-+91-9937148622 |

prerana_bgr@rediffmail.com |

  Tuesday 13th October 2026 |

| | | |

R.N.I. Regd No. ODIODI/2010/46693

Breaking News

ମା ଘଣ୍ଟାସୁନିଙ୍କ ନବମୀ ଯାତ୍ରା ଉପଲକ୍ଷେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ    (12-Oct-2026)       ||      *ଆସନ୍ତା କାଲି ଠାରୁ ସୁବର୍ଣ୍ଣପୁର ଠାରେ ହେବ ରାଜ୍ୟ ସ୍ତରୀୟ ୧୪ ବର୍ଷ ରୁ କମ୍ ବାଳକ ଫୁଟବଲ୍ ଚାମ୍ପିଅନସିପ*-   (12-Oct-2026)       ||      ମା’ ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ବ୍ରହ୍ମଚାରିଣୀ ବେଶ ଦର୍ଶନ   (12-Oct-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ୍ ପକ୍ଷରୁ ନବଜାତ ଶିଶୁଙ୍କୁ ମାତୃଶିଶୁ ହସ୍ପିଟାଲରେ କିଲକାରୀ କିଟ୍ ବଣ୍ଟନ   (12-Oct-2026)       ||      *ବିଗୁଲ ଟିଭି ର ପଞ୍ଚମ ବାର୍ଷିକ ଉତ୍ସବ ଓ ନୂଆଁ ଖାଇ ଭେଟ ଘାଟ କାର୍ଯ୍ୟ କ୍ରମ*- *ପ୍ରକାଶିତ ହେଲା ବିଗୁଲ ପ୍ରଭା ସାପ୍ତାହିକ ପତ୍ରିକା*   (12-Oct-2026)       ||      ବିଜେଡିର ଜନସମ୍ପର୍କ ପଦଯାତ୍ରା ପାଇଁ ଜୋରଦାର ପ୍ରସ୍ତୁତି   (12-Oct-2026)       ||      ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ    (12-Oct-2026)       ||      ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ   (12-Oct-2026)       ||      *ଜଳ ଯୋଗାଣ ଅଧିକାରୀଙ୍କ ବିରୁଦ୍ଧରେ ଅଭିଯୋଗ ଆଣିଲେ ସରପଞ୍ଚ*   (12-Oct-2026)       ||      *ଦୁଷ୍କର୍ମ ଅଭିଯୁକ୍ତ କୁ 20 ବର୍ଷ ସଶ୍ରମ କାରାଦଣ୍ଡ*   (12-Oct-2026)       ||      ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା   (12-Oct-2026)       ||      ପଂଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ    (12-Oct-2026)       ||      *ନବରଙ୍ଗପୁର ଜିଲ୍ଲାରେ ଦଶହରା ପୂର୍ବରୁ ଚାନ୍ଦା ଆଦାୟ କରି ବୁଲୁଛନ୍ତି ମାଳମାଳ ନକଲି ସାମ୍ବାଦିକ*   (12-Oct-2026)       ||      *ବୈଦିକ ବିଦ୍ୱାନ ବ୍ରଜ ବିହାରୀ ଙ୍କ ୧୦୬ ତମ ଜୟନ୍ତୀ ସମାରୋହ ଅନୁଷ୍ଟିତ*-   (12-Oct-2026)       ||      କୁରସୁଡରେ ମାଁ ଦୁର୍ଗା ପୂଜା ଆରମ୍ଭ   (12-Oct-2026)       ||      ବରପାଲି କାଳୀ ପୂଜା କମିଟି ର ନୂତନ କର୍ମକର୍ତ୍ତା ଚୟନ   (12-Oct-2026)       ||      ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା ଆଗଲପୁର ହାଇସ୍କୁଲ ପାଇଲା ଉଚ୍ଚ ମାଧ୍ୟମିକ ମାନ୍ୟତା   (12-Oct-2026)       ||      ମାହେଶ୍ୱରୀ ସଂଗଠନ ଆଗଲପୁର ତରଫରୁ ରକ୍ତଦାନ ଶିବିର କାର୍ଯ୍ୟକ୍ରମ   (12-Oct-2026)       ||      ଡୁଙ୍ଗୁରିପାଲି ମଣ୍ଡଳ ବିଜେପି ତରଫରୁ ମଣ୍ଡଳ କାର୍ଯ୍ୟକାରିଣୀ ବୈଠକ    (12-Oct-2026)       ||      ବଲାଙ୍ଗୀରରେ ତିନିଦିନିଆ ‘ଏକତା କଳା ଉତ୍ସବ-୨୦୨୬’ ଉଦ୍‌ଯାପିତ   (12-Oct-2026)       ||     

HOME   ଜିଲ୍ଲା

ପ୍ରତ୍ୟେକ ଗ୍ରାମକୁ ଯାଇ ଜନସାଧାରଣ ଙ୍କ ସମସ୍ୟାକୁ ତଦନ୍ତ କରୁଛନ୍ତି ନୟାଗଡ଼ ବିଧାୟକ

12-Jul-2021



ନୟାଗଡ, (ପ୍ରଦୀପ କୁମାର ପଣ୍ଡା):  ନୟାଗଡ଼ ସଦରବ୍ଲକ ଅନ୍ତର୍ଗତ କ୍ରିଦାଶପୁର ପଞ୍ଚାୟତ ଗୋଡ଼ିପାଟଣା ଗ୍ରାମରେ ମା ମଙ୍ଗଳା ଗୋଷ୍ଠୀ କେନ୍ଦ୍ରକୁ ଆଜି ନୟାଗଡ଼ ବିଧାୟକ ତଥା ମନ୍ତ୍ରୀ ଡ. ଅରୁଣ କୁମାର ସାହୁ ଉଦଘାଟନ କରିଛନ୍ତି । ଗ୍ରାମବାସୀଙ୍କ ଉଦ୍ଦେଶ୍ୟରେ ନିର୍ମାଣ ଏହି ଗୋଷ୍ଠୀ କେନ୍ଦ୍ର ଉଦଘାଟନ କାର୍ଯ୍ୟକ୍ରମରେ ବିଜେଡି ନେତା ପୂର୍ଣ୍ଣଚନ୍ଦ୍ର ନାୟକ, ବ୍ଲକ ଉପାଧ୍ୟକ୍ଷ ସୁବାସ କହଁର, ସରପଞ୍ଚ ଅନ୍ତର୍ଯ୍ୟାମୀ ଦାଶ, ପୂର୍ବତନ ସରପଞ୍ଚ ଦୂତିବାମନ ବେହେରା ପ୍ରମୂଖ ଉପସ୍ଥିତ ରହିଥିଲେ । ସେହିଭଳି ଭାବେ ଡିମିରିପାଟଣା ଗ୍ରାମରେ ଡ଼. ସାହୁ  ଲୋକଙ୍କ ସମସ୍ୟା ଗୁଡିକ ବିଷୟରେ ଗ୍ରାମବାସୀଙ୍କ ସହ ଆଲୋଚନା

କରିଥିଲେ । କରୋନା କୁ ହରାଇବା ପାଇଁ ସରକାରୀ କଟକଣା ଗୁଡିକୁ ଠିକ ଭାବେ ଅନୁପାଳନ କରିବା ପାଇଁ ଗ୍ରାମବାସୀ ମାନଙ୍କୁ ବୁଝାଇଥିଲେ | ଗ୍ରାମରେ ହେବାକୁ ଥିବା ଉନ୍ନୟନ ମୂଳକ କାର୍ଯ୍ୟ ସଂମ୍ପର୍କରେ ଆଲୋଚନା କରାଯିବା ସହିତ ସରକାରୀ ଯୋଜନା ଗୁଡିକ କିପରି ଉପଯୁକ୍ତ ହିତାଧିକାରୀ ମାନେ ସୁବିଧାରେ ପାଇପାରିବେ ସେ ବିଷୟରେ ଉପସ୍ଥିତ ରାଜନୈତିକ କର୍ମୀ ମାନଙ୍କୁ ନିର୍ଦେଶ ଦେଇଥିଲେ |


News Comment




Photo in News

Advertisment
Lastest News
  ଜିଲ୍ଲା  
ମା ଘଣ୍ଟାସୁନିଙ୍କ ନବମୀ ଯାତ୍ରା ଉପଲକ୍ଷେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ   12-Oct-2026
  ଜିଲ୍ଲା  
*ଆସନ୍ତା କାଲି ଠାରୁ ସୁବର୍ଣ୍ଣପୁର ଠାରେ ହେବ ରାଜ୍ୟ ସ୍ତରୀୟ ୧୪ ବର୍ଷ ରୁ କମ୍ ବାଳକ ଫୁଟବଲ୍ ଚାମ୍ପିଅନସିପ*-   12-Oct-2026
  ଜିଲ୍ଲା  
ମା’ ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ବ୍ରହ୍ମଚାରିଣୀ ବେଶ ଦର୍ଶନ   12-Oct-2026
  ଜିଲ୍ଲା  
ଟିଟିଲାଗଡ଼ ଲାୟନ୍ସ କ୍ଲବ୍ ପକ୍ଷରୁ ନବଜାତ ଶିଶୁଙ୍କୁ ମାତୃଶିଶୁ ହସ୍ପିଟାଲରେ କିଲକାରୀ କିଟ୍ ବଣ୍ଟନ   12-Oct-2026
  ଜିଲ୍ଲା  
*ବିଗୁଲ ଟିଭି ର ପଞ୍ଚମ ବାର୍ଷିକ ଉତ୍ସବ ଓ ନୂଆଁ ଖାଇ ଭେଟ ଘାଟ କାର୍ଯ୍ୟ କ୍ରମ*- *ପ୍ରକାଶିତ ହେଲା ବିଗୁଲ ପ୍ରଭା ସାପ୍ତାହିକ ପତ୍ରିକା*   12-Oct-2026
  ଜିଲ୍ଲା  
ବିଜେଡିର ଜନସମ୍ପର୍କ ପଦଯାତ୍ରା ପାଇଁ ଜୋରଦାର ପ୍ରସ୍ତୁତି   12-Oct-2026
  ଜିଲ୍ଲା  
ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ   12-Oct-2026
  ଜିଲ୍ଲା  
ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ   12-Oct-2026
  ଜିଲ୍ଲା  
*ଜଳ ଯୋଗାଣ ଅଧିକାରୀଙ୍କ ବିରୁଦ୍ଧରେ ଅଭିଯୋଗ ଆଣିଲେ ସରପଞ୍ଚ*   12-Oct-2026
  ଜିଲ୍ଲା  
*ଦୁଷ୍କର୍ମ ଅଭିଯୁକ୍ତ କୁ 20 ବର୍ଷ ସଶ୍ରମ କାରାଦଣ୍ଡ*   12-Oct-2026
  ଜିଲ୍ଲା  
ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା   12-Oct-2026
  ଜିଲ୍ଲା  
ପଂଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   12-Oct-2026

You Might Also Like