-+91-9937148622 |

prerana_bgr@rediffmail.com |

  Tuesday 13th October 2026 |

| | | |

R.N.I. Regd No. ODIODI/2010/46693

Breaking News

ମା ଘଣ୍ଟାସୁନିଙ୍କ ନବମୀ ଯାତ୍ରା ଉପଲକ୍ଷେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ    (12-Oct-2026)       ||      *ଆସନ୍ତା କାଲି ଠାରୁ ସୁବର୍ଣ୍ଣପୁର ଠାରେ ହେବ ରାଜ୍ୟ ସ୍ତରୀୟ ୧୪ ବର୍ଷ ରୁ କମ୍ ବାଳକ ଫୁଟବଲ୍ ଚାମ୍ପିଅନସିପ*-   (12-Oct-2026)       ||      ମା’ ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ବ୍ରହ୍ମଚାରିଣୀ ବେଶ ଦର୍ଶନ   (12-Oct-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ୍ ପକ୍ଷରୁ ନବଜାତ ଶିଶୁଙ୍କୁ ମାତୃଶିଶୁ ହସ୍ପିଟାଲରେ କିଲକାରୀ କିଟ୍ ବଣ୍ଟନ   (12-Oct-2026)       ||      *ବିଗୁଲ ଟିଭି ର ପଞ୍ଚମ ବାର୍ଷିକ ଉତ୍ସବ ଓ ନୂଆଁ ଖାଇ ଭେଟ ଘାଟ କାର୍ଯ୍ୟ କ୍ରମ*- *ପ୍ରକାଶିତ ହେଲା ବିଗୁଲ ପ୍ରଭା ସାପ୍ତାହିକ ପତ୍ରିକା*   (12-Oct-2026)       ||      ବିଜେଡିର ଜନସମ୍ପର୍କ ପଦଯାତ୍ରା ପାଇଁ ଜୋରଦାର ପ୍ରସ୍ତୁତି   (12-Oct-2026)       ||      ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ    (12-Oct-2026)       ||      ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ   (12-Oct-2026)       ||      *ଜଳ ଯୋଗାଣ ଅଧିକାରୀଙ୍କ ବିରୁଦ୍ଧରେ ଅଭିଯୋଗ ଆଣିଲେ ସରପଞ୍ଚ*   (12-Oct-2026)       ||      *ଦୁଷ୍କର୍ମ ଅଭିଯୁକ୍ତ କୁ 20 ବର୍ଷ ସଶ୍ରମ କାରାଦଣ୍ଡ*   (12-Oct-2026)       ||      ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା   (12-Oct-2026)       ||      ପଂଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ    (12-Oct-2026)       ||      *ନବରଙ୍ଗପୁର ଜିଲ୍ଲାରେ ଦଶହରା ପୂର୍ବରୁ ଚାନ୍ଦା ଆଦାୟ କରି ବୁଲୁଛନ୍ତି ମାଳମାଳ ନକଲି ସାମ୍ବାଦିକ*   (12-Oct-2026)       ||      *ବୈଦିକ ବିଦ୍ୱାନ ବ୍ରଜ ବିହାରୀ ଙ୍କ ୧୦୬ ତମ ଜୟନ୍ତୀ ସମାରୋହ ଅନୁଷ୍ଟିତ*-   (12-Oct-2026)       ||      କୁରସୁଡରେ ମାଁ ଦୁର୍ଗା ପୂଜା ଆରମ୍ଭ   (12-Oct-2026)       ||      ବରପାଲି କାଳୀ ପୂଜା କମିଟି ର ନୂତନ କର୍ମକର୍ତ୍ତା ଚୟନ   (12-Oct-2026)       ||      ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା ଆଗଲପୁର ହାଇସ୍କୁଲ ପାଇଲା ଉଚ୍ଚ ମାଧ୍ୟମିକ ମାନ୍ୟତା   (12-Oct-2026)       ||      ମାହେଶ୍ୱରୀ ସଂଗଠନ ଆଗଲପୁର ତରଫରୁ ରକ୍ତଦାନ ଶିବିର କାର୍ଯ୍ୟକ୍ରମ   (12-Oct-2026)       ||      ଡୁଙ୍ଗୁରିପାଲି ମଣ୍ଡଳ ବିଜେପି ତରଫରୁ ମଣ୍ଡଳ କାର୍ଯ୍ୟକାରିଣୀ ବୈଠକ    (12-Oct-2026)       ||      ବଲାଙ୍ଗୀରରେ ତିନିଦିନିଆ ‘ଏକତା କଳା ଉତ୍ସବ-୨୦୨୬’ ଉଦ୍‌ଯାପିତ   (12-Oct-2026)       ||     

HOME   ଜିଲ୍ଲା

ଜୁହାର ପରିବାର ତରଫରୁ କିନ୍ନର ସାହେତା ଆୟୋଜିତ

11-Jul-2021



ବଲାଙ୍ଗୀର (ସନ୍ତୋଷ କୁମାର ଠାକୁର) : ଜୁହାର ପରିବାର ବାଙ୍ଗାଲୋର ରେ ରହୁଥିବା ପଶ୍ଚିମ ଓଡ଼ିଶାର ପ୍ରବାସୀ ଜନସାଧାରଣଙ୍କ ଦ୍ବାରା ଗଠିତ ଏକ ସାମାଜିକ ଏବଂ ସାଂସ୍କୃତିକ ସଙ୍ଗଠନ , ଯାହା ଗତ ଦୁଇ ଦଶନ୍ଧି ଧରି ପଶ୍ଚିମ ଓଡିଶାର ସଂସ୍କୃତି, ପରମ୍ପରା ର ସଂରକ୍ଷଣ, ପ୍ରଚାର ପ୍ରସାର ତଥା ଉନ୍ନତି ପାଇଁ କାର୍ଯ୍ୟ କରିଆସୁଅଛି | ଯେଉଁଥିରେ ଏହି ସଙ୍ଘଠନ ଓଡ଼ିଶାର ବେଙ୍ଗାଳୁର,ଦିଲ୍ଲୀ, କୋଲକତା, ଚେନାଇ,ହାଇଦ୍ରାବାଦ, ମୁମ୍ବାଇ,ଲଖନୋ,ଭଦୋଦ୍ରା,ରେ ଥିବାବେଳେ ଦେଶ ବାହାରେ ତଥା ୟୁ କେ,ଦୁବାଇ,ନିୟୁଜିଲାଣ୍ଡ, ଅଷ୍ଟ୍ରେଲିଆ, ଭଳି ଦେଶ ଗୁଡ଼ିକରେ ମଧ୍ୟ ସୁଚାରୁରୂପେ ପରିଚାଳିତ ହେଉଛି। ଯାହା ଏବେ ପଶ୍ଚିମ ଓଡିଶା ମୁହାଁ ହୋଇ ସୁନ୍ଦରଗଡ, ଝାରସୁଗୁଡା,ସମ୍ବଲପୁର,ବଲାଙ୍ଗୀର, କଳାହାଣ୍ଡି, ବୋଉଦ,ନୂଆପଦା ଭଳି ସ୍ଥାନରେ କିନ୍ନର ସାହେତା କାର୍ଯ୍ୟକ୍ରମ ଜାରି ରଖିଛନ୍ତି। ଯାହାକୁ ନେଇ ଆଜି ବଲାଙ୍ଗୀର ସାମ୍ବାଦିକ ଭବନ ପରିସରରେ ଜୁହାର ପରିବାର ବେଙ୍ଗଲୋରର ବରିଷ୍ଠ ସଦସ୍ୟ ସତ୍ୟଜିତ ନାଏକ ଉପସଭାପତି ପ୍ରିୟା ନାଏକ ଙ୍କ ତତ୍ୱବଧାନରେ କିନ୍ନର ସାହେତା ପ୍ରଦାନ କରାଯାଇଥିଲା। ତେବେ ଏହି ଅବସରରେ ସ୍ଥାନୀୟ ବିଧାୟକ ନରସିଂହ ମିଶ୍ର ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ନିଜ ମତବ୍ୟକ୍ତ ରଖିବା ସହ କିନ୍ନର ଙ୍କ ପ୍ରତି ଏଭଳି ସାହାଯ୍ୟ ସହଯୋଗ ର ହାତ ବଢ଼ାଇ ଥିବା ଜୁହାର ପରିବାର ର ସମସ୍ତ ସଦସ୍ୟ ଙ୍କୁ ସାଧୁବାଦ ଜଣାଇଥିଲେ ଓ ଏହି ଘଡ଼ିସନ୍ଧି ମୁହୂର୍ତ୍ତରେ କିନ୍ନର ସମ୍ପ୍ରଦାୟର ଲୋକେ ଅଭାବ ଅନାଟନ ଦେଇ ଗତିକରୁଥିବା ସହ ଜୀବନ ଜୀବିକା ସମ୍ପୁର୍ଣ୍ଣ ରୂପେ ଠପ ହୋଇପଡିଛି।ଠିକ ଏହି ସମୟରେ ଜୁହାର ପରିବାର ସଦସ୍ୟ ସାହାଯ୍ୟର ହାତ ବଢ଼ାଇ ମାନବିକତାର ପରିଚୟ ଦେଇଥିବା ନିଜ ମତ ବ୍ୟକ୍ତ ରଖିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ମା ଘଣ୍ଟାସୁନିଙ୍କ ନବମୀ ଯାତ୍ରା ଉପଲକ୍ଷେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ   12-Oct-2026
  ଜିଲ୍ଲା  
*ଆସନ୍ତା କାଲି ଠାରୁ ସୁବର୍ଣ୍ଣପୁର ଠାରେ ହେବ ରାଜ୍ୟ ସ୍ତରୀୟ ୧୪ ବର୍ଷ ରୁ କମ୍ ବାଳକ ଫୁଟବଲ୍ ଚାମ୍ପିଅନସିପ*-   12-Oct-2026
  ଜିଲ୍ଲା  
ମା’ ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ବ୍ରହ୍ମଚାରିଣୀ ବେଶ ଦର୍ଶନ   12-Oct-2026
  ଜିଲ୍ଲା  
ଟିଟିଲାଗଡ଼ ଲାୟନ୍ସ କ୍ଲବ୍ ପକ୍ଷରୁ ନବଜାତ ଶିଶୁଙ୍କୁ ମାତୃଶିଶୁ ହସ୍ପିଟାଲରେ କିଲକାରୀ କିଟ୍ ବଣ୍ଟନ   12-Oct-2026
  ଜିଲ୍ଲା  
*ବିଗୁଲ ଟିଭି ର ପଞ୍ଚମ ବାର୍ଷିକ ଉତ୍ସବ ଓ ନୂଆଁ ଖାଇ ଭେଟ ଘାଟ କାର୍ଯ୍ୟ କ୍ରମ*- *ପ୍ରକାଶିତ ହେଲା ବିଗୁଲ ପ୍ରଭା ସାପ୍ତାହିକ ପତ୍ରିକା*   12-Oct-2026
  ଜିଲ୍ଲା  
ବିଜେଡିର ଜନସମ୍ପର୍କ ପଦଯାତ୍ରା ପାଇଁ ଜୋରଦାର ପ୍ରସ୍ତୁତି   12-Oct-2026
  ଜିଲ୍ଲା  
ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ   12-Oct-2026
  ଜିଲ୍ଲା  
ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ   12-Oct-2026
  ଜିଲ୍ଲା  
*ଜଳ ଯୋଗାଣ ଅଧିକାରୀଙ୍କ ବିରୁଦ୍ଧରେ ଅଭିଯୋଗ ଆଣିଲେ ସରପଞ୍ଚ*   12-Oct-2026
  ଜିଲ୍ଲା  
*ଦୁଷ୍କର୍ମ ଅଭିଯୁକ୍ତ କୁ 20 ବର୍ଷ ସଶ୍ରମ କାରାଦଣ୍ଡ*   12-Oct-2026
  ଜିଲ୍ଲା  
ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା   12-Oct-2026
  ଜିଲ୍ଲା  
ପଂଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   12-Oct-2026

You Might Also Like