-+91-9937148622 |

prerana_bgr@rediffmail.com |

  Monday 12th October 2026 |

| | | |

R.N.I. Regd No. ODIODI/2010/46693

Breaking News

ମା ଘଣ୍ଟାସୁନିଙ୍କ ନବମୀ ଯାତ୍ରା ଉପଲକ୍ଷେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ    (12-Oct-2026)       ||      *ଆସନ୍ତା କାଲି ଠାରୁ ସୁବର୍ଣ୍ଣପୁର ଠାରେ ହେବ ରାଜ୍ୟ ସ୍ତରୀୟ ୧୪ ବର୍ଷ ରୁ କମ୍ ବାଳକ ଫୁଟବଲ୍ ଚାମ୍ପିଅନସିପ*-   (12-Oct-2026)       ||      ମା’ ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ବ୍ରହ୍ମଚାରିଣୀ ବେଶ ଦର୍ଶନ   (12-Oct-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ୍ ପକ୍ଷରୁ ନବଜାତ ଶିଶୁଙ୍କୁ ମାତୃଶିଶୁ ହସ୍ପିଟାଲରେ କିଲକାରୀ କିଟ୍ ବଣ୍ଟନ   (12-Oct-2026)       ||      *ବିଗୁଲ ଟିଭି ର ପଞ୍ଚମ ବାର୍ଷିକ ଉତ୍ସବ ଓ ନୂଆଁ ଖାଇ ଭେଟ ଘାଟ କାର୍ଯ୍ୟ କ୍ରମ*- *ପ୍ରକାଶିତ ହେଲା ବିଗୁଲ ପ୍ରଭା ସାପ୍ତାହିକ ପତ୍ରିକା*   (12-Oct-2026)       ||      ବିଜେଡିର ଜନସମ୍ପର୍କ ପଦଯାତ୍ରା ପାଇଁ ଜୋରଦାର ପ୍ରସ୍ତୁତି   (12-Oct-2026)       ||      ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ    (12-Oct-2026)       ||      ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ   (12-Oct-2026)       ||      *ଜଳ ଯୋଗାଣ ଅଧିକାରୀଙ୍କ ବିରୁଦ୍ଧରେ ଅଭିଯୋଗ ଆଣିଲେ ସରପଞ୍ଚ*   (12-Oct-2026)       ||      *ଦୁଷ୍କର୍ମ ଅଭିଯୁକ୍ତ କୁ 20 ବର୍ଷ ସଶ୍ରମ କାରାଦଣ୍ଡ*   (12-Oct-2026)       ||      ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା   (12-Oct-2026)       ||      ପଂଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ    (12-Oct-2026)       ||      *ନବରଙ୍ଗପୁର ଜିଲ୍ଲାରେ ଦଶହରା ପୂର୍ବରୁ ଚାନ୍ଦା ଆଦାୟ କରି ବୁଲୁଛନ୍ତି ମାଳମାଳ ନକଲି ସାମ୍ବାଦିକ*   (12-Oct-2026)       ||      *ବୈଦିକ ବିଦ୍ୱାନ ବ୍ରଜ ବିହାରୀ ଙ୍କ ୧୦୬ ତମ ଜୟନ୍ତୀ ସମାରୋହ ଅନୁଷ୍ଟିତ*-   (12-Oct-2026)       ||      କୁରସୁଡରେ ମାଁ ଦୁର୍ଗା ପୂଜା ଆରମ୍ଭ   (12-Oct-2026)       ||      ବରପାଲି କାଳୀ ପୂଜା କମିଟି ର ନୂତନ କର୍ମକର୍ତ୍ତା ଚୟନ   (12-Oct-2026)       ||      ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା ଆଗଲପୁର ହାଇସ୍କୁଲ ପାଇଲା ଉଚ୍ଚ ମାଧ୍ୟମିକ ମାନ୍ୟତା   (12-Oct-2026)       ||      ମାହେଶ୍ୱରୀ ସଂଗଠନ ଆଗଲପୁର ତରଫରୁ ରକ୍ତଦାନ ଶିବିର କାର୍ଯ୍ୟକ୍ରମ   (12-Oct-2026)       ||      ଡୁଙ୍ଗୁରିପାଲି ମଣ୍ଡଳ ବିଜେପି ତରଫରୁ ମଣ୍ଡଳ କାର୍ଯ୍ୟକାରିଣୀ ବୈଠକ    (12-Oct-2026)       ||      ବଲାଙ୍ଗୀରରେ ତିନିଦିନିଆ ‘ଏକତା କଳା ଉତ୍ସବ-୨୦୨୬’ ଉଦ୍‌ଯାପିତ   (12-Oct-2026)       ||     

HOME   ରାଜ୍ୟ

ରାଜ୍ୟରେ ୨ହଜାର ତଳକୁ ଖସିଲା କରୋନା ସଂକ୍ରମିତଙ୍କ ସଂଖ୍ୟା

12-Jul-2021



ଭୁବନେଶ୍ୱର,(ପ୍ରେରଣା ଖବର) : ରାଜ୍ୟରେ ଦୈନିକ ସଂକ୍ରମଣ ୧୨ ହଜାରରୁ ହ୍ରାସ ପାଇ ୩ ହଜାରରେ ପହଞ୍ଚିବା ପରେ ଆଶା କରାଯାଉଥିଲା ଖୁବଶୀଘ୍ର ଏହି ସଂଖ୍ୟା ନିମ୍ନସ୍ତରରେ ପହଞ୍ଚିବ । ମାତ୍ର ରାଜ୍ୟରେ କରୋନା କଟକଣା ଲାଗୁ ପରେ ମଧ୍ୟ ୧୫ ଦିନ ଧରି ୩ ହଜାର ପଜିଟିଭ୍ ଚିହ୍ନଟ ହୋଇଥିଲେ । ଗତ ମାସ ୧୪ ତାରିଖରୁ ଏହି ପ୍ରକ୍ରିୟା ଜାରି ରହିଥିଲା । ମାତ୍ର ଅଳ୍ପ ଦିନ ପାଇଁ ଦୈନିକ ସଂକ୍ରମଣ ୩ ହଜାର ତଳକୁ ଖସିଥିଲା । ଗତ ୯ ଦିନ ହେଲା ୩ ହଜାର ତଳକୁ ଏବେ ସଂକ୍ରମଣ ଖସିଛି । ଏହା ମଧ୍ୟରେ ଆଜି ପୁଣି ୧୯୯୩ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୧୧୫୪ ଓ ସ୍ଥାନୀୟ ଅଞ୍ଚଳରୁ ୮୩୯ ଜଣ ଚିହ୍ନଟ ହୋଇଛନ୍ତି। ତେବେ ଆଜ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୨୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।

   ଅନୁଗୁଳ-୫୮, ବାଲେଶ୍ୱର-୧୮୧, ବରଗଡ଼-୧୯, ଭଦ୍ରକ-୮୬, ବଲାଙ୍ଗୀର -୧୩, ବୌଦ୍ଧ -୧୦, କଟକ-୨୯୭, ଦେବଗଡ଼-୫, ଢ଼େଙ୍କାନାଳ – ୪୪, ଗଜପତି-୫, ଗଞ୍ଜାମ-୧୩, ଜଗତସିଂହପୁର – ୮୯, ଯାଜପୁର – ୧୪୧, ଝାରସୁଗୁଡ଼ା – ୧୦, କଳାହାଣ୍ଡି – ୮, କନ୍ଧମାଳ – ୧୩, କେନ୍ଦ୍ରାପଡ଼ା -୨୯, କେନ୍ଦୁଝର-୩୫, ଖୋର୍ଦ୍ଧା – ୩୨୨, କୋରାପୁଟ – ୩୧, ମାଲକାନଗିରି – ୪୨, ମୟୁରଭଞ୍ଜ-୧୧୦, ନବରଙ୍ଗପୁର -୧୫, ନୟାଗଡ଼-୭୮, ନୂଆପଡ଼ା – ୬, ପୁରୀ – ୧୪୪, ରାୟଗଡ଼ା – ୨୪, ସମ୍ବଲପୁର – ୧୪, ସୁବର୍ଣ୍ଣପୁର – ୧୭, ସୁନ୍ଦରଗଡ଼- ୭୫, ଷ୍ଟେପୁଲ୍‌ରୁ – ୫୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

     ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୯ଲକ୍ଷ ୪୧ ହଜାର ୭୪୫କୁ ବୃଦ୍ଧିପାଇଛି । ବର୍ତ୍ତମାନ ରାଜ୍ୟରେ ୨୪, ୫୬୭ ଆକ୍ରାନ୍ତ ବିଭିନ୍ନ ହସ୍ପିଟାଲ୍‌ରେ ଚିକିତ୍ସିତ ହେଉଛନ୍ତି । ରାଜ୍ୟରେ ସୁସ୍ଥ ହେଲେଣି ୯ଲକ୍ଷ ୧୨ ହଜାର ୪୬୩ । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୪୧ ହଜାର ୭୪୫ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୯ ଲକ୍ଷ ୧୨ ହଜାର ୪୬୩ ରହିଥିବା ବେଳେ ୨୪ ହଜାର ୫୬୭ ଜଣ ଚିକିତ୍ସିତ ହେଉଛନ୍ତି


News Comment




Photo in News

Advertisment
Lastest News
  ଜିଲ୍ଲା  
ମା ଘଣ୍ଟାସୁନିଙ୍କ ନବମୀ ଯାତ୍ରା ଉପଲକ୍ଷେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ   12-Oct-2026
  ଜିଲ୍ଲା  
*ଆସନ୍ତା କାଲି ଠାରୁ ସୁବର୍ଣ୍ଣପୁର ଠାରେ ହେବ ରାଜ୍ୟ ସ୍ତରୀୟ ୧୪ ବର୍ଷ ରୁ କମ୍ ବାଳକ ଫୁଟବଲ୍ ଚାମ୍ପିଅନସିପ*-   12-Oct-2026
  ଜିଲ୍ଲା  
ମା’ ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ବ୍ରହ୍ମଚାରିଣୀ ବେଶ ଦର୍ଶନ   12-Oct-2026
  ଜିଲ୍ଲା  
ଟିଟିଲାଗଡ଼ ଲାୟନ୍ସ କ୍ଲବ୍ ପକ୍ଷରୁ ନବଜାତ ଶିଶୁଙ୍କୁ ମାତୃଶିଶୁ ହସ୍ପିଟାଲରେ କିଲକାରୀ କିଟ୍ ବଣ୍ଟନ   12-Oct-2026
  ଜିଲ୍ଲା  
*ବିଗୁଲ ଟିଭି ର ପଞ୍ଚମ ବାର୍ଷିକ ଉତ୍ସବ ଓ ନୂଆଁ ଖାଇ ଭେଟ ଘାଟ କାର୍ଯ୍ୟ କ୍ରମ*- *ପ୍ରକାଶିତ ହେଲା ବିଗୁଲ ପ୍ରଭା ସାପ୍ତାହିକ ପତ୍ରିକା*   12-Oct-2026
  ଜିଲ୍ଲା  
ବିଜେଡିର ଜନସମ୍ପର୍କ ପଦଯାତ୍ରା ପାଇଁ ଜୋରଦାର ପ୍ରସ୍ତୁତି   12-Oct-2026
  ଜିଲ୍ଲା  
ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ   12-Oct-2026
  ଜିଲ୍ଲା  
ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ   12-Oct-2026
  ଜିଲ୍ଲା  
*ଜଳ ଯୋଗାଣ ଅଧିକାରୀଙ୍କ ବିରୁଦ୍ଧରେ ଅଭିଯୋଗ ଆଣିଲେ ସରପଞ୍ଚ*   12-Oct-2026
  ଜିଲ୍ଲା  
*ଦୁଷ୍କର୍ମ ଅଭିଯୁକ୍ତ କୁ 20 ବର୍ଷ ସଶ୍ରମ କାରାଦଣ୍ଡ*   12-Oct-2026
  ଜିଲ୍ଲା  
ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା   12-Oct-2026
  ଜିଲ୍ଲା  
ପଂଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   12-Oct-2026

You Might Also Like