026)       ||      ବଲାଙ୍ଗୀରରେ ତିନିଦିନିଆ ‘ଏକତା କଳା ଉତ୍ସବ-୨୦୨୬’ ଉଦ୍‌ଯାପିତ   (12-Oct-2026)       ||     

HOME   ଜିଲ୍ଲା

ଜୁହାର ପରିବାର ପକ୍ଷରୁ କିନ୍ନରଙ୍କୁ ସାହାୟତା:  କିନ୍ନରମାନଙ୍କ ସସମ୍ମାନେ ବଞ୍ଚିବାର ଅଧିକାର ଅଛି - ନରସିଂହ, ଚାକିରିରୁ ବାହାର କରାଯାଇଥିବା ନେଇ ଅଭିଯୋଗ କଲେ କିନ୍ନର

11-Jul-2021



ବଲାଙ୍ଗିର,(ସନ୍ତୋଷ କୁମାର ଠାକୁର)-ସମ୍ବିଧାନ କିନ୍ନରମାନଙ୍କୁ ସସମ୍ମାନେ ବଞ୍ଚିବାର ଅଧିକାର ଦେଇଛି । ସରକାରଙ୍କ ବିଭିନ୍ନ ଯୋଜନା ସତ୍ୱେ କିନ୍ନରମାନେ ତାଙ୍କ ଅଧିକାର ପାଇବାରୁ ବଞ୍ଚିତ ରହୁଛନ୍ତି । ସେମାନଙ୍କ ଅଧିକାର ସୁରକ୍ଷିତ କରିବା ଦିଗରେ ସମସ୍ତ ଆବଶ୍ୟକ ପଦକ୍ଷେପ ଗ୍ରହଣ କରାଯିବ ବୋଲି ଆଜି ବଲାଙ୍ଗିର ବିଧସାୟକ ନରସିଂହ ମିଶ୍ର ସ୍ଥାନୀୟ ସମ୍ବାଦିକ ଭବନ ଠାରେ ବାଙ୍ଗାଲୋର ର ଜୁହାର ପରିବାର ତରଫରୁ ଆୟୋଜିତ କିନ୍ନର ସହାୟତା କାର୍ଯ୍ୟକ୍ରମରେ କହିଛନ୍ତି । କୋଭିଡ ସମୟରେ ବାଙ୍ଗଲୋରର ଜୁହାର ପରିବାର ତରଫରୁ ସମାଜର ବିଭିନ୍ନ ବର୍ଗର ଲୋକଙ୍କୁ ସହାୟତା ଯୋଗାଇ ଦିଆଯାଉଛି । ମହାମାରୀ ସମୟରେ କିନ୍ନରମାନେ  ନିଜର ଜିବନ ଜୀବିକା ହରାଇ ଅତି ଅସହାୟ ଅବସ୍ଥାରେ କାଳତିପାତ କରୁଛନ୍ତି । କିନ୍ନରମାନଙ୍କୁ କିଛି ସହାୟତା ଯୋଗଇଦେବା ଉଦ୍ଦେଶ୍ୟରେ ଆଜି ଜୁହାର ପରିବାର ପକ୍ଷରୁ ବଲାଙ୍ଗିର ସହରର ପ୍ରାୟ ୪୦ଜଣ କିନ୍ନରଙ୍କୁ ଶୁଖିଲା ଖାଦ୍ୟ ପ୍ୟାକେଟ ବଣ୍ଟ୍ଟନ କରାଯାଇଛି । କାର୍ଯ୍ୟକ୍ରମରେ ବଲାଙ୍ଗିର ବିଧାୟକ ନରସିଂହ ମିଶ୍ର ମୁଖ୍ୟ ଅତିଥି ରୂପେ ଯୋଗଦେଇ କିନ୍ନରମାନଙ୍କୁ ଖାଦ୍ୟ ପୁଡିଆ ବନ୍ଟନ କରିଥିଲେ । ଏହି ଅବସରରେ କିନ୍ନରମାନେ ସେମାନଙ୍କ ବିଭିନ୍ନ ସମସ୍ୟା ଜଣାଇବା ସହ ବଲାଙ୍ଗିର ପୌରବିଭାଗରେ ଚାକିରି ପାଇଥିବା କିନ୍ନରମାନଙ୍କୁ ଚାକିରିରୁ ବାହାର କରିଦେଇଥିବା ନେଇ ଅଭିଯୋଗ କରିଥିଲେ । ସରକାରୀ ଯୋଜନା ମୁତାବକ  ୧୦ ଜଣ କିନ୍ନରଙ୍କୁ ସଫେଇ କାର୍ଯ୍ୟକ୍ରମରେ ନିୟୋଜିତ କରାଯାଇଥିଲା । କିନ୍ତୁ ସଫେଇ ଗାଡିର ଅଭାବ ଦେଖାଯାଇ ଏବେ ସମସ୍ତ ଦଶ ଜଣଙ୍କୁ ଚାକିରିରୁ ବାହର

କରିଦିଆଯାଇଥିବାବେଳେ ନୂତନ ଗାଡି ଆସିଲେ ସେମାନଙ୍କୁ ପୁଣି ନିୟୋଜିତ କରାଯିବ ବୋଲି ପୌରବିଭାଗ ତରଫରୁ କୁହାଯାଇଥିବା କିନ୍ନରମାନେ ଅଭିଯୋଗ କରିଥିଲେ । ସରକାର ରାଜ୍ୟବାରସୀଙ୍କ ସମ୍ମୁଖରେ ଗୋଲାବି ଚିତ୍ର ପ୍ରଦର୍ଶନ କରୁଛନ୍ତି । କିନ୍ତୁ ସରକାରଙ୍କ ନିଜସ୍ୱ ପ୍ରଣିତ ଯୋଜନାମାନଙ୍କ ଅବସ୍ଥା ଅସଲ ଚିତ୍ର ଏଭଳି ରହିଛି । ତେବେ କିନ୍ନରମାନଙ୍କ ସାମ୍ବିଧାନିକ ଅଧିକାରର ପୁର୍ତ୍ତି ପାଇଁ ସମସ୍ତ ଉଦ୍ୟମ କରାଯିବ ବୋଲି ଶ୍ରୀ ମିଶ୍ର କିନ୍ନରମାନଙ୍କୁ ନର୍ଭର ପ୍ରତିଶୃତି ଦେଇଥିଲେ । ଆଜିର ଏହି କାର୍ଯ୍ୟକ୍ରମରେ  ଜୁହାର ପରିବାରର ସହପ୍ରତିଷ୍ଠାତା ସତ୍ୟଜିତ ନାୟକ, ଉପସଭାପତି ପ୍ରୀୟା ନାୟକ, ସିଞ୍ଚନ ମିଶ୍ର, ଆନନ୍ଦ ମିଶ୍ର, ଆର୍ଯ୍ୟଭୀର ନାୟକ ସହିତ କିନ୍ନର ସଂଗଠନ ସଭାପତି ହିମାଂଶୁ ଯୋଷୀ ପ୍ରମୁଖ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ମା ଘଣ୍ଟାସୁନିଙ୍କ ନବମୀ ଯାତ୍ରା ଉପଲକ୍ଷେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ   12-Oct-2026
  ଜିଲ୍ଲା  
*ଆସନ୍ତା କାଲି ଠାରୁ ସୁବର୍ଣ୍ଣପୁର ଠାରେ ହେବ ରାଜ୍ୟ ସ୍ତରୀୟ ୧୪ ବର୍ଷ ରୁ କମ୍ ବାଳକ ଫୁଟବଲ୍ ଚାମ୍ପିଅନସିପ*-   12-Oct-2026
  ଜିଲ୍ଲା  
ମା’ ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ବ୍ରହ୍ମଚାରିଣୀ ବେଶ ଦର୍ଶନ   12-Oct-2026
  ଜିଲ୍ଲା  
ଟିଟିଲାଗଡ଼ ଲାୟନ୍ସ କ୍ଲବ୍ ପକ୍ଷରୁ ନବଜାତ ଶିଶୁଙ୍କୁ ମାତୃଶିଶୁ ହସ୍ପିଟାଲରେ କିଲକାରୀ କିଟ୍ ବଣ୍ଟନ   12-Oct-2026
  ଜିଲ୍ଲା  
*ବିଗୁଲ ଟିଭି ର ପଞ୍ଚମ ବାର୍ଷିକ ଉତ୍ସବ ଓ ନୂଆଁ ଖାଇ ଭେଟ ଘାଟ କାର୍ଯ୍ୟ କ୍ରମ*- *ପ୍ରକାଶିତ ହେଲା ବିଗୁଲ ପ୍ରଭା ସାପ୍ତାହିକ ପତ୍ରିକା*   12-Oct-2026
  ଜିଲ୍ଲା  
ବିଜେଡିର ଜନସମ୍ପର୍କ ପଦଯାତ୍ରା ପାଇଁ ଜୋରଦାର ପ୍ରସ୍ତୁତି   12-Oct-2026
  ଜିଲ୍ଲା  
ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ   12-Oct-2026
  ଜିଲ୍ଲା  
ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ   12-Oct-2026
  ଜିଲ୍ଲା  
*ଜଳ ଯୋଗାଣ ଅଧିକାରୀଙ୍କ ବିରୁଦ୍ଧରେ ଅଭିଯୋଗ ଆଣିଲେ ସରପଞ୍ଚ*   12-Oct-2026
  ଜିଲ୍ଲା  
*ଦୁଷ୍କର୍ମ ଅଭିଯୁକ୍ତ କୁ 20 ବର୍ଷ ସଶ୍ରମ କାରାଦଣ୍ଡ*   12-Oct-2026
  ଜିଲ୍ଲା  
ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା   12-Oct-2026
  ଜିଲ୍ଲା  
ପଂଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   12-Oct-2026

You Might Also Like