-+91-9937148622 |

prerana_bgr@rediffmail.com |

  Tuesday 13th October 2026 |

| | | |

R.N.I. Regd No. ODIODI/2010/46693

Breaking News

ମା ଘଣ୍ଟାସୁନିଙ୍କ ନବମୀ ଯାତ୍ରା ଉପଲକ୍ଷେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ    (12-Oct-2026)       ||      *ଆସନ୍ତା କାଲି ଠାରୁ ସୁବର୍ଣ୍ଣପୁର ଠାରେ ହେବ ରାଜ୍ୟ ସ୍ତରୀୟ ୧୪ ବର୍ଷ ରୁ କମ୍ ବାଳକ ଫୁଟବଲ୍ ଚାମ୍ପିଅନସିପ*-   (12-Oct-2026)       ||      ମା’ ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ବ୍ରହ୍ମଚାରିଣୀ ବେଶ ଦର୍ଶନ   (12-Oct-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ୍ ପକ୍ଷରୁ ନବଜାତ ଶିଶୁଙ୍କୁ ମାତୃଶିଶୁ ହସ୍ପିଟାଲରେ କିଲକାରୀ କିଟ୍ ବଣ୍ଟନ   (12-Oct-2026)       ||      *ବିଗୁଲ ଟିଭି ର ପଞ୍ଚମ ବାର୍ଷିକ ଉତ୍ସବ ଓ ନୂଆଁ ଖାଇ ଭେଟ ଘାଟ କାର୍ଯ୍ୟ କ୍ରମ*- *ପ୍ରକାଶିତ ହେଲା ବିଗୁଲ ପ୍ରଭା ସାପ୍ତାହିକ ପତ୍ରିକା*   (12-Oct-2026)       ||      ବିଜେଡିର ଜନସମ୍ପର୍କ ପଦଯାତ୍ରା ପାଇଁ ଜୋରଦାର ପ୍ରସ୍ତୁତି   (12-Oct-2026)       ||      ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ    (12-Oct-2026)       ||      ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ   (12-Oct-2026)       ||      *ଜଳ ଯୋଗାଣ ଅଧିକାରୀଙ୍କ ବିରୁଦ୍ଧରେ ଅଭିଯୋଗ ଆଣିଲେ ସରପଞ୍ଚ*   (12-Oct-2026)       ||      *ଦୁଷ୍କର୍ମ ଅଭିଯୁକ୍ତ କୁ 20 ବର୍ଷ ସଶ୍ରମ କାରାଦଣ୍ଡ*   (12-Oct-2026)       ||      ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା   (12-Oct-2026)       ||      ପଂଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ    (12-Oct-2026)       ||      *ନବରଙ୍ଗପୁର ଜିଲ୍ଲାରେ ଦଶହରା ପୂର୍ବରୁ ଚାନ୍ଦା ଆଦାୟ କରି ବୁଲୁଛନ୍ତି ମାଳମାଳ ନକଲି ସାମ୍ବାଦିକ*   (12-Oct-2026)       ||      *ବୈଦିକ ବିଦ୍ୱାନ ବ୍ରଜ ବିହାରୀ ଙ୍କ ୧୦୬ ତମ ଜୟନ୍ତୀ ସମାରୋହ ଅନୁଷ୍ଟିତ*-   (12-Oct-2026)       ||      କୁରସୁଡରେ ମାଁ ଦୁର୍ଗା ପୂଜା ଆରମ୍ଭ   (12-Oct-2026)       ||      ବରପାଲି କାଳୀ ପୂଜା କମିଟି ର ନୂତନ କର୍ମକର୍ତ୍ତା ଚୟନ   (12-Oct-2026)       ||      ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା ଆଗଲପୁର ହାଇସ୍କୁଲ ପାଇଲା ଉଚ୍ଚ ମାଧ୍ୟମିକ ମାନ୍ୟତା   (12-Oct-2026)       ||      ମାହେଶ୍ୱରୀ ସଂଗଠନ ଆଗଲପୁର ତରଫରୁ ରକ୍ତଦାନ ଶିବିର କାର୍ଯ୍ୟକ୍ରମ   (12-Oct-2026)       ||      ଡୁଙ୍ଗୁରିପାଲି ମଣ୍ଡଳ ବିଜେପି ତରଫରୁ ମଣ୍ଡଳ କାର୍ଯ୍ୟକାରିଣୀ ବୈଠକ    (12-Oct-2026)       ||      ବଲାଙ୍ଗୀରରେ ତିନିଦିନିଆ ‘ଏକତା କଳା ଉତ୍ସବ-୨୦୨୬’ ଉଦ୍‌ଯାପିତ   (12-Oct-2026)       ||     

HOME   ଜିଲ୍ଲା

ସଇଁତଳା- ଡେଙ୍ଗ ହାଇସ୍କୁଲରେ ଜନସଂଖ୍ୟା ଦିବସ ପାଳିତ

11-Jul-2021



ବଲାଙ୍ଗିର,(ପ୍ରେରଣା ଖବର)- ଛୋଟ ପରିବାର ସୁଖି ପରିବାର । ୧୯୯୨ ମସିହାରୁ ପ୍ରତିବର୍ଷ ଜୁଲାଇ ୧୧ ତାରିଖକୁ ଜନସଂଖ୍ୟା ଦିବସ ଭାବରେ ପାଳିତ ହୋଇ ଆସୁଛି । ସଇଁନ୍ତଲା ବ୍ଲକ ଅନ୍ତର୍ଗତ ସରକାରୀ ଉନ୍ନିତ ଉଚ୍ଚ ବିଦ୍ୟାଳୟ ଡେଙ୍ଗ ଠାରେ ଜୁନିୟର ରେଡକ୍ରସ ୟୁନିଟ ତରଫରୁ ପ୍ରଧାନଶିକ୍ଷକ ବିଶ୍ୱନାଥ ମେହେରଙ୍କ ତତ୍ତ୍ୱାବଧାନରେ ବିଶ୍ୱ ଜନସଂଖ୍ୟା ଦିବସ ପାଳିତ ହୋଇଯାଇଛି । ମୁଖ୍ୟଅତିଥି ଭାବରେ ସଇଁନ୍ତଲା ଗୋଷ୍ଠି ସ୍ୱାସ୍ଥ୍ୟ କେନ୍ଦ୍ରର ଡ. ବିଶ୍ୱଜିତ ମିଶ୍ର ଓ ସମ୍ମାନିତ ଅତିଥି ଭାବରେ ଡେଙ୍ଗର ଡାକପାଳ ଇଶ୍ୱର ବାଗ ଓ ସମାଜସେବୀ ଗରିବ ମଲ୍ଲିକ ଯୋଗଦାନ କରିଥିଲେ । ପୃଥିବୀ ଆଜି ବିଭିନ୍ନ ଚାପ ଦ୍ୱାରା ଭାରାକ୍ରାନ୍ତ । ବର୍ତ୍ତମାନ ବିଶ୍ୱର ବଡ ଚାପ ହେଲା ଦ୍ରୁତ ଜନସଂଖ୍ୟା ବୃଦ୍ଧି ଯାହାକି ବିଶ୍ୱ ଦେଶ ସମୁହର ପ୍ରଗତିର ଅନ୍ତରାୟ ହୋଇ ଛିଡା ହୋଇଛି । ସାମାଜିକ, ଅର୍ଥନୈତିକ ତଥା ବାସସ୍ଥାନ ଯୋଗାଣ ଓ ପରିବେଶିୟ ସନ୍ତୁଳନ ଓ ପରିମଳ କ୍ଷେତ୍ରରେ ପ୍ରତିବନ୍ଧକ ମାଇଲଖୁଣ୍ଟ ରୂପେ ଛିଡା ହୋଇଛି । ଏହି ଜନସଂଖ୍ୟା ବୃଦ୍ଧିକୁ କେନ୍ଦ୍ର କରି ବେଳେ ବେଳେ ନୂଆ ସମସ୍ୟା ଦେଖାଯାଉଛି ବୋଲି ଅତିଥିଗଣ ମତପ୍ରକାଶ କରିଥିଲେ । ଚଳିତ ବର୍ଷ ବାର୍ତ୍ତା ହେଉଛି ପରିବାର ନିୟୋଜନ ଏକ ସାମାଜିକ ଦାୟିତ୍ୱ । ପରେ ଶିକ୍ଷକ, ଶିକ୍ଷୟତ୍ରୀ, ସ୍ୱାସ୍ଥ୍ୟ ବିଭାଗର ସହଯୋଗରେ  ଗ୍ରାମବାସୀମାନଙ୍କୁ ଘରକୁ ଘର ବୁଲି ଜନସଂଖ୍ୟା ଓ ତାହାର ଚାପ ବିଷୟରେ ସଚେତନତା କରାଯାଇଥିଲା । କାର୍ଯ୍ୟକ୍ରମରେ ଶିକ୍ଷକ ଆଦିତ୍ୟ ରଣା, ବ୍ରଜ ମୋହନ ମାଝି, ହିମାଂଶୁ ଶେଖର ବିଶ୍ୱାଲ, ଶିକ୍ଷୟତ୍ରୀ ଗାୟତ୍ରୀ ବାରିକ, କାନ୍ତି ଭୋଇ, ଭାରତୀ ପ୍ରଧାନ, ଦ୍ରୋପଦି ଭୋଇ, ଯଶୋବନ୍ତି ସୁନା, ଅଙ୍ଗନୱାଡି କର୍ମୀ ଲିନୁ ସାହୁ, ସୁବିଧା ମାଝି, ଆଶାକର୍ମୀ ସୂର୍ଯ୍ୟକାନ୍ତୀ ରଣା, ରାଜକୁମାରୀ ରଣା, ଅଙ୍ଗନୱାଡି ସହାୟକ ସାବିତ୍ରି ରଣା ପ୍ରମୁଖ କାର୍ଯ୍ୟକ୍ରମରେ ରହି ଲୋକମାନଙ୍କୁ ସଚେତନ କରିଥିଲେ । ଜୁନିୟର ରେଡକ୍ରସ କାଉନସିଲର ରାମନାରାୟଣ ଦାଶଙ୍କର ସଂଯୋଜନା କାର୍ଯ୍ୟକ୍ରମରେ ସଂସ୍କୃତ ଶିକ୍ଷକ ସୁଦର୍ଶନ ଦାଶ ଅତିଥି ପରିଚୟ ପ୍ରଦାନ କରିଥିଲେ ଓ ଶିକ୍ଷୟତ୍ରୀ ରେଣୁକା ସାହୁ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ମା ଘଣ୍ଟାସୁନିଙ୍କ ନବମୀ ଯାତ୍ରା ଉପଲକ୍ଷେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ   12-Oct-2026
  ଜିଲ୍ଲା  
*ଆସନ୍ତା କାଲି ଠାରୁ ସୁବର୍ଣ୍ଣପୁର ଠାରେ ହେବ ରାଜ୍ୟ ସ୍ତରୀୟ ୧୪ ବର୍ଷ ରୁ କମ୍ ବାଳକ ଫୁଟବଲ୍ ଚାମ୍ପିଅନସିପ*-   12-Oct-2026
  ଜିଲ୍ଲା  
ମା’ ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ବ୍ରହ୍ମଚାରିଣୀ ବେଶ ଦର୍ଶନ   12-Oct-2026
  ଜିଲ୍ଲା  
ଟିଟିଲାଗଡ଼ ଲାୟନ୍ସ କ୍ଲବ୍ ପକ୍ଷରୁ ନବଜାତ ଶିଶୁଙ୍କୁ ମାତୃଶିଶୁ ହସ୍ପିଟାଲରେ କିଲକାରୀ କିଟ୍ ବଣ୍ଟନ   12-Oct-2026
  ଜିଲ୍ଲା  
*ବିଗୁଲ ଟିଭି ର ପଞ୍ଚମ ବାର୍ଷିକ ଉତ୍ସବ ଓ ନୂଆଁ ଖାଇ ଭେଟ ଘାଟ କାର୍ଯ୍ୟ କ୍ରମ*- *ପ୍ରକାଶିତ ହେଲା ବିଗୁଲ ପ୍ରଭା ସାପ୍ତାହିକ ପତ୍ରିକା*   12-Oct-2026
  ଜିଲ୍ଲା  
ବିଜେଡିର ଜନସମ୍ପର୍କ ପଦଯାତ୍ରା ପାଇଁ ଜୋରଦାର ପ୍ରସ୍ତୁତି   12-Oct-2026
  ଜିଲ୍ଲା  
ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ   12-Oct-2026
  ଜିଲ୍ଲା  
ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ   12-Oct-2026
  ଜିଲ୍ଲା  
*ଜଳ ଯୋଗାଣ ଅଧିକାରୀଙ୍କ ବିରୁଦ୍ଧରେ ଅଭିଯୋଗ ଆଣିଲେ ସରପଞ୍ଚ*   12-Oct-2026
  ଜିଲ୍ଲା  
*ଦୁଷ୍କର୍ମ ଅଭିଯୁକ୍ତ କୁ 20 ବର୍ଷ ସଶ୍ରମ କାରାଦଣ୍ଡ*   12-Oct-2026
  ଜିଲ୍ଲା  
ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା   12-Oct-2026
  ଜିଲ୍ଲା  
ପଂଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   12-Oct-2026

You Might Also Like