-+91-9937148622 |

prerana_bgr@rediffmail.com |

  Tuesday 13th October 2026 |

| | | |

R.N.I. Regd No. ODIODI/2010/46693

Breaking News

ମା ଘଣ୍ଟାସୁନିଙ୍କ ନବମୀ ଯାତ୍ରା ଉପଲକ୍ଷେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ    (12-Oct-2026)       ||      *ଆସନ୍ତା କାଲି ଠାରୁ ସୁବର୍ଣ୍ଣପୁର ଠାରେ ହେବ ରାଜ୍ୟ ସ୍ତରୀୟ ୧୪ ବର୍ଷ ରୁ କମ୍ ବାଳକ ଫୁଟବଲ୍ ଚାମ୍ପିଅନସିପ*-   (12-Oct-2026)       ||      ମା’ ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ବ୍ରହ୍ମଚାରିଣୀ ବେଶ ଦର୍ଶନ   (12-Oct-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ୍ ପକ୍ଷରୁ ନବଜାତ ଶିଶୁଙ୍କୁ ମାତୃଶିଶୁ ହସ୍ପିଟାଲରେ କିଲକାରୀ କିଟ୍ ବଣ୍ଟନ   (12-Oct-2026)       ||      *ବିଗୁଲ ଟିଭି ର ପଞ୍ଚମ ବାର୍ଷିକ ଉତ୍ସବ ଓ ନୂଆଁ ଖାଇ ଭେଟ ଘାଟ କାର୍ଯ୍ୟ କ୍ରମ*- *ପ୍ରକାଶିତ ହେଲା ବିଗୁଲ ପ୍ରଭା ସାପ୍ତାହିକ ପତ୍ରିକା*   (12-Oct-2026)       ||      ବିଜେଡିର ଜନସମ୍ପର୍କ ପଦଯାତ୍ରା ପାଇଁ ଜୋରଦାର ପ୍ରସ୍ତୁତି   (12-Oct-2026)       ||      ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ    (12-Oct-2026)       ||      ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ   (12-Oct-2026)       ||      *ଜଳ ଯୋଗାଣ ଅଧିକାରୀଙ୍କ ବିରୁଦ୍ଧରେ ଅଭିଯୋଗ ଆଣିଲେ ସରପଞ୍ଚ*   (12-Oct-2026)       ||      *ଦୁଷ୍କର୍ମ ଅଭିଯୁକ୍ତ କୁ 20 ବର୍ଷ ସଶ୍ରମ କାରାଦଣ୍ଡ*   (12-Oct-2026)       ||      ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା   (12-Oct-2026)       ||      ପଂଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ    (12-Oct-2026)       ||      *ନବରଙ୍ଗପୁର ଜିଲ୍ଲାରେ ଦଶହରା ପୂର୍ବରୁ ଚାନ୍ଦା ଆଦାୟ କରି ବୁଲୁଛନ୍ତି ମାଳମାଳ ନକଲି ସାମ୍ବାଦିକ*   (12-Oct-2026)       ||      *ବୈଦିକ ବିଦ୍ୱାନ ବ୍ରଜ ବିହାରୀ ଙ୍କ ୧୦୬ ତମ ଜୟନ୍ତୀ ସମାରୋହ ଅନୁଷ୍ଟିତ*-   (12-Oct-2026)       ||      କୁରସୁଡରେ ମାଁ ଦୁର୍ଗା ପୂଜା ଆରମ୍ଭ   (12-Oct-2026)       ||      ବରପାଲି କାଳୀ ପୂଜା କମିଟି ର ନୂତନ କର୍ମକର୍ତ୍ତା ଚୟନ   (12-Oct-2026)       ||      ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା ଆଗଲପୁର ହାଇସ୍କୁଲ ପାଇଲା ଉଚ୍ଚ ମାଧ୍ୟମିକ ମାନ୍ୟତା   (12-Oct-2026)       ||      ମାହେଶ୍ୱରୀ ସଂଗଠନ ଆଗଲପୁର ତରଫରୁ ରକ୍ତଦାନ ଶିବିର କାର୍ଯ୍ୟକ୍ରମ   (12-Oct-2026)       ||      ଡୁଙ୍ଗୁରିପାଲି ମଣ୍ଡଳ ବିଜେପି ତରଫରୁ ମଣ୍ଡଳ କାର୍ଯ୍ୟକାରିଣୀ ବୈଠକ    (12-Oct-2026)       ||      ବଲାଙ୍ଗୀରରେ ତିନିଦିନିଆ ‘ଏକତା କଳା ଉତ୍ସବ-୨୦୨୬’ ଉଦ୍‌ଯାପିତ   (12-Oct-2026)       ||     

HOME   ଜିଲ୍ଲା

ବଲାଙ୍ଗିର : ଯୁବ ନେତା ଅର୍କେଶ ନାରାୟଣ ସିଂହଦେଓଙ୍କ ସଦର ବ୍ଲକ ର ବିଭିନ୍ନ ଗ୍ରାମ ଗସ୍ତ

11-Jul-2021



ବଲାଙ୍ଗିର(ପ୍ରେରଣା ଖବର) : ଆଜି ବଲାଙ୍ଗିର ସଦର ବ୍ଲକ ର ପୁର୍ବତନ ସରପଞ୍ଚ ତଥା ବିଜେଡିର ବରିଷ୍ଠ ନେତା ସ୍ବର୍ଗତ ସନ୍ତୋଷ ରାଉତରାୟ ଙ୍କ ବାସଭବନରେ ତାଙ୍କ ପରିବାର ବର୍ଗଙ୍କୁ ସାକ୍ଷାତ କରି ସମବେଦନା ଜଣାଇଥିଲେ ଯୁବନେତା ଅର୍କେଶ ନାରାୟଣ ସିଂହଦେଓ । ଏହା ପରେ ବ୍ଲକର ବିଭିନ୍ନ ପଞ୍ଚାୟତ ବିଭିନ୍ନ ଗାଁ ବୁଲି କରୋନା ମହାମାରୀ ରେ ପ୍ରାଣ ହରାଇଥିବା ଚୁଡାପାଲି , ମାୟାବର୍ହା , ଶିବତଲା , ଭୁତିଆରବାହାଲ , କୁଠୁର୍ଲା , କୁଡାସିଂହା , ସିନଖମନ ଗାଁର ଶୋକସନ୍ତପ୍ତ ପରିବାର ମାନଙ୍କୁ ବିଜେଡି ବିଧାୟକ ପ୍ରାର୍ଥି ଯୁବନେତା ଅର୍କେଶ ସାକ୍ଷାତ କରି ସମବେଦନା ଜଣାଇବା ସହିତ ଶୋକ ବ୍ଯକ୍ତ କରିଥିଲେ । ତାପରେ କୁଡାସିଂହା ପଞ୍ଚାୟତ ନୂଆଁପଡା ଗାଁ ର ଶିବ ମନ୍ଦିର ପ୍ରାଙ୍ଗଣରେ ବନମୋହତ୍ସବ ସପ୍ତାହ ଉପଲକ୍ଷେ ବୃକ୍ଷରୋପଣ କାର୍ଯ୍ଯକ୍ରମରେ ଯୋଗଦେଇଥିଲେ । ଏହି ଗସ୍ତ ସମୟରେ ବଲାଙ୍ଗିର ସଦର ବ୍ଲକ ର ଅଧ୍ଯକ୍ଷ ଗୁଲାପ ବାଗ , ଜିଲ୍ଲା ସାଧାରଣ ସମ୍ପାଦକ

କୈଳାଶ ମହାନ୍ତି , ଜିଲ୍ଲା ଯୁବ ବିଜେଡି ସଭାପତି ରାଜେନ୍ଦ୍ର ପ୍ରସାଦ ହୋତା, ପ୍ରଦ୍ଯୁମ୍ନ ହୋତା, ବିଭୂତି ଭୂଷଣ ମିଶ୍ରକୈଳାଶ ମହାନ୍ତି , ଜିଲ୍ଲା ଯୁବ ବିଜେଡି ସଭାପତି ରାଜେନ୍ଦ୍ର ପ୍ରସାଦ ହୋତା , ପ୍ରଦ୍ଯୁମ୍ନ ହୋତା , ବିଭୂତି ଭୂଷଣ ମିଶ୍ର , ନିହାର ରଞ୍ଜନ ସ୍ବାଇଁ , ବ୍ଲକ ଯୁବ ବିଜେଡି ସଭାପତି ଆଶିର୍ବାଦ ସାହୁ  , ଗୋବିନ୍ଦ ଚନ୍ଦ୍ର ଶତପଥି , ଦିପକ ପଣ୍ଡା , ବିରସେନ ସାହୁ , ରାକେଶ ବାଗ ସାମିଲ ହୋଇଥିଲେ ।  ନିହାର ରଞ୍ଜନ ସ୍ବାଇଁ, ବ୍ଲକ ଯୁବ ବିଜେଡି ସଭାପତି ଆଶିର୍ବାଦ ସାହୁ  , ଗୋବିନ୍ଦ ଚନ୍ଦ୍ର ଶତପଥି, ଦିପକ ପଣ୍ଡା, ବିରସେନ ସାହୁ, ରାକେଶ ବାଗ ପ୍ରମୁଖ ସାମିଲ ହୋଇଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ମା ଘଣ୍ଟାସୁନିଙ୍କ ନବମୀ ଯାତ୍ରା ଉପଲକ୍ଷେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ   12-Oct-2026
  ଜିଲ୍ଲା  
*ଆସନ୍ତା କାଲି ଠାରୁ ସୁବର୍ଣ୍ଣପୁର ଠାରେ ହେବ ରାଜ୍ୟ ସ୍ତରୀୟ ୧୪ ବର୍ଷ ରୁ କମ୍ ବାଳକ ଫୁଟବଲ୍ ଚାମ୍ପିଅନସିପ*-   12-Oct-2026
  ଜିଲ୍ଲା  
ମା’ ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ବ୍ରହ୍ମଚାରିଣୀ ବେଶ ଦର୍ଶନ   12-Oct-2026
  ଜିଲ୍ଲା  
ଟିଟିଲାଗଡ଼ ଲାୟନ୍ସ କ୍ଲବ୍ ପକ୍ଷରୁ ନବଜାତ ଶିଶୁଙ୍କୁ ମାତୃଶିଶୁ ହସ୍ପିଟାଲରେ କିଲକାରୀ କିଟ୍ ବଣ୍ଟନ   12-Oct-2026
  ଜିଲ୍ଲା  
*ବିଗୁଲ ଟିଭି ର ପଞ୍ଚମ ବାର୍ଷିକ ଉତ୍ସବ ଓ ନୂଆଁ ଖାଇ ଭେଟ ଘାଟ କାର୍ଯ୍ୟ କ୍ରମ*- *ପ୍ରକାଶିତ ହେଲା ବିଗୁଲ ପ୍ରଭା ସାପ୍ତାହିକ ପତ୍ରିକା*   12-Oct-2026
  ଜିଲ୍ଲା  
ବିଜେଡିର ଜନସମ୍ପର୍କ ପଦଯାତ୍ରା ପାଇଁ ଜୋରଦାର ପ୍ରସ୍ତୁତି   12-Oct-2026
  ଜିଲ୍ଲା  
ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ   12-Oct-2026
  ଜିଲ୍ଲା  
ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ   12-Oct-2026
  ଜିଲ୍ଲା  
*ଜଳ ଯୋଗାଣ ଅଧିକାରୀଙ୍କ ବିରୁଦ୍ଧରେ ଅଭିଯୋଗ ଆଣିଲେ ସରପଞ୍ଚ*   12-Oct-2026
  ଜିଲ୍ଲା  
*ଦୁଷ୍କର୍ମ ଅଭିଯୁକ୍ତ କୁ 20 ବର୍ଷ ସଶ୍ରମ କାରାଦଣ୍ଡ*   12-Oct-2026
  ଜିଲ୍ଲା  
ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା   12-Oct-2026
  ଜିଲ୍ଲା  
ପଂଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   12-Oct-2026

You Might Also Like