-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||     

HOME   ଜିଲ୍ଲା

ଆଦିବାସୀ ବିଧବା ପାଞ୍ଚ ବରିହା ଙ୍କୁ କେବେ ପାଞ୍ଚିବ ପ୍ରଶାସନ

28-Oct-2020



 ପାଟଣାଗଡ଼ ( ଗୋରେଖନାଥ ବରିହା ) ବଲାଙ୍ଗୀର ଜିଲ୍ଲା ପାଟଣାଗଡ ବ୍ଲକ ଅନ୍ତର୍ଗତ ସୋଲବନ୍ଦ ଗ୍ରାମ ପଞ୍ଚାୟତ ର ସୋଲବନ୍ଦ ଗ୍ରାମ ର ଅତି ରୁ ଅତି ଗରିବ ୨୦ ବର୍ଷ ର ଆଦିବାସୀ ବିଧବା ମହିଳା ଶ୍ରୀମତୀ ପାଞ୍ଚ ବରିହା ଘର ନଥିବାରୁ କେତେ ଯେ କଷ୍ଟ ରେ ରହୁଛନ୍ତି ତାହା ଅବର୍ଣ୍ଣନୀୟ । ତାଙ୍କ ପରିବାର ର ରେ ମୋଟ ଆଠ ଜଣ ଅଛନ୍ତି।ପୁଅ ବହୁ ଏକ ବିପଦପୂର୍ଣ୍ଣ ମାଟି ଘରେ ରହୁଥିବା ବେଳେ ଏକ ଅକର୍ମଣ୍ୟ ୩୦ ବର୍ଷ ର ଝିଅ ସହିତ ପାଞ୍ଚ ବରିହା ଚାରୋଟି ଖମ୍ବ ଗାଡ଼ି ପୁରୁଣା ଖପର ଛାଉଣୀ କରି ଏକ ଟେଣ୍ଟ ହାଉସ ରୁ କିଛି ଫଟା ଚାନ୍ଦୁଆ ଆଣି ଏହି ଘରେ କାନ୍ଥ କରି ବହୁ ଦୁଃଖ ରେ ରହୁଛନ୍ତି। ପାଞ୍ଚ ବରିହା ବହୁ ହେବାର ୪୦ବର୍ଷ ହେବ ଘର ନଥିବାରୁ ସବୁବେଳେ ସେ ଖରା ବର୍ଷା ଶୀତ ର ଦାରୂଣ ଦୁ୍ଃଖ ଯାହା କହୁଛନ୍ତି ତାହା ଭାଷାରେ ବର୍ଣ୍ଣନା କରି ହେବ ନାହିଁ। ତାଙ୍କ ନାମ ରେ ବା ତାଙ୍କ ପୂର୍ବ ପୁରୁଷ ନାମରେ ଜମି ନାହିଁ କେବଳ ଘର ଡିହ କିଛି ଅଛି। ଗ୍ରାମ ପଞ୍ଚାୟତ ର ସମସ୍ତ ଙ୍କ ଠାରୁ ଗରିବ କହିଲେ ଅତ୍ୟୁକ୍ତି ହେବ ନାହିଁ।୨୦ ବର୍ଷ ହେଲା ସେ ନିଜେ ଦେଖି ଆସୁଛନ୍ତି ଯାହାର ଜମି ବାଡ଼ି ଅଛି ଆଲ୍ପ ଘର ଅଛି ସେହିମାନଙ୍କୁ ଘର ଦିଆଯାଇଛି ମୁଁ ଟଙ୍କା ଦେଇ ପାରିନଥିବାରୁ ଘର ଦେଉନଥିବା କହିଛନ୍ତି। ସରପଞ୍ଚ ଏବଂ ବର୍ତ୍ତମାନ ର ବିଡ଼ିଓ ଙ୍କ ପାଖକୁ  ଅନେକ ଥର ଯାଇ ନିରାଶ ହୋଇ ଥିବା ପ୍ରକାଶ କରିଛନ୍ତି । ପାଞ୍ଚ ବରିହା ଙ୍କୁ କେବେ ପାଞ୍ଚିବ ପ୍ରଶାସନ ଦେଖିବାକୁ ବାକି ରହିଲା ।।


News Comment




Photo in News

Advertisment
Lastest News
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026

You Might Also Like