-+91-9937148622 |

prerana_bgr@rediffmail.com |

  Tuesday 13th October 2026 |

| | | |

R.N.I. Regd No. ODIODI/2010/46693

Breaking News

ମା ଘଣ୍ଟାସୁନିଙ୍କ ନବମୀ ଯାତ୍ରା ଉପଲକ୍ଷେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ    (12-Oct-2026)       ||      *ଆସନ୍ତା କାଲି ଠାରୁ ସୁବର୍ଣ୍ଣପୁର ଠାରେ ହେବ ରାଜ୍ୟ ସ୍ତରୀୟ ୧୪ ବର୍ଷ ରୁ କମ୍ ବାଳକ ଫୁଟବଲ୍ ଚାମ୍ପିଅନସିପ*-   (12-Oct-2026)       ||      ମା’ ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ବ୍ରହ୍ମଚାରିଣୀ ବେଶ ଦର୍ଶନ   (12-Oct-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ୍ ପକ୍ଷରୁ ନବଜାତ ଶିଶୁଙ୍କୁ ମାତୃଶିଶୁ ହସ୍ପିଟାଲରେ କିଲକାରୀ କିଟ୍ ବଣ୍ଟନ   (12-Oct-2026)       ||      *ବିଗୁଲ ଟିଭି ର ପଞ୍ଚମ ବାର୍ଷିକ ଉତ୍ସବ ଓ ନୂଆଁ ଖାଇ ଭେଟ ଘାଟ କାର୍ଯ୍ୟ କ୍ରମ*- *ପ୍ରକାଶିତ ହେଲା ବିଗୁଲ ପ୍ରଭା ସାପ୍ତାହିକ ପତ୍ରିକା*   (12-Oct-2026)       ||      ବିଜେଡିର ଜନସମ୍ପର୍କ ପଦଯାତ୍ରା ପାଇଁ ଜୋରଦାର ପ୍ରସ୍ତୁତି   (12-Oct-2026)       ||      ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ    (12-Oct-2026)       ||      ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ   (12-Oct-2026)       ||      *ଜଳ ଯୋଗାଣ ଅଧିକାରୀଙ୍କ ବିରୁଦ୍ଧରେ ଅଭିଯୋଗ ଆଣିଲେ ସରପଞ୍ଚ*   (12-Oct-2026)       ||      *ଦୁଷ୍କର୍ମ ଅଭିଯୁକ୍ତ କୁ 20 ବର୍ଷ ସଶ୍ରମ କାରାଦଣ୍ଡ*   (12-Oct-2026)       ||      ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା   (12-Oct-2026)       ||      ପଂଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ    (12-Oct-2026)       ||      *ନବରଙ୍ଗପୁର ଜିଲ୍ଲାରେ ଦଶହରା ପୂର୍ବରୁ ଚାନ୍ଦା ଆଦାୟ କରି ବୁଲୁଛନ୍ତି ମାଳମାଳ ନକଲି ସାମ୍ବାଦିକ*   (12-Oct-2026)       ||      *ବୈଦିକ ବିଦ୍ୱାନ ବ୍ରଜ ବିହାରୀ ଙ୍କ ୧୦୬ ତମ ଜୟନ୍ତୀ ସମାରୋହ ଅନୁଷ୍ଟିତ*-   (12-Oct-2026)       ||      କୁରସୁଡରେ ମାଁ ଦୁର୍ଗା ପୂଜା ଆରମ୍ଭ   (12-Oct-2026)       ||      ବରପାଲି କାଳୀ ପୂଜା କମିଟି ର ନୂତନ କର୍ମକର୍ତ୍ତା ଚୟନ   (12-Oct-2026)       ||      ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା ଆଗଲପୁର ହାଇସ୍କୁଲ ପାଇଲା ଉଚ୍ଚ ମାଧ୍ୟମିକ ମାନ୍ୟତା   (12-Oct-2026)       ||      ମାହେଶ୍ୱରୀ ସଂଗଠନ ଆଗଲପୁର ତରଫରୁ ରକ୍ତଦାନ ଶିବିର କାର୍ଯ୍ୟକ୍ରମ   (12-Oct-2026)       ||      ଡୁଙ୍ଗୁରିପାଲି ମଣ୍ଡଳ ବିଜେପି ତରଫରୁ ମଣ୍ଡଳ କାର୍ଯ୍ୟକାରିଣୀ ବୈଠକ    (12-Oct-2026)       ||      ବଲାଙ୍ଗୀରରେ ତିନିଦିନିଆ ‘ଏକତା କଳା ଉତ୍ସବ-୨୦୨୬’ ଉଦ୍‌ଯାପିତ   (12-Oct-2026)       ||     

HOME   ଜିଲ୍ଲା

ସମୟ ହିଁ ସାହିତ୍ୟର ଶ୍ରେଷ୍ଠ ବିଚାରକ

11-Jul-2021



କଂଟାବାଞ୍ଜି,(ଆନନ୍ଦ କୁମାର ମୋଟେ) : ସମୟ ହିଁ ସାହିତ୍ୟର ଶ୍ରେଷ୍ଠ ବିଚାରକ । ସାମୟିକ, ଯଶ ପ୍ରଶଂସା କବି ପାଇଁ ମୁଳ୍ୟହୀନ । ଏମତ ପ୍ରକାଶ ପାଇଛି କବି ଅଧ୍ୟାପକ  ଡଂ ସଂଜୟ କୁମାର ମିଶ୍ରଙ୍କ ଜନ୍ମ ଦିନ ଉପଲକ୍ଷେ କୋଶଳି ଭାଷା ଓ ସାହିତ୍ୟ ଶୀର୍ଷକରେ ଆୟୋଜିତ  ୱେବିନାରରେ ।  କୋଶଳ ଭାରତୀ ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାର ଗାଇସିଲେଟ ପକ୍ଷରୁ ଆୟୋଜିତ ଏହ ୱେବିନାରରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଡ. ମିଶ୍ର କୋଶଳି ଭାଷାର ଐ୍ୟତିହ ବର୍ତ୍ତମାନ ଓ ଭବିଷ୍ୟତ ଉପରେ ନିଜର ମତ ରଖି ଏହି ଭାଷାର ସାହିତ୍ୟ ଅତ୍ୟନ୍ତ ସମୟୋ ପୋଜୋଗି ଏବଂ ମୌଳିକ ବିଚାର ଧାରା ପ୍ରସୁତ ବୋଲି କହିଥିଲେ । ପୁଷତମ ଜୁଆଡି ସଭା ପରିଚାଳନା କରିଥିବା ବେଲେ ବଲ୍ଲଭ ସାହୁ, ଜୟଶ୍ରୀ ସାହୁ, ହେମାଙ୍ଗୀନି ଦାସ, ଅଭିନବ ପଟ୍ଟନାୟକ, ଲୋକେଶ୍ୱର ପାଣ୍ଡେ, ରତ୍ନୋମୟ ତ୍ରିପାଠୀ ପ୍ରମୁଖ ଙ୍କ ସହ ଶତାଧିକ କବି ଲେଖକ ଏଥିରେ ଯୋଗ ଦେଇଥିଲେ । କଂଟାବାଞ୍ଜିରେ ମଧ୍ୟ ଛାତ୍ରଛାତ୍ରୀ ମାନେ ଶ୍ରୀ ମିଶ୍ର ଙ୍କ ଜନ୍ମ ଦିନ ପାଳନ କରିଥିଲେ । ସୁଚିତ୍ରା ବେହେରା, ନିବେଦିତା ହାତୀ, ଧାରାଶ୍ରୀ ମହାନ୍ତି, ଦେବଦତ୍ତ ବାଗ, କ୍ରିଷ୍ଣାଞ୍ଜଳୀ ମଲ୍ଲିକ, ଘାସିରାମ ତାଣ୍ଡି, ଶାନ୍ତି ମାଝୀ, କିଶନାଥ ମାଝୀ ପ୍ରମୁଖ ଶ୍ରୀ ମିଶ୍ରଙ୍କ ବାସଭବନରେ ଜନ୍ମଦିନର ଶଭେଚ୍ଛା ଜଣାଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ମା ଘଣ୍ଟାସୁନିଙ୍କ ନବମୀ ଯାତ୍ରା ଉପଲକ୍ଷେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ   12-Oct-2026
  ଜିଲ୍ଲା  
*ଆସନ୍ତା କାଲି ଠାରୁ ସୁବର୍ଣ୍ଣପୁର ଠାରେ ହେବ ରାଜ୍ୟ ସ୍ତରୀୟ ୧୪ ବର୍ଷ ରୁ କମ୍ ବାଳକ ଫୁଟବଲ୍ ଚାମ୍ପିଅନସିପ*-   12-Oct-2026
  ଜିଲ୍ଲା  
ମା’ ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ବ୍ରହ୍ମଚାରିଣୀ ବେଶ ଦର୍ଶନ   12-Oct-2026
  ଜିଲ୍ଲା  
ଟିଟିଲାଗଡ଼ ଲାୟନ୍ସ କ୍ଲବ୍ ପକ୍ଷରୁ ନବଜାତ ଶିଶୁଙ୍କୁ ମାତୃଶିଶୁ ହସ୍ପିଟାଲରେ କିଲକାରୀ କିଟ୍ ବଣ୍ଟନ   12-Oct-2026
  ଜିଲ୍ଲା  
*ବିଗୁଲ ଟିଭି ର ପଞ୍ଚମ ବାର୍ଷିକ ଉତ୍ସବ ଓ ନୂଆଁ ଖାଇ ଭେଟ ଘାଟ କାର୍ଯ୍ୟ କ୍ରମ*- *ପ୍ରକାଶିତ ହେଲା ବିଗୁଲ ପ୍ରଭା ସାପ୍ତାହିକ ପତ୍ରିକା*   12-Oct-2026
  ଜିଲ୍ଲା  
ବିଜେଡିର ଜନସମ୍ପର୍କ ପଦଯାତ୍ରା ପାଇଁ ଜୋରଦାର ପ୍ରସ୍ତୁତି   12-Oct-2026
  ଜିଲ୍ଲା  
ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ   12-Oct-2026
  ଜିଲ୍ଲା  
ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ   12-Oct-2026
  ଜିଲ୍ଲା  
*ଜଳ ଯୋଗାଣ ଅଧିକାରୀଙ୍କ ବିରୁଦ୍ଧରେ ଅଭିଯୋଗ ଆଣିଲେ ସରପଞ୍ଚ*   12-Oct-2026
  ଜିଲ୍ଲା  
*ଦୁଷ୍କର୍ମ ଅଭିଯୁକ୍ତ କୁ 20 ବର୍ଷ ସଶ୍ରମ କାରାଦଣ୍ଡ*   12-Oct-2026
  ଜିଲ୍ଲା  
ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା   12-Oct-2026
  ଜିଲ୍ଲା  
ପଂଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   12-Oct-2026

You Might Also Like